ଶ୍ରୀଜିଉଙ୍କ ଦର୍ଶନ ସାରି କୋଣାର୍କରେ ପହଞ୍ଚିଲେ ରାଷ୍ଟ୍ରପତି
କୋଣାର୍କ,୨୨।୩(ଡି.ଏନ୍.ଏ.): ଶ୍ରୀଜିଉଙ୍କ ଦର୍ଶନ ସାରି କୋଣାର୍କରେ ସୋମବାର ପୂର୍ବାହ୍ନରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଷ୍ଟ୍ରପତି ସସ୍ତ୍ରୀକ ସୂର୍ଯ୍ୟମନ୍ଦିର ଦର୍ଶନ କରିଛନ୍ତି। ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆସିଛନ୍ତି। ଆଜି ପୂର୍ବାହ୍ନ ୯ଟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ...
ଶ୍ରୀମନ୍ଦିରକୁ ୩୧ କେଜି ରୁପା ଦାନ
ପୁରୀ ଅଫିସ,୨୨।୩:ଜଣେ ଦାତା ରବିବାର ଶ୍ରୀମନ୍ଦିରକୁ ୩୧ କେଜି ରୁପା ଦାନ କରିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ କାର୍ଯ୍ୟାଳୟରେ ରବିବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଉପସ୍ଥିତିରେ ଦାତାଜଣକ ଏହି ରୁପା ପ୍ରଦାନ କରିଛନ୍ତି। ମା’ ବିମଳା ଓ ମହାଲକ୍ଷ୍ମୀଙ୍କ...
ଓଡ଼ିଆ ଶିଳ୍ପୀଙ୍କ ଦକ୍ଷତା ଉପରେ ସନ୍ଦେହ
ସ୍ଥାବର ତୀର୍ଥ ଚନ୍ଦ୍ରଭାଗା ତୀର୍ଥ ନାମରେ ଯେପରି ପ୍ରସିଦ୍ଧ, ଅର୍କତୀର୍ଥ ଭାବରେ ଠିକ୍ ସେହିପରି ପ୍ରସିଦ୍ଧ ଥିଲା। ମାଘ ମାସ ଶୁକ୍ଳ ସପ୍ତମୀ ଏହି ତୀର୍ଥ ପାଇଁ ପ୍ରଶସ୍ତ ଥିଲା। ଏବେ ବି ଅଛି। ବିଶ୍ୱାସ ରହିଛି ମାଘ ଶୁକ୍ଳ...
ଆଜି ପୁରୀ, କୋଣାର୍କ ଆସିବେ ରାଷ୍ଟ୍ରପତି
ପୁରୀ ଅଫିସ/କୋଣାର୍କ,୨୨।୩ (ଡି.ଏନ୍.ଏ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ପୁରୀ ଓ କୋଣାର୍କ ଗସ୍ତରେ ଆସିବେ। ଏଥି ନିମନ୍ତେ ପୁରୀ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ରବିବାର ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଆଇନଶୃଙ୍ଖଳା) ଯଶୱନ୍ତ ଜେଠୱାଙ୍କ ତତ୍ତ୍ବାବଧାନରେ...
ସ୍ତ୍ରୀଙ୍କ ସହ ମହାପ୍ରଭୁଙ୍କୁ ଦର୍ଶନ କଲେ ଗୋବିନ୍ଦା, ପ୍ରଭୁ ଆସିଥିଲେ ସ୍ବପ୍ନରେ
ପୁରୀ ଅଫିସ,୨୧।୩: ବଲିଉଡ ଅଭିନେତା ଗୋବିନ୍ଦା ଓ ତାଙ୍କ ସ୍ତ୍ରୀ ସୁନିତା ଆହୁଜାଙ୍କ ସହ ରବିବାର ଶ୍ରୀ ମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ମହାପ୍ରଭୁଙ୍କୁ ସେ ଅତି ନିକଟକୁ ଦର୍ଶନ କରି ବିଭୋର ହୋଇଯାଇଛନ୍ତି। ସେ କହିଛନ୍ତି,...
ସହରରେ ‘ସୁଜଳ’ ଯୋଜନାର ସଫଳତା ପାଇଁ ଓ୍ବାଟକୋ ପୁରସ୍କୃତ
ପୁରୀ ଅଫିସ,୨୧।୩: ପୁରୀ ସହରରେ ‘ସୁଜଳ’ ଯୋଜନାର ସଫଳ କାର୍ଯ୍ୟକାରିତା ନିମନ୍ତେ ଓ୍ବାଟକୋକୁ ‘ଆୱାର୍ଡ ଅଫ୍ ଏକ୍ସେଲେନ୍ସ’ ପୁରସ୍କାର ମିଳିଛି। ଗତ ଗୁରୁବାର ଭାରତ ସରକାରଙ୍କ ଜଳଶକ୍ତି ମନ୍ତ୍ରଣାଳୟ ଓ ଇଲେଟ୍ସ ଟେକ୍ନୋ ମିଡିଆ ଆୟୋଜିତ ୨ୟ ଜାତୀୟ ଜଳ...
୨୨ରେ ପୁରୀ, କୋଣାର୍କ ଆସିବେ ରାଷ୍ଟ୍ରପତି: ଦର୍ଶନ କରାଇବେ କୌଳିକ ସେବାୟତ
ପୁରୀ ଅଫିସ,୨୦।୩: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପୁରୀ ଗସ୍ତକୁ ନେଇ ପ୍ରଶାସନ ପକ୍ଷରୁ ଜୋର୍ଦାର ପ୍ରସ୍ତୁତି ଚାଲିଛି। ସ୍ବତନ୍ତ୍ର ସର୍କିଟ ହାଉସକୁ ସଜ୍ଜିତ କରାଯାଉଥିବାବେଳେ ପୁରୀ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଅନ୍ୟପକ୍ଷରେ କୌଳିକ ପଣ୍ଡା ନାରାୟଣ ଗୋଚ୍ଛିକାର...
ଉପନିର୍ବାଚନ ପାଇଁ ରଣନୀତି: ପିପିଲି ଦାୟିତ୍ୱରେ ବିଜେଡି ନେତାଙ୍କ ତାଲିକା
ଭୁବନେଶ୍ୱର, ୨୦।୩(ବ୍ୟୁରୋ): ପିପିଲି ଉପନିର୍ବାଚନ ୧୭ ଏପ୍ରିଲରେ ଅନୁଷ୍ଠିତ ହେବ। ପିପିଲିବାସୀଙ୍କ ଭୋଟକୁ ନିଜ ସପକ୍ଷରେ ନେବା ପାଇଁ ଶାସକ ବିଜେଡି ପ୍ରସ୍ତୁତି ଆରମ୍ଭ କରିଛି। ଏଥିପାଇଁ ଗୋଟିଏ ଗୋଟିଏ ପଞ୍ଚାୟତରେ ଏକାଧିକ ନେତାକୁ ଦାୟିତ୍ୱ ଦିଆଯାଇଛି। ମୁଖ୍ୟତଃ ପିପିଲି...
ଶ୍ରୀମନ୍ଦିର ସୁରକ୍ଷା ପରଖିଲା ଏନ୍ଏସ୍ଜି ଟିମ୍
ପୁରୀ ଅଫିସ,୧୮।୩:ନ୍ୟାଶନାଲ ସିକ୍ୟୁରିଟି ଗାର୍ଡ (ଏନ୍ଏସ୍ଜି)ର ୩ ଜଣିଆ ଟିମ୍ ବୁଧବାର ପୁରୀରେ ପହଞ୍ଚି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରିଛି। ଏହି ଟିମ୍ର ସଦସ୍ୟମାନେ ପ୍ରଥମେ ଉତ୍ତର ଦ୍ୱାର ଓ ପରେ ଶ୍ରୀମନ୍ଦିର ଚାରିପାଖ ବୁଲି ସ୍ଥିତି ସମୀକ୍ଷା...
ପିପିଲି ଉପନିର୍ବାଚନ: ଅଧିକ ୭୫ ବୁଥ୍, କୋଭିଡ୍ କଟକଣାରେ ହେବ ନିର୍ବାଚନ
ଭୁବନେଶ୍ୱର,୧୭।୩(ବ୍ୟୁରୋ): ପିପିଲି ଉପନିର୍ବାଚନରେ ମତଦାନ କେନ୍ଦ୍ରସଂଖ୍ୟା ବଢ଼ିବ। ପୂର୍ବରୁ ୨୭୧ଟି ବୁଥ୍ ଥିଲା। ଏବେ ଏହାକୁ ବୃଦ୍ଧି କରାଯାଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି। ଅତିରିକ୍ତ ଭାବେ ୭୫ଟି ସହାୟକ ବୁଥ୍ କରାଯାଉଛି...
ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ
ଭୁବନେଶ୍ୱର,୧୬।୩(ବ୍ୟୁରୋ): ବାଜିଲା ବିଗୁଲ। ବହୁ ଚର୍ଚ୍ଚିତ ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଏପ୍ରିଲ ୧୭ ତାରିଖରେ ଏହି ଉପନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ମାର୍ଚ୍ଚ ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ।...
ପୁରୀ ବସ୍ ଷ୍ଟାଣ୍ଡରେ ଅଗ୍ନିକାଣ୍ଡ: ହୁ ହୁ ହୋଇ ଜଳିଲା ୩ ବସ୍
ପୁରୀ ଅଫିସ, ୧୫।୩: ପୁରୀ ବସ୍ ଷ୍ଟାଣ୍ଡରେ ସୋମବାର ଅଗ୍ନିକାଣ୍ଡ ଘଟି ୩ ଟି ବସ୍ ସମ୍ପୂର୍ଣ୍ଣ ଜଳି ଯାଇଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ କିପରି ନିଆଁ ଲାଗିଲା ତାହା ଏଯାବତ୍...
Archives


