ପୁରୀ

ଶ୍ରୀମନ୍ଦିର ଖୋଲିବା ଆଶା କ୍ଷୀଣ

ପୁରୀ ଅଫିସ,୧ା୧୧: ରାଜ୍ୟ ସରକାର ଶନିବାର ଅନ୍‌ଲକ୍‌-୬ ଗାଇଡ୍‌ଲାଇନ ଜାରି କରିଛନ୍ତି। ଏହି ଗାଇଡ୍‌ଲାଇନ ଅନୁସାରେ ସ୍ଥାନୀୟ ପ୍ରଶାସନ ଅନୁମତିରେ ଧର୍ମାନୁଷ୍ଠାନ ଖୋଲିପାରିବ। ଅର୍ଥାତ୍‌ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ପରିସ୍ଥିତିକୁ ଦେଖି ଏ ନେଇ ଅନୁମତି ଦେଇପାରିବେ। ତେବେ ଏହି ଗାଇଡ୍‌ଲାଇନକୁ…

ଅନ୍‌ଲାଇନରେ ହେବ ବୋଟ୍‌ ବୁକିଂ

ପୁରୀ ଅଫିସ,୩୦ା୧୦: ଆସିଲାଣି ପର୍ଯ୍ୟଟନ ଋତୁ। ଚିଲିକାକୁ ଦେଶ, ବିଦେଶର ପର୍ଯ୍ୟଟକଙ୍କ ଆଗମନ ବଢିବ। ପର୍ଯ୍ୟଟକମାନେ ଯେପରି କୌଣସି ହଇରାଣ ନ ହୁଅନ୍ତି ତାହା ଉପରେ ପୁରୀ ଜିଲା ପ୍ରଶାସନ ଗୁରୁତ୍ୱ ଦେଇଛି। ବିଭିନ୍ନ ସମୟରେ ସାତପଡ଼ାରେ ବୋଟ୍‌ ବୁକିଂକୁ ନେଇ…

ହବିଷ୍ୟାଳୀଙ୍କ ପାଇଁ କଟକଣା ଜାରି: ପୁରୀ ନ ଆସିବାକୁ ଅନୁରୋଧ

ପୁରୀ ଅଫିସ,୨୯ା୧୦: ମହାମାରୀ କରୋନା ବିପଦ ସମ୍ପୂର୍ଣ୍ଣ ଭାବେ ଟଳି ନାହିଁ। ପୂର୍ବାପେକ୍ଷା ଅଧିକ ସତର୍କ ହେବାକୁ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ପରାମର୍ଶ ଦେଉଛନ୍ତି। ଏହାକୁ ଆମ ସମସ୍ତଙ୍କୁ ମାନିବାକୁ ପଡ଼ିବ। ନଚେତ କରୋନା ସ୍ଥିତି ପୁଣି ସାଂଘାତିକ ହୋଇପାରେ। ତେଣୁ କାର୍ତ୍ତିକ…

ବିପଦ ସାଜିଲା ବ୍ଲୁ ଫ୍ଲାଗ୍‌ ବିଚ୍‌

ପୁରୀ ଅଫିସ,୨୯।୧୦: ବ୍ଲୁ ଫ୍ଲାଗ ବିଚ୍‌ ବାଥିଂ ଜୋନ୍‌ରେ ଗାଧୋଉଥିବାବେଳେ ବୁଡ଼ିଯାଇଥିବା ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ମୃତଦେହ ବୁଧବାର ହୋଟେଲ ପିଙ୍କ୍‌ ହାଉସ୍‌ ପଛ ସମୁଦ୍ରରୁ ଉଦ୍ଧାର କରାଯାଇଛି। ସେ ହେଲେ ଝାଡଖଣ୍ଡ ରାଞ୍ଚତ୍ର ବିନୟ ରାଏଙ୍କ ପୁଅ ତନୀଷ…

ସମ୍ପ୍ରସାରଣ ହେବ ମୂଷା ନଦୀ

ପୁରୀ ଅଫିସ,୨୯।୧୦:  ରାଜ୍ୟ ସରକାରଙ୍କ ଫୋକସ୍‌ରେ ରହିଛି ପୁରୀ। ଏଠାରେ ଅନେକ ବିକାଶମୂଳକ କାର୍ଯ୍ୟ ହାତକୁ ନିଆଯାଇଛି। ଏକାଧିକ ପ୍ରକଳ୍ପ କାମ ଚାଲିଥିବା ଆଗକୁ ଆହୁରି ଅନେକ ପ୍ରକଳ୍ପ କାମ ଆରମ୍ଭ କରାଯିବ। ତେବେ ପୁରୀ ସହର କଡ଼ରେ ରହିଥିବା ମୂଷା…

ମହାପ୍ରଭୁଙ୍କର ହେଲା ବନକଲାଗି

ପୁରୀ ଅଫିସ,୨୯।୧୦: ପ୍ରାୟ ୨ ମାସ ପରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ହୋଇଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଏହି ନୀତି କରାଯାଇଥିଲା। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ…

ପୁରୀରେ ଲାଇଟ୍‌ ଆଣ୍ଡ ସାଉଣ୍ଡ ଶୋ’ ପ୍ରସ୍ତାବ

ଭୁବନେଶ୍ୱର,୨୯। ୧୦(ବ୍ୟୁରୋ): ପୁରୀକୁ ଆସୁଥିବା ଅଣହିନ୍ଦୁ ଓ ବିଦେଶୀଙ୍କୁ ଶ୍ରୀମନ୍ଦିରର ଇତିହାସ, ପ୍ରତିଷ୍ଠା, ଜଗନ୍ନାଥ ସଂସ୍କୃତିର ମହତ୍ତ୍ବ ବିଷୟରେ ଅବଗତ କରିବା ଲାଗି ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ୍‌ ଶୋ’ କରିବାକୁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛି ହୋଟେଲ ଆଣ୍ଡ୍‌ ରେଷ୍ଟୁରାଣ୍ଟ ଆସୋସିଏଶନ…

ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ଭାସିଯାଇଥିବା ଯୁବ ପର୍ଯ୍ୟଟକଙ୍କ ମିଳିଲା ମୃତଦେହ

ପୁରୀ ଅଫିସ,୨୮ା୧୦: ବ୍ଲୁ ଫ୍ଲାଗ୍‌ ବିଚ୍‌ ସମୁଦ୍ରରେ ଗାଧୋଉଥିବା ବେଳେ ମଙ୍ଗଳବାର ଜଣେ ଛାତ୍ର ଭାସିଯାଇଥିଲେ। ଘଟଣାର ୨୪ ଘଣ୍ଟା ପରେ ତାଙ୍କ ମୃତଦେହ ବୁଧବାର ହୋଟେଲ ପିଙ୍କ ହାଉସ ପଛପଟ ସମୁଦ୍ରରେ ଭାସୁଥିବା ବେଳେ ଉଦ୍ଧାର ହୋଇଛି। ସେ ହେଲେ…

ଶ୍ରୀମନ୍ଦିର ଖୋଲିବା ଦାବିରେ ବାଜିଲା ଘଣ୍ଟ

ପୁରୀ ଅଫିସ,୨୮।୧୦: ମହାମାରୀ କରୋନା ପାଇଁ ଦୀର୍ଘ ୭ ମାସରୁ ଊର୍ଦ୍ଧ୍ୱ ହେଲାଣି ଶ୍ରୀମନ୍ଦିର ସମେତ ରାଜ୍ୟର ଅନ୍ୟ ମନ୍ଦିରଗୁଡ଼ିକୁ ଭକ୍ତଙ୍କୁ ଛଡାଯାଉ ନାହିଁ। ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଥିବାରୁ ଏହାର ପ୍ରଭାବ ପଡିଛି ସେବାୟତ ଓ ପୂଜକଙ୍କ ଉପରେ।…

ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୨୮ା୧୦: ଶ୍ରୀମନ୍ଦିରରେ ସୋମବାର ବିଜୟା ଦଶମୀ ନୀତି ପାଳିତ ହୋଇଛି। ଦ୍ୱାରଫିଟା, ମଙ୍ଗଳ ଆଳତି ଓ ଅବକାଶ ନୀତି ପରେ ରତ୍ନସିଂହାସନରେ ବିରାଜିତ ଦାରୁବିଗ୍ରହଙ୍କ ସୁନାବେଶ କରାଯାଇଥିଲା। କୋଭିଡ୍‌ କଟକଣା ପାଇଁ କୌଣସି ଶ୍ରଦ୍ଧାଳୁ ଏହି ବେଶ ଦର୍ଶନ କରିପାରି…

ପ୍ରଥମେ ହେବ ସାତପାହାଚ ଦ୍ୱାର

ପୁରୀ ଅଫିସ,୨୮ା୧୦: ଶ୍ରୀମନ୍ଦିରର ୮ଟି ଦ୍ୱାର ହେବ ରୁପା ଛାଉଣି। ଜୟ ବିଜୟ, କଳାହାଟ, ବେହେରଣ, ସାତପାହାଚ, ପଶ୍ଚିମ ଭୋଗ ମଣ୍ଡପ, ନୃସିଂହ ମନ୍ଦିର, ମା’ ବିମଳା ଓ ମା’ ମହାଲକ୍ଷ୍ମୀ ମନ୍ଦିରର ଗର୍ଭ ଦ୍ୱାରକୁ ରୁପା ଛାଉଣି କରାଯିବ। ଏଥିପାଇଁ…

ଶ୍ରୀମନ୍ଦିର ସମ୍ମୁଖରେ ଦେବୀସଭା: ୧୪୪ ଧାରା ଜାରି

ପୁରୀ ଅଫିସ,୨୭।୧୦: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକାଠି ହୋଇଛନ୍ତି ଗୋଷାଣୀ। ଏହା ଦେବୀସଭା ଭାବେ ପରିଚିତ। ତେବେ କରୋନା ପାଇଁ ଚଳିତବର୍ଷ ପ୍ରଶାସନ ପକ୍ଷରୁ ଅନେକ କଟକଣା ଜାରି କରାଯାଇଛି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଓ ମରିଚିକୋଟ ଛକ ପର୍ଯ୍ୟନ୍ତ ୧୪୪ ଧାରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri