ପୁରୀ

ନିୟମ ଭାଙ୍ଗି ଜରିମାନା ଦେଲେ ଚାନ୍ଦବାଲି ବିଧାୟକ

ପୁରୀ ଅଫିସ, ୭।୧୦: ଶ୍ରୀମନ୍ଦିର ସଂଲଗ୍ନ ନୋ ପାର୍କିଂ ଜୋନ୍‌ରେ ବୁଧବାର ନିୟମ ଉଲ୍ଲଂଘନ କରି ଚାନ୍ଦବାଲି ବିଧାୟକ ତଥା ବିଜେଡି ନେତା ବ୍ୟୋମକେଶ ରାୟ ୨ହଜାର ଟଙ୍କା ଜରିମାନା ଦେଇଛନ୍ତି। ସେହିପରି ସେ କଟକଣା ଭାଙ୍ଗି ସସ୍ତ୍ରୀକ ଶ୍ରୀମନ୍ଦିର ଯାଇ…

କଳାଯାଦୁରେ ପୁଅକୁ ଖୋଜିବାକୁ କହି ୪ଲକ୍ଷ ଠକେଇ

କାକଟପୁର,୭।୧୦(ଡି.ଏନ୍‌.ଏ.): କାକଟପୁର ଥାନା ଅଧୀନ ଜଣେ ବ୍ୟକ୍ତିଙ୍କ ନିଖୋଜ ପୁଅକୁ କଳାଯାଦୁ ଦ୍ୱାରା ଖୋଜି ଦେବାକୁ କହି ୪ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ କରିବା ଅଭିଯୋଗରେ ପୋଲିସ ଜଣଙ୍କୁ ଗିରଫ କରି ବୁଧବାର କୋର୍ଟଚାଲାଣ କରିଛି। ସେ ହେଲେ ନୟାହାଟ ଫାଣ୍ଡି…

ସମୁଦ୍ରପଥରେ ଡ୍ରଗ୍ସ ଚାଲାଣ ଆଶଙ୍କା ବଢୁଛି

ପୁରୀ ଅଫିସ,୬।୧୦: ମୁମ୍ବାଇ କ୍ରୁଜ୍‌ ଡ୍ରଗ୍ସ ମାମଲାରେ ଓଡ଼ିଶାର ଲିଙ୍କ୍‌ ପ୍ରସଙ୍ଗ ସାମ୍ନାକୁ ଆସିବା ସହ ରାଉରକେଲାର ଦୁଇଜଣ ଗିରଫ ହେବା ପରେ ସମୁଦ୍ର ତଟବର୍ତ୍ତୀ ପୁରୀ ସହର ଉପରେ ସଭିଁଙ୍କ ନଜର ପଡ଼ିଛି। ପୁରୀକୁ ଦେଶ ବିଦେଶର ଲୋକେ ଆସୁଥିବାବେଳେ…

ଜିଲା କୋଷାଗାରକୁ ଗଲା ୫ କୁଇଣ୍ଟାଲ ରୁପା

ପୁରୀ ଅଫିସ,୬।୧୦: ଶ୍ରୀମନ୍ଦିରର ସାତ ଦ୍ୱାର ରୁପା ଛାଉଣି ସରିଥିବାବେଳେ କଳାହାଟ ଦ୍ୱାରର ରୁପା ଛାଉଣି ହୋଇପାରିନାହିଁ। ଆସନ୍ତା ବର୍ଷ ଶ୍ରୀଗୁଣ୍ଡିଚା ଯାତ୍ରା ସମୟରେ କଳାହାଟ ଦ୍ୱାରର ରୁପା ଛାଉଣି କରାଯିବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀଳାଦ୍ରି ଭକ୍ତନିବାସ ଷ୍ଟ୍ରଙ୍ଗ୍‌ରୁମ୍‌ରେ…

ପିପିଲି ନିର୍ବାଚନମଣ୍ଡଳୀର ବିକାଶ ହିଁ ମୋର ପ୍ରଥମ ଲକ୍ଷ୍ୟ: ରୁଦ୍ର

ଭୁବନେଶ୍ୱର,୫।୧୦(ବ୍ୟୁରୋ): ପିପିଲିର ନବନିର୍ବାଚିତ ବିଧାୟକ ରୁଦ୍ର ପ୍ରତାପ ମହାରଥି ଶପଥ ନେଇଛନ୍ତି। ମଙ୍ଗଳବାର ବିଧାନସଭାରେ ତାଙ୍କୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଶପଥ ନେବା ପରେ ଅଞ୍ଚଳର ବିକାଶ ହିଁ ତାଙ୍କର ପ୍ରଥମ ଲକ୍ଷ୍ୟ…

ଜିଲା କୋଷାଗାରକୁ ଯିବ ୫ କ୍ୱିଣ୍ଟାଲ ରୁପା

ପୁରୀ ଅଫିସ, ୪।୧୦: ଶ୍ରୀମନ୍ଦିରର କଳାହାଟା ଦ୍ୱାର ପାଇଁ ଆସିଥିବା ସମସ୍ତ ୫ କ୍ୱିଣ୍ଟାଲ ରୁପାକୁ ମଙ୍ଗଳବାର ନିଳାଦ୍ରୀ ଭକ୍ତନିବାସ ଷ୍ଟ୍ରଙ୍ଗରୁମରୁ ଜିଲା କୋଷାଗାରକୁ ସ୍ଥାନାନ୍ତର କରାଯିବ । ଏ ନେଇ ଜିଲାପାଳଙ୍କଠାରୁ ସବୁଜ ସଂକେତ ମିଳିଛି। ରୁପାକୁ ସୁରକ୍ଷିତ ରଖିବା…

୮୩୧ ଭୋଟରଙ୍କୁ ପସନ୍ଦ ଆସିଲେନି କେହି

ପୁରୀ ଅଫିସ,୪।୧୦: ପିପିଲି ଉପନିର୍ବାଚନରେ ୧ ଲକ୍ଷ ୮୦ ହଜାର ୯୯ ଜଣ ଭୋଟର ମତଦାନ କରିଛନ୍ତି। ତନ୍ମଧ୍ୟରୁ ବିଜେଡିକୁ ୯୬ ହଜାର ୯୭୨ ଓ ଭାଜପାକୁ ୭୬ ହଜାର ୫୬ ଖଣ୍ଡ ଭୋଟ ମିଳିଛି। ତେବେ ଚଳିତ ନିର୍ବାଚନରେ ନୋଟାରେ…

ବାପାଙ୍କ ବିଜୟ ଧାରା ଜାରି ରଖିଲେ ପୁଅ

ପୁରୀ ଅଫିସ,୩ା୧୦: ପିପିଲି ଉପ ନିର୍ବାଚନ ଭୋଟ ଗଣତି ରବିବାର ସନ୍ଧ୍ୟାରେ ଶେଷ ହୋଇଛି। ଏଥିରେ ବିଜେଡିର ରୁଦ୍ର ପ୍ରତାପ ମହାରଥୀ ବାଜି ମାରିଛନ୍ତି। ବାପା ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ବିଜୟ ଧାରାକୁ ପୁଅ ରୁଦ୍ର ସଫଳତାର ସହ ବଜାୟ ରଖିଛନ୍ତି।…

ପିପିଲିରେ ନାଚିଲେଣି

ପୁରୀ ଅଫିସ,୩ା୧୦: ପିପିଲି ଉପ ନିର୍ବାଚନ ଭୋଟ ଗଣତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ୨୪ ରାଉଣ୍ଡ ଗଣତି ସୁଦ୍ଧା ବିଜେଡିର ରୁଦ୍ର ପ୍ରତାପ ମହାରଥୀ ଆଗୁଆ ରହିଛନ୍ତି। ରୁଦ୍ର ୯୨,୮୧୦ ଭୋଟ ପାଇଥିବା ବେଳେ ଭାଜପାର ଆଶ୍ରିତ ପଟ୍ଟନାୟକ ୭୨,୩୨୧ ଭୋଟ…

ପିପିଲି ଉପନିର୍ବାଚନ: ବିଜୟ ମୁହାଁ ବିଜେଡି

ପୁରୀ ଅଫିସ୍‌,୩।୧୦: ପିପିଲି ଉପନିର୍ବାଚନ ଫଳାଫଳ ସ୍ପଷ୍ଟ ହେବାରେ ଲାଗିଛି। ଆଉ ମାତ୍ର କିଛି ଘଣ୍ଟା ମଧ୍ୟରେ ଫଳାଫଳ ଘୋଷଣା ହେବ। ଏପର୍ଯ୍ୟନ୍ତ ୧୫ ରାଉଣ୍ଡ ସୁଦ୍ଧେ ବିଜେଡି ପାର୍ଥୀ ରୁଦ୍ର ମହାରଥୀ ୧୬,୪୪୦ ଖଣ୍ଡ ଭୋଟ୍‌ରେ ଆଗୁଆ ଅଛନ୍ତି। ପିପିଲି…

ପିପିଲି ଉପନିର୍ବାଚନ: ଦ୍ୱିତୀୟ ରାଉଣ୍ଡରେ ବି ବିଜେଡି ଆଗରେ

ପୁରୀ ଅଫିସ,୩ା୧୦: ପିପିଲି ଉପନିର୍ବାଚନ ଭୋଟ ଗଣତି ଜାରି ରହିଛି। ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ ଥିବା ବେଳେ ଦ୍ୱିତୀୟ ରାଉଣ୍ଡରେ ବି ବିଜେଡି ଆଗୁଆ ରହିଥିବା ସୂଚନା ମିଳିଛି। ଦ୍ୱିତୀୟ ରାଉଣ୍ଡରେ ବିଜେଡି ୨୪୪୧ ଖଣ୍ଡ ଭୋଟ୍‌ରେ…

ଭୋଟ୍‌ ଗଣତି ଆରମ୍ଭ: ପ୍ରଥମ ରାଉଣ୍ଡ୍‌ରେ ବିଜେଡି ଆଗୁଆ

ପୁରୀ ଅଫିସ,୩ା୧୦: କଡ଼ା ସୁରକ୍ଷା ମଧ୍ୟରେ ଆଜି ସକାଳ ୮ଟାରୁ ପିପିଲି ଉପନିର୍ବାଚନ ପାଇଁ ଭୋଟ୍‌ ଗଣତି ଆରମ୍ଭ ହୋଇଛି। ୮ଟାରୁ ପ୍ରଥମେ ପୋଷ୍ଟାଲ ବାଲଟ ଗଣତି କରାଯାଇଥିଲା। ସାଢ଼େ ୮ଟାରୁ ଇଭିଏମ୍‌ ଭୋଟ୍‌ ଗଣତି କରାଯାଉଛି। ପ୍ରଥମ ରାଉଣ୍ଡ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?