ପୁରୀ

ଖୋଲା ଆକାଶ ତଳେ ବିପନ୍ନ

ପୁରୀ ଅଫିସ/କଣାସ(ସ୍ବ.ପ୍ର.),୩ା୯:ପୁରୀ ଜିଲାରେ ବନ୍ୟା ପରିସ୍ଥିତି ସ୍ଥିର ରହିଛି। ଜିଲାର ପ୍ରମୁଖ ନଦୀରେ ଯଦିଓ ବନ୍ୟା ପାଣି ଏତେଟା ବଢୁନାହିିଁ କିନ୍ତୁ ସ୍ଥିତିରେ କୌଣସି ସୁଧାର ଆସିନାହିିଁ। କାରଣ ପୂର୍ଣ୍ଣିିମା ଯୋଗୁ ସମୁଦ୍ର ପାଣି ଟାଣୁନି। ତେଣୁ ବିଭିନ୍ନ ଅଞ୍ଚଳରୁ...

ପୁରୀ ବେଳାଭୂମି ପାଇଁ ‘ବ୍ଲୁ ଫ୍ଲାଗ୍‌’ ମାନ୍ୟତା ସୁପାରିସ କଲା କେନ୍ଦ୍ର

ପୁରୀ ଅଫିସ,୩ା୯:ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ବେଳାଭୂମି ପରିବେଶ ଏବଂ ସୌନ୍ଦର୍ଯ୍ୟ ପରିଚାଳନା ସେବା (ବିମ୍‌ସ) କାର୍ଯ୍ୟକ୍ରମ ଅଧୀନରେ ‘ବ୍ଲୁ ଫ୍ଲାଗ୍‌’ ମାନ୍ୟତା ପାଇବା ଲାଗି ଅନ୍ତର୍ଜାତୀୟ ଜୁରୀ (ଡେନ୍‌ମାର୍କ)କୁ ଦେଶର ୮ଟି ବେଳାଭୂମିର ନଁା ସୁପାରିସ କରାଯାଇଛି। ଭାରତ...

ଆରମ୍ଭ ହେଲା ପିତୃପକ୍ଷ

ପୁରୀ ଅଫିସ,୨ା୯: ବୁଧବାରଠାରୁ ଆରମ୍ଭ ହୋଇଛି ପିତୃପକ୍ଷ । ଏହା ୧୫ ଦିନ ଅର୍ଥାତ୍‌ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିବ। ଏହି ୧୫ ଦିିନରେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ତିଳ ତର୍ପଣ ଓ ପିଣ୍ଡଦାନ କରାଯାଇଥାଏ। ଏଥିଲାଗି ଶ୍ରୀକ୍ଷେତ୍ରରେ ତିଳ...

ଡେଲାଙ୍ଗରେ ଲୁଣାର ଉଗ୍ରରୂପ

ପୁରୀ ଅଫିସ/କଣାସ/ଡେଲାଙ୍ଗ/ନିମାପଡ଼ା (ସ୍ବ.ପ୍ର./ଡି.ଏନ୍‌.ଏ), ୨ା୯ : ଦୟା, ରାଜୁଆ, ଭାର୍ଗବୀ, ଧନୁଆ ପରେ ଏବେ ପୁରୀ ଜିଲାରେ ଲୁଣା ନଦୀ ଉଗ୍ରରୂପ ଧାରଣ କରିଛି। ଲୁଣା ନଦୀର ପାଣି ଡେଲାଙ୍ଗ ବ୍ଲକର ଅନେକ ଅଞ୍ଚଳକୁ ବୁଡ଼ାଇ ଦେଇଛି। ବିଶେଷକରି ଡେଲାଙ୍ଗ-କଣାସ...

୬ ମାସ ପରେ ଖୋଲିଲା ସୂର୍ଯ୍ୟମନ୍ଦିର

କୋଣାର୍କ,୨।୯(ଡି.ଏନ୍‌.ଏ.): ମହାମାରୀ କରୋନା ଯୋଗୁ ଦୀର୍ଘ ୬ମାସ ଧରି ବନ୍ଦ ରହିଥିବା ବିଶ୍ୱ ଐତିହ୍ୟ କୋଣାର୍କର ସୂର୍ଯ୍ୟମନ୍ଦିର ମଙ୍ଗଳବାର ଖୋଲିଛି। ଏହା କେନ୍ଦ୍ର ସରକାରଙ୍କ ଅନଲକ ୪.୦ ଗାଇଡ୍‌ଲାଇନ ଅନୁଯାୟୀ ପର୍ଯ୍ୟଟକ ପରିଦର୍ଶନ ପାଇଁ ଖୋଲାଯାଇଛି। ସୂଚନା ଥାଉ କି,...

ମାସେ ବଢ଼ିଲା ପୁରୀ ସ୍ବର୍ଗଦ୍ୱାର କଟକଣା

ପୁରୀ ଅଫିସ,୧ା୯: ମହାମାରୀ କରୋନା ସଂକ୍ରମଣକୁ ନଜରରେ ରଖି ସ୍ବର୍ଗଦ୍ୱାରରେ ପୁରୀ ଜିଲା ବାହାର ମୃତଦେହ ଦାହ ଉପରେ କଟକଣା ଲଗାଯାଇଛି । ଗତ ଜୁଲାଇ ୭ ତାରିଖରୁ ପୁରୀ ଜିଲା ବାହାର ମୃତଦେହ ସ୍ବର୍ଗଦ୍ୱାରରେ ଦାହ କରାଯାଇପାରିବ ନାହିଁ...

କେନାଲ ବନ୍ଧରେ ଜବରଦଖଲକାରୀଙ୍କ ବାଡ଼

ପୁରୀ ଅଫିସ,୩୧ା୮: କୃଷି ଓ କୃଷକଙ୍କ ଉନ୍ନତି ପାଇଁ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ମାତ୍ର ତୃଣମୂଳସ୍ତରରେ ଅନେକ ଲୋକ କୃଷିର ବିକାଶରେ ବାଧକ ସାଜୁଛନ୍ତି। ବ୍ୟକ୍ତିଗତ ଫାଇଦା ପାଇଁ ସେମାନେ ସାମୂହିକ ସ୍ବାର୍ଥକୁ ପ୍ରତିରୋଧ କରୁଛନ୍ତି। ଜଣେ ବ୍ୟକ୍ତି...

ପାଣିଘେରରେ ୩୦ ଗ୍ରାମବାସୀ

ନିମାପଡ଼ା,୩୧ା୮(ଡି.ଏନ୍‌.ଏ.): ଧନୁଆଁ ନଦୀରେ ବନ୍ୟାଜଳ ପ୍ରବାହିତ ହେବା ଫଳରେ ନିମାପଡ଼ା ବ୍ଲକର ଧନୁଆଁ, ରେଞ୍ଚ, ଶଗଡ଼ା, ବଡ଼ମାଛପୁର, ଅଲଣ୍ଡା, ଶାଇଁସଶାସନ ପଞ୍ଚାୟତର ୩୦ଗ୍ରାମ ପାଣିଘେରରେ ରହିଛି। ଦେଖେତା, ବଉଳପଦା, ଭୁଆଁ, ଶୁନୁଗୋରଡି, ବରିହାପଡ଼ା, ରଡବଜାର, ଖଜାପୁରୁ, ଆଙ୍କୁଶୁପୁର, କେରେଣ୍ଡିଆବିନ୍ଧା, ଚିଙ୍ଗୁଡ଼ିଆକଣ୍ଟା,...

ଉବୁଟୁବୁ କଣାସ, ବେଘର ଲୋକେ

ପୁରୀ ଅଫିସ/କଣାସ (ସ୍ବ.ପ୍ର.),୩୧ା୮: ମହାନଦୀରେ ବନ୍ୟା ପାଣି ପ୍ରବାହିତ ହେଉଥିବାରୁ ପୁରୀ ଜିଲାର ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଜିଲା ମଧ୍ୟଦେଇ ଯାଇଥିବା ଦୟା, ଭାର୍ଗବୀ, ରତ୍ନଚିରା, ଲୁଣା, ମକରା, ଧନୁଆ, ରାଜୁଆ ପ୍ରଭୃତି ନଦୀ ଏବେ ଉଛୁଳୁଛି।...

ଶ୍ରୀମନ୍ଦିରରେ ମାରା ହେଲା ଭୋଗ

ପୁରୀ ଅଫିସ, ୩୧।୮: ଦୀର୍ଘଦିନ ପରେ ଶ୍ରୀମନ୍ଦିରରେ ଭୋଗ ମାରା ହୋଇଛି। ଜଣେ ସେବାୟତଙ୍କ ପାଇଁ ଶନିବାର ରାତିରେ ପ୍ରାୟ ୨ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ମହାପ୍ରଭୁଙ୍କ ନୀତିକାନ୍ତି ବିଳମ୍ବ ହୋଇଥିଲା। ଫଳରେ ଠାକୁରଙ୍କ ରାତ୍ରପହୁଡ଼ ହୋଇପାରି ନ ଥିଲା। ସେହିପରି...

ଶ୍ରୀନଅରରେ ସୁନିଆ: ଚାଲିଲା ୬୩ ଅଙ୍କ, ୧୪୨୮ ସାଲ

ପୁରୀ ଅଫିସ,୩୦। ୮: ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଶାସନରେ ୬୨ଅଙ୍କ ଶେଷ ହୋଇଛି। ଶନିବାର ସୁନିଆ ଅବସରରେ ୬୩ ଅଙ୍କ ଏବଂ ୧୪୨୮ ସାଲ ଆରମ୍ଭ ହୋଇଛି। ସେଥିପାଇଁ ଶ୍ରୀନଅରରେ ପାରମ୍ପରିକ ରୀତିରେ ରାଜ ପରମ୍ପରା ଅନୁଷ୍ଠିତ ହୋଇଥିଲା।...

ସୁଜାତାନଗରବାସୀ ଜଳବନ୍ଦୀ: ଏସ୍‌ଆର୍‌ସିଙ୍କୁ ଟୁଇଟ୍‌ ପରେ ମଧ୍ୟ ପଦକ୍ଷେପ ଶୂନ

ପୁରୀ ଅଫିସ,୩୦। ୮: ପ୍ରତିବର୍ଷ ବର୍ଷାଦିନେ ସୁଜାତାନଗର ଏବଂ ମାଟିତୋଟା ଅଞ୍ଚଳବାସୀଙ୍କ ଦୁଃଖ ବଢିଯାଏ। ମାସାଧିକ କାଳ ସେମାନେ ଜଳବନ୍ଦୀ ଜୀବନ ବିତାଇଥାନ୍ତି। ଏଥର ମଧ୍ୟ ସମ୍ପୃକ୍ତ ଅଞ୍ଚଳରେ ସମାନ ଦୁର୍ଦ୍ଦଶା ଦେଖିବାକୁ ମିଳିଛି। ଦୁଇଦିନ ପୂର୍ବରୁ ହୋଇଥିବା ବର୍ଷା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri