Odisha Elections 2024

ପୁରୀ

ମନ୍ତ୍ରଣାର କେନ୍ଦ୍ର ଥିଲା ଗଙ୍ଗାମାତା ମଠ ସୁଡ଼ଙ୍ଗ: ଏବେ ଶ୍ରଦ୍ଧାଳୁଙ୍କ ପାଇଁ ପାଲଟିଛି ଦର୍ଶନୀୟ ସ୍ଥାନ

ପୁରୀ ଅଫିସ, ୧୬।୨: ଗଙ୍ଗାମାତା ମଠ ସୁଡ଼ଙ୍ଗ। ଏକଦା ଏହି ସୁଡ଼ଙ୍ଗ ଥିଲା ମନ୍ତ୍ରଣାର କେନ୍ଦ୍ର। ଶ୍ରୀମନ୍ଦିର ଉପରେ ହେଉଥିବା ଆକ୍ରମଣରୁ କିପରି ମହାପ୍ରଭୁଙ୍କୁ ରକ୍ଷା କରାଯାଇପାରିବ ସେ ନେଇ ଏହା ମଧ୍ୟରେ ବିଚାର ବିମର୍ଶ କରାଯାଉଥିଲା। ପରବର୍ତ୍ତୀ ସମୟରେ...

ଉଲ୍ଲଂଘନ ହେଉଛି କଟକଣା: ଶ୍ରୀମନ୍ଦିରରେ ପାନଛେପ ଦେଖି ୫-ଟି ସଚିବ କ୍ଷୁବ୍ଧ

ପୁରୀ ଅଫିସ, ୧୬।୨: ଶ୍ରୀମନ୍ଦିର ଭିତରକୁ ପାନ, ଗୁଟ୍‌ଖା ଉପରେ କଟକଣା ରହିଛି। କେହି ଏସବୁ ଖାଇ କିମ୍ବା ନେଇ ମନ୍ଦିର ଭିତରକୁ ପ୍ରବେଶ କରିପାରିବେ ନାହିଁ ବୋଲି ନିର୍ଦ୍ଦେଶନାମା ଜାରି କରାଯାଇଛି। କୌଣସି ବ୍ୟକ୍ତି ଯଦି ଏହାକୁ ଉଲ୍ଲଂଘନ...

ନୀତି ବିଳମ୍ବ ସହ ବଡ଼ ମହାସ୍ନାନ

ପୁରୀ ଅଫିସ,୧୬ା୨: କୌଣସି ପରିସ୍ଥିତିରେ ମହାପ୍ରଭୁଙ୍କ ସେବା ପୂଜାରେ ବିଳମ୍ବକୁ ବରଦାସ୍ତ କରାଯିବ ନାହିଁ। ଯେଉଁ ପାଳିଆ ସେବକ ୩ଥର ନୀତିରେ ବିଳମ୍ବ କରିବେ ତାଙ୍କୁ ସେବାରୁ ବହିଷ୍କାର କରାଯିବ। ଏପରି କି ଜାଣିଶୁଣି ଯଦି କେହି ଥରେ ବି...

ପୁରୀ ଜିଲା ଚିଠି: ବାଡ଼ ଖାଉଛି ଫସଲ

ମହାପ୍ରଭୁଙ୍କ ବିଭିନ୍ନ ଯାନିଯାତ୍ରା ମଧ୍ୟରୁ ପ୍ରସିଦ୍ଧ ହେଉଛି ରଥଯାତ୍ରା। ପବିତ୍ର ଆଷାଢ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥିରେ ଏହା ଅନୁଷ୍ଠିତ ହୋଇଥାଏ। ଏହା କେବଳ ପୁରୀ କି ଓଡ଼ିଶାରେ ସୀମିତ ନୁହେଁ, ଭାରତର ବିଭିନ୍ନ ରାଜ୍ୟ ଏପରି କି ବିଦେଶର...

‘ଶହୀଦ ମନୋଜ ଦେଶ ପାଇଁ ଗର୍ବ ଓ ଗୌରବ’

ନିମାପଡ଼ା,୧୫।୨ (ଡି.ଏନ୍‌.ଏ.): ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାର ଲେଥ୍‌ପୋରାରେ ୨୦୧୯ ଫେବୃୟାରୀ ୧୪ରେ ଆତଙ୍କବାଦୀଙ୍କ ଆକ୍ରମଣରେ ଶହୀଦ ହୋଇଥିବା ଓଡ଼ିଆ ଯବାନ ମନୋଜ ବେହେରା ଆମ ଦେଶ ପାଇଁ ଗର୍ବ ଓ ଗୌରବ ବୋଲି ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ...

ପୁରୀରେ କାଉ ମଡ଼କ: ବାର୍ଡ ଫ୍ଲୁ ସନ୍ଦେହ

ପୁରୀ ଅଫିସ,୧୫।୨ : ପୁରୀ ସହରରେ କାଉ ମଡ଼କ ଦେଖା ଦେଇଛି। ବାର୍ଡ ଫ୍ଲୁ ଯୋଗୁ କାଉଙ୍କ ମୃତ୍ୟୁ ହେଉଥିବା ସନ୍ଦେହ କରି ସହରବାସୀ ମଧ୍ୟ ଭୟଭୀତ ହୋଇପଡିଛନ୍ତି। ସୋମବାର ସକାଳେ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ (ଡିଇଓ) ସମ୍ମୁଖ ରାସ୍ତାରେ...

ଡି.ବିଶାଖାଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ: ସହଯୋଗର ହାତ ବଢ଼ାଇଲା ପେଣ୍ଠକଟା ତେଲୁଗୁ ଯୁବକ ସଂଘ

ପୁରୀ ଅଫିସ,୧୪।୨: ପୁରୀ ପେଣ୍ଠକଟାସ୍ଥିତ ଡି.ବାବାଜୀ ଓ ଡି.ଚିତାମ୍ମାଙ୍କ ବଡ଼ପୁଅ ଡି.ବିଶାଖା(୧୮) ଗତ ୧ ମାସ ଧରି ବୋନ୍‌ମ୍ୟାରୋ ରୋଗରେ ଆକ୍ରାନ୍ତ ହୋଇ ଜୀବନ ସହ ସଂଗ୍ରାମ କରୁଛନ୍ତି। ହାଇଦ୍ରାବାଦସ୍ଥିତ ଏକ ଘରୋଇ ହସ୍ପିଟାଲରେ ବିଶାଖା ଚିକିତ୍ସାଧୀନ ଅଛନ୍ତି। ତାଙ୍କ...

କୋଣାର୍କ ମନ୍ଦିରରେ କାରୁକାର୍ଯ୍ୟପୂର୍ଣ୍ଣ ପଥର କାଢ଼ି ସାଦା ପଥର ଲଗାଯିବା ପ୍ରସଙ୍ଗ: ସ୍ଥିତି ପରଖିଲେ ସଂସ୍କୃତି ସଚିବଙ୍କ ସହ ୪ ଜଣିଆ ଟିମ୍‌

କୋଣାର୍କ,୧୩।୨(ଡି.ଏନ୍‌.ଏ.): ବିଶ୍ୱ ଐତିହ୍ୟସ୍ଥଳ କୋଣାର୍କ ସୂର୍ଯ୍ୟମନ୍ଦିର ମରାମତି ନାମରେ କାରୁକାର୍ଯ୍ୟପୂର୍ଣ୍ଣ ପଥରକୁ କାଢ଼ି ସାଦା ପଥର ଲଗାଯିବା ନେଇ ବିଭିନ୍ନ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହି ଅଭିଯୋଗକୁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା(ଏଏସ୍‌ଆଇ) ଖଣ୍ଡନ କରିବା ପରେ...

ଅସନ୍ତୋଷ ପରେ ମାଟିମଣ୍ଡପ ସାହି ପାର୍କିଂ ଟେଣ୍ଡର ବାତିଲ

ପୁରୀ ଅଫିସ,୧୩।୨: ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ ମଧ୍ୟରେ ଥିବା ଏମାର ମଠର କେତେକ ଅଂଶ ଭଙ୍ଗା ଯାଇଥିଲା। ପରବର୍ତ୍ତୀ ସମୟରେ ସେଠାରେ ଲୋକେ ଦୁଇଚକିଆ ଯାନ ପାର୍କିଂ କରୁଥିଲେ। ଗତ ଫେବୃୟାରୀ ପହିଲାରୁ ମାଟିମଣ୍ଡପ ସାହି ଦୁଇଚକିଆ ପାର୍କିଂସ୍ଥଳ ନାମରେ...

ଶ୍ରୀବିଗ୍ରହଙ୍କ ଚିତାଲାଗିରେ ତ୍ରୁଟି

ପୁରୀ ଅଫିସ,୧୩ା୨: ଶ୍ରୀବିଗ୍ରହଙ୍କ ଶ୍ରୀମସ୍ତକରେ ଲାଗିଥିବା ଚିତାରେ ରହିଛି ତ୍ରୁଟି। ସେବାୟତଙ୍କ ଖାମଖିଆଲି ଯୋଗୁ ଏପରି ହୋଇଥିବା ଅଭିଯୋଗ ଶୁଣିବାକୁ ମିଳୁଛି। ଶ୍ରାବଣ ମାସ ଅମାବାସ୍ୟା ତିଥିରେ ପରମ୍ପରା ଅନୁଯାୟୀ ଦଇତାପତିମାନେ ମହାପ୍ରଭୁଙ୍କ ମସ୍ତକରେ ପୂର୍ବରୁ ଖୋଲା ଯାଇଥିବା ଦୁର୍ମୂଲ୍ୟ...

ପ୍ରାକୃତିକ ବିପର୍ଯ୍ୟୟ, ଐତିହ୍ୟ ଓ କୀର୍ତ୍ତିରାଜିର ସୁରକ୍ଷା ପାଇଁ ରାମଚଣ୍ଡୀରେ ବିଶ୍ୱସ୍ତରୀୟ ମକ୍‌ଡ୍ରିଲ୍‌: ସାମିଲ ହେଲେ ୭ ଦେଶର ପ୍ରତିନିଧି

କୋଣାର୍କ,୧୨।୨(ଡି.ଏନ୍‌.ଏ.)- ବୁଧବାର ଏନ୍‌ଡିଆର୍‌ଏଫ୍‌ ପକ୍ଷରୁ ବିଶ୍ୱସ୍ତରୀୟ ମକଡ୍ରିଲ କୋଣାର୍କ ରାମଚଣ୍ଡୀଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ର ଗୃହମନ୍ତ୍ରୀ ଓ ଏନ୍‌ଡିଆର୍‌ଏଫ୍‌ ଡିଜି ଯୋଗଦେଇ ଉଦ୍‌ଘାଟନ କରିଥିଲେ। ବିଶ୍ୱ ତାପମାତ୍ରା ବଢିବା ଏବଂ ଜଳବାୟୁ ପରିବର୍ତ୍ତନ ଲାଗି ବିଭିନ୍ନ ସମୟରେ ବାତ୍ୟା,...

ଘରୋଇ ବସ୍‌ରେ ବାର୍ଷିକ ଯାଉଛନ୍ତି ୨୦.୪୪ କୋଟି ଯାତ୍ରୀ

ପୁରୀ ଅଫିସ, ୧୨।୨:ଯାତ୍ରୀ ପରିବହନ ଏକ ସେବା। ବସ୍‌ ମାଲିକମାନେ ଏହିଭଳି ଏକ ସେବା ଯୋଗାଇ ଆସୁଛନ୍ତି। ଓଡ଼ିଶାର ଘରୋଇ ବସ୍‌ଗୁଡ଼ିକ ବର୍ଷକ ମଧ୍ୟରେ ୨୩୩ କୋଟି ୬୦ ଲକ୍ଷ କିଲୋମିଟର ଯାତ୍ରା କରି ୨୦.୪୪ କୋଟି ଯାତ୍ରୀ ପରିବହନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri