ପୁରୀ

ଆଷାଢ଼ ସରିଲା, ବର୍ଷା ନାହିଁ: ଚିନ୍ତାରେ ଚାଷୀ

କଣାସ,୧୯ା୭(ସ୍ବ.ପ୍ର.): ଅକ୍ଷୟ ତୃତୀୟାଠାରୁ ଚାଷୀମାନେ ଚାଷ କାର୍ଯ୍ୟ ଆରମ୍ଭ କରିଥାନ୍ତି। ଜମି ଚାଷ କରିବା ପରେ ବିହନ ବୁଣି ବର୍ଷାକୁ ଅପେକ୍ଷା କରିଥାଆନ୍ତି। ଆଷାଢ଼ ମାସରେ ବର୍ଷାଋତୁ ଆରମ୍ଭ ହେଉଥିବାରୁ ଚାଷୀମାନେ ବୁଣିଥିବା ଧାନ ଗଛହୋଇ ବଢିବାରେ ଲାଗେ। କିନ୍ତୁ ଚଳିତବର୍ଷ…

ବାହୁଡ଼ା ଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ବାହାର ଲୋକଙ୍କ ଉପରେ ନଜର ରଖିବ ୨୨ ଟିମ୍‌

ପୁରୀ ଅଫିସ,୧୯।୭: ବାହୁଡ଼ା ଯାତ୍ରା ପାଇଁ କଟକଣାକୁ କଡ଼ାକଡ଼ି କରାଯାଇଛି। ପୋଲିସର ପ୍ରସ୍ତୁତି ଓ କଟକଣା କାର୍ଯ୍ୟକାରୀ ସମ୍ପର୍କରେ ରବିବାର ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଆଇନ ଶୃଙ୍ଖଳା) ବି.କେ. ଶର୍ମା ପୁରୀ ଆସି ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ ଏସ୍‌ପିଙ୍କ…

ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ଆଜି

ପୁରୀ ଅଫିସ,୧୯ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଲୀଳାଖେଳା ସରି ଆସୁଛି। ଆଉ ଦିନକ ପରେ ମଙ୍ଗଳବାର ଆଡ଼ପମଣ୍ଡପରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିିବେ ଚତୁର୍ଦ୍ଧାମୂର୍ତ୍ତି। ସୋମବାର ନବମୀ ସନ୍ଧ୍ୟା ଦର୍ଶନ। ତେବେ କଟକଣା ଯୋଗୁ ଗତବର୍ଷ ପରି ଚଳିତବର୍ଷ ମଧ୍ୟ…

ବାହୁଡ଼ାଯାତ୍ରା ପାଇଁ ପୁରୀରେ ୧୪୪ ଧାରା

ପୁରୀ ଅଫିସ,୧୮।୭: ବାହୁଡ଼ା ଯାତ୍ରା ପାଇଁ ଏସ୍‌ଓପିକୁ କଡ଼ାକଡ଼ି ପାଳନ କରାଯିବ। ଆସନ୍ତା ୧୯ ତାରିଖ ରାତି ୮ରୁ ୨୧ ତାରିଖ ରାତି ୮ଟା ପର୍ଯ୍ୟନ୍ତ ପୁରୀ ସହରରେ ୧୪୪ ଧାରା ଜାରି ହେବ। ଏହି ସମୟ ମଧ୍ୟରେ ବଡ଼ଦାଣ୍ଡ, ବଡ଼ଦାଣ୍ଡରେ…

ଦକ୍ଷିଣମୋଡ଼ ହେଲା ତିନି ରଥ

ପୁରୀ ଅଫିସ, ୧୮ା୭: ଭଉଣୀ ଭାଇଙ୍କୁ ସାଥିରେ ଧରି ନବଦିନାତ୍ମକ ଯାତ୍ରାରେ ଆସିଥିବା ମହାପ୍ରଭୁ ଶ୍ରୀଜଗନ୍ନାଥ ଏବେ ଜନ୍ମବେଦିରେ ଲୀଳା କରୁଛନ୍ତି। ଆଡ଼ପ ମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶ୍ରୀଗୁଣ୍ଡିଚା…

ନନ୍ଦିଘୋଷ ରଥ ଭାଙ୍ଗିଲେ ମହାଲକ୍ଷ୍ମୀ

ପୁରୀ ଅଫିସ, ୧୭ା୭: ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀଭାଇଙ୍କୁ ସାଙ୍ଗରେ ଧରି ନବଦିନାତ୍ମକ ଯାତ୍ରାରେ ଆସି ଶ୍ରୀଗୁଣ୍ଡିଚା ମନ୍ଦିରର ଆଡ଼ପମଣ୍ଡପରେ ବିରାଜମାନ କରିଛନ୍ତି। ଏବେ ସେଠାରେ ଦାରୁଦିଅଁଙ୍କ ନୀତିକାନ୍ତି ଚାଲିଛି। ଶୁକ୍ରବାର ହେରାପଞ୍ଚମୀରେ ମହାପ୍ରଭୁଙ୍କୁ ଶ୍ରୀମନ୍ଦିରକୁ ଫେରାଇ ନେବାକୁ ମା’ ମହାଲକ୍ଷ୍ମୀ ଆସିଥିଲେ।…

ଆଜି ହେରାପଞ୍ଚମୀ

ପୁରୀ ଅଫିସ,୧୬।୭: ଆଷାଢ଼ ମାସ ଶୁକ୍ଳପକ୍ଷ ଷଷ୍ଠୀ ତିଥିରେ ଶୁକ୍ରବାର ହେରାପଞ୍ଚମୀରେ ମା’ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରରେ ଥିବା ମହାପ୍ରଭୁଙ୍କ ନିକଟକୁ ବିଜେ କରିବେ। ତାଙ୍କୁ ମହାପ୍ରଭୁ ସାଙ୍ଗରେ ନବଦିନାତ୍ମକ ଯାତ୍ରାରେ ନେଇ ନ ଥିବାରୁ ସେ ଅଭିମାନରେ ନନ୍ଦିଘୋଷ ରଥ…

ତିନିରଥ ଚକ, ପ୍ରଭାରେ ଫାଟ

ପୁରୀ ଅଫିସ,୧୬ା୭:ତିନି ରଥର ଚକ ଓ ପ୍ରଭାରେ ଫାଟ ହୋଇଛି। ତାଳଧ୍ୱଜ ରଥ ଆଗପାର୍ଶ୍ୱ ଚକରେ ବଡ଼ ଫାଟ ହୋଇ ଚକଟି ଗୋଟିଏ ପାର୍ଶ୍ୱକୁ ମୋଡ଼ିଯାଇଥିବାବେଳେ ଦର୍ପଦଳନ ଓ ନନ୍ଦିଘୋଷରେ ସାମାନ୍ୟ ଫାଟ ହୋଇଥିବା ଦେଖିବାକୁ ମିଳିଛି। ଦକ୍ଷିଣମୋଡ଼ ପୂର୍ବରୁ ତିନି…

ରଥରେ ସାମାନ୍ୟ ଫାଟ, ଚାଲିଛି ମରାମତି

ପୁରୀ ଅଫିସ,୧୫ା୭: ଆସନ୍ତା ୧୭ ତାରିଖରେ ତିନିରଥର ଦକ୍ଷିଣ ମୋଡ଼। ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ବୈଷୟିକ ଟିମ୍‌ ଦ୍ୱାରା ତିନିରଥର ଯାଞ୍ଚ ହୋଇଛି। ଶ୍ରୀଗୁଣ୍ଡିଚା ଯାତ୍ରା ପରେ ଗୁରୁବାର ଏହି ଯାଞ୍ଚ କରାଯାଇଛି। ତେବେ ତିନିରଥରେ ସାମାନ୍ୟ ଫାଟ ଥିବା…

ଅନିଦ୍ରା ରହିଲେ ମହାପ୍ରଭୁ

ପୁରୀ ଅଫିସ,୧୫।୭: ରଥଯାତ୍ରାଠାରୁ ଆରମ୍ଭ କରି ଆଡ଼ପମଣ୍ଡପ ବିଜେ ପର୍ଯ୍ୟନ୍ତ ସମସ୍ତ ନୀତିକାନ୍ତି ନିର୍ଦ୍ଧାରିତ ସମୟ ପୂର୍ବରୁ ହୋଇଥିଲେ ମଧ୍ୟ ମଙ୍ଗଳବାର ରାତ୍ର ପହୁଡ଼ ନୀତି ହୋଇପାରିନାହିଁ। ଫଳରେ ମହାପ୍ରଭୁଙ୍କୁ ଅନିଦ୍ରା ରହିବାକୁ ପଡ଼ିଛି। ମହାପ୍ରଭୁ ବଡ଼ସିଂହାର ବେଶରେ ବୁଧବାର ଭୋର…

ଆଜିଠୁ ଆଡ଼ପ ଅବଢ଼ା

ପୁରୀ ଅଫିସ,୧୪।୭: ଆଜିଠୁ ମହାପ୍ରଭୁଙ୍କ ଆଡ଼ପ ଅବଢ଼ା ମିଳିବ॥ ଶ୍ରୀଗୁଣ୍ଡିଚା ମନ୍ଦିରରୁ ଏହି ଆଡ଼ପ ଅବଢ଼ା ବାହାରିବ। ଶ୍ରୀଜିଉଙ୍କୁ ଅର୍ପଣ ପରେ ଭକ୍ତମାନେ ଅବଢ଼ା ପାଇବାର ସୁଯୋଗ ପାଇବେ। ବୁଧବାରଠାରୁ ଗୁଣ୍ଡିଚା ମନ୍ଦିର ନିକଟ ନୃସିଂହ ମନ୍ଦିର ଓ ବସ ଷ୍ଟାଣ୍ଡରେ…

ଶୃଙ୍ଖଳାର ପରକାଷ୍ଠା ଦେଖାଇଛନ୍ତି ପୁରୀବାସୀ: ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୨।୭: କୋଭିଡ୍‌ କଟକଣା ମଧ୍ୟରେ ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଶାନ୍ତିସୃଙ୍ଖଳାର ସହ ସୋମବାର ଶେଷ ହୋଇଛି । ଶ୍ରୀଜିଉଙ୍କ ୩ ରଥ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେବାୟତ, ପୁରୀ ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?