ପୁରୀ

ନିମାପଡ଼ା-କୋଣାର୍କ ରୁଟ୍‌ରେ ‘ମୋ ବସ୍‌’କୁ ବିରୋଧ

ନିମାପଡ଼ା,୨୦।୯(ଡି.ଏନ୍‌.ଏ.): ଭୁବନେଶ୍ୱରରୁ ଦୈନିକ ନିମାପଡ଼ା-କୋଣାର୍କ ରୁଟ୍‌ରେ ୮ଟି ମୋ ବସ୍‌ ଚଳାଚଳ କରୁଛି। ହେଲେ ଉକ୍ତ ରାସ୍ତାରେ ମୋ ବସ୍‌ଗୁଡ଼ିକର ରୋଡ୍‌ ପରମିଟ୍‌ ନ ଥାଇ ଓ ସମୟ ନ ମାନି ମନମୁଖି ଭାବେ ଯାତାୟାତ କରୁଥିବା ନିମାପଡ଼ା ଘରୋଇ ବସ୍‌…

ମଦ ଦୋକାନ ବନ୍ଦ ପାଇଁ ଜାରି ହୋଇନି ଲିଖିତ ନିର୍ଦ୍ଦେଶନାମା

ପୁରୀ ଅଫିସ,୨୦।୯: ସ୍ବର୍ଗଦ୍ୱାର ନିକଟରେ ବିଦେଶୀ ମଦ ଦୋକାନ ପ୍ରସଙ୍ଗ କ୍ରମଶଃ ବିବାଦୀୟ ହେବାରେ ଲାଗିଛି। ଏଠାରେ ପ୍ରଶାସନ ମଦ ଦୋକାନ ବନ୍ଦ ପାଇଁ କୁନ୍ଥୁକୁନ୍ଥୁ ହେଉଥିବା କୁହାଯାଉଛି। ତେବେ ରବିବାର ଲୋକଦେଖାଣିଆ ଭାବେ କେତେକ ମଦ ଦୋକାନକୁ ବନ୍ଦ କରାଯାଇଥିବା…

ଆଜିଠୁ ଆରମ୍ଭ ପିପିଲି ଉପନିର୍ବାଚନ ପ୍ରଚାର

ଭୁବନେଶ୍ୱର,୨୦।୯(ବ୍ୟୁରୋ): ଆସନ୍ତା ୩୦ରେ ହେବାକୁ ଥିବା ପିପିଲି ଉପନିର୍ବାଚନ ପାଇଁ ସୋମବାରଠାରୁ ବିଧିବଦ୍ଧ ଭାବେ ପ୍ରଚାର ଆରମ୍ଭ ହେବ। ପ୍ରଚାର ପୂର୍ବରୁ ସବୁ ଦଳ କର୍ମୀ ସମ୍ମିଳନୀ ଉପରେ ଜୋର୍‌ ଦେଇଛନ୍ତି। ସୋମବାରଠାରୁ ପ୍ରଚାର ପାଇଁ ୭ ଦିନ ମିଳିବ। ରୋଡ…

ଚଳନ୍ତା ବସ୍‌କୁ ଅଟକାଇ ଲୁଟ୍‌: କଣ୍ଡକ୍ଟର, ଡ୍ରାଇଭର ସମେତ ଯାତ୍ରୀଙ୍କୁ ଆକ୍ରମଣ

ଡେଲାଙ୍ଗ,୧୮।୯(ଡି.ଏନ.ଏ): ଡେଲାଙ୍ଗ ଥାନା ଅଞ୍ଚଳ ଅରିସଲ ଛକ ଓ ଖେଲାଉର ଛକ ମଧ୍ୟରେ ଥିବା ନିଛାଟିଆ ସ୍ଥାନରେ ଶନିବାର ରାତିରେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌କୁ ଅଟକାଇ ଲୁଟ କରିଥିବା ଅଭିଯୋଗ ହୋଇଛି। କଟକରୁ ଡେଲାଙ୍ଗ ଅଭିମୁଖେ ଫେରୁଥିବା ଏକ ଯାତ୍ରୀବାହୀ…

ଗଜପତିଙ୍କ ଶାସନର ୬୪ଅଙ୍କ ଆରମ୍ଭ

ପୁରୀ ଅଫିସ, ୧୯।୯: ପବିତ୍ର ଭାଦ୍ରବ ମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥି ଅବସରରେ ଶ୍ରୀନହର ପରିସରରେ ସୁନିଆ ନୀତି ସମ୍ପନ୍ନ ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଶାସନରେ ୬୩ଅଙ୍କ ଶେଷ ହୋଇଛି। ଶନିବାର ସୁନିଆ ଅବସରରେ ଗଜପତି ମହାରାଜ ଦିବ୍ୟସିଂହ…

ନଦୀରେ ବୁଡ଼ିଗଲେ ୨ ଭାଇ

ଡେଲାଙ୍ଗ,୧୭।୯(ଡି.ଏନ୍‌.ଏ.): ପୁରୀ ଜିଲା ଡେଲାଙ୍ଗ ବ୍ଲକରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଧାନକେରା ପଞ୍ଚାୟତ ନାଗଣ ଗ୍ରାମ ନିକଟ ଲୁଣା ନଦୀରେ ୨ ଶିଶୁପୁତ୍ର ବୁଡ଼ି ପ୍ରାଣ ହରାଇଛନ୍ତି। ସେମାନେ ହେଲେ ନାଗଣ ଗ୍ରାମର ସଦାଶିବ ପ୍ରଧାନଙ୍କ ବଡ଼ପୁଅ ସତ୍ୟଜିତ…

ନିଆରା ଢଙ୍ଗରେ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ ଅଫିସ୍‌,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୧ ତମ ଜନ୍ମଦିନରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ, କେନ୍ଦ୍ର ମନ୍ତ୍ରୀ, ଭାଜପା ନେତା ଏବଂ ଅନ୍ୟମାନେ ତାଙ୍କୁ ଅଭିବାଦନ ଜଣାଇଛନ୍ତି। ମୋଦିଙ୍କ ଜନ୍ମଦିନରେ ଦେଶର ବିଭିନ୍ନ ଅଞ୍ଚଳରେ ଲୋକମାନେ ନିଜ ନିଜ ଢଙ୍ଗରେ…

ଆଜି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ପୁରୀ ଅଫିସ, ୧୭ା୯: ପବିତ୍ର ସୁନିଆ ଏବଂ ବିଶ୍ୱକର୍ମା ପୂଜା ଅବସରରେ ଶୁକ୍ରବାର ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। କୋଭିଡ୍‌ କଟକଣାକୁ ଦୃଷ୍ଟିରେ ରଖି ଜାରି ହୋଇଥିବା ନୂତନ ଏସ୍‌ଓପି ଅନୁଯାୟୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।…

ଏମାର ମଠରେ ପୁଣି ଗୁପ୍ତଧନ ସନ୍ଧାନ

ପୁରୀ ଅଫିସ,୧୭।୯: ବହୁଚର୍ଚ୍ଚିତ ଏମାର ମଠରେ ଗୁପ୍ତଧନ (ବିଭିନ୍ନ ମୂଲ୍ୟବାନ ସମ୍ପତ୍ତି) ଓ ରୁପାଇଟା ଥିବା ସନ୍ଧାନରେ ପୁଣି ଯାଞ୍ଚ ଆରମ୍ଭ ହୋଇଛି। ଗୁରୁବାର ଏମାର ମଠର ପାଠଶାଳା, ବାଟ ଅଗଣା, ସିନ୍ଦୁକ, ଗାଦିଘର ସମେତ ଅନେକ ଗୁପ୍ତ କୋଠରିକୁ ମେଟାଲ…

ଏମାର ମଠରେ ଗୁପ୍ତଧନ ସନ୍ଧାନ

ପୁରୀ ଅଫିସ,୧୬।୯: ବହୁଚର୍ଚ୍ଚିତ ଏମାର ମଠରେ ଗୁପ୍ତଧନ (ବିଭିନ୍ନ ମୂଲ୍ୟବାନ ସମ୍ପତ୍ତି) ଓ ରୁପାଇଟା ଥିବା ସନ୍ଧାନରେ ପୁଣି ଯାଞ୍ଚ ଆରମ୍ଭ ହୋଇଛି। ଗୁରୁବାର ଏମାର ମଠର ପାଠଶାଳା, ବାଟ ଅଗଣା, ସିନ୍ଦୁକ, ଗାଦିଘର ସମେତ ଅନେକ ଗୁପ୍ତ କୋଠରୀକୁ ମେଟାଲ…

ପ୍ରକାଶ ପାଇଲା ସବୁ ଦଳର ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱର, ୧୬।୯(ବ୍ୟୁରୋ): ପିପିଲି ଉପନିର୍ବାଚନ ଲାଗି ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ ଓ ଭାଜପା ନିଜ ନିଜର ୨୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛନ୍ତି। ଆସନ୍ତା ୩୦ରେ ପିପିଲି ଉପନିର୍ବାଚନ ଥିବାବେଳେ ଅକ୍ଟୋବର ୩ ତାରିଖରେ…

ନୂଆ ରୂପ ପାଇବ ପୁରୀ ପାଣିପାଗ କେନ୍ଦ୍ର

ପୁରୀ ଅଫିସ,୧୬।୯: ପୁରୀ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନୂଆ ରୂପ ପାଇବ। ଏହି କେନ୍ଦ୍ରର ଅତ୍ୟାଧୁନିକୀକରଣ କରାଯିବ। ପୁରୀର ବିଭିନ୍ନ ସ୍ଥାନରେ ଅତ୍ୟାଧୁନିକ ପାଣିପାଗ ସୂଚନା ପ୍ରଦାନ ସମ୍ପର୍କିତ କମ୍ପ୍ୟୁଟର ଏଲ୍‌ଇଡି ସ୍କ୍ରିନ୍‌ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଲଗାଯିବ। ଏହାଦ୍ୱାରା ଜନସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?