ଗଜପତି ମହାରାଜାଙ୍କ ଭାଇ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ପରଲୋକ
ପୁରୀ,୧୬ା୬: ଗଜପତି ମହାରାଜାଙ୍କ ସାନଭାଇ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ୬୭ ବର୍ଷ ବୟସରେ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ହୃଦଘାତରେ ଦେହାନ୍ତ ହୋଇଥିବା ଜଣାପଡ଼ିଛି। ଥାଟରାଜାଙ୍କ ବିୟୋଗରେ ପୁରୀରେ ଶୋକର ଛାୟା ଖେଳିଯାଇଛି। ସ୍ୱର୍ଗଦ୍ୱାରଠାରେ ତାଙ୍କର…
‘ଜୁଲାଇ ୬ ସୁଦ୍ଧା ରତ୍ନଭଣ୍ଡାର କାମ ଶେଷ କର’
ପୁରୀ,୧୫।୬(ଅଜିତ୍ କୁମାର ମହାନ୍ତି): ରତ୍ନଭଣ୍ଡାର ମରାମତି ତଥା ସଂରକ୍ଷଣ କାର୍ଯ୍ୟ ତ୍ୱରାନ୍ବିତ କରିବା ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ମହାନିର୍ଦ୍ଦେଶକଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢୀ ପତ୍ର ଲେଖିଛନ୍ତି। ଆଗାମୀ ରଥଯାତ୍ରା ସମୟରେ ମିଳିବାକୁ…
ହୁଇଲ୍ ଚେୟାରରେ ଥିବା ଦିବ୍ୟାଙ୍ଗ ଯୁୁବତୀଙ୍କୁ ବଳାତ୍କାର: ଧାନବିଲରୁ ଅଭିଯୁକ୍ତ ବାନ୍ଧିଲା ପୋଲିସ…
ବଳଙ୍ଗା,୧୪ା୬(କେଦାରେଶ୍ୱର ନନ୍ଦ): ପୁରୀ ଜିଲା ବଳଙ୍ଗା ଥାନା ଅଞ୍ଚଳରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ୧୨ଦିନ ତଳେ ଏକ ବଳାତ୍କାର ଘଟଣା ଘଟିଥିବାବେଳେ ଶୁକ୍ରବାର ରାତିରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରାଯାଇଛି। ଏ ନେଇ ଥାନାରେ ଅଭିଯୋଗ ହେବା…
ମଝି ଚିଲିକାରେ ଫସିଲା ଡଙ୍ଗା: ସେଥିରେ ଥିଲେ…
କୃଷ୍ଣପ୍ରସାଦ,୧୩।୬: ପୁରୀ ଜିଲା ମଝି ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା। ୩୦ ଯାତ୍ରୀ ଓ ୧୫ଟି ଗାଡ଼ିକୁ ନେଇ ଉକ୍ତ ଡଙ୍ଗାଟି ଯାଉଥିଲା। ସାତପଡ଼ାରୁ ଜହ୍ନିକୁଦା ଅଭିମୁଖେ ଯାଉଥିଲା ବେଳେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଝି ଚିଲିକାରେ ଫସି ରହିଥିବା ସୂଚନା…
ପାଖେଇ ଆସୁଛି ଘୋଷଯାତ୍ରା: ଆଗେଇ ଚାଲିଛି ରଥ ନିର୍ମାଣ
ପୁରୀ,୧୩ା୬: ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଦ୍ରୁତଗତିରେ ଆଗେଇ ଚାଲିଛି। ଗୁରୁବାର ତିନିରଥରେ ଚଉଦ ନାହାକା ବୁଲିବା ସହ ଚାରିନାହାକାରେ ପ୍ରଥମ ଭୂଇଁ ବା ମୂଳଭୂଇଁ ଉଠିବା ଶେଷ ହୋଇଛି। ତିନି ରଥରେ ଚଉଦ ନାହାକା ଖମ୍ବିିଗୁଡ଼ିକୁ ପ୍ରତି ରଥର ଚାରି…
ସାଧୁ ବେଶରେ ଆସି ଝାମ୍ପିନେଲେ ଟଙ୍କା
ସାକ୍ଷୀଗୋପାଳ,୧୨।୬(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପାଖେଇ ଆସୁଛି ରଥଯାତ୍ରା। ପ୍ରତିବର୍ଷ ଭଳି ରଥଯାତ୍ରାରେ ସାଧୁସନ୍ଥଙ୍କ ସମାଗମ ଲାଗିବ। ମାତ୍ର ଏହି ଧର୍ମୀୟ ଭାବନାରେ କଳାଦାଗ ଲଗାଇ ଭୁବନେଶ୍ବର-ପୁରୀ ଜାତୀୟ ରାଜପଥରେ ଗୁରୁବାର ମଧ୍ୟାହ୍ନରେ ଲାଲ ବସ୍ତ୍ର ପିନ୍ଧି, ଭଷ୍ମ, ସିନ୍ଦୂର, କଜଳ…
ସ୍ନାନ ପୂର୍ଣ୍ଣିମା: ଠେଲାପେଲାରେ ୩୦ରୁ ଉର୍ଦ୍ଧ ଅସୁସ୍ଥ
ପୁରୀ,୧୨ା୬( ଅଜିତ୍ କୁମାର ମହାନ୍ତି): ଚଳିତ ବର୍ଷ ସ୍ନାନଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଆକଳନଠାରୁ ଢ଼େର ଗୁଣରେ ଶ୍ରଦ୍ଧାଳୁଙ୍କ ସଂଖ୍ୟା ବଢ଼ିଛି। ତେବେ ପ୍ରବଳ ଗରମ, ଗୁଳୁଗୁଳି ସାଙ୍ଗକୁ ଠେଲାପେଲାରେ ୩୦ରୁ ଊଦ୍ଧର୍ବ ଭକ୍ତ ଅସୁସ୍ଥ ତଥା ଆହତ ହୋଇଥିବା…
ସ୍ନାନମଣ୍ଡପରେ ଶ୍ରୀଜିଉ: ପୁରୀରେ ପୋଲିସ ଛାଉଣି ସତ୍ୱେ ସେବାୟତଙ୍କୁ ମାରି…
ପୁରୀ,୧୧।୬: ସ୍ନାନ ପୂଣ୍ଣିମାରେ ପୁରୀରେ ଚାଞ୍ଚଲ୍ୟ।, ସ୍ନାନମଣ୍ଡପରେ ଶ୍ରୀଜିଉ, ଏପଟେ ରକ୍ତ ଜୁଡ଼ୁବୁଡ଼ୁ ସେବାୟତ। ବରିଷ୍ଠ ସେବାୟତ ଜଗନ୍ନାଥ ଦୀକ୍ଷିତଙ୍କୁ ହତ୍ୟା ସନ୍ଦେହ କରାଯାଉଛି। ଟାଉନ ଥାନା ଗୁଡ଼ିଆସାହି ରାବେଣି ଚଉରା ପାଖରେ ପଡ଼ିଛି ମୃତଦେହ। ମୃତ ସେବାୟତ ମହାସୁହାରସାହିର, ସେ…
ଠାକୁର ଅଜାସିଦ୍ଧବଳରାମଙ୍କ ସ୍ନାନ ଯାତ୍ରା
ସାକ୍ଷୀଗୋପାଳ,୧୧ା୬(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବକୁଳବନର ଅଧିଶ୍ବର ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଅଜାଭାବେ ପରିଚିତ ଠାକୁର ଅଜାଶ୍ରସିଦ୍ଧବଳରାମଙ୍କ ସ୍ନାନ ଯାତ୍ରା ବୁଧବାର ଅନୁଷ୍ଠିତ ହୋଇଯାଇଛି। ସକାଳୁ ସକାଳୁ ମଙ୍ଗଳ ଆଳତି, ଅବକାଶ, ବାଳଭୋଗ କରାଯାଇଥିଲା। ସ୍ନାନ ମଣ୍ଡପରେ ସଂସ୍କାର…
୧୦୮ ଗରା ସୁବାସିତ ଜଳରେ ମହାସ୍ନାନ କଲେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ,୧୧ା୬: ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ୧୦୮ ଗରା ସୁବାସିତ ଜଳରେ ମହାପ୍ରଭୁ ମହାସ୍ନାନ କରିଛନ୍ତି। ଏହି ଦିବ୍ୟ ସ୍ନାନକୁ ବଡ଼ଦାଣ୍ଡରେ ଥାଇ ଦର୍ଶନ କରୁଛନ୍ତି ହଜାର ହଜାର ଶ୍ରଦ୍ଧାଳୁ। ନୀତି ନିର୍ଘଣ୍ଟ ଅନୁଯାୟୀ, ଭୋର ୪.୩୦ରେ ମଙ୍ଗଳାର୍ପଣ, ଭୋର ୫ଟାରେ…
ଲୀଳାମୟଙ୍କ ଦର୍ଶନ କରି ଭାବବିହ୍ବଳ ହେଲେ ମୁଖ୍ୟମନ୍ତ୍ରୀ
ପୁରୀ,୧୧ା୬: ଆଜି ଅର୍ଥାତ୍ ବୁଧବାର ସ୍ନାନପୂର୍ଣ୍ଣିମା। ଭକ୍ତିମୟ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ବଡ଼ଦାଣ୍ଡ ଏକପ୍ରକାର ଲୋକାରଣ୍ୟ ହୋଇଛି। ଏହି ଅବସରରେ ଚତୁର୍ଦ୍ଧାମୂର୍ତ୍ତି ସ୍ନାନବେଦିରେ ଉଭା ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ମହାପ୍ରଭୁଙ୍କ ଏହି ଦିବ୍ୟ ଦର୍ଶନ…
ରତ୍ନବେଦି ଛାଡ଼ି ସ୍ନାନବେଦିକୁ ବିଜେ କରୁଛନ୍ତି ମହାପ୍ରଭୁ: ଘଣ୍ଟନାଦରେ କମ୍ପୁଛି ଶ୍ରୀକ୍ଷେତ୍ର
ପୁରୀ,୧୧।୬(ଅଜିତ ମହାନ୍ତି): ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ବୁଧବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିକୁ ବିଜେ କରିଛନ୍ତି। ଏଥିପାଇଁ ସ୍ନାନବେଦି ସଜେଇ ହୋଇଛି। ଘଣ୍ଟନାଦରେ ଶ୍ରୀକ୍ଷେତ୍ର କମ୍ପୁଛି। ଭକ୍ତିମୟ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ବଡ଼ଦାଣ୍ଡ ଏକପ୍ରକାର…
Archives


