ପୁରୀ

କୋଭିଡ୍‌ ହସ୍ପିଟାଲରେ ଆର୍‌ଟିପିସିଆର୍‌ ଟେଷ୍ଟ ଆରମ୍ଭ

ପୁରୀ ଅଫିସ,୨୫ା୯:ପୁରୀ ଜିଲାରେ କରୋନା ସଂକ୍ରମଣ ଏବେ ଅଣାୟତ୍ତ ହୋଇପଡ଼ିିଛି। ଖୋର୍ଦ୍ଧା ଓ କଟକ ପରେ ସଂକ୍ରମିତଙ୍କ ତାଲିକାର ତୃତୀୟ ସ୍ଥାନରେ ରହିଛି ପୁରୀ। ଦୈନିକ ପଜିଟିଭ ଓ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ତେଣୁ ପୁରୀ ଉପରେ ଏବେ ରାଜ୍ୟ…

ବୃଦ୍ଧଙ୍କ ହାତଗୋଡ଼ ଭାଙ୍ଗିଲା ପୋଲିସ: ନ୍ୟାୟ ପାଇଁ ଏସ୍‌ପିଙ୍କୁ ଗୁହାରି

ପୁରୀ ଅଫିସ,୨୫ା୯: କଣାସ ଥାନା ପୋଲିସ ଜଣେ ବୃଦ୍ଧଙ୍କୁ ନିର୍ମମ ଭାବେ ବାଡ଼େଇ ହାତ ଗୋଡ଼ ଭାଙ୍ଗିଦେଇଥିବା ଅଭିଯୋଗ ହୋଇଛି। ନ୍ୟାୟ ପାଇଁ ସମ୍ପୃକ୍ତ ୮୩ ବର୍ଷୀୟ ବୃଦ୍ଧ ଗୋକୁଳ ମହାପାତ୍ର ଗୁରୁବାର ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଅତିରିକ୍ତ ଏସ୍‌ପି ଅରୁଣ…

ଅକ୍ଟୋବର ୯ରେ ଜମି ଅଧିଗ୍ରହଣ ଜନଶୁଣାଣି

ପୁରୀ ଅଫିସ, ୨୪।୯:ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସୁରକ୍ଷା ବଳୟ ଉନ୍ନତୀକରଣ କରାଯିବ। ଏହି ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ପାଇଁ ଓଡ଼ିଶା ସାମାଜିକ ପ୍ରଭାବ ଆକଳନ ୟୁନିଟ୍‌ ଏକ ଚିଠା ସାମାଜିକ ପ୍ରଭାବ ବିବରଣୀ ପ୍ରସ୍ତୁତ କରିଛନ୍ତି।…

ରୁପା ଛାଉଣି ପ୍ରକ୍ରିୟା ଆରମ୍ଭ

ପୁରୀ ଅଫିସ, , ୨୪।୯:ଶ୍ରୀମନ୍ଦିରର ୩ଟି ପ୍ରମୁଖ କବାଟ ରୁପା ଛାଉଣି ହେବ। କଳାହାଟ ଦ୍ୱାର, ବେହେରଣ ଦ୍ୱାର ଏବଂ ଜୟବିଜୟ ଦ୍ୱାରରେ ଲାଗିଥିବା କବାଟଗୁଡ଼ିକୁ ରୁପା ଛାଉଣି କରାଯିବ। ଏଥିପାଇଁ ଆବଶ୍ୟକ ରୁପା ଜଣେ ଦାତା ଦେବେ। ତେବେ ପୂର୍ବରୁ…

ସ୍ବାମୀଙ୍କ ମୃତ୍ୟୁର ୪୮ ଘଣ୍ଟା ପୂରିନି, ସ୍ତ୍ରୀ ଚାଲିଗଲେ

ପୁରୀ ଅଫିସ,୨୩।୯: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କର ଗତ ରବିବାର ସକାଳେ ପରଲୋକ ହୋଇଥିଲା। ପ୍ରେମାନନ୍ଦଙ୍କ ମୃତ୍ୟୁର ୪୮ ଘଣ୍ଟା ପୂରିନି ତାଙ୍କ ସ୍ତ୍ରୀ ବିନୋଦିନୀ ଦାସମହାପାତ୍ରଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ସକାଳେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ବିନୋଦିନୀଙ୍କର…

ଅଣାୟତ୍ତ ବେଳେ ଖୋଲିଦେଲେ

ପୁରୀ ଅଫିସ, ୨୩।୯:ପୁରୀ ଜିଲାରେ କରୋନା ସ୍ଥିତି ଅଣାୟତ୍ତ ହୋଇପଡ଼ିଛି। ସେପ୍ଟେମ୍ବର ଆରମ୍ଭରୁ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଛି। ତେବେ ଏଭଳି ସମୟରେ ପର୍ଯ୍ୟଟକଙ୍କ ଆଗମନ ଉପରୁ କଟକଣା ହଟାଇବା ସହ ହୋଟେଲ, ରେଷ୍ଟୁରାଣ୍ଟ, ବେଳାଭୂମି ଆଦି ଖୋଲି…

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସରେ ସତ୍ୟପ୍ରକାଶ

ପୁରୀ ଅଫିସ, ୨୨।୯: ଆଇସ୍‌କ୍ରିମ କାଠିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ତିଆରି କରି ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ନିଜ ନଁାକୁ ସ୍ଥାନିତ କରିଛନ୍ତି ପୁରୀର ଯୁବ ଶିଳ୍ପୀ ସତ୍ୟପ୍ରକାଶ ନାୟକ। ମାତ୍ର ୧୮ ବର୍ଷ ବୟସରେ ଏହି ସଫଳତା…

କଙ୍କଡ଼ାରେ ନୃସିଂହ ଅବତାର ଚର୍ଚ୍ଚା

ପୁରୀ ଅଫିସ, ୨୨।୯: ପୁରୀ ସମୁଦ୍ରରୁ ମିଳିଛି ଏକ ଭିନ୍ନ ପ୍ରଜାତିର କଙ୍କଡ଼ା। ପୂର୍ବରୁ ଏମିତି କଙ୍କଡ଼ା ଦେଖି ନ ଥିବା ମତ୍ସ୍ୟଜୀବୀମାନେ କହିଛନ୍ତି। କଙ୍କଡ଼ାରେ ମହାପ୍ରଭୁଙ୍କ ନୃସିଂହ ଅବତାର ରହିଥିବା ଚର୍ଚ୍ଚା ହେଉଛି। ଏହାକୁ ଦେଖିବା ଲାଗି ଲୋକଙ୍କ ଭିଡ଼…

ପୁରୀ ଜିଲାରେ ସଂକ୍ରମଣ ବୃଦ୍ଧି ନେଇ ସରକାରଙ୍କ ଗୁରୁତ୍ୱ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ପୁରୀ ଜିଲାରେ କୋଭିଡ୍‌ ସଂକ୍ରମଣ କମାଇବା ପାଇଁ ରାଜ୍ୟ ସରକାର ଗୁରୁତ୍ୱାରୋପ କରିଛନ୍ତି। ସୋମବାର ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଭିଡିଓ କନ୍‌ଫରେନ୍ସରେ ଜିଲାର କୋଭିଡ୍‌ ପରିସ୍ଥିତି ନେଇ ସମୀକ୍ଷା କରିଛନ୍ତି। ଜିଲାରେ ହେଉଥିବା ନମୁନା ପରୀକ୍ଷାକୁ ଅଧିକ…

ବେଡ୍‌ରୁମ୍‌ରେ ପଶି ମାଡ଼ ମାରିଲା ପୋଲିସ

ପୁରୀ ଅଫିସ,୨୧ା୯:ପୁରୀ ପୋଲିସର ଦବଙ୍ଗଗିରିକୁ ନେଇ ଏବେ ସହରରେ ଚର୍ଚ୍ଚା। ଜଣେ ବ୍ୟକ୍ତିଙ୍କୁ ନେବା ପାଇଁ ପୋଲିସ ତାଙ୍କ ଘରକୁ ଯାଇଥିଲା। ମାତ୍ର ସମ୍ପୃକ୍ତ ବ୍ୟକ୍ତିଙ୍କ ବେଡ୍‌ରୁମ୍‌ରେ ପଶି ତାଙ୍କୁ ମାଡ଼ ମାରିବାର ଦୃଶ୍ୟ ଏବେ ଭାଇରାଲ ହୋଇଛି। ପୋଲିସର ଏଭଳି…

ନରେନ୍ଦ୍ର ପୁଷ୍କରିଣୀରେ ମାଛ ମରିବା ଘଟଣା: ମୂଷାନଈ ପାଣିକୁ ଦାୟୀ କଲେ ଲୋକେ

ପୁରୀ ଅଫିସ,୨୦।୯: ପ୍ରଦୂଷିତ ହୋଇଯାଇଛି ପବିତ୍ର ନରେନ୍ଦ୍ର ପୁଷ୍କରିଣୀ ଜଳ। ଶହ ଶହ ସଂଖ୍ୟାରେ ମାଛ ମରି ଭାସୁଛନ୍ତି। ୩ଦିନ ହେବ ନରେନ୍ଦ୍ର ପୁଷ୍କରିଣୀରେ ଏଭଳି ଚିତ୍ର ଦେଖିବାକୁ ମିଳିଛି। ମଲା ମାଛ ପଚି ଯିବାରୁ ପ୍ରବଳ ଦୁର୍ଗନ୍ଧ ହେଉଛି। କିନ୍ତୁ…

କରୋନାରୁ ସୁସ୍ଥ ହେବା ପରେ ହୃଦଘାତ: ଶ୍ରୀମନ୍ଦିର ବରିଷ୍ଠ ଦଇତାପତି ସେବକ ପ୍ରେମାନନ୍ଦଙ୍କ ପରଲୋକ

ପୁରୀ ଅଫିସ,୨୦।୯: ଶ୍ରୀମନ୍ଦିରର ବରିଷ୍ଠ ଦଇତାପତି ସେବକ ପ୍ରେମାନନ୍ଦ ଦାସ ମହାପାତ୍ର(୬୫)ଙ୍କ ପରଲୋକ ହୋଇଯାଇଛି। କିଛି ଦିନ ତଳେ ସେ କରୋନାରୁ ସୁସ୍ଥ ହୋଇ ହୋମ୍‌ ଆଇସୋଲେଶନରେ ରହିଥିଲେ। ରବିବାର ବିଳମ୍ବିତ ରାତିରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ପରିବାରଲୋକେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri