କାର୍ତ୍ତିକରେ ମିଳିବ ଅବଢ଼ା
ପୁରୀ ଅଫିସ,୨୧ା୧୦: ଆସନ୍ତା ନଭେମ୍ବର ପହିଲାରୁ ଧର୍ମମାସ କାର୍ତ୍ତିକ ଆରମ୍ଭ ହେଉଛି। ଏହି ପବିତ୍ର ମାସରେ ପୁରୀରେ ହଜାର ହଜାର ସଂଖ୍ୟାରେ ହବିଷିଆଳି ରହି କାର୍ତ୍ତିକ ବ୍ରତ ପାଳିଥାନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ଗତ କିଛିବର୍ଷ ହେବ ପ୍ରାୟ ୩…
ଟ୍ରେନ ଇଞ୍ଜିନ ଲାଇନଚ୍ୟୁତ
ପୁରୀ ଅଫିସ,୨୦।୧୦: ପୁରୀ ଜିଲା ଚନ୍ଦନପୁର ଓ ତୁଳସୀଚୌରା ମଧ୍ୟରେ ଗୋଟିଏ ଟ୍ରେନର ଇଞ୍ଜିନ ଲାଇନଚ୍ୟୁତ ହୋଇଛି। ସୋମବାର ରାତିରେ ଯାତ୍ରୀ ନ ଥିବା ଖାଲି ବଗି ପୁରୀ ଆସୁଥିବା ବେଳେ ଲାଇନଚ୍ୟୁତ ଘଟିଥିଲା। ଉକ୍ତ ଟ୍ରେନ ଇଞ୍ଜିନ ଆଗର ତିନୋଟି…
ପିପିଲି ମେଡିକାଲରେ ଅବ୍ୟବସ୍ଥା ନେଇ ଧାରଣା
ପିପିଲି,୨୦।୧୦(ସ୍ବ.ପ୍ର.): ପିପିଲି ସରକାରୀ ମେଡିକାଲରେ ବିଭିନ୍ନ ସମସ୍ୟାକୁ ନେଇ ଲାଗିରହିଛି ଅବ୍ୟବସ୍ଥା। ଡାକ୍ତର ନିଯୁକ୍ତିଠାରୁ ଆରମ୍ଭ କରି ନିରାମୟ ସେବା, ସ୍ବାସ୍ଥ୍ୟ କର୍ମଚାରୀ ନିଯୁକ୍ତ, ମେଡିକାଲ ଯନ୍ତ୍ରାଂଶ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ଆବଶ୍ୟକ ଥିବାବେଳେ ପ୍ରଶାସନ ପକ୍ଷରୁ ଅଣଦେଖା କରାଯାଉଛି। ଏ ନେଇ…
ସ୍ବର୍ଗଦ୍ୱାରରୁ ହଟିଲା କଟକଣା
ପୁରୀ ଅଫିସ,୧୯ା୧୦: ମହାମାରୀ କରୋନା ପାଇଁ ସ୍ବର୍ଗଦ୍ୱାରରେ ମୃତଦେହ ଦାହ ଉପରେ ଲଗାଯାଇଥିବା କଟକଣା ହଟିଛି । ସୋମବାର ଜିଲାପାଳ ବଲୱନ୍ତ ସିଂ ଏ ସମ୍ପର୍କରେ ସ୍ପଷ୍ଟ କରିଛନ୍ତି । ଏଣିକି ସରକାରଙ୍କ କୋଭିଡ୍ ଗାଇଡ୍ ଲାଇନ ଅନୁପାଳନ କରି ଜିଲା…
ଶ୍ରୀମନ୍ଦିର ଖୋଲିବା ପ୍ରସଙ୍ଗ ନେଇ ଶଙ୍କରାଚାର୍ଯ୍ୟଙ୍କ ମତ ଲୋଡିଲା ଜଗନ୍ନାଥ ସେନା
ପୁରୀ ଅଫିସ, ୧୯।୧୦: ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବା ଏବଂ ୨୬ ବର୍ଷ ପରେ ପଡ଼ୁଥିବା ଜାଗାର୍ଜୁଦ ବେଶ ଦର୍ଶନ ପ୍ରସଙ୍ଗରେ ଜଗତ୍ଗୁରୁ ଶଙ୍କାରାଚାର୍ଯ୍ୟଙ୍କଠାରୁ ଧାର୍ମିକ ମତ ଲୋଡିଛି ଜଗନ୍ନାଥ ସେନା। ସୋମବାର ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ପ୍ରମୁଖ ଗୋବର୍ଦ୍ଧନ…
ବ୍ରିଟେନରେ ହେବ ଜଗନ୍ନାଥ ମନ୍ଦିର
ପୁରୀ ଅଫିସ,୧୯ା୧୦: ମହାପ୍ରଭୁ ହେଉଛନ୍ତି ଜଗତର ଠାକୁର। ତାଙ୍କ ମାୟାରେ ବନ୍ଧା ସମଗ୍ର ବିଶ୍ୱ। ମହାପ୍ରଭୁଙ୍କ ପ୍ରତି ଗଭୀର ଆସ୍ଥା ଓ ବିଶ୍ୱାସ ରଖିଥିବା ବହୁ ଜଗନ୍ନାଥପ୍ରେମୀ ବିଭିନ୍ନ ଦେଶରେ ରହିଛନ୍ତି। ଅନେକ ରାଷ୍ଟ୍ରରେ ପ୍ରବାସୀ ଓଡ଼ିଆ ଜଗନ୍ନାଥ ମନ୍ଦିର ଗଢି…
କଟକଣା ଭିତରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲୁ: ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ଜୟନ୍ତ
ପୁରୀ ଅଫିସ,୧୯ା୧୦: କରୋନା କଟକଣାକୁ ପାଳନ କରି ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବାକୁ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ମତ ରଖିଛନ୍ତି। ଏ ନେଇ ସେ ରବିବାର ସାମାଜିକ ଗଣମାଧ୍ୟମ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ଜୟନ୍ତ ତାଙ୍କ ପୋଷ୍ଟରେ ଉଲ୍ଳେଖ…
କଟକଣା ମାନିଲେ, ଅରୁଣ ସ୍ତମ୍ଭ ପାଖକୁ ଗଲେନି
ପୁରୀ ଅଫିସ୍,୧୮ା୧୦: କରୋନା କଟକଣା ପାଇଁ ମାର୍ଚ୍ଚ ୨୦ରୁ ଶ୍ରୀମନ୍ଦିରକୁ ଭକ୍ତଙ୍କୁ ଛଡ଼ାଯାଉ ନାହିଁ। କିନ୍ତୁ ଅନେକ ସମୟରେ ବିଭିନ୍ନ ଦଳର ନେତା, ମନ୍ତ୍ରୀ ମହାପ୍ରଭୁଙ୍କ ଆଶିଷ ଭିକ୍ଷା ପାଇଁ ଆସି ଅରୁଣ ସ୍ତମ୍ଭ ପାଖକୁ ଯାଇଛନ୍ତି। ଅରୁଣ ସ୍ତମ୍ଭ ନିକଟରୁ…
ବେଳାଭୂମିରେ କରୋନା ବିଜୟୀଙ୍କ ଯୋଗ
ପୁରୀ ଅଫିସ,୧୮ା୧୦: ପୁରୀ ବେଳାଭୂମିରେ ଜିଲା ପ୍ରଶାସନ ପକ୍ଷରୁ ଏକ ନିଆରା କାର୍ଯ୍ୟକ୍ରମ ମୋ ବିଚ୍ ଯୋଗ ଅନୁଷ୍ଠିତ ହୋଇଛି। ତାହା ପୁଣି କରୋନା ବିଜୟୀଙ୍କୁ ନେଇ । ଶନିବାର ସକାଳେ ବ୍ଲୁ ଫ୍ଲାଗ ବେଳାଭୂମିରେ ଏହି ଯୋଗ କାର୍ଯ୍ୟକ୍ରମ ଅନୁଷ୍ଠିତ…
୩ ମାସରେ ସରିବ ଜମି ଅଧିଗ୍ରହଣ
ପୁରୀ ଅଫିସ,୧୮ା୧୦: ବିଶ୍ୱ ଐତିହ୍ୟ ସହର ହେବ ପୁରୀ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ପରିଚୟ ପାଇବ ଶ୍ରୀକ୍ଷେତ୍ର। ଏଠାରେ ଭକ୍ତ, ପର୍ଯ୍ୟଟକଙ୍କୁ ମିଳିବ ଅତ୍ୟାଧୁନିକ ସେବା ଓ ସୁବିଧା। ରାଜ୍ୟ ସରକାରଙ୍କ ସ୍ବପ୍ନର ପୁରୀକୁ ବାସ୍ତବ ରୂପ ଦେବା ଲାଗି…
ଶିଳାନ୍ୟାସକୁ ୨ବର୍ଷ ବିତିଲା: ଅନିଶ୍ଚିତତାରେ ଓଡ଼ିଆ ବିଶ୍ୱବିଦ୍ୟାଳୟ
ପୁରୀ ଅଫିସ,୧୮।୧୦: ସତ୍ୟବାଦୀର ବକୁଳବନରେ ପ୍ରସ୍ତାବିତ ଓଡ଼ିଆ ବିଶ୍ୱବିଦ୍ୟାଳୟର ଭାଗ୍ୟ ଫିଟୁ ନାହିଁ। ପଞ୍ଚସଖା ଓଡ଼ିଆ ନବଜାଗରଣର ଯେଉଁ ସ୍ବପ୍ନ ଦେଖିଥିଲେ ତାହା ପୂରଣ ହୋଇପାରୁ ନାହିଁ। ଫଳରେ ସ୍ବାଭିମାନୀ ଓଡ଼ିଆଙ୍କ ମନ ଆଶା ଆଶଙ୍କାରେ ଛନ୍ଦି ହୋଇଯାଇଛି। କାରଣ ଓଡ଼ିଆ…
ପୁରୀରେ ମୁଖ୍ୟମନ୍ତ୍ରୀ: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର କଲେ ତଦାରଖ
ପୁରୀ ଅଫିସ,୧୭ା୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଗସ୍ତରେ ଆସିଛନ୍ତି। ଶ୍ରୀମନ୍ଦିର ଐତିହ୍ୟ ନିରାପତ୍ତା ବଳୟ ମଧ୍ୟରେ ଚାଲିଥିବା ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଅପରାହ୍ନରେ ମୁଖ୍ୟମନ୍ତ୍ରୀ ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବାଗତ କରାଯାଇଥିଲା।…
Archives


