Odisha Elections 2024

ପୁରୀ

ଝିଅକୁ ହରାଇଥିବା ହୋମଗାର୍ଡଙ୍କୁ ସହାୟତା

ପିପିଲି,୩୦।୪(ଡି.ଏନ.ଏ.): ଝିଅକୁ ହରାଇବା ସତ୍ତ୍ୱେ କର୍ତ୍ତବ୍ୟକୁ ଅବହେଳା ନ କରି କାର୍ଯ୍ୟରେ ରହିଥିବା ପିପିଲି ଥାନା ଅଞ୍ଚଳରେ କାର୍ଯ୍ୟରତ ହୋମଗାର୍ଡ ଗୌରୀ ବେହେରାଙ୍କୁ ସହାୟତାର ସୁଅ ଛୁଟିଛି। ତାଙ୍କର ଏହି କାର୍ଯ୍ୟକୁ ଦେଖି ସମସ୍ତେ ପ୍ରଶଂସା କରିବା ସହ ପିପିଲି...

ଆନ୍ଧ୍ରରୁ ସାଇକେଲରେ ବ୍ରହ୍ମଗିରି ଫେରିଲେ ୭ ଶ୍ରମିକ: ୭୫୦ କି.ମିକୁ ଲାଗିଲା ୭ ଦିନ

ବ୍ରହ୍ମଗିରି,୨୯ା୪(ଡି.ଏନ.ଏ): ପୁରୀ ଜିଲା ବ୍ରହ୍ମଗିରି ଅଞ୍ଚଳର ୭ଜଣ ଶ୍ରମିକ ଗାଁ ଛାଡ଼ିି ଆନ୍ଧ୍ରପ୍ରଦେଶକୁ ଶ୍ରମିକ ଭାବେ କାମ କରିବାକୁ ଯାଇଥିଲେ। କିନ୍ତୁ ସେମାନଙ୍କ ପାଇଁ ଦୁର୍ଦ୍ଦଶା ଆଣିଲା କରୋନା। ମାସେ ହେଲା ସାରା ଦେଶ ଲକ୍‌ଡାଉନ। ଏଥିଯୋଗୁ ଶିଳ୍ପ, କାରଖାନା...

ବୋମାମାଡ଼ ଘଟଣାରେ ସରପଞ୍ଚଙ୍କ ସମେତ ୫ ଗିରଫ: ବାଇକ୍‌, ପିସ୍ତଲ ଜବତ

ପୁରୀ ଅଫିସ,୨୯ା୪: ଏକ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ସଞ୍ଜୟ ପତିଙ୍କ କୋଣାର୍କ ଏନ୍‌ଏସି ୪ ନଂ. ୱାର୍ଡ ବାଲିସାହିସ୍ଥିତ ବାସଭବନ ଉପରେ ହୋଇଥିବା ବୋମାମାଡ଼ ଘଟଣାରେ ପୋଲିସ ଜଣେ ସରପଞ୍ଚଙ୍କ ସମେତ ୫ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କଠାରୁ ଗୋଟିଏ ବାଇକ୍‌,...

ରଥଯାତ୍ରା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଦଇତାପତି ନିଯୋଗ

ପୁରୀ ଅଫିସ,୨୯।୪: ମହାମାରୀ କରୋନାକୁ ନେଇ ମହାପ୍ରଭୁଙ୍କ ରଥଯାତ୍ରା ହେବ କି ନାହିଁ ସେ ନେଇ ଅନିଶ୍ଚିନ୍ତତା ଲାଗି ରହିଥିବା ବେଳେ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛି ଦଇତାପତି ନିଯୋଗ। କଟକଣା ଭିତରେ ରଥଯାତ୍ରା କରିବା ଲାଗି...

ମେ ୮ରୁ ପୁରୀ ଜିଲାରେ ରବି ଧାନ ସଂଗ୍ରହ

ପୁରୀ ଅଫିସ, ୨୮ା୪: ଆସନ୍ତା ମେ ୮ ତାରିଖରୁ ପୁରୀ ଜିଲାର ଚାଷୀଙ୍କଠାରୁ ରବି ଧାନ ସଂଗ୍ରହ କରାଯିବ। ଏହି ଧାନ ସଂଗ୍ରହ କିପରି ସୁରୁଖୁରରେ ହେବ ସେ ନେଇ ମଙ୍ଗଳବାର ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ...

କ୍ବାରାଣ୍ଟାଇନ ସେଣ୍ଟର ବୁଲିଲେ ବିଧାୟକ

ପୁରୀ ଅଫିସ,୨୮ା୪: ପୁରୀ ସଦର ବ୍ଲକର ବିଭିନ୍ନ ପଞ୍ଚାୟତରେ କରୋନା ମୁକାବିଲା ନେଇ କିଭଳି ପ୍ରସ୍ତୁତି ଚାଲିଛି ତାହାର ତଦାରଖ କରିଛନ୍ତି ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ। ବିଧାୟକ ଷଡ଼ଙ୍ଗୀ ମଙ୍ଗଳବାର ଗୋପୀନାଥପୁର, କାଶୀହରିପୁର, ହରେକୃଷ୍ଣପୁର, ତଳଜଙ୍ଗ ଓ ମାଳତୀପାଟୁପର...

ପୁରାତନ ଛାତ୍ର ସଂସଦ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ

କୋଣାର୍କ,୨୮।୪(ଡି.ଏନ୍‌.ଏ.): କୋଣାର୍କସ୍ଥିତ କୋଣାର୍କ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦିଲୀପ କୁମାର ଦାସ, ବିଜୟ ରାୟ ଓ କୈଳାସ ଚନ୍ଦ୍ର ରାୟଙ୍କ ଆର୍ଥତ୍କ ପ୍ରୋତ୍ସାହନ ଓ ପ୍ରେରଣାରେ ବିଦ୍ୟାଳୟର ପୁରାତନ ଛାତ୍ର ସଂସଦ ପକ୍ଷରୁ ଗରିବମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି।...

ଜନ୍ମଦିନ ସଂଚିତ ଅର୍ଥ ଦାନ କଲେ ୪ ବର୍ଷିୟା ସୁହାନି

ଗୋପ,୨୮ା୪(ଡି.ଏନ.ଏ): କରୋନା ମୁକାବିଲା ପାଇଁ ସଂଗଠନ, ବିଶିଷ୍ଟ ବ୍ୟକ୍ତି ସରକାର ପାଣ୍ଠିକୁ ସହାୟତା କରୁଥିବାବେଳେ ମଙ୍ଗଳବାର ପୁରୀ ଜିଲା ଗୋପ ବ୍ଲକ ଅଞ୍ଚଳର ୪ ବର୍ଷିୟା ଶିଶୁକନ୍ୟା ସୁହାନି ନିଜ ଜନ୍ମଦିନ ପାଇଁ ସଞ୍ଚୟ କରି ରଖିଥିବା ଅର୍ଥକୁ ମୁଖ୍ୟମନ୍ତ୍ରୀ...

୩୦୦ ପରିବାରକୁ ରାଶନ ସାମଗ୍ରୀ ବଣ୍ଟନ

ପିପିଲି,୨୮।୪(ଡି.ଏନ୍‌.ଏ./ସ୍ବ.ପ୍ର.): ପିପିଲି ବ୍ଲକ ଅଧୀନ ତେଇସିପୁର ପଞ୍ଚାୟତର ନୂଆଗୋଡି ଗ୍ରାମରେ ଦିଗମ୍ବର ଜୈନ ସମାଜ ସଂଗଠନ ପକ୍ଷରୁ ଲକଡାଉନ ଯୋଗୁ ଅସୁବିଧାରେ ଥିବା ୩୦୦ ଗରିବ ପରିବାରଙ୍କୁ ରାଶନ ସାମଗ୍ରୀ ବଣ୍ଟନ କରିଛନ୍ତି। ଏହି ସଂଗଠନର ସଦସ୍ୟ ସୌରଭ ଜୈନ...

ପେଣ୍ଠପଡ଼ାରେ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ସାକ୍ଷୀଗୋପାଳ,୨୮।୪(ଡି.ଏନ୍‌.ଏ.): କରୋନା ଲଢ଼େଇରେ ସାମିଲ ହୋଇ ତୃଣମୂଳରେ କର୍ତ୍ତବ୍ୟ ସମ୍ପାଦନ କରୁଥିବା କରୋନା ଯୋଦ୍ଧାମାନଙ୍କୁ ସତ୍ୟବାଦୀ ବ୍ଲକ ପେଣ୍ଠପଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବର୍ଦ୍ଧିତ କରାଯାଇଛି। ସାମାଜିକ କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ତହସିଲଦାର କସ୍ତୁରୀ ପ୍ରଧାନ, ବିଡିଓ...

ମାସ୍କ ବାଣ୍ଟି ସଚେତନ କଲେ ପୋଲିସ

ପିପିଲି,୨୮।୪(ଡି.ଏନ୍‌.ଏ.): ରାଜ୍ୟରେ କରୋନା ରୋଗୀ ସଂଖ୍ୟା ବୃଦ୍ଧି ପାଉଥିବାରୁ ସରକାରଙ୍କ ବିଭିନ୍ନ ପଦକ୍ଷେପମାନ ଜାରି କରାଯାଇଛି। ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଘରେ ରୁହ ସୁରକ୍ଷିତ ରୁହ, ମାସ୍କ ବ୍ୟବହାର, ବାହାରେ ଛେପ ନ ପକାଇବା ଏବଂ ସାମାଜିକ ଦୂରତ୍ୱ ବଜାୟ...

ଲକ୍‌ଡାଉନରେ ବେଆଇନ ନିଶା କାରବାର : ୪୪ କିଗ୍ରା ଗଞ୍ଜେଇ ସହ କାର୍‌ ଜବତ, ଚାଳକ ଗିରଫ

ପୁରୀ ଅଫିସ, ୨୮ା୪: କରୋନା ମୁକାବିଲା ପାଇଁ ବର୍ତ୍ତମାନ ଲକ୍‌ଡାଉନ ଚାଲିଛି। ଏହି ପ୍ରାଣଘାତୀ ଭୂତାଣୁ କବଳରୁ କିପରି ନିସ୍ତାର ମିଳିବ ସେଥିପାଇଁ ସମସ୍ତେ ଚିନ୍ତିତ ଥିବାବେଳେ କେତେଜଣ ମୁନାଫାଖୋର ବ୍ୟକ୍ତି ଏହି ସମୟରେ ବେଆଇନ ନିଶା କାରବାର ଜାରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri