ଥାନା ହାଜତରେ ମୃତ୍ୟୁ ଘଟଣା: କେ.ରମେଶଙ୍କ ବ୍ୟବଚ୍ଛେଦ ରିପୋର୍ଟରେ ୧୬ କ୍ଷତଚିହ୍ନ
ପୁରୀ ଅଫିସ,୬ା୧୨: ପୁରୀ ବାସେଳିସାହି ଥାନା ହାଜତରେ ନଭେମ୍ବର ୧୯ରେ କେ. ରମେଶ ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ହେପାଜତରେ ଏହି ଘଟଣା ଘଟିଥିବାରୁ ରାଜ୍ୟରେ ଚର୍ଚ୍ଚାର ଶିରୋନାମା ପାଲଟିଥିଲା। ଘଟଣାର ପ୍ରାୟ ୧୫ଦିନରେ ମୃତକ ରମେଶଙ୍କ ବ୍ୟବଚ୍ଛେଦ…
କଥକରେ କୃଷ୍ଣରାସ, ଓଡ଼ିଶୀରେ ଚକ୍ରବୂ୍ୟହ
କୋଣାର୍କ,୫।୧୨(ଡି.ଏନ୍.ଏ.): ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ କୋଣାର୍କ ଉତ୍ସବର ଶୁକ୍ରବାର ଚତୁର୍ଥ ସନ୍ଧ୍ୟାରେ କଥକ ଓ ଓଡ଼ିଶୀ ନୃତ୍ୟର ନିଖୁଣ ଉପସ୍ଥାପନା ସନ୍ଧ୍ୟା ସମୟକୁ ଚିତ୍ତାକର୍ଷକ କରିଥିଲା। ଏହାସହ ଚନ୍ଦ୍ରଭାଗାର ବେଳାଭୂମିରେ ହେଉଥିବା ବାଲୁକାକଳା ସଚେତନତାର ଭିନ୍ନ ବାର୍ତ୍ତା ଦେଇଥିଲା। ଉତ୍ସବର…
ଫେରିବା ପରେ ବି ଗ୍ରହଣ କରାଗଲାନି
ପୁରୀ ଅଫିସ, ୫।୧୨: ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶରେ ଲାଗିଥିବା ଚନ୍ଦ୍ର- ସୂର୍ଯ୍ୟ କେହି ନେଇଯାଇଥିବା ଅଭିଯୋଗ ହୋଇଥିଲା। ନାଗାର୍ଜୁନ ବେଶ ପରଦିନ ଅର୍ଥାତ୍ ଗତ ୨୮ ତାରିଖରେ ଏହି ଘଟଣା ସାମ୍ନାକୁ ଆସିଥିଲା। ଏ ନେଇ ହଟଚମଟ ସୃଷ୍ଟି ହୋଇଥିଲା।…
ମଠ ଅସ୍ତିତ୍ୱ ରକ୍ଷା ପାଇଁ ମିଳିତ ପ୍ରୟାସ ଲୋଡ଼ା
ପୁରୀ ଅଫିସ,୪ା୧୨: ପୁରୀର ପ୍ରାଚୀନ ମଠ ଶ୍ରୀଶଙ୍କରାନନ୍ଦ ମଠ ଦୀର୍ଘବର୍ଷ ଧରି ଅବହେଳିତ ଅବସ୍ଥାରେ ରହିଛି। ଏହି ମଠର ଅସ୍ତିତ୍ୱ ଓ ଆଦର୍ଶ ରକ୍ଷା ପାଇଁ ମିଳିମିଶି ପ୍ରୟାସ କରାଯିବା ଆବଶ୍ୟକ ବୋଲି ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ…
ଆମାଜନ୍ ନାଁରେ ପୁଣି ଏତଲା
ପୁରୀ ଅଫିସ,୩।୧୨:ଅନ୍ଲାଇନରେ ମହାପ୍ରଭୁଙ୍କ ଶୁଖିଲା ମହାପ୍ରସାଦ ‘ନିର୍ମାଲ୍ୟ’ ବିକ୍ରିକୁ ନେଇ ବିବାଦ ଥମୁନାହିଁ। ଭକ୍ତ ଓ ସେବାୟତଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି। ସୁଆର ମହାସୁଆର ନିଯୋଗ ବୁଧବାର ଆମାଜନ୍ କମ୍ପାନୀ ବିରୋଧରେ ସିଂହଦ୍ୱାର ଥାନାରେ ଏତଲା ଦେଇଛି। ଶ୍ରୀମନ୍ଦିର ପ୍ରଶାସନ…
ଓଡ଼ିଶୀ, ଭାରତନାଟ୍ୟମରେ ଶିବ ଆରାଧନା
କୋଣାର୍କ,୨।୧୨(ଡି.ଏନ୍.ଏ.): ଓଡ଼ିଶା ପର୍ଯ୍ୟଟନ ବିଭାଗର ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ସହଯୋଗରେ ଆୟୋଜିତ କୋଣାର୍କ ଉତ୍ସବ ୨୦୨୦ ମଙ୍ଗଳବାର ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡିଜିଟାଲ ମାଧ୍ୟମରେ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରି କୋଣାର୍କ…
ପୁଣି ନାଗାର୍ଜୁନ ବେଶ ସାମଗ୍ରୀ ଗାଏବ
ପୁରୀ ଅଫିସ,୨ା୧୨: ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶର ଚନ୍ଦ୍ର, ସୂର୍ଯ୍ୟ ଗାଏବ ଘଟଣା ପରେ ସୋମବାର ଜଣେ ସେବାୟତ କିଛି ବେଶ ସାମଗ୍ରୀ ନେଉଥିବା ଜଣାପଡ଼ିଥିଲା। ବାଘଛାଲ ଓ ଦୁଇଟି ଓଳମାଳ ଗାଏବ ହେବା ନେଇ ଆଲୋଚନା ଚାଲିଥିବାବେଳେ ମଙ୍ଗଳବାର କଦମ୍ବ…
ରତ୍ନସିଂହାସନରେ ଦାରୁଦିଅଁଙ୍କ ସୁନାବେଶ
ପୁରୀ ଅଫିସ, ୧।୧୨: ଧର୍ମମାସ କାର୍ତ୍ତିକ ଶେଷ ହୋଇଛି। ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ତିଥିରେ ସୋମବାର ରତ୍ନ ସିଂହାସନରେ ଦାରୁଦିଅଁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି। ଅବକାଶ ନୀତି ପରେ ଦାରୁବିଗ୍ରହଙ୍କ ସୁନାବେଶ ହୋଇଥିଲା। ପୁଷ୍ପାଳକ ସେବକମାନେ ବିଭିନ୍ନ…
ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ
ପୁରୀ ଅଫିସ,୩୦।୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମଙ୍ଗଳବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି। ଅବକାଶ ନୀତି ପରେ ଦାରୁଦିଅଙ୍କୁ ସୁନା ବେଶରେ ସଜାଯାଇଛି। ପୁଷ୍ପାଳକ ସେବକମାନେ ବିଭିନ୍ନ ରତ୍ନ ଅଳଙ୍କାର ଓ ପାଟବସ୍ତ୍ରରେ ଠାକୁରଙ୍କୁ…
ସାଢେ ୬ ମାସ ପରେ ପୁରୀରେ ପଜିଟିଭ ଶୂନ
ପୁରୀ ଅଫିସ,୩୦ା୧୧: ଦୀର୍ଘ ସାଢ଼େ ୬ମାସ ପରେ ପୁରୀ ସହରର ଦୈନିକ କରୋନା ପଜିଟିଭ ସଂଖ୍ୟା ଶୂନ ରହିଛି। ରବିବାର ପୁରୀ ଜିଲାରୁ ୧୫ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ପୌରାଞ୍ଚଳରୁ କୌଣସି ସଂକ୍ରମିତ ବାହାରି ନାହାନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ…
ଭକ୍ତିସଙ୍ଗୀତରେ ଭିଜିଲା ସିଂହଦ୍ୱାର
ପୁରୀ ଅଫିସ,୩୦ା୧୧:ପବିତ୍ର ବୈକୁଣ୍ଠ ଚତୁର୍ଦ୍ଦଶୀ ଅବସରରେ ରବିବାର ଶ୍ରୀମନ୍ଦିର ସିଂହଦ୍ୱାର ଅଞ୍ଚଳ ଭକ୍ତି ସଙ୍ଗୀତରେ ଭିଜିଥିଲା। ପ୍ରବୀଣ ଓ ନବୀନ କଣ୍ଠଶିଳ୍ପୀଙ୍କ ଭାବଭକ୍ତିର ସଙ୍ଗୀତରେ ବିଭୋର ହୋଇଥିଲେ ଶ୍ରୋତା। ଏକ ଭକ୍ତିମୟ ପରିବେଶରେ ସମସ୍ତେ ମହାପ୍ରଭୁଙ୍କ ପାଖରେ ସମର୍ପିତ ହୋଇଯାଇଥିଲେ। ଏମିତି…
ଫିଟିପାରୁନି ରତ୍ନଭଣ୍ଡାର ଚାବି ରହସ୍ୟ
ପୁରୀ ଅଫିସ,୩୦ା୧୧:ରତ୍ନଭଣ୍ଡାର ଚାବି ହଜିବାକୁ ନେଇ ଏକଦା ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଥିଲା। ରାଜ୍ୟ ସରକାରଙ୍କୁ ଘେରିଥିଲେ ବିରୋଧୀ। ଦାବି ଜୋରଦାର ହେବାରୁ ସରକାର ତଦନ୍ତ କମିଶନ ବସାଇଥିଲେ। ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ରଘୁବୀର ଦାସଙ୍କୁ ଏହାର ତଦନ୍ତ ଦାୟିତ୍ୱ ଦିଆଯାଇଥିଲା।…
Archives


