ପୁରୀ

ପ୍ରଭାତଙ୍କୁ ଶୌର୍ଯ୍ୟବୀର ପଦକ

କାକଟପୁର/ଅସ୍ତରଙ୍ଗ,୨୮ା୭(ଡି.ଏନ୍‌.ଏ.):କାକଟପୁର ବ୍ଲକ ଅର୍ନ୍ତଗତ ଅଶିଜଙ୍ଗା ଗ୍ରାମର ପ୍ରଭାତ କୁମାର ବେହେରାଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୌର୍ଯ୍ୟବୀର ପଦକ ପ୍ରଦାନ କରିଛନ୍ତି। ଭାରତ ସରକାରଙ୍କ ସାମରିକ ବିଭାଗରେ ପ୍ରଭାତ ଅତିରିକ୍ତ କମାଣ୍ଡାଣ୍ଟ ଭାବେ କାର୍ଯ୍ୟ କରନ୍ତି। ୨୦୧୮ ମସିହାରେ ୫ଜଣ ଆତଙ୍କବାଦୀଙ୍କ କବଳରୁ…

ଡିଡି ପଞ୍ଜାବ ରିଅଲିଟି ଶୋ’ ଫାଇନାଲରେ ଅନିକେତ

ସାକ୍ଷୀଗୋପାଳ,୨୮ା୭(ସ୍ବ.ପ୍ର.):ଡିଡି ପଞ୍ଜାବରେ ପ୍ରସାରିତ ଅନଲାଇନ ରିଅଲିଟି ଶୋ ‘କିସମେ କିତନା ହେ ଦମ’ ଫାଇନାଲରେ ପୁରୀ ଜିଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ବୀରରାମଚନ୍ଦ୍ରପୁର ଗ୍ରାମର ଅନିକେତ ମିଶ୍ର ପ୍ରବେଶ କରିଛନ୍ତି। ମିମିକ୍ରି ବର୍ଗରେ ସେ ଏହି କାର୍ଯ୍ୟକ୍ରମ ପାଇଁ ଅନଲାଇନରେ ଅଡିସନ…

କଟକଣା ସତ୍ତ୍ୱେ ଗୁଣ୍ଡିଚା ମନ୍ଦିରରେ ପଶିଲେ ଭକ୍ତ

ପୁରୀ ଅଫିସ,୨୮।୭:ପ୍ରଶାସନର କଡ଼ା କଟକଣା ସତ୍ତ୍ୱେ ମଙ୍ଗଳବାର ଶ୍ରୀଗୁଣ୍ଡିଚା ମନ୍ଦିରରେ ୪ଜଣ ବ୍ୟକ୍ତି ଅନଧିକାର ପ୍ରବେଶ କରିଛନ୍ତି। ଏହାକୁ ନେଇ ସୁରକ୍ଷା ବ୍ୟବସ୍ଥା ପ୍ରତି ପ୍ରଶ୍ନ ଉଠିଛି। ଜଣେ ମହିଳା ଓ ଜଣେ ପୁରୁଷ ଭକ୍ତଙ୍କ ସହ ୨ଜଣ ପୋଲିସ କର୍ମଚାରୀ…

ସ୍ବର୍ଗଦ୍ୱାର ଛାତରୁ ଗଳୁଛି ପାଣି

ପୁରୀ ଅଫିସ,୨୭। ୭: ଗତ ଅକ୍ଷୟତୃତୀୟାଠାରୁ ନୂଆ ସ୍ବର୍ଗଦ୍ୱାରରେ ମୃତଦେହ ଦାହ ଆରମ୍ଭ ହୋଇଛି। ଏହାର କିଛି ମାସ ପରେ ଏବେ ମୃତଦେହ ଦାହ ପିଣ୍ଡି ଉପର ଛାତରୁ ପାଣି ଗଳିଲାଣି। ସ୍ଥିତି ଏଭଳି ଯେ, କିଛି ପିଣ୍ଡିରେ ମୃତଦେହ ଦାହ…

ପୁରୀବାସୀଙ୍କୁ ଟ୍ୟାପ୍‌ରେ ସ୍ଵଚ୍ଛ ପାଣି

ଭୁବନେଶ୍ୱର(ବ୍ୟୁରୋ)/ପୁରୀ ଅଫିସ,୨୭। ୭: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀରେ ସୋମବାର ‘ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌’ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁଙ୍କ ଧାମ ସବୁଠାରୁ ଆଗରେ। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବାରେ ପୁରୀ ହେଉଛି ଦେଶର ପ୍ରଥମ…

ଯୁବକଙ୍କୁ ବାନ୍ଧି ଆଖି ତାଡ଼ିବାକୁ ଉଦ୍ୟମ

ଗୋପ,୨୬।୭(ଡି.ଏନ୍‌.ଏ.): ଗୋପ ଥାନା ଅଧୀନ ଆଇମା ଗ୍ରାମଦାଣ୍ଡରେ ବାଲିଗଦାକୁ କେନ୍ଦ୍ରକରି ରବିବାର ଦୁଇ ପରିବାର ମଧ୍ୟରେ ବଡଧରଣର ଗଣ୍ଡଗୋଳ ଘଟିଛି। ନୀଳକଣ୍ଠ ବେହେରା(୩୧) ଓ ତାଙ୍କ ପରିବାର ସଦସ୍ୟଙ୍କୁ ପ୍ରତିପକ୍ଷ ଗୋଷ୍ଠୀର ଲୋକେ ମରଣାନ୍ତକ ଆକ୍ରମଣ କରିଛନ୍ତି। ନୀଳକଣ୍ଠଙ୍କ ଆଖି ତାଡ଼ିବା…

ପୂର୍ବ ଶତ୍ରୁତାରୁ ସୋଲ କାରିଗରଙ୍କୁ ହତ୍ୟା

ପୁରୀ ଅଫିସ,୨୬।୭: ପୁରୀରେ ଦିନକୁ ଦିନ ଆପରାଧିକ କାର୍ଯ୍ୟକଳାପ ବଢିବାରେ ଲାଗିଛି। ରବିବାର ବାସେଳି ସାହି ଥାନା ଅନ୍ତର୍ଗତ ବଡ଼ପୋଖରୀ ଜାଗା ନିକଟରେ ଜଣେ ସୋଲ କାରିଗରଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ବାସେଳିସାହି ଥାନା ଅଧୀନ ବଡ଼ଓଡ଼ିଆ ମଠ ଅଞ୍ଚଳର…

ଖୋଲିଲା ସ୍କୁଲ: ଆଜିଠୁ ଶ୍ରେଣୀକକ୍ଷରେ ପାଠପଢ଼ା

ପୁରୀ ଅଫିସ,୨୬।୭: ରାଜ୍ୟରେ ସୋମବାରଠାରୁ ଦଶମଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ବିଦ୍ୟାଳୟ ଖୋଲିଲା। କରୋନା ସଂକ୍ରମଣ ଯୋଗୁ ଦୀର୍ଘଦିନ ଧରି ସ୍କୁଲ ବନ୍ଦ ରହିଥିଲା। ସଂକ୍ରମଣ ଆଶିଂକ ଭାବେ କମିବା ପରେ ବିଦ୍ୟାଳୟ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ କୋଭିଡ୍‌…

ସାକ୍ଷୀଗୋପାଳ ମନ୍ଦିର ଖଟଣି ରୋଷଘରୁ ଚୋରି ଅଭିଯୋଗ

ସାକ୍ଷୀଗୋପାଳ,୨୫ା୭(ଡି.ଏନ୍‌.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିର ବେଢ଼ା ମଧ୍ୟରେ ସୋମନାଥ ମହାପାତ୍ରଙ୍କ ଖଟଣି ରୋଷଘରୁ ଚୋରି ହୋଇଛି। ଏନେଇ ସୋମନାଥଙ୍କ ଭାଇ ରମାକାନ୍ତ ମହାପାତ୍ର ମନ୍ଦିର ସୁପରଭାଇଜରଙ୍କ ନିକଟରେ ରବିବାର ସକାଳୁ ଲିଖିତ ଅଭିଯୋଗ କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଭକ୍ତ ମାନଙ୍କ…

୩୦ବର୍ଷ ହେବ ଝୁମ୍ପୁଡ଼ି ଘରେ ୪ପରିବାର

ପିପିଲି,୨୫।୭(ଡି.ଏନ୍‌.ଏ.): ରାଜ୍ୟ ସରକାର ଗ୍ରାମାଞ୍ଚଳରେ ରହୁଥିବା ଲୋକଙ୍କୁ ଉନ୍ନତମାନର ସେବା ଯୋଗାଇବା ପାଇଁ ବିଭିନ୍ନ ଯୋଜନା କରୁଛନ୍ତି। ହେଲେ ଠିକ୍‌ ସମୟରେ ଗ୍ରାମାଞ୍ଚଳବାସୀଙ୍କୁ ସହାୟତା ମିଳୁ ନ ଥିବାରୁ ଅନେକେ ବିଭିନ୍ନ ଯୋଜନାରୁ ବଞ୍ଚତ୍ତ ଥିବା ପରିଲକ୍ଷିତ ହେଉଛି। ଏଭଳି ଏକ…

ଚୂନରା ସେବାୟତଙ୍କ ଜୀବନ ବୀମା ନାହିଁ

ପୁରୀ ଅଫିସ,୨୫।୭: ଚୂନରା ସେବାୟତ ପ୍ରତିଦିନ ଜୀବନକୁ ବାଜି ଲଗାଇ ଶ୍ରୀମନ୍ଦିର ଉପରକୁ ଚଢ଼ି ବାନା ଲଗାଇଥାନ୍ତି। ସେହିପରି ରତ୍ନବେଦି ଉପରକୁ ପ୍ରାୟ ୪୦ ଫୁଟ୍‌ ଉପରେ ଚାନ୍ଦୁଆ ବାନ୍ଧିବା କାର୍ଯ୍ୟଠାରୁ ଆରମ୍ଭ କରି ଗରୁଡ଼ସ୍ତମ୍ଭ ଓ ଅରୁଣସ୍ତମ୍ଭର ସ୍ନାନ ନୀତି…

ସହାୟତା ଅପେକ୍ଷାରେ ଚାଇନାଙ୍କ ପରିବାର

କୃଷ୍ଣପ୍ରସାଦ,୨୫ା୭(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ କୁରୁପାଳ ଗ୍ରାମର ପ୍ରବୀର ଜେନାଙ୍କ ଝିଅ ଚାଇନା(୨୩)। ଜନ୍ମରୁ ଚାଇନା ଦିବ୍ୟାଙ୍ଗ। ଅଣ୍ଟା ପାଖରୁ ଗୋଡ଼ ପର୍ଯ୍ୟନ୍ତ କାମ କରୁନାହିଁ। ଘୋଷାରି ଘୋଷାରି ହୋଇ ଏ ଘରରୁ ସେ ଘରକୁ ଯିବା ଆସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?