କାର୍ଯ୍ୟକ୍ଷମ ହୋଇପାରୁନି କୃଷକ ବଜାର
ପୁରୀ ଅଫିସ,୬।୧୧: ପୁରୀ ସହରରେ ଥିବା ବ୍ୟବସାୟ ପ୍ରତିଷ୍ଠାନ ତଥା ଗୋଦାମକୁ ସାମଗ୍ରୀ ଆଣି ଆସୁଥିବା ଗାଡ଼ି ପାଇଁ ବିଭିନ୍ନ ସମୟରେ ସମସ୍ୟା ସୃଷ୍ଟି ହେଉଛି। ପର୍ଯ୍ୟଟକ ଓ ସ୍ଥାନୀୟ ଲୋକେ ନାନା ହଇରାଣ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି...
ଶ୍ରୀକ୍ଷେତ୍ର ମାଟିରେ ମିଳନ: ମା’ଙ୍କୁ ପାଇଲେ ପୁଅ, ସ୍ବାମୀଙ୍କୁ ମିଳିଲା ସ୍ତ୍ରୀ
ପୁରୀ ଅଫିସ,୬ା୧୧: ଶେଷରେ ଶ୍ରୀକ୍ଷେତ୍ରର ପବିତ୍ର ମାଟିରେ ହୋଇଛି ମହାମିଳନ। ୧୦ ବର୍ଷ ପରେ ହଜିଲା ପରିବାରକୁ ଫେରିପାଇଛନ୍ତି ପଶ୍ଚିମବଙ୍ଗ ଶାନ୍ତିନିକେତନର ତାରା ଭଗତ। ଗୁରୁବାର ପଶ୍ଚିମବଙ୍ଗରୁ ତାରାଙ୍କ ସ୍ବାମୀ ଓ ପୁଅ ଆସି ତାଙ୍କୁ ସାଥୀରେ ନେଇଯାଇଛନ୍ତି। ମହାପ୍ରଭୁଙ୍କ...
ଉପକୂଳ ରାଜପଥ ନିର୍ମାଣ ଦାବି
ପୁରୀ ଅଫିସ, ୪ା୧୧: କେନ୍ଦ୍ର ସରକାର ଭାରତମାଳା ଯୋଜନାରେ ଉପକୂଳ ରାଜପଥ ନିର୍ମାଣ ଘୋଷଣା କରିଛନ୍ତି। ମାତ୍ର ଗତ ୬ବର୍ଷ ହେଲା ଏହି ପ୍ରକଳ୍ପ ଆଗକୁ ବଢୁନାହିଁ। ତେଣୁ ଖୁବ୍ଶୀଘ୍ର ଭାରତମାଳା ପରିଯୋଜନା କାର୍ଯ୍ୟକାରୀ କରିବା ଦାବିରେ ଉପକୂଳ ରାଜପଥ...
୨୦୨୧ରେ ହୋଇପାରେ ନାଗାର୍ଜୁନ ବେଶ
ପୁରୀ ଅଫିସ,୪ା୧୧: ଚଳିତବର୍ଷ ଭଳି ଆସନ୍ତା ବର୍ଷ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ହୋଇପାରେ। ୨୦୨୧ ମସିହାର କ୍ୟାଲେଣ୍ଡର ବଜାରକୁ ଆସିବା ପରେ ଏହି ଚର୍ଚ୍ଚା ଜୋର୍ ଧରିଛି। ଆସନ୍ତା ବର୍ଷ ନଭେମ୍ବର ୧୫ରେ ନାଗାର୍ଜୁନ ବେଶ ପଡୁଥିବା ନିର୍ଦ୍ଦିଷ୍ଟ କ୍ୟାଲେଣ୍ଡରରେ...
ନୀରବତାକୁ ଦୁର୍ବଳତା ଭାବ ନାହିଁ: ଶଙ୍କରାଚାର୍ଯ୍ୟ
ପୁରୀ ଅଫିସ,୨।୧୧: ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ଭାବେ ସ୍ବାମୀ ଅଧୋକ୍ଷଜାନନ୍ଦ ନିଜକୁ ପରିଚୟ ଦେବା ପରେ ନୂଆ ବିବାଦ ଉପୁଜିଛି। ଉତ୍ତର ପ୍ରଦେଶର ମଥୁରାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସ୍ବାମୀ ଅଧୋକ୍ଷଜାନନ୍ଦ ଯୋଗଦେଇଥିଲେ। ସେଠାରେ ତାଙ୍କୁ ନେତା ଏବଂ ଅନେକ...
ଶ୍ରୀମନ୍ଦିରରେ ନୀତି ବିଳମ୍ବ
ପୁରୀ ଅଫିସ,୨।୧୧: ରବିବାରଠାରୁ ପବିତ୍ର କାର୍ତ୍ତିକ ମାସ ଆରମ୍ଭ ହୋଇଛି। ଏହି ପୂଣ୍ୟ ଓ ଧର୍ମ ମାସରେ ହବିଷିଆଳିମାନେ କାର୍ତ୍ତିକ ବ୍ରତ ଆରମ୍ଭ କରିଛନ୍ତି। ମହୋଦଧି ସମେତ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ପ୍ରତ୍ୟୁଷରୁ ସ୍ନାନ ସାରିବା ପରେ ସଂକଳ୍ପ କରି...
ଆଜିଠୁ ‘ମୋ ଧାମ, ମୋ ଗର୍ବ’ ଅଭିଯାନ
ପୁରୀ ଅଫିସ,୧ା୧୧: ସହରବାସୀଙ୍କ ସହଯୋଗ ରହିଲେ ସ୍ବଚ୍ଛତା କ୍ଷେତ୍ରରେ ଭାରତର ଅନ୍ୟ ସମସ୍ତ ତୀର୍ଥକ୍ଷେତ୍ର ପାଇଁ ଶ୍ରୀକ୍ଷେତ୍ର ଉଦାହରଣ ସାଜିପାରିବ। ୨୦୨୧ ସ୍ବଚ୍ଛ ସର୍ବେକ୍ଷଣରେ ପୁରୀ ଦେଶରେ ୧ ନମ୍ବର ସ୍ଥାନ ହାସଲ କରିପାରିବ। ଏଥିପାଇଁ ରବିବାରଠାରୁ ସପ୍ତାହବ୍ୟାପୀ ‘ମୋ...
ଆଜିଠୁ କାର୍ତ୍ତିକ ବ୍ରତ: ମହାପ୍ରସାଦ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା
ପୁରୀ ଅଫିସ,୧ା୧୧: ରବିବାରଠାରୁ କାର୍ତ୍ତିକ ମାସ ଆରମ୍ଭ ହେଉଛି। ପ୍ରତିବର୍ଷ କାର୍ତ୍ତିକ ମାସରେ ବହୁ ସଂଖ୍ୟାରେ ହବିଷିଆଳି ପୁରୀ ଆସି ମାସାଧିକ କାଳ ରହି କାର୍ତ୍ତିକ ବ୍ରତ ପାଳନ କରିଥାନ୍ତି। ଭୋରୁ ଶ୍ରୀକ୍ଷେତ୍ରର ତୀର୍ଥ ପୁଷ୍କରିଣୀରେ ସ୍ନାନସାରି ଶ୍ରୀମନ୍ଦିରକୁ ଯାଇ...
ଶ୍ରୀମନ୍ଦିର ଖୋଲିବା ଆଶା କ୍ଷୀଣ
ପୁରୀ ଅଫିସ,୧ା୧୧: ରାଜ୍ୟ ସରକାର ଶନିବାର ଅନ୍ଲକ୍-୬ ଗାଇଡ୍ଲାଇନ ଜାରି କରିଛନ୍ତି। ଏହି ଗାଇଡ୍ଲାଇନ ଅନୁସାରେ ସ୍ଥାନୀୟ ପ୍ରଶାସନ ଅନୁମତିରେ ଧର୍ମାନୁଷ୍ଠାନ ଖୋଲିପାରିବ। ଅର୍ଥାତ୍ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ପରିସ୍ଥିତିକୁ ଦେଖି ଏ ନେଇ ଅନୁମତି ଦେଇପାରିବେ। ତେବେ ଏହି...
ଅନ୍ଲାଇନରେ ହେବ ବୋଟ୍ ବୁକିଂ
ପୁରୀ ଅଫିସ,୩୦ା୧୦: ଆସିଲାଣି ପର୍ଯ୍ୟଟନ ଋତୁ। ଚିଲିକାକୁ ଦେଶ, ବିଦେଶର ପର୍ଯ୍ୟଟକଙ୍କ ଆଗମନ ବଢିବ। ପର୍ଯ୍ୟଟକମାନେ ଯେପରି କୌଣସି ହଇରାଣ ନ ହୁଅନ୍ତି ତାହା ଉପରେ ପୁରୀ ଜିଲା ପ୍ରଶାସନ ଗୁରୁତ୍ୱ ଦେଇଛି। ବିଭିନ୍ନ ସମୟରେ ସାତପଡ଼ାରେ ବୋଟ୍ ବୁକିଂକୁ...
ହବିଷ୍ୟାଳୀଙ୍କ ପାଇଁ କଟକଣା ଜାରି: ପୁରୀ ନ ଆସିବାକୁ ଅନୁରୋଧ
ପୁରୀ ଅଫିସ,୨୯ା୧୦: ମହାମାରୀ କରୋନା ବିପଦ ସମ୍ପୂର୍ଣ୍ଣ ଭାବେ ଟଳି ନାହିଁ। ପୂର୍ବାପେକ୍ଷା ଅଧିକ ସତର୍କ ହେବାକୁ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ପରାମର୍ଶ ଦେଉଛନ୍ତି। ଏହାକୁ ଆମ ସମସ୍ତଙ୍କୁ ମାନିବାକୁ ପଡ଼ିବ। ନଚେତ କରୋନା ସ୍ଥିତି ପୁଣି ସାଂଘାତିକ ହୋଇପାରେ। ତେଣୁ...
ବିପଦ ସାଜିଲା ବ୍ଲୁ ଫ୍ଲାଗ୍ ବିଚ୍
ପୁରୀ ଅଫିସ,୨୯।୧୦: ବ୍ଲୁ ଫ୍ଲାଗ ବିଚ୍ ବାଥିଂ ଜୋନ୍ରେ ଗାଧୋଉଥିବାବେଳେ ବୁଡ଼ିଯାଇଥିବା ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ମୃତଦେହ ବୁଧବାର ହୋଟେଲ ପିଙ୍କ୍ ହାଉସ୍ ପଛ ସମୁଦ୍ରରୁ ଉଦ୍ଧାର କରାଯାଇଛି। ସେ ହେଲେ ଝାଡଖଣ୍ଡ ରାଞ୍ଚତ୍ର ବିନୟ ରାଏଙ୍କ ପୁଅ...
Archives


