ପୁରୀ

ପିପିଲି ଉପନିର୍ବାଚନ: ଆଜିଠୁ ବାଲଟ୍‌ ମତଦାନ ଆରମ୍ଭ

ଭୁବନେଶ୍ୱର,୩।୫(ବ୍ୟୁରୋ): ଆସନ୍ତା ୧୬ ତାରିଖରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ। ସେନେଇ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ସୋମବାରଠାରୁ ବାଲଟ୍‌ ମତଦାନ ଆରମ୍ଭ ହୋଇଛି। ଘରଘର ବୁଲି ବାଲଟ୍‌ ସଂଗ୍ରହ କରିବେ ପୋଲିଂ ପାର୍ଟି। ୮୦ ବର୍ଷରୁ ଅଧିକ ଏବଂ ଦିବ୍ୟାଙ୍ଗମାନଙ୍କଠାରୁ ଏହି…

ଆଇଡିଏଚ୍‌ରେ ଅବ୍ୟବସ୍ଥା ଅଭିଯୋଗ

ପୁରୀ ଅଫିସ,୩।୫: ପୁରୀ ଜିଲାରେ ଶନିବାର ୩୦୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ପୁରୀ ସହରରୁ ୧୩୩ ଜଣ ସଂକ୍ରମିତ ରହିଛନ୍ତି। ସେହିପରି ପୁରୀ ସଦରରୁ ୪୯, ଅସ୍ତରଙ୍ଗରୁ ୧୨, ବ୍ରହ୍ମଗିରିରୁ ୨୭, ଡେଲାଙ୍ଗରୁ ୧୫, ଗୋପରୁ ୧୭, କାକଟପୁରରୁ…

ହାଟରେ ମାନୁନାହାନ୍ତି କୋଭିଡ୍‌ କଟକଣା

ଗୋପ,୩।୫(ଡି.ଏନ୍‌.ଏ): କରୋନା କଟକଣାକୁ ନେଇ ସରକାର ଅଧିକ ଗୁରୁତ୍ୱ ଦେଉଥିବା ବେଳେ ଗୋପ ଥାନା ଅଧିନ ନୟାହାଟ ହାଟରେ ତା’ର ବ୍ୟତିକ୍ରମ ଦେଖାଦେଇଛି। ହାଟରେ ଲୋକେ ମାସ୍କ ପିନ୍ଧୁ ନ ଥିବାବେଳେ କାହା ମଧ୍ୟରେ ବି ସାମାଜିକ ଦୂରତ୍ୱ ରହୁ ନାହିଁ।…

ପୋଲିସ ପିଟିଲା, ଭୁଲ୍‌ ମଗାଇଲା

ପୁରୀ ଅଫିସ,୧।୫: ପୁରୀ ମୋଚିସାହି କୋଭିଡ୍‌ ଟେଷ୍ଟିଂ ସେଣ୍ଟରରେ ହେଉଥିବା ଅନିୟମିତତାକୁ ବିରୋଧ କରିବାରୁ ଶୁକ୍ରବାର ଜଣେ ବଙ୍ଗୀୟ ଯୁବକଙ୍କୁ ପୋଲିସ ଆକ୍ରୋଶର ଶିକାର ହେବାକୁ ପଡ଼ିଛି। ସମ୍ପୃକ୍ତ ଯୁବକ ଅମ୍ରିତ୍‌ ରୟଙ୍କୁ ପୋଲିସ ମାଡ଼ ମାରିବା ସହ ଭୁଲ ମଗାଇଛି।…

ଘରେ ରହି ଭୋଟ୍‌ ଦେବେ ଦିବ୍ୟାଙ୍ଗ

ପୁରୀ ଅଫିସ,୧।୫: ପିପିଲି ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଥିବା କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କ ପ୍ରାର୍ଥତ୍ପତ୍ର ଯାଞ୍ଚ ଶେଷ ହୋଇଛି। ଏହାପରେ ବାଲଟ୍‌ ପେପର ପ୍ରସ୍ତୁତି ଆରମ୍ଭ ହୋଇଛି। ନିର୍ବାଚନ ଦାୟିତ୍ୱରେ ଥିବା ଅଫିସରମାନେ କଟକ ଓ ବ୍ରହ୍ମପୁରକୁ…

ସନ୍ଧ୍ୟା ୬ ପରେ ଦୋକାନ ବନ୍ଦ

ପୁରୀ ଅଫିସ,୩୦।୪: ବଢୁଥିବା କୋଭିଡ୍‌ ସଂକ୍ରମଣକୁ ରୋକିବା ପାଇଁ ପୁରୀ ସହରରେ କଟକଣାକୁ ଅଧିକ କଡ଼ାକଡ଼ି କରାଯାଇଛି। ପୁରୀ ସହରର ସମସ୍ତ ଦୋକାନ ଶୁକ୍ରବାରଠାରୁ ସକାଳ ୫ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲା ରହିବ। ଔଷଧ ଦୋକାନ ସମେତ ଷ୍ଟ୍ରିଟ୍‌ ଫୁଡ୍‌,…

ପୁରୀରେ ଆରମ୍ଭ ହେବ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ

ପୁରୀ ଅଫିସ,୨୮।୪: ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ଭୟଙ୍କର ହେବାରେ ଲାଗିଲାଣି। ଏହାକୁ ଦୃଷ୍ଟିରେ ରଖି କରୋନା ଆକ୍ରାନ୍ତଙ୍କ ପାଇଁ ପୁରୀରେ ଆରମ୍ଭ ହେବାକୁ ଯାଉଛି ସ୍ବତନ୍ତ୍ର ବ୍ୟବସ୍ଥା। ପୁରୀରେ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ ହେବ। ଏହି…

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ, ୨୭।୪: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚଳିତବର୍ଷ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ପୂର୍ବରୁ ନୟାଗଡ଼ରୁ ୨ଟି ପର୍ଯ୍ୟାୟରେ ରଥ କାଠ ପୁରୀରେ ପହଞ୍ଚତ୍ଥିବା ବେଳେ ସୋମବାର ତୃତୀୟ ପର୍ଯ୍ୟାୟରେ ଗୋଟିଏ ରଥକାଠ ବୋଝେଇ ଟ୍ରକ ପୁରୀରେ…

ପିପିଲି ଉପନିର୍ବାଚନ: ବିଶ୍ୱକେଶନ ଦାଖଲ କଲେ ପ୍ରାର୍ଥିପତ୍ର

ଭୁବନେଶ୍ୱର,୨୬ା୪(ବ୍ୟୁରୋ): ପିପିଲି ଉପନିର୍ବାଚନ ଲାଗି କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ସୋମବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ମଙ୍ଗଳପୁର ବ୍ଲକ କଂଗ୍ରେସ କାର୍ଯ୍ୟାଳୟରୁ ବିଶ୍ୱକେଶନ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ବାହାରି ଥିଲେ। ପୁରୀ ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର ଦାଖଲ…

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୨୬।୪: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଚାଲିଛି । ନୟାଗଡ଼ ବନଖଣ୍ଡରୁ ଆଜି ତୃତୀୟ ପର୍ଯ୍ୟାୟରେ ଗୋଟିଏ ରଥକାଠ ବୋଝେଇ ଟ୍ରକ ପୁରୀରେ ପହଞ୍ଚିଛି। ଏଥିରେ ମୋଟ୍‌ ୧୭ ଖଣ୍ଡ ଅସନ ଓ ଧଉରା କାଠ ରହିଛି ।…

ସ୍ବର୍ଗଦ୍ୱାରରେ ମୃତଦେହ ଦାହ କରିପାରିବେ ନାହିଁ ଅନ୍ୟ ଜିଲାବାସୀ

ପୁରୀ ଅଫିସ,୨୫ା୪: ପୁରୀ ସହର ଓ ଜିଲାରେ କୋଭିଡ୍‌ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସ୍ବର୍ଗଦ୍ୱାରରେ ମୃତଦେହ ଦାହ ଉପରେ କଟକଣା ଜାରି କରାଯାଇଛି। ଜିଲା ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ଏହି କଟକଣା ୨୬ ତାରିଖରୁ ଲାଗୁ ହେବ। କଟକଣା…

ଶ୍ରୀମନ୍ଦିର ସେବାୟତଙ୍କୁ ସ୍ବାସ୍ଥ୍ୟବୀମା

ପୁରୀ ଅଫିସ,୨୫।୪: ଶ୍ରୀମନ୍ଦିର ସହ ସମ୍ପୃକ୍ତ ସେବାୟତଙ୍କୁ ସ୍ବାସ୍ଥ୍ୟବୀମା ସୁବିଧା ମିଳିବ। ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି। ନ୍ୟୁ ଇଣ୍ଡିଆ ଇନ୍‌ସ୍ୟୁରାନ୍ସ କମ୍ପାନୀ ପକ୍ଷରୁ ଏହି ସ୍ବାସ୍ଥ୍ୟବୀମା ସୁବିଧା ମିଳିବ। ପ୍ରତି ସେବାୟତଙ୍କ ପରିବାରକୁ ଚିକିତ୍ସା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri