ପୁରୀ

ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ, ୩।୬: ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଆଗେଇ ଚାଲିଛି। ବୁଧବାର ରଥଯାତ୍ରା ପାଇଁ ତିନିରଥର ଦଉଡ଼ି ଏବଂ ଘେର ଦଉଡ଼ି ପୁରୀରେ ପହଞ୍ଚତ୍ଛି। ଏକ ଟ୍ରକ ଯୋଗେ ପୁରୀରେ ୧୪ଟି…

ଭଉଁରି ଯାତ୍ରାରେ ନିୟୋଜିତ ହେବେ ୫ ପ୍ଲାଟୁନ ଫୋର୍ସ

ପୁରୀ ଅଫିସ, ୩।୬: ଅକ୍ଷୟତୃତୀୟାଠାରୁ ମହାପ୍ରଭୁଙ୍କ ଆରମ୍ଭ ହୋଇଥିବା ବାହାର ଚନ୍ଦନ ଯାତ୍ରାର ବିଂଶତମ ଦିବସକୁ ଭଉଁରି ଯାତ୍ରା କୁହାଯାଏ। ଶ୍ରୀମନ୍ଦିର ସ୍ବତ୍ୱଲିପି ଏବଂ ରଥସଂହିତା ଅନୁଯାୟୀ ଏହିଦିନ ଚକଡେରା ନୀତି ସମ୍ପନ୍ନ ହୋଇଥାଏ। ଏଣୁ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ପୋଲିସ…

ଦିଆସିଲି କାଠିରେ ସାଇକେଲ ପ୍ରତିକୃତି

ପୁରୀ ଅଫିସ,୩।୬: ଜୁନ ୩ ତାରିଖକୁ ସାରା ବିଶ୍ୱରେ ୱାର୍ଲଡ ସାଇକେଲ ଦିବସ ଭାବେ ପାଳନ କରାଯାଏ। ସାଇକେଲ ଚଳାଇବା ଦ୍ୱାରା ସ୍ବାସ୍ଥ୍ୟ ଠିକ ରହିବା ସହ ପରିବେଶ ପ୍ରଦୂଷଣ ହୋଇ ନ ଥାଏ। ଏଣୁ ପରିବେଶ ପ୍ରଦୂଷଣ ରୋକିବା ଏବଂ…

ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ,୨ା୬: ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ଖଳା ଚଳଚଞ୍ଚଳ ହୋଇଉଠିଛି। ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ଶ୍ରୀକ୍ଷେତ୍ର ଭଉଁରୀ। ଏଥିପାଇଁ ରଥଖଳା ଓ ନରେନ୍ଦ୍ର ପୋଖରୀ ଚତୁଃପାର୍ଶରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ତେବେ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ବୁଧବାର…

କିସ୍ତି ଶୁଝିବା ଚିନ୍ତାରେ ଋଣଗ୍ରହୀତା

ପୁରୀ ଅଫିସ,୧ା୬: କିସ୍ତି ଟଙ୍କା ଦେବା ପାଇଁ ଋଣ ଗ୍ରହୀତାମାନେ ଚାପରେ ପଡ଼ି ନୟାନ୍ତ ହେଲେଣି। ଋଣ ଆଦାୟ ପାଇଁ କ୍ଷୁଦ୍ର ଅର୍ଥଲଗାଣକାରୀ ସଂସ୍ଥା ଓ ବ୍ୟାଙ୍କଗୁଡ଼ିକ ଜୁଲମ କରୁଛନ୍ତି। ଋଣ ଅର୍ଥ ଆଦାୟ ପାଇଁ ଏଜେଣ୍ଟମାନଙ୍କୁ ଟାର୍ଗେଟ ଦିଆଯାଉଥିବାରୁ ସେମାନେ…

ବିନା ଭକ୍ତରେ ହୋଇପାରେ ସ୍ନାନଯାତ୍ରା

ପୁରୀ ଅଫିସ, ୧ା୬: କୋଭିଡ୍‌ କଟକଣା ମଧ୍ୟରେ ବିନା ଭକ୍ତରେ ଚଳିତ ବର୍ଷର ସ୍ନାନଯାତ୍ରା ହୋଇପାରେ। ତେବେ ଏ ନେଇ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇନାହିଁ। କେବଳ ଆଲୋଚନା ଚାଲିଛି। ସ୍ନାନଯାତ୍ରା ସହ ସଂଶ୍ଲିଷ୍ଟ ସମସ୍ତ ବ୍ୟକ୍ତିବିଶେଷଙ୍କ ସହିତ ବିଚାର ବିମର୍ଶ…

ଘର ନିକଟରେ କବର ଖୋଳାକୁ ନେଇ ଉତ୍ତେଜନା

ପିପିଲି,୩୦।୫(ସ୍ବ.ପ୍ର.): ପିପିଲି ପୌରାଞ୍ଚଳ ୧୪ୱାର୍ଡ ସୁଲତାନନଗର ଗ୍ରାମର ଏକ ଘର ନିକଟରେ ଶନିବାର ମୃତଦେହ ପୋତିବା ନିମନ୍ତେ ଏକ କବର ଖୋଳିବାକୁ ନେଇ ଉତ୍ତେଜନା ଦେଖାଦେଇଛି। ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର ଜଣେ ବୃଦ୍ଧାଙ୍କ ମୃତଦେହକୁ ପୋତିବା ପାଇଁ ଅନ୍ୟ ସମ୍ପ୍ରଦାୟ ଲୋକଙ୍କ…

ଅଟୋ, ଟ୍ୟାକ୍ସି ଚାଳକଙ୍କ ଜୀବିକା ଛଡ଼ାଇଛି କରୋନା

ପୁରୀ ଅଫିସ,୩୦।୫: କରୋନାର ଦ୍ୱିତୀୟ ଲହର ସମାଜର ମଧ୍ୟମ ଓ ଗରିବ ଶ୍ରେଣୀର ଜନସାଧାରଣ ପାଇଁ ଏବେ ବାଧକ ସାଜିଛି। ପୁରୀ ସହର ଏକ ପର୍ଯ୍ୟଟନସ୍ଥଳ ହୋଇଥିବାରୁ ବର୍ଷତମାମ ଏଠାକୁ ପର୍ଯ୍ୟଟକମାନେ ଆସିଥାନ୍ତି। ପର୍ଯ୍ୟଟକଙ୍କ ଉପରେ ନିର୍ଭର କରି ପୁରୀର ଅଧିକାଂଶ…

ଶ୍ରୀମନ୍ଦିର ରତ୍ନବେଦି ଫଟୋ ଭାଇରାଲ୍‌

ପୁରୀ ଅଫିସ,୩୦।୫: ପୁରୀରେ କିଛିଦିନର ବ୍ୟବଧାନ ପରେ ଶ୍ରୀମନ୍ଦିରର ଭିତର ଫଟୋ ପୁଣି ଭାଇରାଲ ହୋଇଛି। ଏଥର ଶ୍ରୀମନ୍ଦିରର ଗର୍ଭ ଗୃହ ରତ୍ନତ୍ସିଂହାସନ ଫଟୋ ଭାଇରାଲ ହେବା ନେଇ ଅଭିଯୋଗ ହୋଇଛି। ଖବର ପ୍ରଚାରିତ ହେବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…

କରୋନାରେ ଚାଲିଗଲେ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଦିବଂଗତ ବିଜେଡି ନେତା ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କର କରୋନାରେ ଦେହାନ୍ତ ହୋଇଛି। ୬୪ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ନିକଟରେ କରୋନା ସଂକ୍ରମିତ ହୋଇଥିଲେ ପ୍ରଣୟ। ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱରର ଏକ…

ଅରଖକୁଦାରେ ପଶିଲା ଜୁଆରପାଣି

ବ୍ରହ୍ମଗିରି,୨୭।୫(ଡି.ଏନ୍‌.ଏ.): ସାମୁଦ୍ରିକ ବାତ୍ୟା ୟାସ୍‌ ପୁରୀ ଜିଲାରେ ବିଶେଷ କ୍ଷୟକ୍ଷତି କରିନାହିଁ। ତଥାପି ବ୍ରହ୍ମଗିରି ଅଞ୍ଚଳରେ ବାତ୍ୟା ପ୍ରଭାବରେ ବୁଧବାର କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଅରଖକୁଦା ଗାଁରେ ସମୁଦ୍ରର ଜୁଆର ପାଣି ପଶିଯାଇଛି। ଫଳରେ ଲୋକମାନେ ଭୟଭୀତ ହୋଇପଡିଛନ୍ତି। ‘ୟାସ’ ମୁକାବିଲା…

ଶ୍ରୀମନ୍ଦିରରେ ନୃସିଂହ ଜନ୍ମନୀତି

ପୁରୀ ଅଫିସ,୨୬ା୫:ବୈଶାଖ ମାସ ଶୁକ୍ଳ ଚତୁର୍ଦ୍ଦଶୀ ତଥା ନୃସିଂହ ଚତୁର୍ଦ୍ଦଶୀ ଅବସରରେ ମଙ୍ଗଳବାର ଶ୍ରୀମନ୍ଦିରରେ ନୃସିଂହ ଜନ୍ମ ନୀତି ସମ୍ପନ୍ନ ହୋଇଛି। ସ୍କନ୍ଦ ପୁରାଣ ଅନୁଯାୟୀ ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଅବତାରୀ। ତାଙ୍କଠାରୁ ସବୁ ଅବତାର ସୃଷ୍ଟି ହୋଇ ଯୁଗେ ଯୁଗେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri