୭ ମହିଳାଙ୍କ ସମେତ ୧୯ ଗିରଫ
ବ୍ରହ୍ମଗିରି,୧୩।୧୦(ଡି.ଏନ୍.ଏ.): ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଡିମିରିସେଣା ଡିହ ଭୋଇସାହିରେ ରବିବାର ପାଣି ପାଇପ ସଂଯୋଗକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ସଂଘର୍ଷ ଘଟି ୨ ଜଣଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ପୋଲିସ ଦୁଇଟି ମାମଲା(ନଂ.୧୬୭, ୧୬୮/୨୦)…
ଆଶୀର୍ବାଦ ପାଇଁ ସିଂହଦ୍ୱାରରେ ଆରାଧନା
ପୁରୀ ଅଫିସ, ୧୩।୧୦: ସେ ଭାବର ଠାକୁର, ଭକ୍ତର ଭଗବାନ। ଭକ୍ତି ଭାବରେ ସେ ବନ୍ଧା। ତାଙ୍କୁ ଯିଏ ଯେମିତି ଡାକନ୍ତି ତା’ ଡାକ ସେ ସେମିତି ଶୁଣନ୍ତି। ଏମିତି ଆସ୍ଥା ଓ ବିଶ୍ୱାସ ରଖି କାହିଁ କେତେ ଦୂରରୁ ଭକ୍ତ…
ପ୍ଲାଜମା ଦାନ କରିବେ ଶ୍ରୀମନ୍ଦିର ସେବାୟତ
ପୁରୀ ଅଫିସ, ୧୨।୧୦: ମହାମାରୀ କରୋନା ସହିତ ଲଢ଼ି ବିଜୟୀ ହୋଇଥିବା ୮ ଯୁବ ସେବାୟତ ପ୍ଲାଜମା ଦାନ କରିବାକୁ ଆଗେଇ ଆସିଛନ୍ତି। କରୋନା ଆକ୍ରାନ୍ତଙ୍କ କ୍ଷେତ୍ରରେ ପ୍ଲାଜମା ଚିକିତ୍ସା ସଫଳ ହେଉଥିବାରୁ ଅନ୍ୟ ମାନଙ୍କ ଜୀବନ ରକ୍ଷା ଲାଗି ଏମାନେ…
୧୦ବର୍ଷ ହେଲା ଶଯ୍ୟାଶାୟୀ ତରୁଣ
ପିପିଲି,୧୨।୧୦(ସ୍ବ.ପ୍ର.): ଗଛରୁ ପଡ଼ି ମେରୁଦଣ୍ଡ ଆଘାତ ଲାଗିଥିବାରୁ ୧୦ବର୍ଷ ହେଲା ଶଯ୍ୟାଶାୟୀ ହୋଇଛନ୍ତି ୩୦ ବର୍ଷୀୟ ତରୁଣ ଡଗର। ନିଜେ ଉଠିବସି ପାରୁନାହାନ୍ତି କି ନିତ୍ୟକାର୍ଯ୍ୟ କରିପାରୁନାହାନ୍ତି। ଦୀର୍ଘବର୍ଷ ଶଯ୍ୟାରେ ପଡ଼ି ରହିବାରୁ ଦେହରେ ଘାଆ ହେବାକୁ ଲାଗିଲାଣି। ସ୍ବାସ୍ଥ୍ୟବସ୍ଥା ବିଗୁଡ଼ୁଥିଲେ…
ଅସୁସ୍ଥ ସ୍ତ୍ରୀଙ୍କୁ ଟ୍ରଲିରେ ୯୦ କି.ମି. ବୋହିବା ଘଟଣା: ଜୀବନ ଯୁଦ୍ଧରେ ହାରିଗଲେ ସୁକାନ୍ତି
କଟକ ଅଫିସ/ପୁରୀ ଅଫିସ/ସାକ୍ଷୀଗୋପାଳ: (ଡି.ଏନ୍.ଏ.), ୧୨।୧୦ଶେଷରେ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି ସୁକାନ୍ତି ଭୋଇ। କଟକ ଏସ୍ସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମଧ୍ୟାହ୍ନରେ ସେ ସବୁଦିନ ପାଇଁ ଆଖିବୁଜି ଦେଇଛନ୍ତି। ଅନ୍ୟପକ୍ଷରେ ରୋଗଣା ସ୍ତ୍ରୀଙ୍କ ଜୀବନ ବଞ୍ଚାଇବାକୁ ପରିଣତ ବୟସରେ କବୀର…
ପୁରୀର ଗୋଲ୍ଡେନ୍ ବିଚ୍କୁ ବ୍ଲୁ ଫ୍ଲାଗ୍ ମାନ୍ୟତା
ପୁରୀ ଅଫିସ,୧୧।୧୦: ପୁରୀ ବେଳାଭୂମିକୁ ମିଳିଛି ଅନ୍ତର୍ଜାତୀୟ ସଫଳତା। ବହୁ ପ୍ରତୀକ୍ଷିତ ବ୍ଲୁ ଫ୍ଲାଗ୍ ମାନ୍ୟତା ପାଇଛି ପୁରୀର ଗୋଲ୍ଡେନ୍ ବିଚ୍ । ଡେନ୍ମାର୍କର ଫି’ ସଂସ୍ଥା ପକ୍ଷରୁ ଏହି ମାନ୍ୟତା ମିଳିଛି। ଦିଗବାରିଣୀ ଖୁଣ୍ଟିଠାରୁ ମେ ଫାୟାର ହୋଟେଲ୍ ପର୍ଯ୍ୟନ୍ତ…
ଭଙ୍ଗା କୁଡୁଆରେ ଅବଢ଼ା ଖାଇଲେ
ପୁରୀ ଅଫିସ,୧୧।୧୦: ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଆଖି ପୂରେଇ ଦେଖିବାର ସୁଯୋଗ ନାହିଁ। ସାତଦରିଆ ପାରି ହୋଇ ଶ୍ରୀକ୍ଷେତ୍ରକୁ ଆସିଥିଲେ ବି ବାଇଶ ପାହାଚରେ ସେମାନଙ୍କୁ ପାଦ ପକାଇବା ମନା। ଚକାଆଖି ସହ ଆଖି ମିଶାଇବା ସୁଯୋଗ ନ ଥାଉ ବରଂ…
ପାଣି ପାଇଁ ବୋହିଲା ରକ୍ତ: ଦୁଇ ମୃତ, ୧୦ରୁ ଊର୍ଦ୍ଧ୍ୱ ଗୁରୁତର
ବ୍ରହ୍ମଗିରି,୧୧।୧୦( ଡି.ଏନ୍. ଏ) : ପିଇବା ପାଣି ସଂଯୋଗ ନେବାକୁ କେନ୍ଦ୍ରକରି ରବିବାର ଦୁଇ ପରିବାର ମଧ୍ୟରେ ସଂଘର୍ଷ ଘଟିଛି। ଏହି ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଗୁରୁତର ହୋଇଛନ୍ତି। ତେବେ ଏଭଳି ହୃଦୟ ବିଦାରକ…
ବଦଳୁଛି ସ୍ବର୍ଗଦ୍ୱାର ଚିତ୍ର
ପୁରୀ ଅଫିସ, ୧୧। ୧୦: ବଦଳୁଛି ସ୍ବର୍ଗଦ୍ୱାର ଚିତ୍ର। ପୁରୁଣା ସ୍ବର୍ଗଦ୍ୱାରକୁ ସୁବ୍ୟବସ୍ଥିତ ଢଙ୍ଗରେ ଦିଆଯାଉଛି ନୂଆ ରୂପ। ମୃତଦେହକୁ ଉଚିତ ସମ୍ମାନ ଓ ପରିଜନଙ୍କୁ ଅତ୍ୟାଧୁନିକ ସେବା ସୁବିଧା ଉପଲବ୍ଧ କରାଇବା ଲକ୍ଷ୍ୟରେ ଚାଲିଛି ନବୀକରଣ କାର୍ଯ୍ୟ। ପ୍ରତିଟି ହିନ୍ଦୁଙ୍କର…
ଅସୁସ୍ଥ ସ୍ତ୍ରୀଙ୍କୁ ୯୦କି.ମି. ବୋହିଲେ
କଟକ ଅଫିସ/ସାକ୍ଷୀଗୋପାଳ,(ଡି.ଏନ୍.ଏ)୧୧। ୧୦:ରାଜ୍ୟରେ ଚିକିତ୍ସା ସେବା ସମସ୍ତଙ୍କୁ ଯେପରି ଠିକ୍ଭାବେ ମିଳିପାରିବ ସରକାର ସେଥିପାଇଁ ଅନେକ ଯୋଜନା କରିଛନ୍ତି। ଏଥିପାଇଁ ବିଭିନ୍ନ ହସ୍ପିଟାଲର ଭିତ୍ତିଭୂମିକୁ ସୁଦୃଢ଼ କରାଯାଉଛି। ରୋଗୀଙ୍କୁ ଚିକିତ୍ସା ସେବା ଯୋଗାଇବା ପାଇଁ ମାଗଣା ଆମ୍ବୁଲାନ୍ସ ବ୍ୟବସ୍ଥା ମଧ୍ୟ କରାଯାଇଛି।…
ସାମ୍ପ୍ରତିକ ସ୍ଥିତିରେ ଶ୍ରୀମନ୍ଦିର ନ ଖୋଲୁ
ପୁରୀ ଅଫିସ, ୧୦ । ୧୦: ମହାମାରୀ କରୋନା ପାଇଁ ବନ୍ଦ ଥିବା ରାଜ୍ୟର ବିଭିନ୍ନ ଧାର୍ମିିକସ୍ଥଳ ଖୋଲିବା ନେଇ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ସର୍ବସାଧାରଣଙ୍କ ଦର୍ଶନ ନିମନ୍ତେ ଶ୍ରୀମନ୍ଦିର ଖୋଲିବା ସଂକ୍ରାନ୍ତରେ ସରକାରଙ୍କ ନିର୍ଦ୍ଦେଶ ପାଇବା ପରେ…
କୋଭିଡ ଆଇନ ଉଲ୍ଲଂଘନ ପ୍ରସଙ୍ଗ: କ୍ଷମା ମାଗିଲେ ବିଧାୟକ ଉମା
ପୁରୀ ଅଫିସ,୧୦ା୧୦: କୋଭିଡ୍ ଆଇନ ଉଲ୍ଲଂଘନ କରିଥିବାରୁ ଶେଷରେ କ୍ଷମା ମାଗିଛନ୍ତି ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ। ଶନିବାର ବିଧାୟକ ସାମନ୍ତରାୟ କହିଛନ୍ତି, କରୋନା ସଂକ୍ରମିତ ଥାଇ ସ୍ବର୍ଗଦ୍ୱାରରେ ପହଞ୍ଚତ୍ବା ମୋର ଭୁଲ୍ ଥିଲା। ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ…
Archives


