ପୁରୀ

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ, ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ

ପୁରୀ ଅଫିସ,୧୪ା୨: ଶ୍ରୀମନ୍ଦିର ଭିତର ଫଟୋ ପୁଣି ଭାଇରାଲ ହୋଇଛି। ସୋସିଆଲ ମିଡିଆରେ ଉକ୍ତ ଫଟୋ ଘୂରି ବୁଲିବା ପରେ ବିବାଦ ବଢ଼ିଛି। ଇନ୍‌ଷ୍ଟାଗ୍ରାମ୍‌ରେ ସାଲିନୀ ଫସୀ ଓ ଇଣ୍ଡିଆ ଟେମ୍ପଲ ନାମକ ଦୁଇଟି ଆକାଉଣ୍ଟରେ ଶ୍ରୀମନ୍ଦିର ଭିତର ଫଟୋ ପୋଷ୍ଟ…

ଶ୍ରୀକ୍ଷେତ୍ରରେ ପୁଣି ପର୍ଯ୍ୟଟକଙ୍କୁ ମାଡ଼

ପୁରୀ ଅଫିସ,୧୩।୨: ଶ୍ରୀକ୍ଷେତ୍ରରେ ପୁଣି ଥରେ ବଙ୍ଗୀୟ ପର୍ଯ୍ୟଟକଙ୍କୁ ମାଡ଼ ମରାଯାଇଛି। ଏଥର କିନ୍ତୁ ସ୍ଥାନୀୟ ଲୋକ ନୁହେଁ ବରଂ ପୋଲିସ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଶୁକ୍ରବାର ଶ୍ରୀମନ୍ଦିର ପଶ୍ଚିମଦ୍ୱାର ନିକଟରେ ଏହି ଘଟଣା ଘଟିଛି। ତେବେ ଏନେଇ ସମ୍ପୃକ୍ତ…

ଗୁଣ୍ଡିଚା ମନ୍ଦିର ରତ୍ନସିଂହାସନ ନିଲାମକୁ ବିରୋଧ

ପୁରୀ ଅଫିସ,୧୨।୨: ଶ୍ରୀଗୁଣ୍ଡିଚା ମନ୍ଦିର ରତ୍ନସିଂହାସନ ନିଲାମକୁ ବିରୋଧ କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ନିଲାମରେ ଦେଉଥିବା ଶ୍ରୀଗୁଣ୍ଡିଚା ରତ୍ନସିଂହାସନ ସୁରକ୍ଷିତ ନୁହେଁ ବୋଲି ଅଭିଯୋଗ ଉଠିଛି। ଶ୍ରୀଗୁଣ୍ଡିଚା ମନ୍ଦିର ନିଲାମ ହେବା କାରଣରୁ ରତ୍ନସିଂହାସନ କ୍ରମଶଃ ଅସୁରକ୍ଷିତ ହେବାରେ ଲାଗିଛି। ବର୍ଷ…

ଏଣିକି ସବୁଦିନ ଦାରୁଦିଅଁ ଦର୍ଶନ

ପୁରୀ ଅଫିସ,୧୧।୨: ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାରେ ଥିବା କଟକଣାକୁ କୋହଳ କରାଯାଇଛି। ବୁଧବାର ଏନେଇ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଅର (ଏସ୍‌ଓପି) ଜାରି ହୋଇଛି। ନୂତନ ଏସ୍‌ଓପି ଅନୁଯାୟୀ ଏଣିକି ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରରେ ସବୁଦିନ ଦାରୁଦିଅଁଙ୍କ ଦର୍ଶନ କରିପାରିବେ। ପୂର୍ବରୁ ରବିବାର…

ଏବର୍ଷ ହେବନି ନାଗାର୍ଜୁନ ବେଶ

ପୁରୀ ଅଫିସ, ୧୦।୨: ଚଳିତ ବର୍ଷ ମହାପ୍ରଭୁଙ୍କର ଦୁର୍ଲ୍ଲଭ ନାଗାର୍ଜୁନ ବେଶ ହେବ ନାହିଁ। କାରଣ ଚଳିତବର୍ଷର ପଞ୍ଜିକାରେ ଏହା ପଡୁନାହିଁ। ମଙ୍ଗଳବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଆୟୋଜିତ ନୀତିକାନ୍ତି ନିର୍ଦ୍ଧାରଣ ବୈଠକ ପରେ ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ଏହି…

ଐତିହ୍ୟ ପୀଠ ବିକାଶରେ ସାକ୍ଷୀଗୋପାଳ ମନ୍ଦିର

ସାକ୍ଷୀଗୋପାଳ,୧୦।୨(ଡି.ଏନ୍‌.ଏ.): ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମଙ୍ଗଳବାର ସନ୍ଧ୍ୟାରେ ସାକ୍ଷୀଗୋପାଳ ଆସି ସାକ୍ଷୀଗୋପାଳ ମନ୍ଦିର ପରିଦର୍ଶନ କରିଛନ୍ତି। ଠାକୁରଙ୍କୁ ଦର୍ଶନ କରିବା ପରେ ସାକ୍ଷୀଗୋପାଳ ସେବାୟତ ସଂଘ ପକ୍ଷରୁ ଆୟୋଜିତ ସଭାରେ ମନ୍ତ୍ରୀ ଯୋଗଦେଇ ଶ୍ରୀମନ୍ଦିର ଭଳି ପୁରାତନ…

ବିନା ଲାଇଫ ଜ୍ୟାକେଟରେ ଯାତ୍ରା

ବାଲୁଗାଁ,୯।୨(ଡି.ଏନ୍‌.ଏ.): ଚିଲିକାରେ ବାରମ୍ବାର ଡ଼ଙ୍ଗାବୁଡ଼ି ଘଟଣା ପରେ ଯାତ୍ରୀ ପରିବହନ ନିମନ୍ତେ ସରକାରଙ୍କ ପକ୍ଷରୁ ଏକ ନିର୍ଦ୍ଦିଷ୍ଟ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ତେବେ କେତେଜଣ ଡଙ୍ଗା ଚାଳକ ବିନା ଲାଇଫ୍‌ ଜ୍ୟାକେଟ୍‌ରେ ଯାତ୍ରୀ ପରିବହନ କରୁଥିବା ଦେଖିବାକୁ ମିଳିଛି। ପ୍ରକାଶଯେ, ୨୦୧୮…

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୮।୨: ପୁରୀ ଶ୍ରୀମନ୍ଦିରରେ ସୋମବାର ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କରୋନା ମହାମାରୀ ପରେ ମୁଖ୍ୟମନ୍ତ୍ରୀ ପ୍ରଥମ ଥର ପାଇଁ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଶ୍ରୀଜିଉଙ୍କୁ ଦର୍ଶନ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କୋଭିଡ୍‌ ମହାମାରୀ ପରେ ପ୍ରଥମ…

ପ୍ରସ୍ତାବିତ ଅଧିନିୟମକୁ ବିରୋଧ

ପୁରୀ ଅଫିସ,୮।୨: ନ୍ୟାଶନାଲ ମନୁମେଣ୍ଟ କର୍ତ୍ତୃପକ୍ଷ (ଏନ୍‌ଏମ୍‌ଏ)ଙ୍କ ପକ୍ଷରୁ ଶ୍ରୀମନ୍ଦିର ଐତିହ୍ୟ ପାଇଁ ପ୍ରସ୍ତାବିତ ଚିଠା ଅଧିନିୟମ (ବାଇ-ଲ) ଜାରି ହେବା ପରେ ଏହାକୁ ନେଇ ବିଭିନ୍ନ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଶ୍ରୀମନ୍ଦିର ଚାରିପଟେ ରହୁଥିବା ସ୍ଥାନୀୟ ବାସିନ୍ଦା…

ଶ୍ରୀମନ୍ଦିର ପାଖ ୧୦୦ମିଟର ନିଷିଦ୍ଧାଞ୍ଚଳ, ନ୍ୟାଶନାଲ ମନୁମେଣ୍ଟର ପ୍ରସ୍ତାବିତ ବାଇ-ଲ ପ୍ରକାଶ

ପୁରୀ ଅଫିସ,୭।୨: ନ୍ୟାଶନାଲ୍‌ ମନୁମେଣ୍ଟ ଆକ୍ଟ(ଏନ୍‌ଏମ୍‌ଏ) ଅନୁସାରେ ଶ୍ରୀମନ୍ଦିର ପାଇଁ ପ୍ରସ୍ତାବିତ ବାଇ-ଲ ପ୍ରସ୍ତୁତ କରାଯାଇଛି। ଏଥିରେ ଶ୍ରୀମନ୍ଦିର ଐତିହ୍ୟ ସଂକ୍ରାନ୍ତ ଚିଠା ସର୍ବସାଧାରଣଙ୍କ ଅବଗତି ନିମନ୍ତେ ତିଆରି କରାଯାଇଛି। ଶ୍ରୀମନ୍ଦିରକୁ ଲାଗି ଶହେ ମିଟର ପରିଧିକୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି।…

ପର୍ଯ୍ୟଟକଙ୍କ ପାଇଁ ହେଲ୍ପଲାଇନ୍‌ ନମ୍ବର ଜାରି

ପୁରୀ ଅଫିସ,୫।୨: ପର୍ଯ୍ୟଟକଙ୍କ ପାଇଁ ପୁରୀ ପୋଲିସ ଗୁରୁବାର ହେଲ୍ପଲାଇନ୍‌ ନମ୍ବର ଜାରି କରିଛି। ୬୩୭୦୯୬୭୧୦୦ ନମ୍ବରରେ କଲ୍‌ କରି ପର୍ଯ୍ୟଟକମାନେ ପୁରୀ ପୋଲିସ ସହ ଯେକୌଣସି ସମୟରେ ଯୋଗାଯୋଗ କରିପାରିବେ। ଗତ ୨ତାରିଖରେ ପର୍ଯ୍ୟଟକ ଦମ୍ପତିଙ୍କୁ ଜଣେ ବସ୍‌ ଡ୍ରାଇଭର…

ଥଇଥାନ ପରେ ଉଚ୍ଛେଦ ହେଉ

ପୁରୀ ଅଫିସ,୫।୨: ଶ୍ରୀମନ୍ଦିର ଚତୁଃପାର୍ଶ୍ୱସ୍ଥ ୭୫ମିଟର ସୁରକ୍ଷା ଜୋନ୍‌ରେ ବିକ୍ରିବଟା କରିବାର ଅଧିକାର କାହାରି ନାହିଁ। ଏ ନେଇ ପୂର୍ବରୁ ପ୍ରଶାସନ ପକ୍ଷରୁ ସ୍ପଷ୍ଟୀକରଣ ଦିଆସରିଛି। ଯେ କେହି ବି ଦୋକାନ କରି ବ୍ୟବସାୟ କରୁଥିଲେ ତାହା ସାମୟିକ ଥିଲା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?