ପୁରୀ

ଆଜିଠୁ ଖୋଲିବ ସୂର୍ଯ୍ୟମନ୍ଦିର

କୋଣାର୍କ,୨ା୮(ଡି.ଏନ୍‌.ଏ.): ଦୀର୍ଘ ୩ମାସ ବନ୍ଦ ପରେ ସୋମବାର ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ କୋଣାର୍କ ସୂର୍ଯ୍ୟମନ୍ଦିର। ଏନେଇ ପର୍ଯ୍ୟଟନ ବିଭାଗ ପକ୍ଷରୁ କୋଣାର୍କ ମନ୍ଦିର ଦାୟିତ୍ୱରେ ରହିଥିବା ଅଧିକାରୀ ନୀରଜ ସିଂ ସୂଚନା ଦେଇଛନ୍ତି। କୋଭିଡ୍‌ ଗାଇଡଲାଇନ ଅନୁଯାୟୀ ମନ୍ଦିର ଖୋଲାଯିବାକୁ…

କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ହେବ ମଠ ପୁନଃ ନିର୍ମାଣ

ପୁରୀ ଅଫିସ, ୧।୮: ଶ୍ରୀମନ୍ଦିର ଐତିହ୍ୟ ସୁରକ୍ଷା କରିଡର୍‌ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ବ୍ରିଜ୍‌ ଆଣ୍ଡ କର୍ପୋରେଶନ ଲିମିଟେଡ୍‌ (ଓବି ଆଣ୍ଡ୍‌ ସିସି)କୁ ଦାୟିତ୍ୱ ଦିଆଯାଇଛି। ଶ୍ରୀମନ୍ଦିରର ୭୫ ମିଟର କରିଡର ଭିତରେ…

ବେଳାଭୂମିରେ ଜମିବ ଗହଳି

ପୁରୀ ଅଫିସ,୧।୮: କୋଭିଡ୍‌ କଟକଣା ନେଇ ଶନିବାର ରାଜ୍ୟ ସରକାରଙ୍କ ନୂଆ ଗାଇଡ୍‌ ଲାଇନ୍‌ ଆସିବା ପରେ ଶ୍ରୀମନ୍ଦିର ଖୋଲିବା ଓ ବେଳାଭୂମି ପୁଣି ଚଳଚଞ୍ଚଳ ହେବା ଆଶା ଉଜ୍ଜିବୀତ ହୋଇଛି। ୧ ତାରିଖରୁ ନୂଆ ଗାଇଡ୍‌ଲାଇନ ଆଧାରରେ କଟକଣା କୋହଳ…

ମୋ ନିମାପଡ଼ା, ମୋ ସ୍ବାଭିମାନ ଲୋକାର୍ପିତ

ନିମାପଡ଼ା,୧।୮(ଡି.ଏନ୍‌.ଏ.): ନିମାପଡ଼ା ଏନ୍‌ଏସି ପକ୍ଷରୁ ନବନିର୍ମିତ ମୁକ୍ତସ୍ଥାନ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ‘ମୋ ନିମାପଡ଼ା, ମୋ ସ୍ବାଭିମାନ’କୁ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଲୋକାର୍ପଣ କରିଛନ୍ତି। ଏହି ନୂତନ ପ୍ରକଳ୍ପ ଦ୍ୱାରା ବସଷ୍ଟାଣ୍ଡକୁ ଆସୁଥିବା ଯାତ୍ରୀ ଓ ମୁଖ୍ୟତଃ ସ୍କୁଲ, କଲେଜର ଛାତ୍ରୀଛାତ୍ର,…

ଟ୍ୟାପ୍‌ ପାଣି ପିଇ ମାନ ପରଖିଲେ ମନ୍ତ୍ରୀ

ପୁରୀ ଅଫିସ,୧।୮: ପଞ୍ଚାୟତିରାଜ ଓ ପାନୀୟଜଳ ଯୋଗାଣ ମନ୍ତ୍ରୀ ପ୍ରତାପ ଜେନା ଶନିବାର ପୁରୀରେ ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ ବଡ଼ଦାଣ୍ଡସ୍ଥିତ ଏକ ଟ୍ୟାପ୍‌ରୁ ପାଣି ପିଇଛନ୍ତି। ଏଥିସହ ପାଣିର ମାନ ନେଇ ସହରବାସୀଙ୍କ…

ପୁରୀ ବିଚ୍‌ ସ୍ୟାକ୍ସ ପ୍ରସ୍ତାବ ରଦ୍ଦ

ପୁରୀ ଅଫିସ,୩୧।୭: ପୁରୀ ବେଳାଭୂମିରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ କାର୍ଯ୍ୟକାରୀ କରିବାକୁ ଥିବା ପ୍ରସ୍ତାବିତ ବିଚ୍‌ ସ୍ୟାକ୍ସ ଯୋଜନାକୁ ରଦ୍ଦ କରାଯାଇଛି। ପୁରୀ ସହରର ସମସ୍ତ ପ୍ରମୁଖ ଅନୁଷ୍ଠାନ ଓ ରାଜନୈତିକ ଦଳର ବିରୋଧ ପରେ ରାଜ୍ୟ ସରକାର ଏହି…

ଚିଲିକାରୁ ୪୩୦ ଏକର ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୩୦।୭(ଡି.ଏନ୍‌.ଏ.): ଚିଲିକାକୁ ନେଇ ମତ୍ସ୍ୟଜିବୀ, ପେଷାଦାର ମତ୍ସ୍ୟଜୀବୀ ଏବଂ ପ୍ରଶାସନ ମଧ୍ୟରେ ବିବାଦ ଲାଗି ରହିଥିବା ବେଳେ ଗୁରୁବାର ଠାରୁ ଚିଲିକାରୁ ଘେରି ଉଚ୍ଛେଦ ପ୍ରକିୟା ଆରମ୍ଭ ହୋଇଛି ା ପୁରୀ ଜିଲା ପ୍ରଶାସନ ଏବଂ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ମିଳିତ…

ସାକ୍ଷୀଗୋପାଳ ମନ୍ଦିର-ବକୁଳବନର ହେବ ଉନ୍ନୟନ କାର୍ଯ୍ୟ: ପ୍ରଥମ ପର୍ଯ୍ୟାୟରେ ୭ କୋଟି ଟଙ୍କାର ଅନୁଦାନ ମଞ୍ଜୁର

ସାକ୍ଷୀଗୋପାଳ,୨୯ା୭(ଡି.ଏନ୍‌.ଏ.): ଐତିହ୍ୟ ପୀଠ ବିକାଶ ଯୋଜନାରେ ପୁରାଣ ପ୍ରସିଦ୍ଧ ସାକ୍ଷୀଗୋପାଳ ମନ୍ଦିର ଓ ଐତିହାସିକ ବକୁଳବନର ଉନ୍ନୟନ କାର୍ଯ୍ୟ ହେବ। ଏନେଇ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ଓ ପୁରୀ ଜିଲାପାଳ ସମର୍ଥ ବର୍ମା ବୁଧବାର ମନ୍ଦିର ଓ ବକୁଳବନ ପରିଦର୍ଶନ…

ମହାପ୍ରଭୁଙ୍କୁ ସୁବର୍ଣ୍ଣ ଜିଭଛେଲା ଦାନ କଲେ ପଦ୍ମଚରଣ

ପୁରୀ ଅଫିସ, ୨୯ା୭: ଜଣେ ଦାତା ବୁଧବାର ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ୩ଟି ସୁବର୍ଣ୍ଣ ଜିଭଛେଲା ଦାନ କରିଛନ୍ତି। ଦାତା ଜଣଙ୍କ ହେଲେ ଭୁବନେଶ୍ୱର ନିବାସୀ ପଦ୍ମଚରଣ ପାତ୍ର। ସେ ଶ୍ରୀମନ୍ଦିର କାର୍ଯ୍ୟାଳୟକୁ ଆସି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କୁ…

ସାକ୍ଷୀଗୋପାଳ ମନ୍ଦିର, ବକୁଳବନର ଉନ୍ନତିକରଣରେ ଖର୍ଚ୍ଚ ହେବ ୭ କୋଟି

ସାକ୍ଷୀଗୋପାଳ,୨୮।୭(ଡି.ଏନ୍‌.ଏ.): ଐତିହ୍ୟ ପୀଠ ବିକାଶ ଯୋଜନାରେ ଉନ୍ନତିକରଣ ହେବ ପ୍ରସିଦ୍ଧ ସାକ୍ଷୀଗୋପାଳ ମନ୍ଦିର ଏବଂ ଐତିହାସିକ ବକୁଳବନ। ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ଓ ପୁରୀ ଜିଲାପାଳ ସମର୍ଥ ବର୍ମା ବୁଧବାର ମନ୍ଦିର ଓ ବକୁଳବନ ପରିଦର୍ଶନ କରି ଏହି ସୂଚନା…

ପ୍ରଭାତଙ୍କୁ ଶୌର୍ଯ୍ୟବୀର ପଦକ

କାକଟପୁର/ଅସ୍ତରଙ୍ଗ,୨୮ା୭(ଡି.ଏନ୍‌.ଏ.):କାକଟପୁର ବ୍ଲକ ଅର୍ନ୍ତଗତ ଅଶିଜଙ୍ଗା ଗ୍ରାମର ପ୍ରଭାତ କୁମାର ବେହେରାଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୌର୍ଯ୍ୟବୀର ପଦକ ପ୍ରଦାନ କରିଛନ୍ତି। ଭାରତ ସରକାରଙ୍କ ସାମରିକ ବିଭାଗରେ ପ୍ରଭାତ ଅତିରିକ୍ତ କମାଣ୍ଡାଣ୍ଟ ଭାବେ କାର୍ଯ୍ୟ କରନ୍ତି। ୨୦୧୮ ମସିହାରେ ୫ଜଣ ଆତଙ୍କବାଦୀଙ୍କ କବଳରୁ…

ଡିଡି ପଞ୍ଜାବ ରିଅଲିଟି ଶୋ’ ଫାଇନାଲରେ ଅନିକେତ

ସାକ୍ଷୀଗୋପାଳ,୨୮ା୭(ସ୍ବ.ପ୍ର.):ଡିଡି ପଞ୍ଜାବରେ ପ୍ରସାରିତ ଅନଲାଇନ ରିଅଲିଟି ଶୋ ‘କିସମେ କିତନା ହେ ଦମ’ ଫାଇନାଲରେ ପୁରୀ ଜିଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ବୀରରାମଚନ୍ଦ୍ରପୁର ଗ୍ରାମର ଅନିକେତ ମିଶ୍ର ପ୍ରବେଶ କରିଛନ୍ତି। ମିମିକ୍ରି ବର୍ଗରେ ସେ ଏହି କାର୍ଯ୍ୟକ୍ରମ ପାଇଁ ଅନଲାଇନରେ ଅଡିସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?