ପୁରୀ

ମିଳିଲା ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ

ପୁରୀ ଅଫିସ,୩୦।୧: ମହାପ୍ରଭୁଙ୍କ ଦର୍ଶନ କରିବାକୁ ଆସି ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଶୁକ୍ରବାର ୭ଜଣ ପର୍ଯ୍ୟଟକ ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରୁ ୬ଜଣଙ୍କୁ ସ୍ଥାନୀୟ ନୋଳିଆ ଉଦ୍ଧାର କରିଥିବା ବେଳେ ଜଣଙ୍କର ପତ୍ତା ମିଳି ନ ଥିଲା। ଶନିବାର ଚର୍କତୀର୍ଥ…

ପୁରୀ ସମୁଦ୍ରରେ ଭାସିଗଲେ ୭ ଜଣ

ପୁରୀ ଅଫିସ, ୨୯।୧: ଜଗା ଦର୍ଶନ କରିବାକୁ ପୁରୀ ଆସି ସମୁଦ୍ରରେ ଗାଧୋଇବା ବେଳେ ୭ ପର୍ଯ୍ୟଟକ ଭାସିଯାଇଛନ୍ତି। ତେବେ ସ୍ଥାନୀୟ ନୋଳିଆ ୬ଜଣଙ୍କୁ ଉଦ୍ଧାର କରିଥିବା ବେଳେ ଜଣଙ୍କର ପତ୍ତା ମିଳିପାରି ନାହିଁ। ନିଖୋଜ ଯୁବକ ଜଣଙ୍କ ଝାରଖଣ୍ଡର ଦୀପକ…

ସୁନାବେଶ ନୀତିରେ ୫ ଘଣ୍ଟା ବିଳମ୍ବ

ପୁରୀ ଅଫିସ,୨୯।୧: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ନୀତିକାନ୍ତିରେ ଗୁରୁବାର ୫ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ବିଳମ୍ବ ଘଟିଛି। ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁ ଏହି ବିଳମ୍ବ ହୋଇଥିବାବେଳେ ସହସ୍ରାଧିକ ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ଦର୍ଶନ ଓ ମହାପ୍ରସାଦ ପାଇବାରୁ ବଞ୍ଚିତ…

ଗଜପତି ମହାରାଜାଙ୍କ ପୁଷ୍ୟାଭିଷେକ

ପୁରୀ ଅଫିସ,୨୯।୧: ପୌଷ ପୂର୍ଣ୍ଣିମାରେ ଗୁରୁବାର ଗଜପତି ମହାରାଜାଙ୍କ ପୁଷ୍ୟାଭିଷେକ ଓ ମହାପ୍ରଭୁଙ୍କର ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି। ଶ୍ରୀନଅରରେ ଶାସ୍ତ୍ରୀୟ ପୂଜା ଓ ପଞ୍ଚଦେବତା ପୂଜା ପରେ ଗଜପତି ମହାରାଜାଙ୍କୁ ଅଭିଷେକ କରାଯାଇଛି। ଷୋଳଶାସନ ବ୍ରାହ୍ମଣ ମହାରାଜଙ୍କୁ ନଡ଼ିଆ ଓ…

ପ୍ରତାପଙ୍କୁ ମିଳିଲା ପିପିଲି ଦାୟିତ୍ୱ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ଶାସକ ବିଜେଡି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଗୁରୁବାର ବିଧାୟକ ତଥା ଦଳୀୟ ମୁଖପାତ୍ର ପ୍ରତାପ କେଶରୀ ଦେବଙ୍କୁ ଦଳ ପକ୍ଷରୁ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି। ଦାୟିତ୍ୱ ମିଳିବା ପରେ ପ୍ରତାପ ପିପିଲି ନିର୍ବାଚନମଣ୍ଡଳୀ ଯାଇ…

ସେବାୟତଙ୍କ କୋଭିଡ୍‌ ଟେଷ୍ଟ୍‌ ଆରମ୍ଭ

ପୁରୀ ଅଫିସ,୨୮।୧: ଶ୍ରୀମନ୍ଦିର ସେବାୟତ ମାନଙ୍କର ବୁଧବାର ଠାରୁ କୋଭିଡ୍‌ ଟେଷ୍ଟ ଆରମ୍ଭ ହୋଇଛି। ଏହା ଆସନ୍ତା ମାର୍ଚ୍ଚ ୧ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରତିଦିନ ୫୦ଜଣଙ୍କ ଆର୍‌ଟିପିସିଆର୍‌ ଟେଷ୍ଟ କରାଯାଇ ସ୍ବାବ୍‌ ସଂଗ୍ରହ ହେବ। ଏଥିଲାଗି ପୁରୀ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ…

ପୁରୀ ବାସେଳି ସାହି ଥାନା ହାଜତ ମୃତ୍ୟୁ ମାମଲା

କଟକ ଅଫିସ,୨୮।୧: ପୁରୀ ବାସେଳି ସାହି ଥାନା ହାଜତ ମୃତ୍ୟୁ ଘଟଣାରେ ବୁଧବାର ଆବେଦନକାରୀଙ୍କ ପକ୍ଷରୁ ହାଇକୋର୍ଟରେ ଏକ ସତ୍ୟପାଠ ଦାଖଲ କରାଯାଇଛି। ଏଫ୍‌ଆଇଆର୍‌ରେ କିପରି ଦ୍ୱନ୍ଦ୍ୱ ରହିଛି ସେନେଇ ଆବେଦନକାରୀ ପ୍ରଶ୍ନ ଉଠାଇଛନ୍ତି। ଏହି ଆଧାରରେ ହାଇକୋର୍ଟ ରାଜ୍ୟ ସରକାରଙ୍କୁ…

ପୁରୀ-ଋଷିକେଶ ମଧ୍ୟରେ ଚାଲିବ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ହରିଦ୍ୱାରରେ ମହାକୁମ୍ଭ ମେଳା ସମୟରେ ପୁରୀ ଓ ଯୋଗ ନଗରୀ ଋଷିକେଶ ମଧ୍ୟରେ ସ୍ବତନ୍ତ୍ର ଟ୍ରେନ୍‌ ଚଳାଇବାକୁ ନିଷ୍ପତ୍ତି ନିଆଯାଇଛି। ପୁରୀ-ଯୋଗ ନଗରୀ ଋଷିକେଶ-ପୁରୀ ସ୍ପେଶାଲ ଟ୍ରେନ ଜାନୁୟାରୀ ୨୭ରୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ଚାଲିବ। ଏହି ଟ୍ରେନ୍‌ ପୁରୀରୁ…

ବକୁଳବନର ପୁନରୁଦ୍ଧାର ପାଇଁ ଶପଥ

ସାକ୍ଷୀଗୋପାଳ,୨୩ା୧(ସ୍ବ.ପ୍ର./ଡି.ଏନ୍‌.ଏ.): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଏବଂ ସତୀର୍ଥମାନଙ୍କ ଦ୍ୱାରା ନିର୍ମିତ ମଣିଷ ତିଆରି କାରଖାନା, ସେବା, ସଂସ୍କାର ଓ ସାହିତ୍ୟ ସାଧନାରେ ପରିପୁଷ୍ଟ ଓଡ଼ିଶାର ଅନ୍ୟତମ ଐତିହାସିକ ପୀଠ ସତ୍ୟବାଦୀସ୍ଥିତ ବକୁଳବନର ହଜିଲା ସ୍ମୃତିକୁ ଫେରାଇ ଆଣିବାକୁ ଓଲିଉଡ ଅଭିନେତା…

ମିଳିଲା ମହାପ୍ରଭୁଙ୍କ ଦର୍ଶନ

ପୁରୀ ଅଫିସ,୨୨।୧: ହଟିଛି କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ କଟକଣା। ଦାରୁଦିଅଁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଛୁଟିଛନ୍ତି ଶ୍ରଦ୍ଧାଳୁ। ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ସଂଖ୍ୟାରେ ଦର୍ଶନାର୍ଥୀ ଗୁରୁବାର ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି। ଗୁରୁବାର ସହଜ ଦର୍ଶନ ଆରମ୍ଭ ହୋଇଥିବାରୁ ଏଥିପାଇଁ…

ଆଜିଠୁ ସହଜ ଦର୍ଶନ

ପୁରୀ ଅଫିସ,୨୧।୧:ଶ୍ରୀମନ୍ଦିରରେ ଗୁରୁବାରଠାରୁ ବିନା କୋଭିଡ୍‌ ନେଗେଟିଭ୍‌ ରିପୋର୍ଟରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ସକାଳ ୭ଟାରୁ ଶ୍ରଦ୍ଧାଳୁମାନେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଓ ସ୍ବତନ୍ତ୍ର ଏସ୍‌ଓପି ମାନି ମନ୍ଦିରକୁ ଯାଇ ଦାରୁଦିଅଁଙ୍କୁ ଦର୍ଶନ କରିପାରିବେ। ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗଙ୍କ ପାଇଁ…

୬୦ ଲକ୍ଷ ବ୍ୟୟରେ ହେବ କୁଶଭଦ୍ରା ନଦୀ ଖନନ

ନିମାପଡ଼ା,୧୯।୧(ଡି.ଏନ୍‌.ଏ.): କୁଶଭଦ୍ରା ନଦୀରେ ବନ୍ୟାଜଳ ସୁଚାରୁରୂପେ ନିଷ୍କାସନ ହେବା ନିମନ୍ତେ ୬୦ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କୁଶଭଦ୍ରା ନଦୀ ଗର୍ତ୍ତ ଖୁବଶୀଘ୍ର ଖନନ କରାଯିବ ବୋଲି ସୋମବାର ନିମାପଡ଼ାରେ ଆୟୋଜିତ ଧନୁଅଁା ବନ୍ୟା ନିୟନ୍ତ୍ରିତ କମିଟିର ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?