ପୁରୀ

ମୁଖ୍ୟ ସଚିବ, ଡିଜିପିଙ୍କୁ ଏନ୍‌ଏଚ୍‌ଆର୍‌ସି ନୋଟିସ

ନୂଆଦିଲ୍ଲୀ/ ପୁରୀ ଅଫିସ, ୨୧। ୧୧: ପୁରୀ ପୋଲିସ ହେପାଜତରେ ମୃତ୍ୟୁ ମାମଲାକୁ ନେଇ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଅସନ୍ତୋଷ ପ୍ରକାଶ କରିଛନ୍ତି। ଆଇନର ଶାସନ ଚାଲିଥିବା ଦେଶରେ ଏସବୁ ଗ୍ରହଣୀୟ ନୁହେଁ ବୋଲି କମିଶନ କହିଛନ୍ତି।...

ବଦଳିଲେ ପୁରୀ ଏସ୍‌ପି

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ): ପୁରୀ ଏସ୍‌ପି ଅଖିଳେଶ ସିଂଙ୍କୁ ବଦଳି କରାଯାଇଛି। ତାଙ୍କୁ ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି। ସମ୍ବଲପୁର ଏସ୍‌ପି ଥିବା କେ. ବିଶାଳ ସିଂଙ୍କୁ ପୁରୀ ଏସପି ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ...

ହାଇକୋର୍ଟକୁ ଗଲା ପୁରୀ ହେପାଜତ ମୃତ୍ୟୁ ମାମଲା

ପୁରୀ ଅଫିସ,୨୦।୧୧-ହାଇକୋର୍ଟକୁ ଗଲା ପୁରୀ ପୋଲିସ ହେପାଜତ ମୃତ୍ୟୁ ମାମଲା। ହାଇକୋର୍ଟରେ ଏ ନେଇ ଆଇନଜୀବୀ ଶରତ ରାୟଗୁରୁ ଏକ ଜନସ୍ବାର୍ଥ ମାମଲା ରୁଜୁ କରିଛନ୍ତି। ସମ୍ପୃକ୍ତ ପୋଲିସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ କୋର୍ଟଙ୍କ ତତ୍ତ୍ୱାବଧାନରେ ତଦନ୍ତ...

ପୋଲିସ ହେପାଜତରେ ମୃତ୍ୟୁ ଘଟଣା: ‘ମୃତଦେହ ଲୁଚାଇ ଦାହ କରିଛି ପୋଲିସ’

ପୁରୀ ଅଫିସ,୨୦ା୧୧: କେ. ରମେଶ ଦାସଙ୍କ ମୃତ୍ୟୁ ଘଟଣାରେ ସମ୍ପର୍କୀୟମାନେ ଭିନ୍ନ କଥା କହିଛନ୍ତି। ରମେଶଙ୍କ ମା’, ବାପାଙ୍କୁ ପୋଲିସ ସହର ବାହାରର ଏକ ଥାନାକୁ ନେଇ ସେଠାରେ ଅଟକ ରଖିଛି। ୭ଦିନ ପୂର୍ବରୁ ପୋଲିସ ରମେଶଙ୍କୁ ଘରୁ ଉଠାଇ...

‘ବିଧାନସଭାରେ ଉଠିବ ହାଜତ ମୃତ୍ୟୁ ପ୍ରସଙ୍ଗ’

ପୁରୀ ଅଫିସ,୨୦।୧୧: ପୋଲିସ ହେପାଜରେ ଯୁବକଙ୍କ ମୃତ୍ୟୁକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛି ଭାଜପା। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ନେତୃତ୍ୱରେ ଗୁରୁବାର ସନ୍ଧ୍ୟାରେ ୨୦ଜଣ ବିଧାୟକଙ୍କ ଏକ ପ୍ରତିନିଧି ଦଳ ପୁରୀ ଆସି ମୃତକଙ୍କ ସମ୍ପର୍କୀୟଙ୍କୁ...

ଡିସେମ୍ବର ୨୮ରୁ ପ୍ରକ୍ରିୟା ଆରମ୍ଭ: ୬.୭୬ ଲକ୍ଷ କୁଇଣ୍ଟାଲ ଧାନ ସଂଗ୍ରହ ଲକ୍ଷ୍ୟ

ପୁରୀ ଅଫିସ,୨୦।୧୧: ପୁରୀ ଜିଲା ଚାଷୀଙ୍କଠାରୁ କିପରି ସୁରୁଖୁରୁରେ ଖରିଫ ଧାନ ସଂଗ୍ରହ କରାଯିବ ସେ ନେଇ ବୁଧବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୁଗୁଲ୍‌ ମିଟ୍‌ ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେ ଜିଲାପାଳ ବଲୱନ୍ତ ସିଂ ଅଧ୍ୟକ୍ଷତା...

ନିମାପଡ଼ା କଲେଜର ପ୍ରଥମ ପିଜି ପରୀକ୍ଷାଫଳ ପ୍ରକାଶିତ

ନିମାପଡ଼ା,୨୦ା୧୧(ଡି.ଏନ୍‌.ଏ.): ନିମାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟର ପ୍ରଥମଥର ସ୍ନାତକୋତ୍ତର(ପିଜି) ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ଏହି ପରୀକ୍ଷାର ପାସ ହାର ଶତକଡ଼ା ଶତପ୍ରତିଶତ ହୋଇଛି। କଲେଜରେ ପ୍ରଥମଥର ପାଇଁ ସ୍ନାତକତ୍ତୋର ଶ୍ରେଣୀର ଓଡ଼ିଆ ବିଭାଗରେ ୨୯ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ସମସ୍ତେ...

ବିଦେଶୀ ପକ୍ଷୀଙ୍କ ଆଗମନ ସଂଖ୍ୟା କମୁଛି

କୃଷ୍ଣପ୍ରସାଦ,୨୦ା୧୧(ଡି.ଏନ୍‌.ଏ.): ଶୀତ ଋତୁ ଆସିଲେ ରଙ୍ଗବେରଙ୍ଗ ବିଦେଶାଗତ ପକ୍ଷୀଙ୍କ କଳରବରେ ମୁଖରିତ ହୁଏ ଚିଲିକା ଓ ଏହାର ଉପକୂଳବର୍ତ୍ତୀ କୃଷ୍ଣପ୍ରସାଦ ଅଞ୍ଚଳ। ଯେଉଁଥି ପାଇଁ ଦେଶ ବିଦେଶରୁ ପର୍ଯ୍ୟଟକଙ୍କ ସୁଅ ଛୁଟେ ଚିଲିକାକୁ। ତେବେ ବିଡ଼ମ୍ବନାର ବିଷୟ ପ୍ରାକୃତିକ ବୈଷମ୍ୟତା...

ପୁରୀରେ ହାଜତ ମୃତ୍ୟୁକୁ ନେଇ ପୋଲିସ-ଜନତା ମୁହାଁମୁହିଁ: ଏନ୍‌ଏଚ୍‌ଆର୍‌ସି ଗାଇଡଲାଇନ୍‌ ଅନୁଯାୟୀ ତଦନ୍ତ ହେବ ବୋଲି କହିଲେ ଏସ୍‌ପି

ପୁରୀ ଅଫିସ, ୧୯।୧୧: ହାଜତ ମତ୍ୟୁକୁ ନେଇ ପୁରୀରେ ଗୁରୁବାର ଉତ୍ତେଜନା ଦେଖାଦେଇଛି। ପୋଲିସ ମାଡ଼ରେ କେ. ରମେଶଙ୍କ ମୃତ୍ୟୁ ହୋଇଥିବା ସମ୍ପର୍କୀୟ ଅଭିଯୋଗ କରିବା ପରେ ଏହାକୁ ବିଭିନ୍ନ ବର୍ଗର ଲୋକେ ତୀବ୍ର ବିରୋଧ କରିଛନ୍ତି। ଅନ୍ୟପକ୍ଷରେ ଏହି...

ବଦଳିବ ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ ଚିତ୍ର

ପୁରୀ ଅଫିସ,୧୮ା୧୧:ବଦଳିବ ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ ଓ ଏହାର ଚତୁଃପାର୍ଶ୍ୱ ଚିତ୍ର। ଅବହେଳିତ ଅବସ୍ଥାରେ ଥିବା ଏହି ତୀର୍ଥ ପୁଷ୍କରିଣୀର ଉନ୍ନତୀକରଣ କରାଯିବ। ଐତିହ୍ୟ ପର୍ଯ୍ୟଟନ କେନ୍ଦ୍ର ଭାବେ ଏହାକୁ ବିକଶିତ କରାଯିବ। ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ଆବଶ୍ୟକ ବ୍ୟବସ୍ଥା ହେବ।...

ଶ୍ରୀମନ୍ଦିର ପାଇଁ ୧୫୪ କୋଟିର ବଜେଟ

ପୁରୀ ଅଫିସ,୧୮ା୧୧: ୨୦୨୦-୨୧ ଆର୍ଥିକବର୍ଷ ଲାଗି ଶ୍ରୀମନ୍ଦିର ପାଇଁ ୧୫୪କୋଟି ଟଙ୍କାର ବଜେଟ ଉପସ୍ଥାପନ କରାଯାଇଛି। ମଙ୍ଗଳବାର ଅନୁଷ୍ଠିତ ପରିଚାଳନା କମିଟି ବୈଠକରେ ଏହି ବଜେଟ ଅନୁମୋଦନ ଲାଭ କରିଛି। ଚଳିତବର୍ଷ କରୋନା ପାଇଁ ଶ୍ରୀମନ୍ଦିରର ଆୟ କମିଥିବାବେଳେ ବ୍ୟୟ...

ଜଗା ଦର୍ଶନ ପାଇଁ ପୁଣି ଅପେକ୍ଷା

ପୁରୀ ଅଫିସ, ୧୮ା୧୧: କେବେ ଖୋଲିବ ଶ୍ରୀମନ୍ଦିର ଦ୍ୱାର ଏବଂ ସେମାନେ ପୁଣି ମହାପ୍ରଭୁଙ୍କ ଆଖି ସହ ଆଖି ମିଳାଇବେ, ଏମିତି ନାନା ଆଶା ଆଶଙ୍କା ମଧ୍ୟରେ ରହିଛନ୍ତି କୋଟି କୋଟି ଜଗନ୍ନାଥପ୍ରେମୀ। ଭକ୍ତ-ଭଗବାନଙ୍କ ମଧ୍ୟରେ ଲକ୍ଷ୍ମଣରେଖା ଟାଣିଛି କରୋନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri