ପୁରୀ

ଆଜିଠୁ ଅଲାରନାଥଙ୍କ ଅନବସର ଦର୍ଶନ

ବ୍ରହ୍ମଗିରି,୨୫।୬(ଡି.ଏନ୍‌.ଏ.): ସ୍ନାନପୂର୍ଣ୍ଣିମାରେ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ କରି ଅଣସର ପିଣ୍ଡିରେ ବିଜେ କରିଛନ୍ତି। ଏହି ଅବସରରେ ଶୁକ୍ରବାରଠାରୁ ବ୍ରହ୍ମଗିରିସ୍ଥିତ ଅଲାରନାଥଙ୍କ ପୀଠରେ ଅନବସର ଦର୍ଶନ ଆରମ୍ଭ ହେବ। କିନ୍ତୁ ଚଳିତବର୍ଷ କରୋନା କଟକଣା ଯୋଗୁ ଭକ୍ତମାନେ ଏହି ଦର୍ଶନରୁ ବଞ୍ଚତ୍ତ ହେବେ। ଜିଲା…

ଗଜ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୨୪ା୬: ପବିତ୍ର ସ୍ନାନପୂର୍ଣ୍ଣିମାରେ ଶ୍ରୀଜିଉଙ୍କୁ ଗଜ ବେଶରେ ଦେଖିବାକୁ ମିଳିଛି। ଜ୍ୟେଷ୍ଠ ପୂର୍ଣ୍ଣିମାର ଅବସରରେ ମହାପ୍ରଭୁ ଗଜବେଶ ବା ହାତୀବେଶରେ ସଜ୍ଜିତ ହୋଇଛନ୍ତି। ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଚତୁର୍ଦ୍ଧାମୂର୍ତ୍ତି ଏହି ବେଶରେ ଭକ୍ତଙ୍କୁ…

ଏଥର ଛେରାପହଁରା କରିବେନି ଗଜପତି ମହାରାଜା

ପୁରୀ ଅଫିସ,୨୩।୬: ରାତି ପାହିଲେ ମହାପ୍ରଭୁଙ୍କ ସ୍ନାନଯାତ୍ରା। ହେଲେ ମହାପ୍ରଭୁଙ୍କ ଏହି ସ୍ନାନଯାତ୍ରାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରିବେନି। କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଗଜପତି ଛେରାପହଁରା ନୀତି କରିବେ ନାହିଁ ବୋଲି ଗଜପତି ମହାରାଜଙ୍କ କାର୍ଯ୍ୟାଳୟରୁ ଜଣାପଡ଼ିଛି।…

ପାଳିଆ ସେବାୟତଙ୍କୁ ସ୍ନାନଯାତ୍ରା ପାସ୍‌

ପୁରୀ ଅଫିସ,୨୩ା୬: ଆସନ୍ତାକାଲି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଏଥିପାଇଁ ଆଜି ରାତିରୁ ଆରମ୍ଭ ହେବ ଶ୍ରୀଜିଉଙ୍କ ପହଣ୍ଡି ନୀତି। ତେବେ କୋଭିଡ କଟକଣା ପାଇଁ ଚଳିତବର୍ଷ ବିନା ଭକ୍ତରେ ସ୍ନାନଯାତ୍ରା ଏବଂ ରଥଯାତ୍ରା ଅନୁଷ୍ଠିତ ହେବ। ପୁରୀ ଜିଲାପାଳ ସମର୍ଥ ବର୍ମା ଏନେଇ…

୨୩ରୁ ପୁରୀରେ ୧୪୪

ପୁରୀ ଅଫିସ,୨୧।୬: ସ୍ନାନଯାତ୍ରା ପାଇଁ ପୁରୀ ସହରରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜନସମାଗମ ରୋକିବା ଉଦ୍ଦେଶ୍ୟରେ ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି ହୋଇଛି। ଆସନ୍ତା ୨୩ ତାରିଖ ରାତ୍ର ୧୦ଟାରୁ…

ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ

ପୁରୀ ଅଫିସ,୨୦ା୬: ଆସନ୍ତା ଜୁଲାଇ ୧୨ରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି। ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ରବିବାର ଆୟୋଜିତ ହୋଇଥିବା ଛତିଶା ନିଯୋଗ ବୈଠକରେ ଏହି ନୀତି ନିର୍ଘଣ୍ଟ କରାଯାଇଛି। ଦେବସ୍ନାନ ପୂର୍ଣ୍ଣିମାଠାରୁ ଆରମ୍ଭ କରି…

ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀକୁ ୨୬ଟ୍ରେନ୍‌ ବାତିଲ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ପୁରୀରେ ଆସନ୍ତା ମାସରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ସମୟରେ ଯାତ୍ରୀଙ୍କ ସମ୍ଭାବ୍ୟ ଆଗମନକୁ ରୋକିବା ଏବଂ କୋଭିଡ୍‌-୧୯ ସଂକ୍ରମଣର ଶୃଙ୍ଖଳ ଭାଙ୍ଗିବା ଉଦ୍ଦେଶ୍ୟରେ ରେଳପଥ କର୍ତ୍ତୃପକ୍ଷ ଏବଂ ରାଜ୍ୟ ସରକାରଙ୍କ ସମନ୍ବୟରେ ପୁରୀକୁ କିଛି ଟ୍ରେନ୍‌ ବାତିଲ କରାଯାଇଛି।…

କଟକଣାରେ ପୁରୀ ରଥଯାତ୍ରା: ଥରେ ନୁହେଁ ସମ୍ପୃକ୍ତ ଲୋକଙ୍କ ହେବ ୪ ଥର କରୋନା ଟେଷ୍ଟ

ଭୁବନେଶ୍ୱର,୧୮।୬: କରୋନା କଟକଣା ମଧ୍ୟରେ ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପୁରୀରେ ରଥଯାତ୍ରା ପାଳନ ହେବାକୁ ଯାଉଛି। ତେବେ ଏହି ରଥଯାତ୍ରାରେ ସମ୍ପୃକ୍ତ ହେବାକୁ ଥିବା ସମସ୍ତ ବ୍ୟକ୍ତିଙ୍କର ୪ ଥର କରୋନା ଟେଷ୍ଟ କରାଯିବାକୁ ନିଷ୍ପତ୍ତି ନିଆଯାଇଛି।…

ପୁରୀରେ ହେବ ଆନ୍ତର୍ଜାତିକ ବିମାନ ବନ୍ଦର

ପୁରୀ ଅଫିସ,୧୮ା୬: ପୁରୀରେ ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନବନ୍ଦର ପ୍ରତିଷ୍ଠା ପାଇଁ ଭାରତୀୟ ବିମାନ ବନ୍ଦର କର୍ତ୍ତୃପକ୍ଷ (ଏଏଆଇ)ଙ୍କ ପକ୍ଷରୁ ଏକ କେନ୍ଦ୍ରୀୟ ଟିମ୍‌ ଗୁରୁବାର ପ୍ରସ୍ତାବିତ ସ୍ଥାନ ବୁଲି ଦେଖିଛି। କେନ୍ଦ୍ରୀୟ ଅଧିକାରୀମାନେ ସିପସରୁବାଲି ଅଞ୍ଚଳ ବୁଲି ଦେଖିବା ସହ ଏ…

ଜୁଲାଇ ୨୫ ପର୍ଯ୍ୟନ୍ତ ମିଳିବ ନାହିଁ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୧୬।୬: ପୁରୀ ମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। କରୋନା କଟକଣା ପାଇଁ ଶ୍ରୀମନ୍ଦିରକୁ ଜୁନ ୧୭ ପର୍ଯ୍ୟନ୍ତ ବନ୍ଦ ରଖାଯାଇଥିବା ବେଳେ ଏହାର ଅବଧିକୁ ଆହୁରି ବୃଦ୍ଧି କରିବାକୁ ବୈଠକରେ ନିଷ୍ପତ୍ତି ହୋଇଥିଲା।…

ବିନା ଭକ୍ତରେ ହେବ ସ୍ନାନ ପୂର୍ଣ୍ଣିମା

ପୁରୀ,୧୬।୬: ରଥଯାତ୍ରା ଭଳି ବିନା ଭକ୍ତରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା। ବୁଧବାର ଅନୁଷ୍ଠିତ ପୁରୀ ମନ୍ଦିର ପ୍ରଶାସକ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି। ବୈଠକର ନିଷ୍ପତ୍ତି ଅନୁସାରେ ଜୁଲାଇ ୨୫ ତାରିଖ ପର୍ଯ୍ୟନ୍ତ ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ବନ୍ଦ…

ଶ୍ରୀମନ୍ଦିର ହେବ ଆଲୋକୀକରଣ

ପୁରୀ ଅଫିସ,୧୬।୬: ଶ୍ରୀମନ୍ଦିରକୁ ଆଲୋକୀକରଣ କରାଯିବ। ରଙ୍ଗବେରଙ୍ଗ ଆଲୋକରେ ଶ୍ରୀମନ୍ଦିର ଚୂଡ଼ାରୁ ତଳ ଭାଗ ପର୍ଯ୍ୟନ୍ତ ଝଲସିବ। ଏନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍‌ଆଇ)ର ପାଞ୍ଚଜଣିଆ ବୈଷୟିକ ଟିମ୍‌ ମଙ୍ଗଳବାର ଶ୍ରୀମନ୍ଦିର ଭିତରକୁ ଯାଇ ଆଲୋକୀକରଣ ବ୍ୟବସ୍ଥା ଅନୁଧ୍ୟାନ କରିଛନ୍ତି। ନାଟମଣ୍ଡପ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri