ପୁରୀ

ପୁରୀରେ ହାଜତ ମୃତ୍ୟୁକୁ ନେଇ ପୋଲିସ-ଜନତା ମୁହାଁମୁହିଁ: ଏନ୍‌ଏଚ୍‌ଆର୍‌ସି ଗାଇଡଲାଇନ୍‌ ଅନୁଯାୟୀ ତଦନ୍ତ ହେବ ବୋଲି କହିଲେ ଏସ୍‌ପି

ପୁରୀ ଅଫିସ, ୧୯।୧୧: ହାଜତ ମତ୍ୟୁକୁ ନେଇ ପୁରୀରେ ଗୁରୁବାର ଉତ୍ତେଜନା ଦେଖାଦେଇଛି। ପୋଲିସ ମାଡ଼ରେ କେ. ରମେଶଙ୍କ ମୃତ୍ୟୁ ହୋଇଥିବା ସମ୍ପର୍କୀୟ ଅଭିଯୋଗ କରିବା ପରେ ଏହାକୁ ବିଭିନ୍ନ ବର୍ଗର ଲୋକେ ତୀବ୍ର ବିରୋଧ କରିଛନ୍ତି। ଅନ୍ୟପକ୍ଷରେ ଏହି ଅଭିଯୋଗକୁ…

ବଦଳିବ ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ ଚିତ୍ର

ପୁରୀ ଅଫିସ,୧୮ା୧୧:ବଦଳିବ ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ ଓ ଏହାର ଚତୁଃପାର୍ଶ୍ୱ ଚିତ୍ର। ଅବହେଳିତ ଅବସ୍ଥାରେ ଥିବା ଏହି ତୀର୍ଥ ପୁଷ୍କରିଣୀର ଉନ୍ନତୀକରଣ କରାଯିବ। ଐତିହ୍ୟ ପର୍ଯ୍ୟଟନ କେନ୍ଦ୍ର ଭାବେ ଏହାକୁ ବିକଶିତ କରାଯିବ। ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ଆବଶ୍ୟକ ବ୍ୟବସ୍ଥା ହେବ। ପୁଷ୍କରିଣୀକୁ…

ଶ୍ରୀମନ୍ଦିର ପାଇଁ ୧୫୪ କୋଟିର ବଜେଟ

ପୁରୀ ଅଫିସ,୧୮ା୧୧: ୨୦୨୦-୨୧ ଆର୍ଥିକବର୍ଷ ଲାଗି ଶ୍ରୀମନ୍ଦିର ପାଇଁ ୧୫୪କୋଟି ଟଙ୍କାର ବଜେଟ ଉପସ୍ଥାପନ କରାଯାଇଛି। ମଙ୍ଗଳବାର ଅନୁଷ୍ଠିତ ପରିଚାଳନା କମିଟି ବୈଠକରେ ଏହି ବଜେଟ ଅନୁମୋଦନ ଲାଭ କରିଛି। ଚଳିତବର୍ଷ କରୋନା ପାଇଁ ଶ୍ରୀମନ୍ଦିରର ଆୟ କମିଥିବାବେଳେ ବ୍ୟୟ ଯଥେଷ୍ଟ…

ଜଗା ଦର୍ଶନ ପାଇଁ ପୁଣି ଅପେକ୍ଷା

ପୁରୀ ଅଫିସ, ୧୮ା୧୧: କେବେ ଖୋଲିବ ଶ୍ରୀମନ୍ଦିର ଦ୍ୱାର ଏବଂ ସେମାନେ ପୁଣି ମହାପ୍ରଭୁଙ୍କ ଆଖି ସହ ଆଖି ମିଳାଇବେ, ଏମିତି ନାନା ଆଶା ଆଶଙ୍କା ମଧ୍ୟରେ ରହିଛନ୍ତି କୋଟି କୋଟି ଜଗନ୍ନାଥପ୍ରେମୀ। ଭକ୍ତ-ଭଗବାନଙ୍କ ମଧ୍ୟରେ ଲକ୍ଷ୍ମଣରେଖା ଟାଣିଛି କରୋନା ମହାମାରୀ।…

ଶ୍ରୀମନ୍ଦିରର ଭୁଲ୍‌ ଫଟୋ ଲଗାଇ ଅପପ୍ରଚାର

ପୁରୀ ଅଫିସ,୧୮ା୧୧: ଶ୍ରୀମନ୍ଦିରର ଭୁଲ୍‌ ଫଟୋ ବ୍ୟବହାର ଯୋଗୁ ଇଣ୍ଡିଆନ୍‌ ରେଲଓ୍ବେ କ୍ୟାଟରିଙ୍ଗ ଆଣ୍ଡ୍‌ ଟୁରିଜମ୍‌ କର୍ପୋରେଶନ (ଆଇଆର୍‌ସିଟିସି) ଓ ୨ ଓ୍ବେବ୍‌ ନ୍ୟୁଜ୍‌ ସଂସ୍ଥା ବିବାଦରେ ପଡ଼ିଛନ୍ତିି। ସେମାନଙ୍କ ଦ୍ୱାରା ଅନ୍ୟ ମନ୍ଦିରକୁ ଶ୍ରୀମନ୍ଦିର ପରିଚୟ ଦିଆଯିବାକୁ ବିରୋଧ କରି…

ପୁରୀକୁ ନେଇ ବିବାଦୀୟ ମନ୍ତବ୍ୟ: ଲେଖାଶ୍ରୀଙ୍କ ବିରୋଧରେ ଏତଲା ଦେଲା ଯୁବ କଂଗ୍ରେସ

ପୁରୀ ଅଫିସ,୧୭ା୧୧: ପୁରୀକୁ ନେଇ ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଦେଇଥିବା ମନ୍ତବ୍ୟକୁ ବିରୋଧ କରିଛି ଜିଲା ଯୁବ କଂଗ୍ରେସ । କିଛିଦିନ ପୂର୍ବରୁ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଲେଖାଶ୍ରୀ କହିଥିଲେ, ଅନେକ ଲୋକ ପୁରୀକୁ କଲିକତାର ବୋଲି ଆଗରୁ…

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ

ପୁରୀ ଅଫିସ,୧୭ା୧୧: ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୀଳାଦ୍ରି ଭକ୍ତ ନିବାସ ସଭାଗୃହରେ ପୂର୍ବାହ୍ନ ୧୧ଟାରେ ଗଜପତି ମହାରାଜ ଦିବ୍ୟସିଂହ ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଆଲୋଚନା କରାଯିବ। ମୁଖ୍ୟତଃ ଏଥିରେ…

ମହାପ୍ରଭୁଙ୍କ ଆଭୂଷଣ ପାଇଁ ଓଡ଼ିଆ ଭକ୍ତ ଦେବେ ସୁନା

ପୁରୀ ଅଫିସ,୧୭।୧୧:  ମହାପ୍ରଭୁଙ୍କୁ ଦାନ ଦେବାକୁ ଦାତାଙ୍କ ମଧ୍ୟରେ ଆଗ୍ରହ ବଢ଼ିଛି। ଶ୍ରୀମନ୍ଦିରର ୩ଟି କବାଟ ରୁପା ଛାଉଣି ପାଇଁ ଆବଶ୍ୟକ ରୁପା ଏବଂ ଅନ୍ୟାନ୍ୟ ଖର୍ଚ୍ଚ ବହନ କରିବାକୁ ଜଣେ ଭକ୍ତ ଆଗେଇ ଆସିଥିବାବେଳେ ଏବେ ଆଉ ଜଣେ ଭକ୍ତ…

୨୩ ପ୍ରତିପକ୍ଷଙ୍କୁ ନୋଟିସ

କଟକ/ପୁରୀ ଅଫିସ୍‌,୧୭।୧୧: ପୁରୀ ବଗଲା ଧର୍ମଶାଳା ଜମି ବିବାଦ ମାମଲାରେ ସମସ୍ତ ୨୩ ପ୍ରତିପକ୍ଷଙ୍କୁ ହାଇକୋର୍ଟ ସୋମବାର ନୋଟିସ ଜାରି କରିଛନ୍ତି। ବିବାଦୀୟ ଜମି କିଣିଥିବା ୬ଜଣ ବ୍ୟକ୍ତି, ଶ୍ରୀମନ୍ଦିର ପ୍ରଶାସନ, ରାଜସ୍ବ ପର୍ଷଦ, ପୁରୀ-କୋଣାର୍କ ଉନ୍ନୟନ ଅଧିକାରୀ, ଓଡ଼ିଶା ସେତୁ…

ମନ୍ଦିର ଖୋଲିବା ଦାବିରେ ଶଙ୍କରାଚାର୍ଯ୍ୟଙ୍କୁ ଗୁହାରି

ପୁରୀ ଅଫିସ,୧୬।୧୧: ମହାମାରୀ କରୋନା ପାଇଁ ଦୀର୍ଘ ୮ମାସ ହେବ ରାଜ୍ୟର ବିଭିନ୍ନ ମନ୍ଦିରକୁ ଭକ୍ତଙ୍କୁ ଛଡ଼ାଯାଉ ନାହିଁ। ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଥିବାରୁ ସେବାୟତ ଓ ପୂଜକଙ୍କ ଉପରେ ଏହାର ପ୍ରଭାବ ପଡ଼ିଛି। ସେମାନଙ୍କ ଚଳିବା କଷ୍ଟକର ହୋଇପଡ଼ିଛି।…

ଅନୁମତି ପରେ ଶ୍ରୀସେତୁ କାମ

ପୁରୀ ଅଫିସ,୧୪ ।୧୧: ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟ ସହର କରିବା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ଏଥିଲାଗି କେତେକ ପ୍ରକଳ୍ପ କାମ ଚାଲିଥିବାବେଳେ ଆଗକୁ ଆହୁରି ଏକାଧିକ ପ୍ରକଳ୍ପ କାମ ଆରମ୍ଭ ହେବ। ଏହି ପ୍ରକଳ୍ପ ମଧ୍ୟରୁ ଶ୍ରୀସେତୁ ଅନ୍ୟତମ।…

୪ ପ୍ରକଳ୍ପ ପାଇଁ ୪୬୧ କୋଟି ମଞ୍ଜୁର

ପୁରୀ ଅଫିସ,୧୩।୧୧: ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟ ସହର ଭାବେ ଗଢ଼ାଯିବ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ଏହା ପରିଗଣିତ ହେବ। ଭକ୍ତ, ପର୍ଯ୍ୟଟକଙ୍କୁ ଅତ୍ୟାଧୁନିକ ସେବା ସୁବିଧା ମିଳିବ। ଏଥିପାଇଁ ଭିତ୍ତିଭୂମି ବିକାଶ, ନୂଆ ବହୁଥାକିଆ ରାସ୍ତା, ସେତୁ, ହ୍ରଦ, ମାର୍କେଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri