ଏମ୍ଜିଏନ୍ଆର୍ଇଜିଏସ୍: ରାଜ୍ୟରେ ଗୋପ ବ୍ଲକ ପ୍ରଥମ
ଗୋପ,୭।୫(ଡି.ଏନ୍.ଏ.): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍)ରେ ରାଜ୍ୟରେ ପୁରୀ ଜିଲାର ଗୋପ ବ୍ଲକ ପ୍ରଥମ ସ୍ଥାନ ଅଧିକାର କରିଛି। ଏଥିଯୋଗୁ ଗୁରୁବାର ବିଡିିଓ ଦୀପ୍ତିରାଣୀ ଦାସ, କନିଷ୍ଠ ଯନ୍ତ୍ରୀ ପ୍ରଦୀପ ବେଶ୍ରା, ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ…
ପାଣି ପାଇଁ ହଇରାଣ ୪୦୦ ପରିବାର
କାକଟପୁର,୭।୫(ଡି.ଏନ୍.ଏ.): କାକଟପୁର ବ୍ଲକ ଅନ୍ତର୍ଗତ କୁରୁଜଙ୍ଗ ପଞ୍ଚାୟତ ଚାରିଗାଁରେ ପାନୀୟଜଳ ସଙ୍କଟ ସୃଷ୍ଟି ହୋଇଛି। କୁରୁଜଙ୍ଗ ପଞ୍ଚାୟତର ବାମରା, କୁରୁମ, ପାଟ୍ଟଶାଣୀପୁର ଓ ଆଢୁଆଳ ଗ୍ରାମକୁ ନେଇ ନାମିତ ଚାରିଗାଁରେ ଦୀର୍ଘବର୍ଷ ଧରି ପାନୀୟଜଳ ସମସ୍ୟା ଲାଗିରହିଛି। ଏହି ଗ୍ରାମଗୁଡ଼ିକରେ ଥିବା…
ଟିକା ନ ନେଇ ଆସୁଛି ମେସେଜ: କର୍ତ୍ତୃପକ୍ଷ କହିଲେ ଆମର କିଛି ଭୁଲ୍ ନାହିଁ
ପୁରୀ ଅଫିସ,୭।୫: ପୁରୀ ଜିଲାରେ କୋଭିଡ୍ ଟିକାକରଣରେ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଗୋଟିଏ ପଟେ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ବିଳମ୍ବ ଘଟୁଛି। ଅନ୍ୟପଟେ ଜନସାଧାରଣ ଟିକା ପାଉ ନ ଥିବା ଅଭିଯୋଗ ହେଉଛି। ଗୁରୁବାର ପ୍ରଶାସନର ଅବହେଳା ପଦାରେ ପଡ଼ିଛି।…
ପିପିଲି ଉପନିର୍ବାଚନ: ଆଜିଠୁ ବାଲଟ୍ ମତଦାନ ଆରମ୍ଭ
ଭୁବନେଶ୍ୱର,୩।୫(ବ୍ୟୁରୋ): ଆସନ୍ତା ୧୬ ତାରିଖରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ। ସେନେଇ ଜୋର୍ଦାର ପ୍ରସ୍ତୁତି ଚାଲିଛି। ସୋମବାରଠାରୁ ବାଲଟ୍ ମତଦାନ ଆରମ୍ଭ ହୋଇଛି। ଘରଘର ବୁଲି ବାଲଟ୍ ସଂଗ୍ରହ କରିବେ ପୋଲିଂ ପାର୍ଟି। ୮୦ ବର୍ଷରୁ ଅଧିକ ଏବଂ ଦିବ୍ୟାଙ୍ଗମାନଙ୍କଠାରୁ ଏହି…
ଆଇଡିଏଚ୍ରେ ଅବ୍ୟବସ୍ଥା ଅଭିଯୋଗ
ପୁରୀ ଅଫିସ,୩।୫: ପୁରୀ ଜିଲାରେ ଶନିବାର ୩୦୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ପୁରୀ ସହରରୁ ୧୩୩ ଜଣ ସଂକ୍ରମିତ ରହିଛନ୍ତି। ସେହିପରି ପୁରୀ ସଦରରୁ ୪୯, ଅସ୍ତରଙ୍ଗରୁ ୧୨, ବ୍ରହ୍ମଗିରିରୁ ୨୭, ଡେଲାଙ୍ଗରୁ ୧୫, ଗୋପରୁ ୧୭, କାକଟପୁରରୁ…
ହାଟରେ ମାନୁନାହାନ୍ତି କୋଭିଡ୍ କଟକଣା
ଗୋପ,୩।୫(ଡି.ଏନ୍.ଏ): କରୋନା କଟକଣାକୁ ନେଇ ସରକାର ଅଧିକ ଗୁରୁତ୍ୱ ଦେଉଥିବା ବେଳେ ଗୋପ ଥାନା ଅଧିନ ନୟାହାଟ ହାଟରେ ତା’ର ବ୍ୟତିକ୍ରମ ଦେଖାଦେଇଛି। ହାଟରେ ଲୋକେ ମାସ୍କ ପିନ୍ଧୁ ନ ଥିବାବେଳେ କାହା ମଧ୍ୟରେ ବି ସାମାଜିକ ଦୂରତ୍ୱ ରହୁ ନାହିଁ।…
ପୋଲିସ ପିଟିଲା, ଭୁଲ୍ ମଗାଇଲା
ପୁରୀ ଅଫିସ,୧।୫: ପୁରୀ ମୋଚିସାହି କୋଭିଡ୍ ଟେଷ୍ଟିଂ ସେଣ୍ଟରରେ ହେଉଥିବା ଅନିୟମିତତାକୁ ବିରୋଧ କରିବାରୁ ଶୁକ୍ରବାର ଜଣେ ବଙ୍ଗୀୟ ଯୁବକଙ୍କୁ ପୋଲିସ ଆକ୍ରୋଶର ଶିକାର ହେବାକୁ ପଡ଼ିଛି। ସମ୍ପୃକ୍ତ ଯୁବକ ଅମ୍ରିତ୍ ରୟଙ୍କୁ ପୋଲିସ ମାଡ଼ ମାରିବା ସହ ଭୁଲ ମଗାଇଛି।…
ଘରେ ରହି ଭୋଟ୍ ଦେବେ ଦିବ୍ୟାଙ୍ଗ
ପୁରୀ ଅଫିସ,୧।୫: ପିପିଲି ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଥିବା କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କ ପ୍ରାର୍ଥତ୍ପତ୍ର ଯାଞ୍ଚ ଶେଷ ହୋଇଛି। ଏହାପରେ ବାଲଟ୍ ପେପର ପ୍ରସ୍ତୁତି ଆରମ୍ଭ ହୋଇଛି। ନିର୍ବାଚନ ଦାୟିତ୍ୱରେ ଥିବା ଅଫିସରମାନେ କଟକ ଓ ବ୍ରହ୍ମପୁରକୁ…
ସନ୍ଧ୍ୟା ୬ ପରେ ଦୋକାନ ବନ୍ଦ
ପୁରୀ ଅଫିସ,୩୦।୪: ବଢୁଥିବା କୋଭିଡ୍ ସଂକ୍ରମଣକୁ ରୋକିବା ପାଇଁ ପୁରୀ ସହରରେ କଟକଣାକୁ ଅଧିକ କଡ଼ାକଡ଼ି କରାଯାଇଛି। ପୁରୀ ସହରର ସମସ୍ତ ଦୋକାନ ଶୁକ୍ରବାରଠାରୁ ସକାଳ ୫ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲା ରହିବ। ଔଷଧ ଦୋକାନ ସମେତ ଷ୍ଟ୍ରିଟ୍ ଫୁଡ୍,…
ପୁରୀରେ ଆରମ୍ଭ ହେବ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲ
ପୁରୀ ଅଫିସ,୨୮।୪: ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ଭୟଙ୍କର ହେବାରେ ଲାଗିଲାଣି। ଏହାକୁ ଦୃଷ୍ଟିରେ ରଖି କରୋନା ଆକ୍ରାନ୍ତଙ୍କ ପାଇଁ ପୁରୀରେ ଆରମ୍ଭ ହେବାକୁ ଯାଉଛି ସ୍ବତନ୍ତ୍ର ବ୍ୟବସ୍ଥା। ପୁରୀରେ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲ ହେବ। ଏହି…
ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ
ପୁରୀ ଅଫିସ, ୨୭।୪: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚଳିତବର୍ଷ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ପୂର୍ବରୁ ନୟାଗଡ଼ରୁ ୨ଟି ପର୍ଯ୍ୟାୟରେ ରଥ କାଠ ପୁରୀରେ ପହଞ୍ଚତ୍ଥିବା ବେଳେ ସୋମବାର ତୃତୀୟ ପର୍ଯ୍ୟାୟରେ ଗୋଟିଏ ରଥକାଠ ବୋଝେଇ ଟ୍ରକ ପୁରୀରେ…
ପିପିଲି ଉପନିର୍ବାଚନ: ବିଶ୍ୱକେଶନ ଦାଖଲ କଲେ ପ୍ରାର୍ଥିପତ୍ର
ଭୁବନେଶ୍ୱର,୨୬ା୪(ବ୍ୟୁରୋ): ପିପିଲି ଉପନିର୍ବାଚନ ଲାଗି କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ସୋମବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ମଙ୍ଗଳପୁର ବ୍ଲକ କଂଗ୍ରେସ କାର୍ଯ୍ୟାଳୟରୁ ବିଶ୍ୱକେଶନ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ବାହାରି ଥିଲେ। ପୁରୀ ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର ଦାଖଲ…
Archives


