ରାମଚଣ୍ଡୀ ପୀଠରେ ବେଆଇନ ପାର୍କିଂ ଫି
କୋଣାର୍କ,୨୯।୧୨(ଡି.ଏନ୍.ଏ.): କୋଣାର୍କସ୍ଥିତ ରାମଚଣ୍ଡୀ ପୀଠକୁ ଦୈନିକ ହଜାର ହଜାର ପର୍ଯ୍ୟଟକଙ୍କ ସମାଗମ ହେଉଥିବା ଦେଖିବାକୁ ମିଳୁଛି। ଏହାର ସୁଯୋଗ ନେଇ ପର୍ଯ୍ୟଟକଙ୍କୁ ଦର୍ଶନ ଓ ପାର୍କିଂ ନଁାରେ ଶୋଷଣ କରାଯାଉଥିବା ଅଭିଯୋଗ ହୋଇଛି। ପୀଠ ରାସ୍ତା ଦୁଇପାର୍ଶ୍ୱ, ରାମଚଣ୍ଡୀ ଥାନା ପାର୍ଶ୍ୱ…
ପୁରୀ ବେଳାଭୂମିରେ ଉଡ଼ିଲା ବ୍ଲୁ ଫ୍ଲାଗ୍
ପୁରୀ ଅଫିସ, ୨୯।୧୨: ପୁରୀର ସ୍ବର୍ଣ୍ଣିମ ବେଳାଭୂମିକୁ ବିଧିବଦ୍ଧ ଭାବେ ମର୍ଯ୍ୟାଦାଜନକ ବ୍ଲୁ ଫ୍ଲାଗ୍ ମାନ୍ୟତା ମିଳିଛି। ଏଥିଲାଗି ପୁରୀ ବେଳାଭୂମି ୩୩ଟି ସର୍ତ୍ତ ପୂରଣ କରିଛି। ଅନ୍ତର୍ଜାତୀୟ ଜୁରି ସଂସ୍ଥା ଡେନ୍ମାର୍କର ଫି (ଫାଉଣ୍ଡେଶନ ଫର୍ ଏନ୍ଭାଇରନ୍ମେଣ୍ଟାଲ ଏଜୁକେଶନ) ପକ୍ଷରୁ…
ସାତପଡ଼ାରେ ପ୍ରତିଷ୍ଠା ହେବ ବରଫକଳ
ପୁରୀ ଅଫିସ,୨୮ା୧୨: ପୁରୀ ଉପକୂଳ ମତ୍ସ୍ୟ ଓ ଚିଙ୍ଗୁଡ଼ି ଚାଷ ସମ୍ପର୍କିତ ନିୟମ ଏବଂ କାର୍ଯ୍ୟକାରିତା ସଂକ୍ରାନ୍ତ କର୍ମଶାଳା ରବିବାର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଯାଇଛି। ଏଥିରେ ଜିଲାପାଳ ବଲୱନ୍ତ ସିଂ ଅଧ୍ୟକ୍ଷତା କରିଥିଲେ। ମାଛ…
ଦୟା ନଦୀ କୂଳରେ ମାଛ ମରାକୁ ନେଇ ବୋମାମାଡ
କଣାସ,୨୭।୧୨(ଡି.ଏନ୍.ଏ.): ମାଛ ମରାକୁ ନେଇ ୨ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ, ବୋମାମାଡ ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ପୁରୀ ଜିଲା କଣାସ ନିକଟବର୍ତ୍ତୀ ଦୟା ନଦୀ କୂଳରେ। ଏଥିରେ ୨ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କଣାସ ଡାକ୍ତରଖାନାରେ ଭର୍ତ୍ତି…
ଜଗା ଦର୍ଶନ କଲେ ପୁରୀବାସୀ: ଶୃଙ୍ଖଳିତ ଦର୍ଶନ, ଭାବବିହ୍ବଳ ପରିବେଶ
ପୁରୀ ଅଫିସ,୨୭ା୧୨: ଶ୍ରୀମନ୍ଦିର ଖୋଲିବାର ୩ଦିନ ପରେ ଶନିବାର ସ୍ଥାନୀୟ ଲୋକେ ଦର୍ଶନ କରିବାର ସୁଯୋଗ ପାଇଛନ୍ତି। ପ୍ରଥମ ଦିନରେ ୩ଟି ପର୍ଯ୍ୟାୟରେ ପୁରୀବାସୀ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି। ସକାଳ ବେଳା ୬ ଓ ୯ ନମ୍ବର, ଅପରାହ୍ନରେ ୧୨ ଓ…
ଆଜିଠୁ ଦାରୁଦିଅଁ ଦର୍ଶନ କରିବେ ପୁରୀ ସହରବାସୀ: ୧୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ
ପୁରୀ ଅଫିସ,୨୬ା୧୨: ପୁରୀ ସହରବାସୀ ଶନିବାରଠାରୁ ଶ୍ରୀମନ୍ଦିରରେ ଦାରୁଦିଅଁ ଦର୍ଶନ କରିବେ। ଏହି ଦର୍ଶନ ବ୍ୟବସ୍ଥା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏ ନେଇ ପ୍ରଶାସନ ସମସ୍ତ ପ୍ରସ୍ତୁତି ଶେଷ କରିଥିବା ବେଳେ ଶୁକ୍ରବାର ପୋଲିସ ପକ୍ଷରୁ ମକ୍ଡ୍ରିଲ କରାଯାଇଛି। କେନ୍ଦ୍ରାଞ୍ଚଳ…
‘ଦୋକାନ ସାମ୍ନାରେ ୨ ଡଷ୍ଟବିନ୍ ନ ରଖିଲେ କାର୍ଯ୍ୟାନୁଷ୍ଠାନ’
ପୁରୀ ଅଫିସ,୨୬ା୧୨: ପୁରୀ ସହରର ବ୍ୟବସାୟୀ ଓ ଦୋକାନୀମାନେ ନିଜ ଦୋକାନ ସମ୍ମୁଖରେ ଦୁଇଟି ଲେଖାଏ ଡଷ୍ଟବିନ୍ ରଖିବେ। ଗୋଟିକରେ ଓଦା ଏବଂ ଅନ୍ୟଟିରେ ଶୁଖିଲା ଆବର୍ଜନା ପକାଇବେ। ଆବର୍ଜନା ସଂଗ୍ରହ ପାଇଁ ପୌରସଂସ୍ଥା ପକ୍ଷରୁ ଯାଉଥିବା ଗାଡ଼ିରେ ଆବର୍ଜନା ପକାଇବେ।…
ପୁରୀରେ ବ୍ରଙ୍କୋସ୍କୋପି ଚିକିତ୍ସା ସୁବିଧା
ପୁରୀ ଅଫିସ,୨୬ା୧୨: ପୁରୀସ୍ଥିତ ଯକ୍ଷ୍ମା ଓ ସଂକ୍ରାମକ (ଟିବି ଆଣ୍ଡ୍ ଆଇଡିଏଚ୍) ରୋଗ ଚିକିତ୍ସାଳୟରେ ବ୍ରଙ୍କୋସ୍କୋପି ଚିକିତ୍ସା ସୁବିଧା ଉପଲବ୍ଧ ହୋଇଛି। ଏହାପୂର୍ବରୁ କୌଣସି ଜିଲାସ୍ତରୀୟ ଡାକ୍ତରଖାନାରେ ଏହି ଚିକିତ୍ସା ସୁବିଧା ନ ଥିଲା। ରାଜ୍ୟରେ ପୁରୀ ପ୍ରଥମ ଜିଲା ଭାବେ…
ଆଜିଠୁ ସହରବାସୀଙ୍କ ଜଗା ଦର୍ଶନ
ପୁରୀ ଅଫିସ,୨୬ା୧୨: ପୁରୀବାସୀଙ୍କ ଦର୍ଶନକୁ ସୁବ୍ୟବସ୍ଥିତ କରିବା ପାଇଁ ପ୍ରଶାସନର ପ୍ରସ୍ତୁତି ଶୁକ୍ରବାର ଶେଷ ହୋଇଛି। ବ୍ୟାରିକେଡ୍ ଓ କରିଡର କାର୍ଯ୍ୟ ସରିଛି। ମୁଖ୍ୟ ବ୍ୟାରିକେଡ୍ ପାଖରେ ୮ଟି କିଓସ୍କୋ ରଖାଯାଇଛି। ପ୍ରତି କିଓସ୍କୋରେ କ୍ୟାମେରା ସଂଯୋଗ ହୋଇଛି। ପରିଚୟପତ୍ର ଓ…
‘ଆଉ କୋଭିଡ୍ ପରିସ୍ଥିତି ନ ଆସୁ’
ପୁରୀ ଅଫିସ,୨୬ା୧୨: ‘ନୂତନ ବର୍ଷ ଓଡ଼ିଶାବାସୀଙ୍କ ପାଇଁ ଖୁସିର ବର୍ଷ ହେଉ। ଆଉ କୋଭିଡ୍ ପରିସ୍ଥିତି ନ ଆସୁ। ସାମଗ୍ରିକ ଭାବେ ସମସ୍ତଙ୍କର ଉନ୍ନତି ହେଉ। କରୋନା ଯୋଗୁ ରାଜ୍ୟ ଅର୍ଥନୀତି କିଛି ମାତ୍ରାରେ ପ୍ରଭାବିତ ହୋଇଛି। ମାତ୍ର ରାଜ୍ୟ ସରକାରଙ୍କ…
ଭିଜିଲାନ୍ସ ଜାଲରେ ଅଙ୍ଗନଓ୍ବାଡି କର୍ମୀ: ଏକକାଳୀନ ୫ ସ୍ଥାନରେ ଚଢ଼ାଉ
ପୁରୀ ଅଫିସ,୨୩।୧୨: ପୁଣି ଜଣେ ଅଙ୍ଗନଓ୍ବାଡି କର୍ମୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ହେଲେ ପୁରୀ ଜିଲାର ଅଙ୍ଗନଓ୍ବାଡି କର୍ମୀ ସନ୍ଧ୍ୟାରାଣୀ ଭଟ୍ଟ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ବୁଧବାର ସକାଳେ ସନ୍ଧ୍ୟାରାଣୀଙ୍କ ଘରେ ଚଢ଼ାଉ ଜାରି…
ଦିନକୁ ୩ ପର୍ଯ୍ୟାୟରେ ଦାରୁଦିଅଁ ଦର୍ଶନ
ପୁରୀ ଅଫିସ,୨୩ା୧୨: ଦୀର୍ଘ ୯ମାସର ପ୍ରତୀକ୍ଷା ପରେ ବୁଧବାର ଶ୍ରୀମନ୍ଦିର ଖୋଲିବ। କରୋନା କଟକଣା ଭିତରେ ଦାରୁଦିଅଁଙ୍କ ଦର୍ଶନ ମିଳିବ। ପୁରୀ ଜିଲା ପ୍ରଶାସନ ପକ୍ଷରୁ ଜାରି ଏସ୍ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଅନୁଯାୟୀ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ କେବଳ…
Archives


