୨୦୩୦ ସୁଦ୍ଧା ୧୦ଲକ୍ଷ ହେନ୍ତାଳ ବୃକ୍ଷ ଲଗାଇବାକୁ ପ୍ରୟାସ, ଓପ୍ସାକୁ ୧ ଲକ୍ଷ ଟଙ୍କାର ଅନୁଦାନ ଘୋଷଣା କଲେ ଧରିତ୍ରୀ ସିଇ
କାକଟପୁର/ଅସ୍ତରଙ୍ଗ,୧୯ା୪(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ)-ପୁରୀ ଜିଲା ଅସ୍ତରଙ୍ଗ ଭଉଁରିଆ ସେତୁ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଓଡ଼ିଶା ପର୍ଯ୍ୟାବରଣ ସଙ୍ଗଠନ, ଅସ୍ତରଙ୍ଗ ସବୁଜ ଶାଖା ଓ ‘ଧରିତ୍ରୀ’ ପକ୍ଷରୁ ଶନିବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଯୁବ ପରିବେଶବିତ୍ ସୌମ୍ୟ ରଞ୍ଜନ ବିଶ୍ୱାଳଙ୍କ ପୌରୋହିତ୍ୟରେ...
ଚନ୍ଦନ ଯାତ୍ରାରେ ଏଥର ବାଣ ମନା
ପୁରୀ,୧୮ା୪: ଚଳିତବର୍ଷ ପୁରୀ ଚନ୍ଦନ ଯାତ୍ରାରେ ବାଣ ବ୍ୟବହାର ହୋଇପାରିବ ନାହିଁ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଶୁକ୍ରବାର ସୂଚନା ଦେଇଛନ୍ତି। ଭକ୍ତ ଓ ସେବାୟତଙ୍କ ପାଇଁ ଇନ୍ସ୍ୟୁରାନ୍ସ ବ୍ୟବସ୍ଥା ରହିବା ସହ ଚନ୍ଦନଯାତ୍ରା ନୀତି ନିର୍ଘଣ୍ଟକୁ...
ବଜ୍ରପାତରେ ଚାଲିଗଲା ଚାଷୀଙ୍କ ଜୀବନ, ବାପା-ଭାଇ ଗୁରୁତର
ସାକ୍ଷୀଗୋପାଳ,୧୮ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକ କେତକୀ ପାଟଣା ପଞ୍ଚାୟତର ପଦ୍ମପୁର ଗ୍ରାମର ଚାଷୀ ଦୀପ୍ତିରଞ୍ଜନ ବାରିକ (୩୬)ଙ୍କ ବଜ୍ରପାତରେ ଶୁକ୍ରବାର ମୃତ୍ୟୁ ଘଟିଛି। ତାଙ୍କ ବାପା କାଶୀନାଥ ବାରିକ ଓ ମଝିଆ ଭାଇ ସୌମ୍ୟରଞ୍ଜନ...
ଫାଟିଲା ଗ୍ୟାସ ଟାଙ୍କି: ଜଳିଗଲା…
ପୁରୀ,୧୫।୪: ପୁରୀ ଜିଲା କୃଷ୍ଣପ୍ରସାଦ ପଣାଯାତ୍ରା ବେଳେ ଅଘଟଣ ଘଟିଛି। ପଣାଯାତ୍ରା ପଡିଆରେ ୫ ଦୋକାନ ଜଳି ଯାଇଛି। ହଠାତ୍ ଗ୍ୟାସ ଟାଙ୍କି ଅଗ୍ନିକାଣ୍ଡ ଘଟିଛି। ଲକ୍ଷାଧିକ ଟଙ୍କା ମୂଲ୍ୟର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଥିବା ବେଳେ ଖବର ପାଇ...
ଖାଇଫୋଡ ଯାତ୍ରାରେ ଶ୍ରଦ୍ଧାଳୁଙ୍କ ଭିଡ: ୨୨ହାତ ଖାଇଦଣ୍ଡରୁ ଝୁଲିଲେ ପାଟୁଆ
ସାକ୍ଷୀଗୋପାଳ,୧୪।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ନିକଟବର୍ତ୍ତୀ ଭିଁପୁର ଓ ଦାଶବିଦ୍ୟାଧରପୁର ଗ୍ରାମରେ ପ୍ରସିଦ୍ଧ ଖାଇଫୋଡ ଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମାନସିକ ପୂରଣ ପାଇଁ ପାଟୁଆ ୬ରୁ ୧୦ ଇଞ୍ଚ ଲମ୍ବା, ଦୁଇରୁ ଚାରୋଟି ଲେଖାଏଁ...
ମାଡ଼ି ଆସୁଛି କି ମହାବିପତ୍ତି! ଚିଲ ନେଇଗଲା ଶ୍ରୀମନ୍ଦିର ନେତ, ଭାଇରାଲ ହେଉଛି ଭିଡିଓ…
ପୁରୀ,୧୩ା୪: ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଏକ ଚିଲ ଥଣ୍ଟରେ ବାନା ପରି ଦିଶୁଥିବା କପଡ଼ା ଧରି ଉଡ଼ୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓ ଦେଖିବା ପରେ ଭକ୍ତମାନେ ଭୟଭୀତ ହୋଇଯାଇଛନ୍ତି। ଶନିବାର ସନ୍ଧ୍ୟାରେ ଶ୍ରୀମନ୍ଦିର ଉପରେ ଚୂନରା...
ବେଦାନ୍ତ ବିଶ୍ୱବିଦ୍ୟାଳୟ ଜମି ମାମଲା: ଜନସାଧାରଣଙ୍କ ଅଧିକାର ଓ ନ୍ୟାୟିକ ବିଜୟ
ଓଡ଼ିଶାର ପୁରୀ ଜିଲାର ୨୨ଟି ମୌଜାର ଚାଷୀଙ୍କ ଜମି ରକ୍ଷା ପାଇଁ ଏକ ଦୀର୍ଘ ସଂଘର୍ଷର କାହାଣୀ ଆଜି ମଧ୍ୟ ଆଲୋଚନାର ବିଷୟ ହୋଇରହିଛି। ବେଦାନ୍ତ ବିଶ୍ୱବିଦ୍ୟାଳୟ ପ୍ରକଳ୍ପ ନାମରେ ଅନିଲ ଅଗ୍ରୱାଲଙ୍କ ଅନିଲ ଅଗ୍ରୱାଲ ଫାଉଣ୍ଡେଶନ ଦ୍ୱାରା ଜମି...
ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୬ ଦୋକାନ
କୃଷ୍ଣପ୍ରସାଦ,୧୧।୪: ପୁରୀ ଜିଲା କୃଷ୍ଣପ୍ରସାଦ ଜହ୍ନିକୁଦା ଘାଟପେଣ୍ଠରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୬ଟି ଦୋକାନ ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ଜଣାପଡି ନ ଥିବା ବେଳେ ୧୦ ଲକ୍ଷରୁ ଅଧିକ ଟଙ୍କାର ସାମଗ୍ରୀ ପୋଡ଼ି...
ଏହି ଦିନଠୁ ପୁରୀରେ ଶ୍ରୀଜିଉଙ୍କ ଧାଡ଼ି ଦର୍ଶନ
ପୁରୀ,୮।୪: ଚଳିତ ମାସ ଶେଷ ସୁଦ୍ଧା ପୁରୀରେ ଶ୍ରୀଜିଉଙ୍କ ଧାଡ଼ି ଦର୍ଶନ ବ୍ୟବସ୍ଥା କରାଯିବ। ଏ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ବ୍ରହ୍ମପୁରରେ ତାରାତାରିଣୀ ଦର୍ଶନ ବେଳେ ସେ ସୂଚନା ଦେଇଛନ୍ତି। ସପ୍ତାହେ ମଧ୍ୟରେ ଶ୍ରୀମନ୍ଦିର...
ପୁରୀରେ ଜଳିଗଲା ଟୁରିଷ୍ଟ ବସ୍
ପୁରୀ,୮।୪: ପୁରୀ ମାଳତିପାଟପୁର ବସ୍ ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ରାସ୍ତାରେ ଛିଡ଼ା ହୋଇଥିବା ଏକ ଟୁରିଷ୍ଟ ବସ୍ରେ ନିଆଁ ଲାଗିଯାଇଛି। ହେଲେ ବସ୍ର ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି। ମିଳିଥିବା ସୂଚନା ମୁତାବକ,...
ଶ୍ରୀକ୍ଷେତ୍ରରେ ଧୁମ୍ଧାମ୍ରେ ଚାଲିଛି ସାହିଯାତ: ମନମୋହୁଛି ସମରକଳା
ପୁରୀ, ୮ା୪(ଅଜିତ୍ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ସାହିଯାତ ଧୁମ୍ଧାମ୍ରେ ଚାଲିଛି। ପ୍ରଥମ ଦିବସ ରବିବାର କାଳିକାଦେବୀ ସାହି ଆଖଡ଼ା ପକ୍ଷରୁ ରାମ ଜନ୍ମନୀତି ପ୍ରସ୍ତାବ ଆଗତ କରାଯିବା ସହ ଶ୍ରୀରାମ ଜନ୍ମନୀତି ସମ୍ପନ୍ନ ହୋଇଥିଲା। ସୋମବାର ଦ୍ୱିତୀୟ ଦିବସରେ ଯଜ୍ଞରକ୍ଷା...
ପୁରୁଣା ବ୍ୟାରିକେଡ୍ରେ ଅଗ୍ନିକାଣ୍ଡ, ନିଆଁ ଲଗାଇ ଦେଇଥିବା ସନ୍ଦେହ
ପୁରୀ,୮।୪: ପୁରୀ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପଛପଟେ ଥିବା ପୂରୁଣା ବ୍ୟାରିକେଡ୍ରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ମହଜୁଦ ଥିବା ପୁରୁଣା ବ୍ୟାରିକେଡ୍ରେ ନିଆଁ ଲାଗି ପରିବେଶ ଧୂଆଁମୟ ହୋଇଯାଇଥିଲା। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ...
Archives


