ପୁରୀ

ଦିନକୁ ୩ ପର୍ଯ୍ୟାୟରେ ଦାରୁଦିଅଁ ଦର୍ଶନ

ପୁରୀ ଅଫିସ,୨୩ା୧୨: ଦୀର୍ଘ ୯ମାସର ପ୍ରତୀକ୍ଷା ପରେ ବୁଧବାର ଶ୍ରୀମନ୍ଦିର ଖୋଲିବ। କରୋନା କଟକଣା ଭିତରେ ଦାରୁଦିଅଁଙ୍କ ଦର୍ଶନ ମିଳିବ। ପୁରୀ ଜିଲା ପ୍ରଶାସନ ପକ୍ଷରୁ ଜାରି ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଅନୁଯାୟୀ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ କେବଳ…

୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର: ଶ୍ରୀଜିଉଙ୍କ ଦର୍ଶନ କଲେ ସେବାୟତ ପରିବାର

ପୁରୀ ଅଫିସ, ୨୩।୧୨: ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା। ଦୀର୍ଘ ୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର। ଆରମ୍ଭ ହେଲା ଭକ୍ତ-ଭଗବାନଙ୍କ ମିଳନ। ଭୋର ୪ଟା ୪୦ରେ ସିଂହଦ୍ୱାର ଫିଟାଯିବା ପରେ ଦର୍ଶନ ଆରମ୍ଭ ହୋଇଛି। ତେବେ ଆଜିଠୁ ୩ଦିନ ସେବାୟତ…

ଆଜି ଖୋଲିବ ଶ୍ରୀମନ୍ଦିର

ପୁରୀ ଅଫିସ,୨୩ା୧୨: ସବୁ ଉତ୍କଣ୍ଠା ଓ ପ୍ରତୀକ୍ଷାର ଅବସାନ ଘଟାଇ ବୁଧବାରଠାରୁ ଶ୍ରୀମନ୍ଦିର ଖୋଲିବ। ଭକ୍ତ ଓ ଭଗବାନଙ୍କ ମିଳନ ହେବ। ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ବ୍ୟାରିକେଡ୍‌ ତିଆରି ସରିଥିବାବେଳେ ନାମ ପଞ୍ଜୀକରଣ ଓ ଫଟୋଉଠା…

ଅଠରନଳା ପୁରୁଣା ବ୍ରିଜ୍‌ରେ ବାଇକ୍‌ ଚଳାଚଳ ବନ୍ଦ

ପୁରୀ ଅଫିସ,୨୨।୧୨:ଅଠରନଳା ପୁରୁଣା ବ୍ରିଜ୍‌ ଉପରେ ଦୁଇଚକିଆ ଯାନ ଚଳାଚଳ ବନ୍ଦ ରହିବ। ଏ ନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ସୋମବାର ଏ ସମ୍ପର୍କରେ ଡାକବାଜି ଯନ୍ତ୍ର ଦ୍ୱାରା ପ୍ରଚାର କରାଯାଇ ସର୍ବସାଧାରଣଙ୍କୁ ଅବଗତ କରାଯାଇଛି। ପୂର୍ବରୁ…

ଜ୍ବାଇଁଙ୍କୁ ପରଷାଗଲା ୭୫ ପ୍ରକାର ଖାଦ୍ୟ

ଗୋପ,୨୨।୧୨(ଡି.ଏନ୍‌.ଏ.): କଥାରେ ଅଛି ଓଡ଼ିଆ ଘରେ ଜ୍ବାଇଁର ସମ୍ମାନ ସବୁଠାରୁ ଉଚ୍ଚରେ। ଜ୍ବାଇଁ ଯେବେ ଘରକୁ ଅତିଥି ଭାବରେ ଆସିଥାଏ ସେତେବେଳେ ଶ୍ୱଶୁର ଘର ପକ୍ଷରୁ ଜ୍ବାଇଁ ଝିଅଙ୍କ ଲାଗି ୯ ପ୍ରକାର ଛଅ ଭଜା ହୋଇଥାଏ। ହେଲେ ସୋମବାର ଗୋପ…

ଆଉ ଦିନକ ପରେ ଖୋଲିବ ଶ୍ରୀମନ୍ଦିର: ପ୍ରଥମ ୩ଦିନ ଦର୍ଶନ କରିବେ ସେବାୟତଙ୍କ ପରିବାର

ପୁରୀ ଅଫିସ, ୨୧।୧୨: ଦୀର୍ଘ ମାସ ହେବ ନିଜ ପ୍ରଭୁଙ୍କ ଦର୍ଶନ ପାଇଁ ଆତୁର ହୋଇ ଚାହିଁ ରହିଥିବା ଭକ୍ତଙ୍କୁ ମିଳିଛି ଆଶ୍ୱସ୍ତି। ଆଉ ମାତ୍ର ଦିନକ ପରେ ଅର୍ଥାତ୍‌ ୨ି ତାରିଖରେ ଖୋଲିବ ଶ୍ରୀମନ୍ଦିର। ଶ୍ରିମନ୍ଦିର ଖୋଲିବା ପ୍ରସ୍ତୁତି ନେଇ…

ମନା ନାହିଁ ପତିତପାବନ ଦର୍ଶନ

ପୁରୀ ଅଫିସ, ୨୧।୧୨କରୋନା ମହାମାରୀ ଯୋଗୁ ଦୀର୍ଘ ୯ମାସ ଧରି ବନ୍ଦ ରହିଥିବା ଶ୍ରୀମନ୍ଦିର ଆସନ୍ତା ୨୩ ତାରିଖରୁ ଖୋଲିବ। ୨୩ ଓ ୨୪ ତାରିଖରେ ସେବାୟତ ପରିବାରଙ୍କ ଦର୍ଶନ ପରେ ପୁରୀ ସହରବାସୀଙ୍କ ପାଇଁ ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ।…

ମହାପ୍ରଭୁଙ୍କ ଜମି ନିଜ ନାଁରେ କରୁଛନ୍ତି ସରକାର

ପୁରୀ ଅଫିସ,୨୧।୧୨: ମଠ ସମ୍ପତ୍ତିର ମାଲିକ ହେଲେ ମହାପ୍ରଭୁ ଶ୍ରୀଜଗନ୍ନାଥ। ହେଲେ ଜଗନ୍ନାଥ ସମ୍ପତ୍ତିର ମାଲିକ କିଏ? ରାଜ୍ୟ ସରକାର ଜଗନ୍ନାଥ ସମ୍ପତ୍ତିକୁ ଶାଗମାଛ ଦରରେ ବିକିବା ଲୋଭରେ ନିଜ ନାମରେ କରିବାକୁ ପ୍ରୟାସ କରୁଛନ୍ତି ବୋଲି ଶ୍ରୀଜଗନ୍ନାଥ ସେନା ଅଭିଯୋଗ…

ସୁଲଭ ମୂଲ୍ୟରେ ପୁରୀରେ ରହଣି ସୁବିଧା: ୧୦୦ରୁ ୧୫୦ ଟଙ୍କାରେ ରହିପାରିବେ ଭକ୍ତ

ପୁରୀ ଅଫିସ,୨୦ା୧୨: ପୁରୀ ସହରରେ ଏବେ ଭକ୍ତଙ୍କୁ ସୁଲଭ ମୂଲ୍ୟରେ ରହଣି ସୁବିଧା ମିଳିବ। ମାତ୍ର ୧୦୦ରୁ ୧୫୦ଟଙ୍କା ମଧ୍ୟରେ ଏହି ସୁବିଧା ଯୋଗାଇ ଦିଆଯିବ। ଭକ୍ତ ନିବାସ ନିର୍ମାଣ କରାଯାଇ ଏକକାଳୀନ ୪ରୁ ୫ହଜାର ଲୋକଙ୍କୁ ଯେପରି ଏହି ସୁବିଧା…

ପ୍ରଥମେ ଟୋକନ୍‌, ପରେ ଜଗା ଦର୍ଶନ

ପୁରୀ ଅଫିସ,୧୮ା୧୨: କରୋନା କଟକଣା ଯୋଗୁ ଦୀର୍ଘ ୯ମାସ ହେଲା ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିଛି। ତେବେ ପ୍ରଶାସନର ନିଷ୍ପତ୍ତି କ୍ରମେ କୋଭିଡ କଟକଣା ପାଳନ କରାଯାଇ ଅସନ୍ତା ୨୩ ତାରିଖରୁ ଶ୍ରୀମନ୍ଦିର ଖୋଲାଯିବ। ପ୍ରଥମ ପର୍ଯ୍ୟାୟରେ ୨୩ରୁ ୩୧…

୨୦ରେ ମହାପ୍ରଭୁ ପିନ୍ଧିବେ ଘୋଡ଼

ପୁରୀ ଅଫିସ,୧୮ା୧୨: ଶୀତ ଜୋର୍‌ ଧରିବା ଆରମ୍ଭ କଲାଣି। ତେଣୁ ମହାପ୍ରଭୁଙ୍କୁ ଶୀତ ପ୍ରକୋପରୁ ସୁରକ୍ଷିତ ରଖିବା ପାଇଁ ଘୋଡ଼ ଲାଗି କରାଯିବ। ଦରଜି ସର୍ଦ୍ଦାର ପ୍ରକାଶ ମହାପାତ୍ର ଏହି ଘୋଡ଼ (ଶୀତବସ୍ତ୍ର) ତିଆରି କରିସାରି ଗୁରୁବାର ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର…

ରାସ୍ତାରୁ ପାଇଥିବା ୩୦ ହଜାର ଫେରାଇଲେ ବୃଦ୍ଧା

ଗୋପ,୧୭।୧୨ (ଡି.ଏନ୍‌.ଏ.):ରାସ୍ତାରେ ପଡ଼ିଥିବା ଏକ ଟଙ୍କା ଭର୍ତ୍ତି ମନିପର୍ସ ପାଇବା ପରେ ଗୋପ ବ୍ଲକ ଷୋଳପୁର ଗ୍ରାମର ଗୀତାଞ୍ଜଳି ସ୍ବାଇଁ ହଜିଥିବା ପୁରୀ ଚନ୍ଦନପୁର ଅଞ୍ଚଳର ବିଜୟ କୁମାର ଗୋଚ୍ଛାୟତଙ୍କୁ ଫେରାଇଛନ୍ତି। ସୂଚନା ଥାଉ କି, ମଙ୍ଗଳବାର ପୂର୍ବାହ୍ନରେ ଚନ୍ଦନପୁରର ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?