ପୁରୀ

ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ବାଜିଲା ବିଗୁଲ। ବହୁ ଚର୍ଚ୍ଚିତ ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଏପ୍ରିଲ ୧୭ ତାରିଖରେ ଏହି ଉପନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ମାର୍ଚ୍ଚ ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ନାମାଙ୍କନ…

ପୁରୀ ବସ୍‌ ଷ୍ଟାଣ୍ଡରେ ଅଗ୍ନିକାଣ୍ଡ: ହୁ ହୁ ହୋଇ ଜଳିଲା ୩ ବସ୍‌

ପୁରୀ ଅଫିସ, ୧୫।୩: ପୁରୀ ବସ୍‌ ଷ୍ଟାଣ୍ଡରେ ସୋମବାର ଅଗ୍ନିକାଣ୍ଡ ଘଟି ୩ ଟି ବସ୍‌ ସମ୍ପୂର୍ଣ୍ଣ ଜଳି ଯାଇଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ କିପରି ନିଆଁ ଲାଗିଲା ତାହା ଏଯାବତ୍‌ ସ୍ପଷ୍ଟ…

କୋଣାର୍କ ଭାରତର ଅନ୍ୟତମ ସ୍ଥାବରତୀର୍ଥ

ପୂର୍ବରୁ ଆମେ ୧୯୭୧ ମସିହା ମଧ୍ୟରେ ରଚିତ କୋଣାର୍କ ମନ୍ଦିର ଇତିହାସ ସମ୍ବନ୍ଧରେ ମୋଟାମୋଟି ଏକ ତାଲିକା ଓ ସଂଖ୍ୟା ଦେଇଥିଲୁ। ୧୯୭୧ପରେ ଓଡ଼ିଆ, ବଙ୍ଗଳା, ଇଂଲିଶ ଓ ଅନ୍ୟାନ୍ୟ ଭାଷାରେ ୧୨ଟି ପୁସ୍ତକ ପାଇଛି। ସେଇ ୧୨ଟି ମଧ୍ୟରେ ରହିଛି…

ଗାନ୍ଧିଜୀ ଶ୍ରୀମନ୍ଦିର ପରିଦର୍ଶନ କରିଥିଲେ

ପୁରୀ ଅଫିସ୍‌, ୧୫।୩:ଏକ ଐତିହାସିକ ବିଶ୍ୱାସ ରହିଆସିଛି ଯେ, ମହାତ୍ମା ଗାନ୍ଧୀ ପୁରୀ ଶ୍ରୀମନ୍ଦିର ପରିଦର୍ଶନ କରି ନ ଥିଲେ। ଅସ୍ପୃଶ୍ୟମାନଙ୍କୁ ମନ୍ଦିର ପ୍ରବେଶ ନିଷେଧ ଥିବାରୁ ସେ ଏହାର ପ୍ରତିବାଦରେ ଶ୍ରୀଜୀଉଙ୍କୁ ଦର୍ଶନ କରିବାକୁ ଚାହୁଁ ନ ଥିଲେ ବୋଲି…

ଗାନ୍ଧୀ ନୀତିରେ ଦେଶ ରକ୍ଷା ଆହ୍ବାନ

ଡେଲାଙ୍ଗ/ପିପିଲି, ୧୪।୩ (ଡି.ଏନ୍‌.ଏ./ସ୍ବ.ପ୍ର.): ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ବେରବୋଇସ୍ଥିତ ମେଳନ ପଡ଼ିଆରେ ଶନିବାର କଂଗ୍ରେସ ପକ୍ଷରୁ ଗାନ୍ଧିଜୀଙ୍କ ଓଡ଼ିଶା ଆଗମନ ଏବଂ ଓଡ଼ିଶାରେ କଂଗ୍ରେସର ୧୦୦ବର୍ଷ ପୂର୍ତ୍ତି ଅବସରରେ ଗାନ୍ଧୀପୀଠରୁ ପିପିଲିର ଦାଣ୍ଡମୁକୁନ୍ଦପୁରକୁ ଐତିହାସିକ ପଦଯାତ୍ରାର ଉଦ୍‌ଘାଟନ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି…

ଓଜେଏସ୍‌ରେ ସତ୍ୟବାଦୀରୁ ଦେବାନଙ୍କ ସଫଳତା

ସାକ୍ଷୀଗୋପାଳ,୧୩।୩(ସ୍ବ.ପ୍ର.): ସିଭିଲ୍‌ ଜଜ୍‌ ପଦରେ ନିଯୁକ୍ତି ପାଇଁ ଓଜେଏସ୍‌ ପରୀକ୍ଷାରେ ପୁରୀ ଜିଲା ସତ୍ୟବାଦୀ ଅଞ୍ଚଳର ଦେବାନ ସତ୍ୟଦର୍ଶୀ ନନ୍ଦ ସଫଳତା ହାସଲ କରିଛନ୍ତି। ମେଧା ତାଲିକାର ସେ ୭ମ ସ୍ଥାନରେ ରହି କୃତକାର୍ଯ୍ୟ ହୋଇଛନ୍ତି। ସେ ବୀରଗୋବିନ୍ଦପୁର ଗ୍ରାମର ସାମାଜିକ…

ଶଙ୍କରାନନ୍ଦ ମଠରେ ୫ଶହ ବର୍ଷର ପୁରୁଣା ଭିତ୍ତିଚିତ୍ର

ପୁରୀ ଅଫିସ,୧୨।୩: ଶ୍ରୀକ୍ଷେତ୍ରର ପ୍ରାଚୀନ ଶୈବମଠ ଶଙ୍କରାନନ୍ଦ ମଠର ଜଗମୋହନ ବାହାରପଟ କାନ୍ଥରୁ ପ୍ରାଚୀନ ଭିତ୍ତିଚିତ୍ର ଆବିଷ୍କୃତ ହୋଇଛି। ମହାଶିବରାତ୍ରି ଉପଲକ୍ଷେ ମଠର ଟ୍ରଷ୍ଟ ବୋର୍ଡ ପକ୍ଷରୁ ଜରାଜୀର୍ଣ୍ଣ ଜଗମୋହନର ମରାମତି ବେଳେ ଏହି କାନ୍ଥଚିତ୍ର ଦେଖିବାକୁ ମିଳିଛି। ପୂର୍ବରୁ କାନ୍ଥଗୁଡ଼ିକ…

‘ମହାଶିବରାତ୍ରୀ’ ଉପଲକ୍ଷେ ସୁଦର୍ଶନଙ୍କ ବାଲୁକାକଳା

ପୁରୀ ଅଫିସ,୧୧।୩: ଗୁରୁବାର ପବିତ୍ର ମହାଶିବରାତ୍ରୀ। ଏହାକୁ ନେଇ ରାଜ୍ୟର ବିଭିନ୍ନ ଶୈବପୀଠଗୁଡ଼ିକରେ ଭକ୍ତମାନଙ୍କ ଗହଳି ଦେଖିବାକୁ ମିଳୁଛି। ଏହି ଅବସରରେ ରାଜ୍ୟବାସୀଙ୍କୁ ବାଲୁକାକଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ପୁରୀ ବେଳାଭୂମିରେ ଶିବଙ୍କ ଅର୍ଦ୍ଧନାରୀଶ୍ୱର ରୂପକୁ…

ଗମ୍ଭୀରା ଭିତରକୁ ପ୍ରବେଶ ମନା

ପୁରୀ ଅଫିସ,୧୧ା୩:କୋଭିଡ୍‌ କଟକଣା ମଧ୍ୟରେ ଗୁରୁବାର ଶ୍ରୀଲୋକନାଥଙ୍କ ପୀଠରେ ଜାଗରଯାତ୍ରା ଅନୁଷ୍ଠିତ ହେବ। କଟକଣା ମାନି ଭକ୍ତମାନେ ଶ୍ରୀଲୋକନାଥ ଦେବଙ୍କୁ ଦର୍ଶନ କରିବାକୁ ଥିବାବେଳେ ମନ୍ଦିର ପ୍ରଶାସନ କମିଟି ପକ୍ଷରୁ ଗମ୍ଭୀରା ମଧ୍ୟକୁ ପ୍ରବେଶ ବାରଣ କରାଯାଇଛି। ଗୁରୁବାର ରାତ୍ର ୧୨ଟା…

ଶ୍ରୀମନ୍ଦିର ଲାଗି ୨୦୨ କୋଟିର ବଜେଟ

ପୁରୀ ଅଫିସ,୧୧ା୩:ଶ୍ରୀମନ୍ଦିର ଓ ଚତୁଃପାର୍ଶ୍ୱ ଉନ୍ନତି ପାଇଁ ଚଳିତବଷର୍ର୍(୨୦୨୧-୨୨)ର ବଜେଟ ପ୍ରସ୍ତୁତ ହୋଇଯାଇଛି। ଏଥିପାଇଁ ଅର୍ଥ ସବକମିଟି ପକ୍ଷରୁ ଆକଳନ କରାଯାଇ ୨୦୧ କୋଟି ୭୦ ଲକ୍ଷ ଟଙ୍କାର ବଜେଟ ହୋଇଛି। ଏହି ଚିଠା ପ୍ରସ୍ତାବକୁ ଶ୍ରୀମନ୍ଦିର ପରିଚାଳନା କମିଟି ଅନୁମୋଦନ…

ଏମିତି ଆସେ ମୃତ୍ୟୁ: ମୁଣ୍ଡନ ପାଇଁ ଯାଉଥିବା ବେଳେ ଦୁର୍ଘଟଣାରେ ଚାଲିଗଲା ଶିଶୁଙ୍କ ଜୀବନ, ୧୨ ଆହତ

ସାକ୍ଷୀଗୋପାଳ, ୧୦।୩(ଡି.ଏନ୍‌.ଏ.): ଭୁବନେଶ୍ୱର-ପୁରୀ ୩୧୬ ନଂ. ଜାତୀୟ ରାଜପଥର ସାକ୍ଷୀଗୋପାଳ ଚଣାଗୋରଡା ବ୍ରିଜରେ ବୁଧବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ଜଣ ଆହତ ହୋଇଛନ୍ତି। ମୃତକ ଦ୍ୱୟ ହେଲେ ଲକ୍ଷ୍ମୀପ୍ରିୟା ରଣା (୫୮)…

କୋଣାର୍କ: ଜ୍ୟୋତିର୍ବିଜ୍ଞାନର ଏକ ମାନମନ୍ଦିର

କୋଣାର୍କରେ ନଦୀର ସଙ୍ଗମସ୍ଥଳରେ ଏକ ଗଣ୍ଡ ଥିଲା। ଏହି ଗଣ୍ଡର ନାମ ପଦ୍ମକେଶର ଗଣ୍ଡ। ପଦ୍ମକେଶର ଗଣ୍ଡରେ ପଦ୍ମକେଶର ମନ୍ଦିରର ନିର୍ମାତା ଥିଲେ ଗଙ୍ଗବଂଶର ଗଜପତି ଲାଙ୍ଗୁଳା ନରସିଂହ ଦେବ। ପଦ୍ମକେଶର ମନ୍ଦିର ନିର୍ମାଣ ସମୟଠାରୁ ଭାରତର ବିଭିନ୍ନ ସାମ୍ରାଜ୍ୟରେ ଚହଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?