ସରପଞ୍ଚଙ୍କୁ ହାଣିଲେ ଦୁର୍ବୃତ୍ତ
ସାକ୍ଷୀଗୋପାଳ,୧୬ା୧୦(ଡି.ଏନ୍.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଦାଶବିଦ୍ୟାଧରପୁର ସରପଞ୍ଚ ହରିହର ନନ୍ଦଙ୍କୁ ଗୁରୁବାର ରାତିରେ ଦୁର୍ବୃତ୍ତମାନେ ଅତର୍କିତ ମରଣାନ୍ତକ ଆକ୍ରମଣ କରିଥିଲେ। ଏଥିରେ ସରପଞ୍ଚଙ୍କ ଡାହାଣ ହାତ ଦୁଇଟି ଆଙ୍ଗୁଠି କଟିଯାଇଛି । ମୁଣ୍ଡରେ ଗଭୀର ଆଘାତ ଲାଗିଛି। ଗ୍ରାମର...
ଶ୍ରୀମନ୍ଦିର ଖୋଲିବା ପ୍ରସଙ୍ଗ : ‘ମହାପ୍ରଭୁଙ୍କ ନୀତିକାନ୍ତି ପ୍ରଭାବିତ ସ୍ଥିତି ନ ଉପୁଜୁ’
ପୁରୀ ଅଫିସ,୧୬ା୧୦: କରୋନା ବିପଦ ଟଳିନାହିଁ। ଆଗକୁ ଶୀତଋତୁରେ ସଂକ୍ରମଣ ବୃଦ୍ଧି ପାଇବା ଆଶଙ୍କା ଥିବାରୁ ଏଥିପ୍ରତି ହେୟଜ୍ଞାନ କଲେ ସ୍ଥିତି ପୁଣି ସଙ୍ଗିନ ହୋଇପାରେ। କାର୍ତ୍ତିକ ମାସରେ ଶ୍ରୀମନ୍ଦିର ଖୋଲିଲେ ଶ୍ରଦ୍ଧାଳୁଙ୍କୁ ନିୟନ୍ତ୍ରଣ କରିବା ଅସମ୍ଭବ ହୋଇପଡ଼ିବ। ଯଦି...
ବଗଲା ଜମି ମାମଲା: ସରକାରଙ୍କୁ ହାଇକୋର୍ଟଙ୍କ ଜବାବ ତଲବ
କଟକ ଅଫିସ/ପୁରୀ ଅଫିସ,୧୫ା୧୦: ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ଅଭିଯୋଗ ମାମଲାରେ ହାଇକୋର୍ଟ ଗୁରୁବାର ରାଜ୍ୟ ସରକାରଙ୍କୁ ଜବାବ ତଲବ କରିଛନ୍ତି। ବଗଲା ଧର୍ମଶାଳା ଜମିରେ ଜଗନ୍ନାଥଙ୍କ ସତ୍ତ୍ୱ ନେଇ ହାଇକୋର୍ଟ ଏହି ଜବାବ ମାଗିଛନ୍ତି। ଆସନ୍ତା ନଭେମ୍ବର...
ପ୍ରକଳ୍ପ ପ୍ରଭାବିତ ୪ ମୌଜାବାସୀ ରଖିଲେ ମତ
ପୁରୀ ଅଫିସ,୧୫ା୧୦:ପୁରୀକୁ ବିଶ୍ୱ ଐତିହ୍ୟ ସହର ଭାବେ ଗଢ଼ିତୋଳିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଏଥିଲାଗି ବିଭିନ୍ନ ପ୍ରକଳ୍ପ ପ୍ରସ୍ତୁତ ହୋଇଛି। ଏଥିମଧ୍ୟରେ ଶ୍ରୀସେତୁ ଏକ ମେଗା ପ୍ରକଳ୍ପ। ରାଜ୍ୟର ଏହି ପ୍ରଥମ ଟ୍ରମ୍ପେଟ ସେତୁ ପୁରୀରେ ତିଆରି ହେବ।...
ଶ୍ରୀସେତୁ ପାଇଁ ଜନଶୁଣାଣି ଆରମ୍ଭ
ପୁରୀ ଅଫିସ,୧୪ା୧୦:ଶ୍ରୀସେତୁ ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ପାଇଁ ବୁଧବାର ଜନଶୁଣାଣି ଆରମ୍ଭ ହୋଇଛି। ଏହି ପ୍ରକଳ୍ପ ଯୋଗୁ ପ୍ରଭାବିତ ହେବାକୁ ଥିବା ୪ଟି ମୌଜା (ସମଙ୍ଗ, ମାଟିତୋଟା, ମାର୍କଣ୍ଡେଶ୍ୱର ସାହି ଓ ଦାଣ୍ଡିମାଳ ସାହି)ର ଲୋକେ ଜନଶୁଣାଣିରେ ଉପସ୍ଥିତ...
ବଗଲା ବଞ୍ଚାଓ ପଦଯାତ୍ରା ଆରମ୍ଭ
ପୁରୀ ଅଫିସ,୧୪ା୧୦:ବଗଲା ଧର୍ମଶାଳା ଜମି ବିକ୍ରି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କୁ ଫେରାଦ ହେବ ଭାଜପା। ଏନେଇ ବୁଧବାର ସକାଳ ୯ଟାରେ ବିଧାୟକ ଜୟନ୍ତ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ସିଂହଦ୍ୱାରଠାରୁ ନବୀନ ନିବାସ ଅଭିମୁଖେ ପଦଯାତ୍ରା ଆରମ୍ଭ ହୋଇଛି। ବିକ୍ରି ହୋଇଥିବା କବଲା ରଦ୍ଦ...
ପୁରୀର ୩୨ ହଜାର ପରିବାର ସେବା ପାଇବେ
ପୁରୀ ଅଫିସ,୧୪ା୧୦:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍ଫରେନ୍ସ ମାଧ୍ୟମରେ ସୁଜଳ ଯୋଜନା ବା ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ମିଶନର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ୱର ଓ ପୁରୀ ସହର ପାଇଁ ଏହି ଯୋଜନାର ଆରମ୍ଭ ହୋଇଛି। ପୁରୀ ସହରର ୩୨...
ସାଢେ ୪ ଫୁଟ ଉଚ୍ଚ ସିଂହ ମୂର୍ତ୍ତି ଗଢୁଛନ୍ତି ଅଶୋକ
ପୁରୀ ଅଫିସ, ୧୩।୧୦: ଶାରଦୀୟ ଦୁର୍ଗାପୂଜାରେ କାକଟପୁରର ଅଧିଷ୍ଠାତ୍ରୀ ଠାକୁରାଣୀ ମା’ ମଙ୍ଗଳାଙ୍କ ସିଂହବାହିନୀ ବେଶ ପାଇଁ ପୁରୀରେ ଚାଲିଛି ସିଂହ ମୂର୍ତ୍ତି ନିର୍ମାଣ। ପଥୁରିଆ ସାହିର ଜାତୀୟ ପୁରସ୍କାରପ୍ରାପ୍ତ ଶିଳ୍ପୀ ଅଶୋକ କୁମାର ମହାପାତ୍ର ଏହି ମୂର୍ତ୍ତି ନିର୍ମାଣ...
‘କାର୍ତ୍ତିକ ଶେଷ ଯାଏ ଦର୍ଶନ ବନ୍ଦ ରହୁ’
ପୁରୀ ଅଫିସ,୧୩।୧୦: କରୋନା ପାଇଁ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ବନ୍ଦ ରହିଛି। ମାତ୍ର ରାଜ୍ୟର ବିଭିନ୍ନ ଧାର୍ମିିକସ୍ଥଳୀ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ସର୍ବସାଧାରଣଙ୍କ ଦର୍ଶନ ନିମନ୍ତେ ଶ୍ରୀମନ୍ଦିର ଖୋଲିବା ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ପ୍ରଶାସକ ଡ....
୭ ମହିଳାଙ୍କ ସମେତ ୧୯ ଗିରଫ
ବ୍ରହ୍ମଗିରି,୧୩।୧୦(ଡି.ଏନ୍.ଏ.): ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଡିମିରିସେଣା ଡିହ ଭୋଇସାହିରେ ରବିବାର ପାଣି ପାଇପ ସଂଯୋଗକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ସଂଘର୍ଷ ଘଟି ୨ ଜଣଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ପୋଲିସ ଦୁଇଟି ମାମଲା(ନଂ.୧୬୭,...
ଆଶୀର୍ବାଦ ପାଇଁ ସିଂହଦ୍ୱାରରେ ଆରାଧନା
ପୁରୀ ଅଫିସ, ୧୩।୧୦: ସେ ଭାବର ଠାକୁର, ଭକ୍ତର ଭଗବାନ। ଭକ୍ତି ଭାବରେ ସେ ବନ୍ଧା। ତାଙ୍କୁ ଯିଏ ଯେମିତି ଡାକନ୍ତି ତା’ ଡାକ ସେ ସେମିତି ଶୁଣନ୍ତି। ଏମିତି ଆସ୍ଥା ଓ ବିଶ୍ୱାସ ରଖି କାହିଁ କେତେ ଦୂରରୁ...
ପ୍ଲାଜମା ଦାନ କରିବେ ଶ୍ରୀମନ୍ଦିର ସେବାୟତ
ପୁରୀ ଅଫିସ, ୧୨।୧୦: ମହାମାରୀ କରୋନା ସହିତ ଲଢ଼ି ବିଜୟୀ ହୋଇଥିବା ୮ ଯୁବ ସେବାୟତ ପ୍ଲାଜମା ଦାନ କରିବାକୁ ଆଗେଇ ଆସିଛନ୍ତି। କରୋନା ଆକ୍ରାନ୍ତଙ୍କ କ୍ଷେତ୍ରରେ ପ୍ଲାଜମା ଚିକିତ୍ସା ସଫଳ ହେଉଥିବାରୁ ଅନ୍ୟ ମାନଙ୍କ ଜୀବନ ରକ୍ଷା ଲାଗି...
Archives


