ପୁରୀ

ସେବାୟତଙ୍କ ପାଇଁ ଲାଗୁ ହେଲା ଡ୍ରେସ୍‌ କୋଡ୍‌

ପୁରୀ ଅଫିସ, ୨୨।୧୦: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବା ତଥା ଗର୍ଭଗୃହକୁ ପ୍ରବେଶ କରୁଥିବା ସେବାୟତଙ୍କ ପାଇଁ ଡ୍ରେସ୍‌ କୋଡ୍‌ ଲାଗୁ ହୋଇଛି। ପାରମ୍ପରିକ ବସ୍ତ୍ର ପରିଧାନ କରି ସେବାୟତମାନେ ଗୁରୁବାରଠାରୁ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିଛନ୍ତି। ସେହିପରି ଆସନ୍ତା ଦୀପାବଳି ପରଦିନଠାରୁ…

ବଢୁଛି ଦାଦାବଟି ଆଦାୟ ଘଟଣା

ପୁରୀ ଅଫିସ, ୨୧।୧୦: ପୁରୀ ସହରରେ ଦାଦାବଟି ଆଦାୟ ଘଟଣା ବଢ଼ିବାରେ ଲାଗିଛି। ଦାଦାବଟି ପାଇଁ ବ୍ୟବସାୟୀ, ହୋଟେଲ ମାଲିକ, ନୂଆ ଘର ମାଲିକଙ୍କୁ ଟାର୍ଗେଟ କରାଯାଉଛି। ନୂଆଘର ବାବଦକୁ ଏକକାଳୀନ କିଛି ଟଙ୍କା ମଗାଯାଉଥିବା ବେଳେ ସମୁଦ୍ରକୂଳ ଅଞ୍ଚଳରେ ଥିବା…

ଜୁଆରେ ହାରି ବନ୍ଧା ପଡ଼ିିଲେ ମହାପ୍ରଭୁ

ପୁରୀ ଅଫିସ, ୨୧।୧୦: ଶ୍ରୀମନ୍ଦିରରେ ବୁଧବାର କୁମାର ପୂର୍ଣ୍ଣିମା ନୀତି ପାଳିତ ହୋଇଛି। ଏହି ଅବସରରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଜୁଆଖେଳରେ ହାରି ମହାଲକ୍ଷ୍ମୀଙ୍କ ନିକଟରେ ୭ଦିନ ପାଇଁ ବନ୍ଧାପଡ଼ିଛନ୍ତି। ଶ୍ରୀମନ୍ଦିରରେ ସନ୍ଧ୍ୟାଧୂପ ପରେ ମହାପ୍ରଭୁଙ୍କ ପ୍ରତିନିଧି ଭାବେ ଶ୍ରୀମଦନ ମୋହନ ମହାଲକ୍ଷ୍ମୀ…

ମହିଳାଙ୍କୁ ଗୁଳିମାଡ଼

ପୁରୀ ଅଫିସ, ୨୦।୧୦: ପୁରୀ ସହର ନରେନ୍ଦ୍ର କୋଣ ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଛି ଗୁଳିକାଣ୍ଡ। ଗୁଳିକାଣ୍ଡରେ ଜଣେ ମହିଳା ଆହତ ହୋଇଥିବା ଜଣାପଡ଼ିଛି। ଆହତ ମହିଳା ଜଣଙ୍କ ହେଉଛନ୍ତି ଶକୁନ୍ତଳା ସାହୁ ଓରଫ ଜିନା (୩୮)। ସୂଚନାନୁସାରେ, ଦାଦା…

୬ ପର୍ଯ୍ୟଟକ ସମୁଦ୍ରରେ ଭାସିଗଲେ

ପୁରୀ ଅଫିସ,୧୯।୧୦: ପୁରୀ ସମୁଦ୍ରରେ ମଙ୍ଗଳବାର ୬ ଜଣ ପର୍ଯ୍ୟଟକ ଗାଧୋଉଥିବା ବେଳେ ଭାସିଯାଇଛନ୍ତି। ତେବେ ସେମାନଙ୍କ ମଧ୍ୟରୁ ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଯାଇଥିବାବେଳେ ୪ଜଣଙ୍କୁ ଉଦ୍ଧାର କରାଯାଇଛି। ଅନ୍ୟ ଜଣେ ପର୍ଯ୍ୟଟକ ନିଖୋଜ ଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ…

ପୁରୀରେ ମିଳିବ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସେବା

ପୁରୀ ଅଫିସ,୧୮।୧୦: ବଡ଼ଦାଣ୍ଡକୁ ସଂଯୋଗ କରୁଥିବା ପ୍ରମୁଖ ରାସ୍ତାରେ ଭୂତଳ ବିଦ୍ୟୁତ୍‌ କେବୁଲ୍‌ ବିଛାଯିବ। ଫଳରେ ପୁରୀ ବାସିନ୍ଦାଙ୍କୁ ୨୪ ଘଣ୍ଟିଆ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସେବା ମିଳିବା ସହ ରାସ୍ତାରେ ଯାତାୟତ ସହଜ ହେବ। ଭୂତଳ କେବୁଲ୍‌ ବିଛାର ପ୍ରଥମ ପର୍ଯ୍ୟାୟ…

ଧିମେଇଛି ଅପରେଶନ ମୁସ୍କାନ, ପରୀ

ପୁରୀ ଅଫିସ,୧୭।୧୦: ରାଜ୍ୟରେ ଯେପରି କେହି ଶିଶୁ ଶ୍ରମିକ ନ ରହିବେ, ସେଥିପାଇଁ ସରକାରଙ୍କ ପକ୍ଷରୁ ଅପରେଶନ ମୁସ୍କାନ ଓ ପରୀ ଯୋଜନା ହାତକୁ ନିଆଯାଇଛି। ହେଲେ ଏହି ଯୋଜନା ପୁରୀ ଜିଲାରେ ଧିମେଇ ଯାଇଥିବା ନଜରକୁ ଆସିଛି। ପୁରୀ ସହର…

ଦଶହରା, କାର୍ତ୍ତିକପୂର୍ଣ୍ଣିମାରେ ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ ଅଫିସ,୧୩।୧୦: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦଶହରା ଏବଂ କାର୍ତ୍ତିକ ପୂର୍ଣ୍ଣିମାରେ ଭକ୍ତ ଦର୍ଶନ କରିପାରିବେ ନାହିଁ। ଏହି ଦିନଗୁଡ଼ିକରେ ଶ୍ରୀମନ୍ଦିର ବନ୍ଦ ରହିବ। ଗୁରୁବାର ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ଏସ୍‌ଓପି ଜାରି କରାଯାଇଛି। ଏସ୍‌ଓପି…

ଶ୍ରୀମନ୍ଦିରରେ ଡ୍ରେସ୍‌ କୋଡ୍‌କୁ ନେଇ ଚର୍ଚ୍ଚା

ପୁରୀ ଅଫିସ, ୧୪ା୧୦: ଶ୍ରୀମନ୍ଦିର ଭିତରକାଠ ଆଗକୁ ଯିବା ପାଇଁ ପ୍ର୍ରତ୍ୟେକ ବ୍ୟକ୍ତିଙ୍କୁ ପାରମ୍ପରିକ ବେଶପୋଷାକ ପରିଧାନ କରିବାକୁ ପଡ଼ିବ। ସେବାୟତ, ଶ୍ରୀମନ୍ଦିର କର୍ମଚାରୀ କିମ୍ବା ଶ୍ରଦ୍ଧାଳୁ ସମସ୍ତଙ୍କୁ ପାରମ୍ପରିକ ଡ୍ରେସ୍‌କୋର୍ଡ ଅର୍ଥାତ୍‌ ମଠା ଓ ପାଟ ପିନ୍ଧି ଭିତରକାଠ ଆଗକୁ…

୨୫ ଲକ୍ଷର ବ୍ରାଉନ୍‌ସୁଗାର ଜବତ, ୫ ଗିରଫ

ପୁରୀ ଅଫିସ, ୧୪ା୧୦: ପୁରୀ ସହରରେ ବ୍ରାଉନସୁଗାର କାରବାର ବଢିଚାଲିଛି। ବିଶେଷକରି ଯୁବପିଢ଼ି ଏହି କାରବାରରେ ସମ୍ପୃକ୍ତ ହେଉଥିବାବେଳେ ଖୋର୍ଦ୍ଧା ଓ ଭୁବନେଶ୍ୱରରୁ ଏଠାକୁ ଧଳାଜହର ଆସୁଛି। ମଙ୍ଗଳବାର ରାତିରେ ପୁରୀ ପୋଲିସର ସ୍ପେଶାଲ ଟାସ୍କ ଫୋର୍ସ ଟିମ୍‌ ବ୍ରାଉନ ସୁଗାର…

ଶ୍ରୀଜଗନ୍ନାଥ ଷ୍ଟାଡିୟମ୍‌ କାର୍ଯ୍ୟ ଦେଖିଲେ ୫-ଟି ସଚିବ

ପୁରୀ ଅଫିସ,୧୪।୧୦: ପୁରୀ ପେଣ୍ଠକଟାସ୍ଥିତ ଶ୍ରୀଜଗନ୍ନାଥ କ୍ରିକେଟ୍‌ ଷ୍ଟାଡିୟମ୍‌ ନିର୍ମାଣ କାର୍ଯ୍ୟର ସ୍ଥିତି ସମୀକ୍ଷା କରିଛନ୍ତି ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌। ବୁଧବାର ୫-ଟି ସଚିବ ପାଣ୍ଡିଆନ୍‌ ପୁରୀ ଆସି ନିର୍ମାଣାଧୀନ ଶ୍ରୀଜଗନ୍ନାଥ କ୍ରିକେଟ୍‌ ଷ୍ଟାଡିୟମ୍‌ ଅଞ୍ଚଳ ବୁଲି କାର୍ଯ୍ୟ ଓ…

୧୮ରେ ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ ବାତିଲ

ପୁରୀ ଅଫିସ,୧୪।୧୦: ଆସନ୍ତା ୧୮ତାରିଖରେ ହେବାକୁ ଥିବା ଶ୍ରୀମନ୍ଦିର ପରିକ୍ରମା ଯୋଜନା ପ୍ରକଳ୍ପର ଭୂମି ପୂଜନ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି। ଏଥିସହ ଏହିଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁରୀ ଗସ୍ତ ବାତିଲ ହୋଇଛି। ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ, ୧୮ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?