ପୁରୀ

୨୪ କର୍ମଚାରୀଙ୍କ ଦରମା ବନ୍ଦ କଲେ ମନ୍ତ୍ରୀ

ଗୋପ/ନିମାପଡ଼ା,୨୬ା୫(ଡି.ଏନ୍‌.ଏ.):ବାତ୍ୟା ‘ୟାସ୍‌’ର ମୁକାବିଲା ପାଇଁ ରାଜ୍ୟ ସରକାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଗୋପ ତହସିଲ ଓ ନିମାପଡ଼ା ବ୍ଲକ କାର୍ଯ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ମଙ୍ଗଳବାର ଗୋପ ତହସିଲ କାର୍ଯ୍ୟାଳୟରେ…

ଆରପାରିରେ ପ୍ରବଚକ ଚାରଣ ରାମଦାସ

ପୁରୀ ଅଫିସ,୨୫।୫: ପ୍ରସିଦ୍ଧ ପ୍ରବଚକ ପଣ୍ଡିତ ଚାରଣ ରାମଦାସଙ୍କ ସୋମବାର ରାତିରେ ଦେହାନ୍ତ ହୋଇଛି। ସେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ କିଛିଦିନ ତଳେ ଚିକିତ୍ସିତ ହେଉଥିଲେ। ସାମାନ୍ୟ ସୁସ୍ଥ ହେବା ପରେ ସେ ପୁରୀସ୍ଥିତ ରମାବଲ୍ଲଭ…

ପୁରୀ ବେଳାଭୂମିରେ ମାଛ, ଜେଲି ଫିଶ୍‌ ମଡ଼କ

ପୁରୀ ଅଫିସ,୨୫।୫: ବାତ୍ୟା ୟାସ୍‌ ସ୍ଥଳ ଭାଗ ଛୁଇଁବା ପୂର୍ବରୁ ପୁରୀ ବେଳାଭୂମିରେ ୨ଦିନରେ ବହୁସଂଖ୍ୟାରେ ମାଛ, ଜେଲି ଫିଶ୍‌ ମରିପଡ଼ିଥିବା ଦେଖିବାକୁ ମିଳିଛି। ଲାଇଟ୍‌ ହାଉସ୍‌ଠାରୁ ଆରମ୍ଭ କରି ପେଣ୍ଠକଟା ପର୍ଯ୍ୟନ୍ତ ସୋମବାର ବେଳାଭୂମିରେ ଶହ ଶହ ଜେଲି ଫିସ୍‌…

ବଢ଼ୁଛି ଭୟ: ପୁଣି ଜଣେ ମହାରଣା, ଭୋଇ ସେବକ କରୋନା ପଜିଟିଭ୍‌

ପୁରୀ ଅଫିସ,୨୨।୫: ପୁରୀରେ ଶନିବାର ପୁଣି ମହାରଣା ଓ ଜଣେ ଭୋଇ ସେବକ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେବେ ସେମାନେ ରଥକାମ କରୁ ନ ଥିବା ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଏହାକୁ ମିଶାଇ ୨୦ ଜଣ ମହାରଣା ଓ…

କୋଭିଡ୍‌ ହସ୍ପିଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୨୨ା୫: ପୁରୀର ଦ୍ୱିତୀୟ କୋଭିଡ୍‌ ହସ୍ପିଟାଲକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ଜରିଆରେ ଲୋକାର୍ପଣ କରିଛନ୍ତି। ପୁରୀ ବାଲିଗୁଆଳିସ୍ଥିତ ଶ୍ରୀଜଗନ୍ନାଥ ମେଡିକାଲ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ,…

କରୋନା ଭୟ: ରଥଖଳାରୁ ଆଉ ୧୦ ପଜିଟିଭ୍‌ ଚିହ୍ନଟ

ପୁରୀ ଅଫିସ,୨୧।୫: ପୁରୀ ରଥଖଳାରୁ ଆଉ ୧୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ଚିହ୍ନଟ ହୋଇଛନ୍ତି। ଏ ନେଇ ପୁରୀ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଏହାକୁ ମିଶାଇ ରଥଖଳାରୁ ମୋଟ ୧୮ ଜଣ କରୋନାରେ ଆକ୍ରାନ୍ତ ହେଲେଣି। ସେମାନଙ୍କ…

ସଂକ୍ରମଣ ଭୟ: ବାୟୋ ବବଲ୍‌ ସୁରକ୍ଷା ବଳୟରେ ହେବ ରଥ ନିର୍ମାଣ

ପୁରୀ ଅଫିସ,୨୧ା୫: ପୁରୀରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ କରୋନା କଟକଣା ମଧ୍ୟରେ ବର୍ତ୍ତମାନ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ବି ଚାଲୁ ରହିଛି। ତେବେ ଏହି କାର୍ଯ୍ୟ କରୁଥିବା ମହାରଣା ସେବକମାନେ ଜଣକ ପରେ ଜଣେ…

ସେନା କର୍ମଚାରୀ କହି ୧.୮୦ ଲକ୍ଷ ଠକେଇ

ସାକ୍ଷୀଗୋପାଳ,୨୧।୫(ଡି.ଏନ୍‌.ଏ.): ନିଜକୁ ସେନା କର୍ମଚାରୀ ପରିଚୟ ଦେଇ ପୁରୀ ଜିଲା ସାକ୍ଷୀଗୋପାଳ ବଜାରରେ ଏକ ଜନ ସେବା କେନ୍ଦ୍ରରେ ବ୍ୟାଙ୍କ ଚେକ୍‌ ଦେଇ କେନ୍ଦ୍ର ଅପରେଟରଙ୍କଠାରୁ ୧.୮୦ ଲକ୍ଷ ଟଙ୍କା ଠକେଇ ହୋଇଛି। ଏ ନେଇ ଅପରେଟର କାଳୀପ୍ରସାଦ ମହାପାତ୍ରଙ୍କ ଅଭିଯୋଗକ୍ରମେ…

ପୁରୀରେ ଖବରଦାତାଙ୍କୁ ପୋଲିସର ମାଡ଼ ଘଟଣା: ଏସ୍‌ପିଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ପୁରୀ ବଡ଼ଶଙ୍ଖ ପରିବା ମାର୍କେଟରେ ଖବରଦାତା ଓ ଫଳ ଦୋକାନୀଙ୍କ ଉପରେ ପୋଲିସର ବର୍ବରତା ନେଇ ଅଭିଯୋଗ ଆସିଥିଲା। ବୁଧବାର ପୋଲିସ ଜଣେ ଫଳ ଦୋକାନୀଙ୍କୁ ମାଡ଼ ମାରିବା ସହ ଏହି ଘଟଣାର ଖବର ସଂଗ୍ରହ କରୁଥିବା ଧରିତ୍ରୀର ପୁରୀ…

ରଥଖଳାର ୩ ମହାରଣା, ୫ ଭୋଇ ସେବକ କରୋନା ଆକ୍ରାନ୍ତ

ପୁରୀ ଅଫିସ,୨୦ା୫: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ କାମ ଚାଲିଥିବା ବେଳେ ରଥଖଳା ଚଳଚଞ୍ଚଳ ହୋଇଉଠିଛି। ତେବେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁଯାୟୀ ରଥ କାର୍ଯ୍ୟ ନିର୍ମାଣ ଚାଲିଥିବା ବେଳେ ଗୁରୁବାର ଆଉ ୩ ମହାରଣା ଏବଂ ୫ ଭୋଇ ସେବକ କରୋନା…

ଆଇସ୍‌କ୍ରିମ୍‌ କାଠିରେ କେଦାରନାଥ ମନ୍ଦିର ପ୍ରତିକୃତି

ପୁରୀ ଅଫିସ, ୨୦।୫: ପୁରୀ କୁମୁଟିପାଟଣା ଅଞ୍ଚଳର ଯୁବ ଶିଳ୍ପୀ ବିଶ୍ୱଜିତ ନାୟକ ୧୪୫ଟି ଆଇସ୍‌କ୍ରିମ କାଠିରେ ପ୍ରଭୁ କେଦାରନାଥଙ୍କ ମନ୍ଦିରର ପ୍ରତିକୃତି ନିର୍ମାଣ କରିଛନ୍ତି। ମନ୍ଦିର ଉଚ୍ଚତା ୧୦ ଇଞ୍ଚ ଓ ଲମ୍ବ ୭ଇଞ୍ଚ ରହିଛି। ଏହା ନିର୍ମାଣ ପାଇଁ…

ରଥଖଳାରେ ପଶିଲା କରୋନା, ୨ ମହାରଣା ପଜିଟିଭ୍‌ ଚିହ୍ନଟ

ପୁରୀ ଅଫିସ,୧୯।୫: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଚାଲିଥିବାରୁ ରଥଖଳା ଚଳଚଞ୍ଚଳ ହୋଇଉଠିଛି। ତେବେ କୋଭିଡ୍‌ କଟକଣା ମଧ୍ୟରେ ରଥ ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ୨ ମହାରଣା କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଉଭୟ ନନ୍ଦିଘୋଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri