ପୁରୀ

ମୁଖ୍ୟ ଚିକିତ୍ସାଳୟ ବୁଲିଲେ ଜିଲାପାଳ

ପୁରୀ ଅଫିସ,୨।୨: ପୁରୀ ଜିଲାପାଳ ସମର୍ଥ ବର୍ମା ସୋମବାର ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ଓପିଡି, ରେଜିଷ୍ଟ୍ରେଶନ କାଉଣ୍ଟର, ଏକ୍ସରେ, ଆଇପିଡି, ନିରାମୟ ସେଣ୍ଟର ବୁଲି ସ୍ଥିତି ପରଖିଛନ୍ତି। ସ୍ବାସ୍ଥ୍ୟ ଭିତ୍ତିଭୂମିର ସମୀକ୍ଷା କରିବା...

ପୁରୀରେ ପର୍ଯ୍ୟଟକ ଦମ୍ପତିଙ୍କୁ ମାଡ଼

ପୁରୀ ଅଫିସ,୨।୨: ପଶ୍ଚିମବଙ୍ଗରୁ ପୁରୀ ଆସିଥିବା ପର୍ଯ୍ୟଟକ ଦମ୍ପତିଙ୍କୁ ସୋମବାର ମାଡ଼ ମରାଯାଇଛି। ଏ ନେଇ ସମୁଦ୍ରକୂଳ ଥାନାରେ ଲିଖିତ ଅଭିଯୋଗ ହୋଇଛି। ପୋଲିସ ଏହି ଘଟଣାର ତଦନ୍ତ ଚଳାଇଥିଲେ ବି ଅଭିଯୁକ୍ତଙ୍କୁ ଗିରଫ କରିପାରିନାହିଁ। ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗ...

ଶିଶୁପୁତ୍ର ଗୁପ୍ତାଙ୍ଗରେ ଚେଙ୍କ

ଗୋପ,୧ା୨(ଡି.ଏନ୍‌.ଏ.): ଗୋପ ଥାନା ଅନ୍ତର୍ଗତ ହେଲାରି ଗ୍ରାମରେ ଶନିବାର ସନ୍ଧ୍ୟାରେ ଜଣେ ୪ ବର୍ଷର ଶିଶୁପୁତ୍ରର ଗୁପ୍ତାଙ୍ଗ ସମେତ ଶରୀରର ଏକାଧିକ ସ୍ଥାନରେ ଚେଙ୍କ ଦିଆଯାଇଛି। ପାରିବାରିକ ବିପଦକୁ କେନ୍ଦ୍ରକରି ଗ୍ରାମର ଜଣେ ୧୬ ବର୍ଷୀୟା ନାବାଳକ ଏପରି କାଣ୍ଡ...

ଜିଦ୍‌ରେ ଅଟଳ ଉଭୟ ନିଯୋଗ

ପୁରୀ ଅଫିସ,୧।୨: ପୌଷ ପୂର୍ଣ୍ଣିମାରେ ଗୁରୁବାର ମହାପ୍ରଭୁଙ୍କ ସୁନାବେଶ ବା ରାଜରାଜେଶ୍ୱର ବେଶ ନୀତି ୫ଘଣ୍ଟା ବିଳମ୍ବ ହୋଇଥିଲା। ଏହାର କାରଣ ଖୋଜିବା ସହ ସମାଧାନ ଲାଗି ରବିବାର ଦ୍ୱିତୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଶନିବାର ପ୍ରଥମ ପର୍ଯ୍ୟାୟରେ...

ପୋଲ ଉପରେ ପୁଅ, ଝିଅକୁ ବସାଇ ମା’ର ଆତ୍ମହତ୍ୟା ଉଦ୍ୟମ

ଗୋପ, ୩୧।୧(ଡି.ଏନ୍‌.ଏ.): ପୁରୀ ଜିଲା ଅନ୍ତର୍ଗତ ଗୋପ-ବାଲିଘାଇ ରାସ୍ତାର ଗୋପ ବଜାର ନିକଟ କୁଶଭଦ୍ରା ପୋଲ ଉପରେ ଶନିବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଘଟିଥିଲା। ଜଣେ ମହିଳା ନିଜର ଦୁଇ ପିଲାଙ୍କୁ ପୋଲ ଉପରେ ବସାଇ ଆତ୍ମହତ୍ୟା କରିବାକୁ...

ମିଳିଲା ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ

ପୁରୀ ଅଫିସ,୩୦।୧: ମହାପ୍ରଭୁଙ୍କ ଦର୍ଶନ କରିବାକୁ ଆସି ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଶୁକ୍ରବାର ୭ଜଣ ପର୍ଯ୍ୟଟକ ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରୁ ୬ଜଣଙ୍କୁ ସ୍ଥାନୀୟ ନୋଳିଆ ଉଦ୍ଧାର କରିଥିବା ବେଳେ ଜଣଙ୍କର ପତ୍ତା ମିଳି ନ ଥିଲା। ଶନିବାର...

ପୁରୀ ସମୁଦ୍ରରେ ଭାସିଗଲେ ୭ ଜଣ

ପୁରୀ ଅଫିସ, ୨୯।୧: ଜଗା ଦର୍ଶନ କରିବାକୁ ପୁରୀ ଆସି ସମୁଦ୍ରରେ ଗାଧୋଇବା ବେଳେ ୭ ପର୍ଯ୍ୟଟକ ଭାସିଯାଇଛନ୍ତି। ତେବେ ସ୍ଥାନୀୟ ନୋଳିଆ ୬ଜଣଙ୍କୁ ଉଦ୍ଧାର କରିଥିବା ବେଳେ ଜଣଙ୍କର ପତ୍ତା ମିଳିପାରି ନାହିଁ। ନିଖୋଜ ଯୁବକ ଜଣଙ୍କ ଝାରଖଣ୍ଡର...

ସୁନାବେଶ ନୀତିରେ ୫ ଘଣ୍ଟା ବିଳମ୍ବ

ପୁରୀ ଅଫିସ,୨୯।୧: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ନୀତିକାନ୍ତିରେ ଗୁରୁବାର ୫ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ବିଳମ୍ବ ଘଟିଛି। ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁ ଏହି ବିଳମ୍ବ ହୋଇଥିବାବେଳେ ସହସ୍ରାଧିକ ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ଦର୍ଶନ ଓ ମହାପ୍ରସାଦ ପାଇବାରୁ...

ଗଜପତି ମହାରାଜାଙ୍କ ପୁଷ୍ୟାଭିଷେକ

ପୁରୀ ଅଫିସ,୨୯।୧: ପୌଷ ପୂର୍ଣ୍ଣିମାରେ ଗୁରୁବାର ଗଜପତି ମହାରାଜାଙ୍କ ପୁଷ୍ୟାଭିଷେକ ଓ ମହାପ୍ରଭୁଙ୍କର ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି। ଶ୍ରୀନଅରରେ ଶାସ୍ତ୍ରୀୟ ପୂଜା ଓ ପଞ୍ଚଦେବତା ପୂଜା ପରେ ଗଜପତି ମହାରାଜାଙ୍କୁ ଅଭିଷେକ କରାଯାଇଛି। ଷୋଳଶାସନ ବ୍ରାହ୍ମଣ ମହାରାଜଙ୍କୁ ନଡ଼ିଆ...

ପ୍ରତାପଙ୍କୁ ମିଳିଲା ପିପିଲି ଦାୟିତ୍ୱ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ଶାସକ ବିଜେଡି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଗୁରୁବାର ବିଧାୟକ ତଥା ଦଳୀୟ ମୁଖପାତ୍ର ପ୍ରତାପ କେଶରୀ ଦେବଙ୍କୁ ଦଳ ପକ୍ଷରୁ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି। ଦାୟିତ୍ୱ ମିଳିବା ପରେ ପ୍ରତାପ ପିପିଲି ନିର୍ବାଚନମଣ୍ଡଳୀ...

ସେବାୟତଙ୍କ କୋଭିଡ୍‌ ଟେଷ୍ଟ୍‌ ଆରମ୍ଭ

ପୁରୀ ଅଫିସ,୨୮।୧: ଶ୍ରୀମନ୍ଦିର ସେବାୟତ ମାନଙ୍କର ବୁଧବାର ଠାରୁ କୋଭିଡ୍‌ ଟେଷ୍ଟ ଆରମ୍ଭ ହୋଇଛି। ଏହା ଆସନ୍ତା ମାର୍ଚ୍ଚ ୧ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରତିଦିନ ୫୦ଜଣଙ୍କ ଆର୍‌ଟିପିସିଆର୍‌ ଟେଷ୍ଟ କରାଯାଇ ସ୍ବାବ୍‌ ସଂଗ୍ରହ ହେବ। ଏଥିଲାଗି ପୁରୀ ଜିଲା ମୁଖ୍ୟ...

ପୁରୀ ବାସେଳି ସାହି ଥାନା ହାଜତ ମୃତ୍ୟୁ ମାମଲା

କଟକ ଅଫିସ,୨୮।୧: ପୁରୀ ବାସେଳି ସାହି ଥାନା ହାଜତ ମୃତ୍ୟୁ ଘଟଣାରେ ବୁଧବାର ଆବେଦନକାରୀଙ୍କ ପକ୍ଷରୁ ହାଇକୋର୍ଟରେ ଏକ ସତ୍ୟପାଠ ଦାଖଲ କରାଯାଇଛି। ଏଫ୍‌ଆଇଆର୍‌ରେ କିପରି ଦ୍ୱନ୍ଦ୍ୱ ରହିଛି ସେନେଇ ଆବେଦନକାରୀ ପ୍ରଶ୍ନ ଉଠାଇଛନ୍ତି। ଏହି ଆଧାରରେ ହାଇକୋର୍ଟ ରାଜ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri