ପୁରୀ

ଚାଷଜମି ଫାଟି ଆଁ, ଚିନ୍ତାରେ ଚାଷୀ

କୃଷ୍ଣପ୍ରସାଦ,୨୦ା୮(ଡି.ଏନ୍‌.ଏ.): ବର୍ଷା ଅଭାବରୁ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅଞ୍ଚଳରେ ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଛି। କ୍ଷେତରେ ଧାନ ଫସଲ କରାଯାଇଥିଲେ ମଧ୍ୟ ପାଣି ନ ଥିବାରୁ ଫାଟି ଆଁ କରିଛି। ତୁରନ୍ତ କୃଷି ବିଭାଗ ଦୃଷ୍ଟି ଦେବା ସହ ସହାୟତା…

ପୁରୀକୁ ଚାଲିବ ବନ୍ଦେ ଭାରତ ଟ୍ରେନ୍‌

ପୁରୀ ଅଫିସ୍‌/ ସାକ୍ଷୀଗୋପାଳ (ସ୍ବ.ପ୍ର./ଡି.ଏନ୍‌.ଏ.) ଭୁବନେଶ୍ୱର, ୨୦।୮(ବ୍ୟୁରୋ) ଦେଶରେ ଚାଲିବାକୁ ଥିବା ୭୫ଟି ବନ୍ଦେ ଭାରତ ଟ୍ରେନ ମଧ୍ୟରୁ ଗୋଟିଏ ପୁରୀକୁ ଚଳାଚଳ କରିବ। ପୁରୀ ଏକ ଅନ୍ତର୍ଜାତୀୟ ପର୍ଯ୍ୟଟନସ୍ଥଳୀ ହୋଇଥିବାରୁ ଓ ଜଗନ୍ନାଥ ସଂସ୍କୃତି ସହ ଯୋଡ଼ିହୋଇ ରହିଥିବାରୁ ରେଳପଥର…

ମହାପ୍ରଭୁଙ୍କ ପାଇଁ ତିଆରି ଚାଲିଛି ରାଖୀ

ପୁରୀ ଅଫିସ, ୧୯।୮: ଭଉଣୀ ଭାଇର ପବିତ୍ର ସମ୍ପର୍କର ପର୍ବ ହେଉଛି ରକ୍ଷାବନ୍ଧନ। ରାଖୀ ପୂର୍ଣ୍ଣିମାରେ ଭଉଣୀ ଭାଇ ହାତରେ ରାଖୀ ବାନ୍ଧି ତା’ର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହ ଶୁଭ ମନାସି ଥାଏ। ପ୍ରତିବଦଳରେ ଭାଇ ତା’ର ଭଉଣୀକୁ…

ନୂଆ ରୂପରେ ଚମକିଲା ଲୋକୋମୋଟିଭ୍‌ ଇଞ୍ଜିନ

ପୁରୀ ଅଫିସ,୧୯।୮: ପୁରୀ ସହରରେ ବ୍ରିଟିଶ ଅମଳରୁ ରହିଥିବା ଐତିହ୍ୟ ସମ୍ପନ୍ନ ତଥା ବହୁ ପୁରାତନ ଲୋକୋମୋଟିଭ୍‌ ଇଞ୍ଜିନକୁ ପୁଣି ଥରେ ନୂଆ ରୂପରେ ସଜେଇ ଦିଆଯାଇଛି। ଚାଣକ୍ୟ ବିଏନ୍‌ଆର୍‌ ହୋଟେଲ ପରିସରରେ ଥିବା ଏହି ଇଞ୍ଜିନକୁ କିଛିଦିନ ତଳେ ପୁରୀରୁ…

ଭିଜିଲାନ୍ସ ଜାଲରେ ଜିଲା ଶିଳ୍ପ ଉନ୍ନୟନ ଅଧିକାରୀ

ପୁରୀ ଅଫିସ,୧୮।୮: ପୁରୀ ଜିଲା ଶିଳ୍ପ ଉନ୍ନୟନ ଅଧିକାରୀ ସୀତାରାମ ସାହୁଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ ଏହି ଚଢ଼ାଉ କରିଥିବା ଜଣାପଡ଼ିଛି। ଏକକାଳୀନ ପୁରୀ, ଭୁବନେଶ୍ୱର…

ଏଣିକି ସ୍ବର୍ଗଦ୍ୱାରରେ ମୃତଦେହ ସତ୍କାର

ପୁରୀ ଅଫିସ,୧୬ା୮: ଦୀର୍ଘ ୪ ମାସ ପରେ ସୋମବାରଠାରୁ ସ୍ବର୍ଗଦ୍ୱାରରେ ପୁରୀ ଜିଲା ବାହାର ଲୋକଙ୍କ ମୃତଦେହ ସତ୍କାର କରାଯାଇପାରିବ। ସରକାରଙ୍କ ନିୟମ ଅନୁଯାୟୀ, କେବଳ କୋଭିଡ୍‌ ନେଗେଟିଭ୍‌ ବ୍ୟକ୍ତିଙ୍କର ହିଁ ମୃତଦେହ ସତ୍କାର କରାଯାଇପାରିବ। ଏଥିସହ ସମ୍ପୂର୍ଣ୍ଣ କୋଭିଡ୍‌ କଟକଣାରେ…

ଆଜିଠୁ ସ୍କୁଲରେ ଆରମ୍ଭ ହେଲା ୯ମ ଶ୍ରେଣୀ ପାଠପଢ଼ା

ଭୁବନେଶ୍ୱର,୧୬ା୮(ବ୍ୟୁରୋ): ସୋମବାରଠାରୁ ରାଜ୍ୟରେ ନବମ ଶ୍ରେଣୀ ପିଲାଙ୍କ ପାଇଁ ଶ୍ରେଣୀକକ୍ଷରେ ପାଠପଢ଼ା ଆରମ୍ଭ ହୋଇଛି। କରୋନା ସଂକ୍ରମଣ କମିବା ପରେ ସ୍ଥିତିକୁ ଦୃଷ୍ଟିରେ ରଖି ଅଭିଭାବକଙ୍କ ଅନୁମତି ନେଇ ପିଲାମାନେ ସ୍କୁଲକୁ ପଢ଼ିବାକୁ ଆସିଛନ୍ତି। ସକାଳ ୯ଟାରୁ କ୍ଲାସ ଆରମ୍ଭ ହୋଇଥିବା…

ଖୋଲିଲା ଶ୍ରୀମନ୍ଦିର: ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ପୁରୀବାସୀ

ପୁରୀ ଅଫିସ,୧୬ା୮: ଦୀର୍ଘ ୪ ମାସ ପରେ ଭକ୍ତ ଓ ଭଗବାନଙ୍କ ମିଳନ ହୋଇଛି । ସୋମବାରଠାରୁ ଖୋଲିଛି ଶ୍ରୀମନ୍ଦିର। ଆଜି କେବଳ ପୁରୀବାସୀ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି। ଶ୍ରୀମନ୍ଦିର ପ୍ରଶାସନ କରିଥିବା ଟୋକନ ବ୍ୟବସ୍ଥା ଅନୁସାରେ ସକାଳ ୭ଟାରୁ ଓ୍ବାର୍ଡ…

୧୬ରୁ ସ୍ଵର୍ଗଦ୍ୱାରରେ ବାହାର ଲୋକଙ୍କୁ ଶବଦାହ ଅନୁମତି

ପୁରୀ ଅଫିସ,୧୫।୮: ସ୍ଵର୍ଗଦ୍ୱାରରେ ଶବସତ୍କାର ଓ ମହୋଦଧିରେ ଅସ୍ଥି ବିସର୍ଜନ ନେଇ ରହିଥିବା କଟକଣାକୁ ପୁରୀ ଜିଲା ପ୍ରଶାସନ ପ୍ରତ୍ୟାହାର କରିନେଇଛି। ଆସନ୍ତା ୧୬ ତାରିଖରୁ ବାହାର ଜିଲା ଓ ରାଜ୍ୟର ଲୋକେ ସ୍ଵର୍ଗଦ୍ୱାରରେ ଅଣକୋଭିଡ୍‌ ମୃତକଙ୍କ ଦାହ କରିପାରିବେ। ସେହିଭଳି…

୧୭ରୁ ଝୁଲଣ ଯାତ୍ରା ଆରମ୍ଭ

ପୁରୀ ଅଫିସ, ୧୫।୮: ଆସନ୍ତା ୧୭ ତାରିଖଠାରୁ ମଠବାଡ଼ି ଓ ଶ୍ରୀମନ୍ଦିରରେ ଆରମ୍ଭ ହେବ ବର୍ଷାକାଳୀନ ରାସ ତଥା ଝୁଲଣ ଯାତ୍ରା। ଏହା ୭ଦିନ ବ୍ୟାପୀ ଚାଲିବ। ଝୁଲଣ କୁଞ୍ଜରେ ବିଜେ ହେବେ ଶ୍ରୀ ରାଧାକୃଷ୍ଣ। କୁଞ୍ଜରେ ଝୁଲିବେ ଶ୍ରୀ ଲକ୍ଷ୍ମୀ,…

ପୁରୀ ଓ ରାଉରକେଲା ମଧ୍ୟରେ ସ୍ବତନ୍ତ୍ର ଟ୍ରେନ୍‌

ରାଉରକେଲା ଏବଂ ପୁରୀ ମଧ୍ୟରେ ଏକ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରାଇବା ପାଇଁ ରେଳପଥ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ରାଉରକେଲାଠାରୁ ଏହି ଟ୍ରେନ୍‌ ଅଗଷ୍ଟ ୨୪ରୁ ଛାଡି ପୁରୀ ଅଭିମୁଖେ ଯାତ୍ରା କରିବ। ସେହିଭଳି ପୁରୀରୁ ଅଗଷ୍ଟ ୨୫ରେ ଛାଡି ରାଉରକେଲା…

ଜିଲା ବାହାର ଲୋକଙ୍କ ପାଇଁ ୧୬ରୁ ଖୋଲିବ ସ୍ବର୍ଗଦ୍ୱାର

ପୁରୀ ଅଫିସ,୧୪।୮: ଆସନ୍ତା ୧୬ ତାରିଖରୁ ବାହାର ଜିଲାବାସୀଙ୍କ ପାଇଁ ପୁରୀ ସ୍ବର୍ଗଦ୍ୱାର ଖୋଲା ହେବ। ଏଣିକି ଜିଲା ବାହାର ଲୋକେ ନିଜ ପରିଜନଙ୍କ ମୃତଦେହ ସ୍ବର୍ଗଦ୍ୱାରରେ ସତ୍କାର କରିପାରିବେ। ଏହି ସମୟରେ କୋଭିଡ କଟକଣାକୁ କଡ଼ାକଡି ଭାବେ ପାଳନ କରାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?