ଶ୍ରୀନଅରରେ ସୁନିଆ: ଚାଲିଲା ୬୩ ଅଙ୍କ, ୧୪୨୮ ସାଲ
ପୁରୀ ଅଫିସ,୩୦। ୮: ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଶାସନରେ ୬୨ଅଙ୍କ ଶେଷ ହୋଇଛି। ଶନିବାର ସୁନିଆ ଅବସରରେ ୬୩ ଅଙ୍କ ଏବଂ ୧୪୨୮ ସାଲ ଆରମ୍ଭ ହୋଇଛି। ସେଥିପାଇଁ ଶ୍ରୀନଅରରେ ପାରମ୍ପରିକ ରୀତିରେ ରାଜ ପରମ୍ପରା ଅନୁଷ୍ଠିତ ହୋଇଥିଲା।...
ସୁଜାତାନଗରବାସୀ ଜଳବନ୍ଦୀ: ଏସ୍ଆର୍ସିଙ୍କୁ ଟୁଇଟ୍ ପରେ ମଧ୍ୟ ପଦକ୍ଷେପ ଶୂନ
ପୁରୀ ଅଫିସ,୩୦। ୮: ପ୍ରତିବର୍ଷ ବର୍ଷାଦିନେ ସୁଜାତାନଗର ଏବଂ ମାଟିତୋଟା ଅଞ୍ଚଳବାସୀଙ୍କ ଦୁଃଖ ବଢିଯାଏ। ମାସାଧିକ କାଳ ସେମାନେ ଜଳବନ୍ଦୀ ଜୀବନ ବିତାଇଥାନ୍ତି। ଏଥର ମଧ୍ୟ ସମ୍ପୃକ୍ତ ଅଞ୍ଚଳରେ ସମାନ ଦୁର୍ଦ୍ଦଶା ଦେଖିବାକୁ ମିଳିଛି। ଦୁଇଦିନ ପୂର୍ବରୁ ହୋଇଥିବା ବର୍ଷା...
ପୁରୀରେ ନଦୀକୂଳିଆ ଲୋକେ ଛାନିଆ: କଣାସ ବ୍ଲକରେ ସ୍ଥିତି ଗମ୍ଭୀର
ପୁରୀ ଅଫିସ,୩୦। ୮: କରୋନା ଆତଙ୍କ ଥମି ନ ଥିବାବେଳେ ଆସୁଛି ବନ୍ୟା। ବୋଝ ଉପରେ ନଳିତା ବିଡ଼ା ସଦୃଶ ଏଭଳି ଦୁଃସ୍ଥିତିକୁ ସାମ୍ନା କରିବାକୁ ଯାଉଛନ୍ତି ଲୋକେ। ହୀରାକୁଦର ୪୬ଟି ଗେଟ୍ ଖୋଲାଯିବା ପରେ ମହାନଦୀରେ ବନ୍ୟା ଆସୁଛି।...
ଫୁଲୁଛି ମହାନଦୀ: ପୁରୀରେ ସମ୍ଭାବ୍ୟ ବନ୍ୟାସ୍ଥିତିକୁ ନେଇ ସମୀକ୍ଷା
ପୁରୀ ଅଫିସ,୨୯।୮: ହୀରାକୁଦ ଜଳଭଣ୍ଡାର ଗେଟ୍ ଖୋଲିବା ପରେ ମହାନଦୀ ଏବଂ ଏହାର ଶାଖା ନଦୀଗୁଡ଼ିକରେ ବନ୍ୟା ଆଶଙ୍କା ବଢ଼ିଛି। ପୁରୀ ଜିଲାରେ ବନ୍ୟା ହୋଇପାରେ ବୋଲି ଆଶଙ୍କା କରି ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲା ମଧ୍ୟଦେଇ...
ଶ୍ରୀମନ୍ଦିରରେ କୃଷ୍ଣଲୀଳା ସମାପନ
ପୁରୀ ଅଫିସ,୨୯ା୮: ପ୍ରବଳ ପ୍ରତାପୀ କଂସ ବଧ ସହିତ ଶ୍ରୀମନ୍ଦିରରେ ଚାଲିଥିବା କୃଷ୍ଣଲୀଳା ପରିସମାପ୍ତି ଘଟିଛି। ଭାଦ୍ରବ ଶୁକ୍ଲ ଦଶମୀ ଅବସରରେ ଶୁକ୍ରବାର ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ମହାଜନ ସେବକ ରାମକୃଷ୍ଣଙ୍କୁ ସିଂହାସନରେ ବିଜେ କରାଇଥିଲେ। ସେଠାରେ...
ଭିଜିଲାନ୍ସ ଜାଲରେ କୋଟିପତି ଜିଆର୍ଏସ୍
ପୁରୀ ଅଫିସ,୨୮।୮: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କୋଟିପତି ଗ୍ରାମ ରୋଜଗାର ସେବକ (ଜିଆରଏସ୍)। ପୁରୀ ଜିଲା ଗୋପ ବ୍ଲକ ଛଇତନା ପଞ୍ଚାୟତର ଜିଆରଏସ୍ ଗୋବିନ୍ଦ ଚନ୍ଦ୍ର ପରିଡ଼ାଙ୍କ ନଁାରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ତେଣୁ ଭିଜିଲାନ୍ସ...
ପୁରୀରେ ହେବ ଅତ୍ୟାଧୁନିକ ମାଛ ମାର୍କେଟ
ପୁରୀ ଅଫିସ,୨୮।୮: ପୁରୀରେ ହେବ ଅତ୍ୟାଧୁନିକ ମାଛ ମାର୍କେଟ। ପ୍ରାରମ୍ଭିକ ପର୍ଯ୍ୟାୟରେ ଥିବା ଏହି ପ୍ରକଳ୍ପକୁ ଖୁବ୍ଶୀଘ୍ର ଚୂଡ଼ାନ୍ତ ରୂପ ଦିଆଯିବ। ପୁରୀ ସହରର ସମସ୍ତ ମାଛ ବ୍ୟବସାୟୀଙ୍କୁ ଗୋଟିଏ ଛାତ ତଳେ ରଖିବା ଲକ୍ଷ୍ୟ ନେଇ ମତ୍ସ୍ୟ ବିଭାଗ...
ଶ୍ରୀମନ୍ଦିର କବାଟ ହେବ ରୂପା ଛାଉଣୀ
ପୁରୀ ଅଫିସ,୨୭।୮: ଶ୍ରୀମନ୍ଦିର କବାଟ ରୂପା ଛାଉଣୀ ହେବ। ଏଥିପାଇଁ ଦାତା ରୂପା ଦେଇଥିବା ସୂଚନା ମିଳିଛି। ଶ୍ରୀମନ୍ଦିରର କଳାହାଟ ଦ୍ୱାର, ବେହରଣ ଦ୍ୱାର ଓ ଜୟବିଜୟ ଦ୍ୱାରରେ ଲଗାଯାଇଥିବା କବାଟକୁ ରୂପା ଛାଉଣୀ କରାଯିବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ...
୧୨ ଘଣ୍ଟା ପରେ ବିନା ପିପିଇ କିଟ୍ରେ ହସ୍ପିଟାଲ ଗଲେ
ପୁରୀ ଅଫିସ,୨୭ା୮: କରୋନା ଆକ୍ରାନ୍ତଙ୍କୁ ପୁରୀରେ ମିଳିଲାନି ପ୍ରଶାସନିକ ସହଯୋଗ। ଘରଠାରୁ ମାତ୍ର ୩ଶହ ମିଟର ଦୂରରେ କୋଭିଡ୍ ହସ୍ପିଟାଲ ଥିଲେ ସୁଦ୍ଧା ସେଠାରେ ପହଞ୍ଚତ୍ବାକୁ ଲାଗିଗଲା ପ୍ରାୟ ୧୨ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ। ପ୍ରଶାସନିକ ସହଯୋଗ ନ ମିଳିବାରୁ ଶେଷରେ...
ରାତିରେ ସରକାରୀ ଜମିରୁ ବାଲି ଲୁଟ୍
ପୁରୀ ଅଫିସ,୨୭ା୮: ପୁରୀ ଜିଲା ଉପକୂଳବର୍ତ୍ତୀ ଅଞ୍ଚଳର ସୁରକ୍ଷା ପ୍ରାଚୀର ଭାବେ ପ୍ରାକୃତିକ ବାଲିସ୍ତୂପ କାମ କରୁଥିଲା। ବର୍ଷା, ପବନ ଅବା ସମୁଦ୍ର ଲୁଣାପାଣି ମାଡ଼ିି ଆସିବାରୁ ଏହା ପ୍ରତିହତ କରି ପାରୁଥିଲା। ହେଲେ ଆଜି ଆଉ ସେଭଳି ଚିତ୍ର...
୭ ବିସ୍ଥାପିତ ପରିବାରକୁ ମିଳିଲା ଜମି
ପୁରୀ ଅଫିସ,୨୭ା୮: ଶ୍ରୀମନ୍ଦିର ସୁରକ୍ଷା ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ଯେଉଁମାନେ ମହାପ୍ରଭୁଙ୍କ ପ୍ରତି ସମର୍ପଣ ଭାବ ରଖି ସେମାନଙ୍କ ଶହ ଶହ ବର୍ଷର ଭିଟାମାଟି ଦେଇଥିଲେ ସେମାନଙ୍କ ମଧ୍ୟରୁ ୭ ବିସ୍ଥାପିତ ପରିବାରକୁ ଜମି ପ୍ରଦାନ କରାଯାଇଛି। ବୁଧବାର ଏହି...
ଯମେଶ୍ୱରଙ୍କଠାରୁ ହିସାବ ବୁଝିଲେ ସୁଦର୍ଶନ
ପୁରୀ ଅଫିସ, ୨୭ା୮: ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ ହେଉଛନ୍ତି ଶ୍ରୀଲୋକନାଥ। ସେହିପରି ଶ୍ରୀମନ୍ଦିରର ବର୍ଷକ ଯାକର ହିସାବ ବୁଝାଶୁଝା କରନ୍ତି ପ୍ରଭୁ ଯମେଶ୍ୱର। ତେଣୁ ଯମେଶ୍ୱରଙ୍କୁ ଶ୍ରୀମନ୍ଦିରର ହିସାବ ରକ୍ଷକ କୁହାଯାଏ। ପବିତ୍ର ରାଧାଷ୍ଟମୀରେ ମହାପ୍ରଭୁଙ୍କ ପ୍ରତିନିଧି ଶ୍ରୀସୁଦର୍ଶନ ଯମେଶ୍ୱରଙ୍କ...
Archives


