ପୁରୀ

ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ

ପୁରୀ,୧।୫ ( ଅଜିତ୍‌ କୁମାର ମହାନ୍ତି ): ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଜୁନ ୨୭ ତାରିଖରେ ଓ ବାହୁଡ଼ା ଯାତ୍ରା ଜୁଲାଇ ୫ ତାରିଖରେ ଅନୁଷ୍ଠିତ ହେବ। ସୁନାବେଶ ଜୁଲାଇ ୬ ଏବଂ ନୀଳାଦ୍ରି ବିଜେ ଜୁଲାଇ...

ସାକ୍ଷୀଗୋପାଳଙ୍କ ବଗିଚାରୁ ଲକ୍ଷାଧିକ ଟଙ୍କାର ଚନ୍ଦନ ଗଛ କାଟିନେଲେ

ସାକ୍ଷୀଗୋପାଳ,୨୯।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ରାତି ପାହିଲେ ଚନ୍ଦନ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ଯାତ୍ରା। ଚନ୍ଦନ ପୋଖରୀରେ ଚାପ ଖେଳିବେ ବିଜେ ପ୍ରତିମା ମଦନମୋହନ। ୨୧ ଦିନ ବ୍ୟାପୀ ଚନ୍ଦନ ମଣ୍ଡପରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଗହଳଚହଳ ଲାଗି ରହିବ।...

ଭିତରକାଠରେ ପଡ଼ିଲା ବାନ୍ତି: ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ

ପୁରୀ,୨୮ା୪: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବଡ଼ ମହାସ୍ନାନ କରାଯାଇଛି। ଭିତରକାଠ ନିକଟରେ କେହି ବାନ୍ତି କରିଦେବାରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହୋଇଛି। ଏନେଇ ସ୍ବତନ୍ତ୍ର ନୀତିକାନ୍ତି କରାଯିବ। ଯେଉଁଥିପାଇଁ ଗୋଟିଏ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଭିତର ବେଢ଼ାରେ...

ଏପ୍ରିଲ ୨୯ରୁ ଜୁନ ୨୭ ଯାଏ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ 

ପୁରୀ ଅଫିସ,୨୬।୪: ଆସନ୍ତା ଏପ୍ରିଲ ୨୯ରୁ ଜୁନ୍‌ ୨୭ ତାରିଖ ଯାଏ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଶନିବାର ଏଏସ୍‌ଆଇ ଏବଂ ଶ୍ରୀମନ୍ଦିର ପ୍ରଶାସନ ମଧ୍ୟରେ ବୈଠକ ଅନୁଷ୍ଠିତ ହେବା ପରେ ଶ୍ରୀମନ୍ଦିର ମୁଖ୍ୟ...

ପୁଷ୍ପାଳନ ସେବକଙ୍କୁ ଚେତାବନୀ: ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ହେବେ ବାସନ୍ଦ

ପୁରୀ,୨୬।୪: ସୁଆର ମହାସୁଆର ପରେ ପୁଷ୍ପାଳକ ସେବକଙ୍କୁ ମିଳିଛି ବାସନ୍ଦ ଚେତାବନୀ। ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ସେମାନଙ୍କୁ ନିଯୋଗ ବିରୋଧୀ କାର୍ଯ୍ୟ ଅଭିହିତ କରାଯାଇ ବାସନ୍ଦ କରାଯିବ। ଏନେଇ ଶ୍ରୀମନ୍ଦିର ପୁଷ୍ପାଳକ ନିଯୋଗ ସଂପାଦକଙ୍କ ଦସ୍ତଖତରେ...

ପହଲଗାମ୍‌ରୁ ସତ୍ୟବାଦୀ ଫେରିଲେ ୮ ପର୍ଯ୍ୟଟକ

ସାକ୍ଷୀଗୋପାଳ,୨୫ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଜମ୍ମୁ-କଶ୍ମୀରର ପହଲଗାମ୍‌ ପରିଭ୍ରମଣରେ ଯାଇଥିବା ସତ୍ୟବାଦୀର ୮ ଜଣ ପର୍ଯ୍ୟଟକ ସୁରକ୍ଷିତ ଫେରି ଆସିଛନ୍ତି। ସେମାନେ ହେଲେ ଦୀପକ ଶତପଥୀ, ପ୍ରଶାନ୍ତ ପାଣି, ତୋଫାନ ବେହେରା, ସ୍ବରୂପ ଜେନା, ପୂଜା ସୁନ୍ଦରାୟ, ବର୍ଷାରାଣୀ ସେଠୀ,...

ଦୀଘାରେ ଜଗନ୍ନାଥ ମନ୍ଦିର ଉଦ୍‌ଘାଟନୀ ଦିନ ରୋଷ କାର୍ଯ୍ୟରେ ସାମିଲ ହେଲେ କାର୍ଯ୍ୟାନୁଷ୍ଠାନ

ପୁରୀ,୨୪।୪: ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଦିଘାରେ ନିର୍ମାଣ ହୋଇଥିବା ଜଗନ୍ନାଥ ମନ୍ଦିର ଆସନ୍ତା 30 ତାରିଖ ଅକ୍ଷୟ ତୃତୀୟାରେ ଉଦଘାଟନ ହେବ। ଏହି କାର୍ଯ୍ୟକ୍ରମରେ ପୁରୀ ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ପକ୍ଷରୁ ଅବଢ଼ା ଓ ଶୁଖିଲା ମହାପ୍ରସାଦ ପ୍ରସ୍ତୁତକାରୀଙ୍କ...

ଡେଲାଙ୍ଗ ରତନପୁର ବର୍ବର ହତ୍ୟାକାଣ୍ଡ: ପୁରୀ ଏସ୍‌ପି କଲେ ବଡ଼ ଖୁଲାସା

ପୁରୀ,୨୨।୪: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ରତନପୁର ଗ୍ରାମରେ ଏକ ନାବାଳକଙ୍କୁ ବର୍ବରୋଚିତ ଭାବେ ହତ୍ୟା ଘଟଣା ସାରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏହି ଘଟଣାର ତଦନ୍ତ ପରେ ପୁରୀ ସୁପେରିଣ୍ଟେଣ୍ଡେଣ୍ଟ ଅଫ୍ ପୋଲିସ୍ (ଏସ୍‌ପି) ଗୁରୁତ୍ୱପୂର୍ଣ୍ଣ...

ନିଖୋଜ ଆଶୀର୍ବାଦଙ୍କ ମୃତଦେହ ମିଳିଲା: ମାରି ଫିଙ୍ଗିଥିଲେ ଦାଦା!

ଡେଲାଙ୍ଗ,୨୧ା୪: ପୁରୀ ଜିଲା ଡେଲାଙ୍ଗର ନିଖୋଜ ନାବାଳକ ଆଶୀର୍ବାଦ ସାହୁଙ୍କ ମୃତଦେହ ସୋମବାର ମିଳିଛି। ୭ ଦିନ ପରେ ଘର ପାଖ ପାଇଖାନା ଟାଙ୍କିରୁ ମୃତଦେହ ଉଦ୍ଧାର କରାଯାଇଛି। ତେବେ ହତ୍ୟା ସନ୍ଦେହରେ ଅଭିଯୁକ୍ତ ଦାଦା ପ୍ରଭାକର ସାହୁଙ୍କୁ ପୋଲିସ...

ଆଜି ୫ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୧ା୪(ଅଜିତ କୁମାର ମହାନ୍ତି): ବୈଶାଖ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ପାଇଁ ଏହି ନୀତି ସମ୍ପାଦନ କରାଯାଏ। ଏହା ଏକ ଗୁପ୍ତନୀତି। ତେଣୁ...

୨ ନାବାଳକଙ୍କୁ ଇଲେକ୍ଟ୍ରି ଖୁଣ୍ଟରେ ବାନ୍ଧି ସିଗାରେଟ୍‌ ଚେଙ୍କ ସହ ପରିସ୍ରା ପିଆଇଲେ ଦୁର୍ବୃତ୍ତ

ବଳଙ୍ଗା,୨୦ା୪: ପୁରୀ ଜିଲା ବଳଙ୍ଗା ଥାନା କୋଟକୋସାଙ୍ଗରେ ଏକ ଅମାନବୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଦୁଇ ନାବାଳକଙ୍କୁ ଦିଆଯାଇଥିବା ନିର୍ଯାତନା ସୀମା ଟପିଛି। ଦୁର୍ବୃତ୍ତମାନେ ଦୁଇ ନାବାଳକଙ୍କୁ ଇଲେକ୍ଟ୍ରି ଖୁଣ୍ଟରେ ବାନ୍ଧିବା ସହ ସିଗାରେଟ ଚେଙ୍କ ଦେଇଛନ୍ତି। ଏତିକିରେ ବି...

ନିଦରୁ ଉଠିଲାବେଳକୁ କୋଟିପତି, ପୁଣି ଜଣେ ଓଡ଼ିଆ ପୁଅ ଜିତିଲେ ୩କୋଟି ଟଙ୍କା

କାକଟପୁର,୨୦।୪: ରାତାରାତି ବଦଳିଗଲା ଭାଗ୍ୟ। ଅନଲାଇନ ଗେମ୍‌ରେ ମାତ୍ର ୪୯ଟଙ୍କା ଲଗାଇ ଜିତିଲେ ୩କୋଟି ଟଙ୍କା ଓ ମହିନ୍ଦ୍ରା ଥାର୍‌। ଏପରି ପୁଣି ଏକ ଘଟଣା ଦେଖିବାକୁ ମିଳିଛି ପୁଣି ଓଡ଼ିଶାରେ। କାକଟପୁର ବ୍ଲକ୍‌ ଅଧିନ ବାଜପୁର ଗାଁର ମହେନ୍ଦ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri