ପୁରୀ

ବୋମାମାଡ଼ ପରେ ପୁରୁଷଶୂନ୍ୟ ଗାଁ : ୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ

ବ୍ରହ୍ମଗିରି,୮।୧୧(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରିର ନାଥପୁରରେ ସିରିଜ ବୋମାମାଡ଼ ପରେ ଗାଁ ପୁରୁଷଶୂନ୍ୟ ହୋଇଯାଇଛି। ବର୍ତ୍ତମାନ ସେଠାକାର ସ୍ଥିତି ନିୟନ୍ତ୍ରଣାଧୀନ ଥିବା ପୁରୀ ଜିଲାପାଳ ସମର୍ଥ ବର୍ମା କହିଛନ୍ତି। ଘଟଣାସ୍ଥଳରେ ୫ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଅତିରିକ୍ତ ଏସ୍‌ପି ସେଠାରେ…

ସରକାରୀ ଜମିରେ ସ୍ଥାୟୀ ଭାବେ ରହିବାରୁ ସଂଘର୍ଷ

କୃଷ୍ଣପ୍ରସାଦ, ୮।୧୧(ଡି.ଏନ୍‌.ଏ): କୃଷ୍ଣପ୍ରସାଦ ବ୍ଲକ ଅଧୀନ ଚିଲିକା ମଧ୍ୟରେ ଥିବା ବ୍ରହ୍ମପୁର ଗ୍ରାମରେ ୩୦ ଦଳିତ ପରିବାର ସ୍ଥାୟୀ ଭାବେ ରହୁଥିଲେ। ମିଳିଥିବା ସୂଚନା ଅନୁସାରେ ୬ମାସ ତଳେ ଏକ ଛୋଟ ଘଟଣାକୁ ନେଇ ଏହି ଦଳିତ ଗୋଷ୍ଠୀ ସହ ଗ୍ରାମବାସୀଙ୍କ…

ବିବାଦ ସମାଧାନ ପାଇଁ ଚାଲିଥିଲା ବୈଠକ, ହେଲେ ଫୁଟିଲା ବୋମା

ବ୍ରହ୍ମଗିରି,୭।୧୧(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ସାତପଡ଼ା ନାଥପୁରରେ ବୋମାମାଡ ହୋଇଛି । ଜମି ଜବରଦଖଲକୁ ୨ ସାହି ମଧ୍ୟରେ ଗଣ୍ଡଗୋଳକୁ ନେଇ ବୋମାମାଡ଼ ହୋଇଥିବା ସୂଚନା ମିଳିଛି । ଏଥିରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି ।…

ବ୍ୟଙ୍ଗ ସାହିତ୍ୟିକ ମୋହନ ଦାସ ରତିକାନ୍ତ ରାଓଙ୍କ ପରଲୋକ

ପୁରୀ ଅଫିସ,୭।୧୧: ଓଡ଼ିଶାର ସ୍ବନାମଧନ୍ୟ ବିଶିଷ୍ଟ ହାସ୍ୟ ବ୍ୟଙ୍ଗ ସାହିତ୍ୟିକ ମୋହନ ଦାସ ରତିକାନ୍ତ ରାଓ(୯୩)ଙ୍କ ଶୁକ୍ରବାର କୁଣ୍ଢେଇବେଣ୍ଟ ସାହିସ୍ଥିତ ପଞ୍ଚଚଉରା ନିକଟ ବାସଭବନରେ ପରଲୋକ ହୋଇଛି। ସେ ଜେଲ ବିଭାଗର ମୁକ୍ତବନ୍ଦୀ ଶିବିରର ଅଧିକାରୀ ଭାବେ କାର୍ଯ୍ୟକରି ଅବସରଗ୍ରହଣ କରିଥିଲେ।…

ପୁରୀ ନାମ ଶ୍ରୀଜଗନ୍ନାଥ ଧାମ ପୁରୀ ହେଉ

ପୁରୀ ଅଫିସ, ୬।୧୧: ମହାପ୍ରଭୁ ଶ୍ରୀଜଗନ୍ନାଥ ହିଁ କୋଟି କୋଟି ମଣିଷଙ୍କ ଦେବତା। ତାଙ୍କ ବିନା ପୁରୀ, ଓଡ଼ିଶା କିମ୍ବା ଭାରତର ପରିଚୟ ନାହିଁ। ତେଣୁ ପୁରୀର ନାମ ଜଗନ୍ନାଥ ପୁରୀ ନାମରେ ନାମିତ କରାଯିବାକୁ ଦାବି କରି ସାଧୁସନ୍ଥ, ବୁଦ୍ଧିଜୀବୀ…

ପୁରୀ ଧାମ, ମଠ ସଂସ୍କୃତିର ବିକାଶ କରାଯିବ: ଧର୍ମେନ୍ଦ୍ର

ପୁରୀ ଅଫିସ, ୬।୧୧: କେଦାରନାଥ ପୀଠରେ ଶୁକ୍ରବାର ଆଦିଶଙ୍କରାଚାର୍ଯ୍ୟଙ୍କ ପ୍ରତିମୂର୍ତ୍ତି ଲୋକାର୍ପଣ ଅବସରରେ ପୁରୀରେ ମହୋଦଧି ପୂଜନ ଓ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୀପଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେଦାରନାଥଠାରେ ଆୟୋଜିତ ଉତ୍ସବରେ ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇଥିବାବେଳେ ପୁରୀରେ…

ଶ୍ରୀମନ୍ଦିର ଚାରିପାଖେ ୧୪୪ ଧାରା

ପୁରୀ ଅଫିସ,୪।୧୧: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଗୁରୁବାର ଦୀପାବଳିରେ କାଉଁରିଆ କାଠି ଜାଳିବା ଉପରେ କଟକଣା ଜାରି ହୋଇଛି। ସେହିପରି ଶ୍ରୀମନ୍ଦିର ଓ ଚତୁଃପାର୍ଶ୍ୱରେ ଜନସମାଗମ ନ ହେବା ପାଇଁ ୧୪୪ ଧାରା ଜାରି କରାଯାଇଛି। ଗୁରୁବାର ଭୋର ୪ଟାରୁ ପରବର୍ତ୍ତୀ…

ଜିଲାପାଳଙ୍କ ଅଫିସ୍‌ ଲିଫ୍ଟରେ ଫସିଲେ ୮ ଆଇନଜୀବୀ

ପୁରୀ ଅଫିସ,୪।୧୧: ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରସ୍ଥ ଲିଫ୍ଟରେ ବୁଧବାର ୮ଜଣ ଆଇନଜୀବୀ ପ୍ରାୟ ୨୦ ମିନିଟ ଫସିରହିଥିଲେ। ଏହି ସମୟରେ ସେମାନେ ଅଣନିଃଶ୍ୱାସୀ ଅନୁଭବ କରିଥିଲେ। ଏ ନେଇ ଜଣାପଡ଼ିବା ପରେ ଲିଫ୍ଟ ଚାବି ଖୋଲାଯାଇ ସେମାନଙ୍କୁ ଉଦ୍ଧାର କରାଯାଇଥିଲା।…

ପୁରୀ ଜିଲା ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ସିଧାସଳଖ…

ପୁରୀ ଅଫିସ,୩।୧୧: ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ଜିଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ…

ଏହି ଜିଲାର ଚାଷୀ ପାଇବେ କାଳିଆ ସହାୟତା

ପୁରୀ ଅଫିସ,୩।୧୧: ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲାର ଚାଷୀଙ୍କ ମଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କାଳିଆ ସହାୟତା ଘୋଷଣା କରିଛନ୍ତି। ପ୍ରତ୍ୟେକ ଚାଷୀ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ । ଏଥିପାଇଁ ୩୩.୦୩ କୋଟି ଟଙ୍କା ଖର୍ଚ୍ଚ…

ଦୀପାବଳି ଦିନ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଜାରି ହେବ ୧୪୪ ଧାରା

ପୁରୀ ଅଫିସ,୧।୧୧: ଆସନ୍ତା ୪ ତାରିଖରେ ପବିତ୍ର ଦୀପାବଳି ଓ ପୟାଶ୍ରାଦ୍ଧ। ଏହି ଅବସରରେ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବା ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ୧୪୪ଧାରା ଜାରି ହେବ। ପରମ୍ପରା ଅନୁଯାୟୀ ଦୀପାବଳି ଦିନ ଭକ୍ତମାନେ ବଡବଡୁଆ ଡାକିବା ପାଇଁ…

ଆଜିଠୁ ପଶ୍ଚିମଦ୍ୱାର ଦେଇ ଦର୍ଶନ

ପୁରୀ ଅଫିସ,୧।୧୧: ନୂତନ ଏସ୍‌ଓପି ଅନୁଯାୟୀ ସୋମବାରଠାରୁ ପୁରୀ ସହରବାସୀ ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର ଦେଇ ପ୍ରବେଶକରି ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଏଥିପାଇଁ କୋଭିଡ୍‌ କଟକଣା ପାଳନ ସହ ଆବଶ୍ୟକ ପରିଚୟପତ୍ର ଓ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ କିମ୍ବା ଦୁଇଡୋଜ୍‌ ଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?