ଯାତ୍ରୀଙ୍କ କାମରେ ଲାଗୁନି ନୂତନ ବସ୍ଷ୍ଟାଣ୍ଡ
ନିମାପଡ଼ା,୩ା୩ (ଡି.ଏନ୍.ଏ.): ପୁରୀ ଜିଲା ନିମାପଡ଼ା ଏନ୍ଏସି ପକ୍ଷରୁ ୨କୋଟି ୫୦ଲକ୍ଷ ୩୨ହଜାର ଟଙ୍କା ବ୍ୟୟରେ ନିମାପଡ଼ାରେ ଅତ୍ୟାଧୁନିକ ବସ୍ଷ୍ଟାଣ୍ଡ ନିର୍ମିତ ହୋଇଛି। ୨୮ସେପ୍ଟେମ୍ବର ୨୦୧୮ରେ ଉଦ୍ଘାଟନ ହୋଇ ଲୋକାର୍ପିତ ହୋଇଥିଲା। ଉଦ୍ଘାଟନର ଅଢ଼େଇ ବର୍ଷ ପରେ ବି ବସ୍ଷ୍ଟାଣ୍ଡ...
ଜୁଲାଇ ୧୨ରେ ରଥଯାତ୍ରା
ପୁରୀ ଅଫିସ,୨।୩: ଚଳିତ ବର୍ଷ ପାଇଁ ଶ୍ରୀମନ୍ଦିର ନୀତିକାନ୍ତି ଓ ପର୍ବପର୍ବାଣୀ ତାଲିକା ସୋମବାର ପ୍ରକାଶ ପାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ତାଲିକା ପ୍ରକାଶିତ ହୋଇଛି। ତାଲିକାରେ ଉଲ୍ଲେଖ ରହିଛି ଯେ, ଏପ୍ରିଲ୍ ୧୪ରେ ମହାବିଷୁବ ସଂକ୍ରାନ୍ତି, ୨୧ରେ...
ଆର୍ପିଏଫ୍ କର୍ମଚାରୀଙ୍କ ସାଧୁତା
ପୁରୀ ଅଫିସ,୧।୩: ରେଳ ସୁରକ୍ଷା ବଳ (ଆର୍ପିଏଫ୍) କର୍ମଚାରୀ ସୁଶାନ୍ତ କୁମାର ବାଗଲା ପୁରୀ ଷ୍ଟେଶନ କୋଚ୍ ଯାଞ୍ଚ କରୁଥିବାବେଳେ ଏକ ମୋବାଇଲ ଫୋନ୍ ଓ ନଗଦ ୧୧ ହଜାର ଟଙ୍କା ପାଇଥିଲେ। ରବିବାର ସେ ଏହାକୁ ସମ୍ପୃକ୍ତ ମାଲିକଙ୍କୁ...
ପାର୍କ, ପାଠାଗାର ନିର୍ମାଣ ଲାଗି ମିଳୁନି ସ୍ଥାନ
ଗୋପ,୨୬।୨(ଡି.ଏନ୍.ଏ.): ସରକାର ଗ୍ରାମାଞ୍ଚଳର ବିକାଶ ଉପରେ ବିଶେଷ ଗୁରୁତ୍ୱ ଦେଉଥିବା ବେଳେ ବ୍ଲକ ପ୍ରଶାସନ ଓ ପଞ୍ଚାୟତରେ ଲୋକ ପ୍ରତିନିଧିମାନଙ୍କ ମଧ୍ୟରେ ସମନ୍ବୟ ଅଭାବରୁ ଅଧିକାଂଶ ପଞ୍ଚାୟତରେ ସରକାରୀ କାର୍ଯ୍ୟ ଠିକ ଭାବେ ହୋଇପାରୁ ନାହିଁ। ଏହାର ନିଚ୍ଛକ ଉଦାହରଣ...
ନଳକୂପ ଅଚଳ, ମିଳୁନି ପାନୀୟ ଜଳ
ବଳଙ୍ଗା,୨୩।୨(ଡି.ଏନ୍.ଏ.): ବଳଙ୍ଗା ଥାନା ଶାଇଁଶ ଶାସନ ପଞ୍ଚାୟତ ଦୁର୍ଗାପୁର, କାଶୀପୁର, ଭଗତୀପୁର ଗ୍ରାମରେ ପାନୀୟ ଜଳର ଘୋର ଅଭାବ ଦେଖାଯାଇଛି। ଏହି ୩ଗ୍ରାମରେ ଲୋକେ ପାନୀୟ ଜଳ ପାଇଁ ନାନା ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ କରିଛନ୍ତି। ଅନ୍ୟପଟେ ଗ୍ରାମର ନଳକୂପ...
୮ବର୍ଷ ହେଲା ଗଛମୂଳେ ଚାଲିଛି ଦମକଳ କେନ୍ଦ୍ର
କଣାସ,୨୩।୨(ସ୍ବ.ପ୍ର): କଣାସ ବ୍ଲକରେ ଦମକଳ କେନ୍ଦ୍ର ସ୍ଥାପନ ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ବାରମ୍ବାର ଦାବି ହେବାରୁ ୨୦୧୩ ଫେବୃୟାରୀ ୧୨ରେ ମୁଖ୍ୟମନ୍ତ୍ରୀ ପଞ୍ଚାୟତ ସମିତି ସଭାଗୃହ ନିକଟରେ ଥିବା ଏକ ବରଗଛ ତଳେ ଅସ୍ଥାୟୀ ଭାବେ ଦମକଳ କେନ୍ଦ୍ର ଉଦ୍ଘାଟନ...
୩୦ ଏକର ଜଙ୍ଗଲ ପୋଡ଼ିଗଲା
କୋଣାର୍କ,୨୨।୨(ଡି.ଏନ୍.ଏ): କୋଣାର୍କ ବାଲୁଖଣ୍ଡ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ କରମଙ୍ଗା ଇଡିସିରେ ରବିବାର ଅଗ୍ନିକାଣ୍ଡ ଘଟିଛି। ପ୍ରାୟ ୩୦ ଏକର ଜଙ୍ଗଲରେ ଥିବା ବହୁ ଝାଉଁ, ଆକାଶିଆ, କାଜୁଗଛ ପୋଡ଼ିଯାଇଛି। ତେବେ ନିଅଁା ଲାଗିବାର କାରଣ ସ୍ପଷ୍ଟ ହୋଇପାରିନାହିଁ। ସୂଚନା ଅନୁଯାୟୀ,...
ପେଟ୍ରୋଲରେ ପାଣି ମିଶାକୁ ନେଇ ଉତ୍ତେଜନା
ଗୋପ,୨୨।୨(ଡି.ଏନ୍.ଏ.): ଗୋପ-ନିମାପଡ଼ା ରାସ୍ତାରେ ଥିବା ଏକ ପେଟ୍ରୋଲ ପମ୍ପରେ ପେଟ୍ରୋଲରେ ପାଣି ମିଶିବାକୁ ନେଇ ରବିବାର ଉତ୍ତେଜନା ଦେଖାଯାଇଥିଲା। ବହୁ ଯୁକ୍ତିତର୍କ ପରେ ଟାଙ୍କି ମାଲିକ ବାଇକ୍ ଆରୋହୀଙ୍କୁ ଟଙ୍କା ଫେରାଇବାରୁ ପରିସ୍ଥିତି ଶାନ୍ତ ପଡ଼ିଥିଲା। ସୂଚନାଯୋଗ୍ୟ, ଗୋପ ହାପି...
ଅବାଧରେ ଚାଲିଛି ବେଆଇନ ଇଟାଭାଟି
ନିମାପଡ଼ା,୨୨।୨(ଡି.ଏନ୍.ଏ.): ନିମାପଡ଼ା ବ୍ଲକର ଡେଣୁଅଁ, ମିଟେଇପୁର, ଭୋଗ୍ରଶାଳଦା, ଭିଲିଗ୍ରାମ, ସଲଙ୍ଗ, ବାମନାଳ, ହରିପୁର, ତମାଳୋ, ତୁଳସୀପୁର, ବାହାରେଣା, ଭୋଦର, କଳାପାଞ୍ଚଣ, ଛଣିଜଙ୍ଗ, ଅରିଷଣ୍ଢ ସମେତ ୩୨ ପଞ୍ଚାୟତ ଓ ଏନ୍ଏସିର ପାଟପୁର, ହାଟସାହି, ନୂଆରକରି, ଦିପିରେଣ୍ଟା, ଅଳନ୍ଧା, ଭୁବନପୁର, ତଳଅଣ୍ଢିଆ,...
ଚାଲୁନି ପାସେଞ୍ଜର ଟ୍ରେନ୍, ବାଧୁଛି ବସ୍ ଭଡ଼ା
ପୁରୀ ଅଫିସ,୨୧।୨: କୋଭିଡ୍-୧୯ ସ୍ଥିତିରେ ସୁଧାର ଆସିବା ପରଠାରୁ ଦେଶର ବିଭିନ୍ନ ସ୍ଥାନରେ ପାସେଞ୍ଜର ରେଳସେବା ଆରମ୍ଭ ହେଲାଣି। ହେଲେ ଓଡ଼ିଶା ଦେଇ ଚାଲୁଥିବା ପୂର୍ବତଟ ରେଳପଥ ଅନ୍ତର୍ଗତ ରେଳସେବାରେ ପାସେଞ୍ଜର ସେବା ଏଯାବତ୍ ଆରମ୍ଭ ହୋଇପାରିନି। ଅଳ୍ପ କେତେକ...
ଦାରୁଦିଅଁ ଦର୍ଶନ ପାଇଁ ୬୫ କି.ମି. ଚାଲିଲେ ୨ ଦୃଷ୍ଟିହୀନ
ପୁରୀ ଅଫିସ,୧୯।୨:ଦାରୁଦିଅଁଙ୍କ ପ୍ରତି ମନରେ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିଭାବନା ଦୁଇଜଣ ଦୃଷ୍ଟିହୀନ ଶ୍ରଦ୍ଧାଳୁଙ୍କୁ ଗୁରୁବାର ଶ୍ରୀକ୍ଷେତ୍ରକୁ ଟାଣି ଆଣିଥିଲା। ସେମାନେ ପ୍ରାୟ ୬୫ କି.ମି. ଚାଲିଚାଲି ଭୁବନେଶ୍ୱରରୁ ପୁରୀରେ ପହଞ୍ଚିଥିଲେ। ଏଠାରେ ପହଞ୍ଚିବା ପରେ ପ୍ରଶାସନ ପକ୍ଷରୁ ଜଣେ...
ମହାପ୍ରଭୁଙ୍କୁ ଦର୍ଶନ କଲେ କଙ୍ଗନା
ପୁରୀ ଅଫିସ୍,୧୯।୨: ବଲିଉଡ ଅଭିନେତ୍ର୍ରୀ କଙ୍ଗନା ରାଣାୱତ ଶୁକ୍ରବାର ସକାଳୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବା ସମୟରେ ସିଂହାରୀ ସେବାୟତ ମଧୁସୂଦନ ସିଂହାରୀ ତାଙ୍କୁ ପାଛୋଟି ଶ୍ରୀମନ୍ଦିର ଭିତରକୁ ନେଇଥିଲେ। ପତିତପାବନଙ୍କୁ ଦର୍ଶନ କରିବା...
Archives


