ପୁରୀରେ ଉଚ୍ଛେଦକୁ ବର୍ଷେ ପୂରିଲା: ବିକାଶରେ କରୋନା ସାଜିଛି କଣ୍ଟା
ପୁରୀ ଅଫିସ,୨୦ା୮: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ବଦଳିଯିବ ଏହାର ରୂପରେଖ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ଏହା ପରିଗଣିତ ହେବ। ଭକ୍ତ, ପର୍ଯ୍ୟଟକଙ୍କୁ ଅତ୍ୟାଧୁନିକ ସେବା ସୁବିଧା ମିଳିବ। ଏଥିପାଇଁ ଭିତ୍ତିଭୂମିର ବିକାଶ, ନୂଆ ବହୁଥାକିଆ ରାସ୍ତା,...
ବଗଲା ଧର୍ମଶାଳା ଜମି ବିକ୍ରି ସରକାରଙ୍କ ନିଷ୍ପତ୍ତି
ପୁରୀ ଅଫିସ,୨୦ା୮: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ବିସ୍ଥାପିତ ହୋଇଥିବା ଲଜ୍ ମାଲିକଙ୍କୁ ବଗଲା ଧର୍ମଶାଳା ଜମି ବିକ୍ରି କରାଯାଇଛି। ୬ଜଣ ଲଜ୍ ମାଲିକଙ୍କୁ ଜିଲା ପ୍ରଶାସନ ୩୪୦ ଡେସିମିଲ ଜମି ବିକ୍ରି କରିଛି। ତେବେ ଏହାକୁ ପ୍ଲଟିଂ...
ବଢୁଛି ଆପରାଧିକ କାର୍ଯ୍ୟକଳାପ
ପୁରୀ ଅଫିସ,୨୦ା୮: ପୁରୀରେ କୌଣସି ପ୍ରକାର ଅପରାଧକୁ ବରଦାସ୍ତ କରାଯିବ ନାହିଁ। ଆଧ୍ୟାତ୍ମିକ ସହର ପୁରୀରେ ଅପରାଧ କିମ୍ବା ଅପରାଧୀଙ୍କ କୌଣସି ସ୍ଥାନ ନାହିଁ। ଅପରାଧୀ ଯିଏ ବି ହୁଅନ୍ତୁ ନା କାହିଁକି କାହାକୁ ଛଡ଼ାଯିବ ନାହିଁ। ଆଇନ ଅନୁଯାୟୀ...
କ୍ଷତିଗ୍ରସ୍ତଙ୍କୁ ବଗଲା ଧର୍ମଶାଳା ଜମି ବିକ୍ରି
ପୁରୀ ଅଫିସ,୧୯ା୮: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ବ୍ୟବସାୟ ପ୍ରତିଷ୍ଠାନ ହରାଇଥିବା କ୍ଷତିଗ୍ରସ୍ତଙ୍କୁ ବଡ଼ଦାଣ୍ଡରେ ଥିବା ବଗଲା ଧର୍ମଶାଳା ଜମି ବିକ୍ରି କରାଯାଇଛି। ୬ଜଣ ଲଜିଂ ମାଲିକଙ୍କୁ ଜିଲା ପ୍ରଶାସନ ୩୪୦ ଡେସିମିଲ ଜମି ବିକ୍ରି କରିଛି। ଜିଲା...
ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ
ପୁରୀ ଅଫିସ,୧୮।୮: ଭାଦ୍ରବ କୃଷ୍ଣ ତ୍ରୟୋଦଶୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହୋଇଛି। ମଧ୍ୟାହ୍ନ ଧୂପ ନୀତି ପରେ ରତ୍ନସିଂହାସନରେ ଏହି ବେଶ ଥିଲା। ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀକୃଷ୍ଣ ରୂପରେ, ବଡଠାକୁର ବଳରାମ ଓ...
ଅନ୍ଲାଇନରେ ମହାପ୍ରସାଦ ବିକ୍ରିକୁ ବିରୋଧ
ପୁରୀ ଅଫିସ,୧୮।୮: ମହାପ୍ରଭୁଙ୍କ ମହାପ୍ରସାଦ ଭାଗ୍ୟରେ ଥିଲେ ମିଳେ। ଶ୍ରୀମନ୍ଦିରକୁ ଆସୁଥିବା ପ୍ରତିଟି ଶ୍ରଦ୍ଧାଳୁ କଣିକାଏ ଅବଢା ପାଇବା ପାଇଁ ଅପେକ୍ଷା କରିଥାନ୍ତି। ବିଶ୍ୱାସ ରହିଛି କଣିକାଏ ମହାପ୍ରସାଦ ପାଇଲେ ଜୀବ ମୁକ୍ତି ଲାଭ କରେ। ତେବେ ମହାପ୍ରସାଦ ପ୍ରତି...
୧୫ ମାସର ପୁଅକୁ ହାତଗୋଡ଼ ବାନ୍ଧି ମାଡ଼
ଗୋପ, ୧୭ା୮(ଡି.ଏନ୍.ଏ.): ଜନ୍ମଦାତ୍ରୀ ମା’ ପାଲଟିଲା ନିଷ୍ଠୁର। ପାରିବାରିକ କଳହକୁ ନେଇ ନିଜ ୧୫ମାସର ଶିଶୁ ପୁତ୍ରକୁ ତଳେ ପକାଇ ଅମାନୁଷିକ ଭାବେ ମାଡ଼ ମାରିଛି ମା’। ଗୋପ ଥାନା ଅଧୀନ ଶୋରଭା ପଞ୍ଚାୟତ ପାଇକପଡ଼ା ଗ୍ରାମର ଏହି ଘଟଣାର...
ପୁରୀରେ ସ୍ବାଧୀନତା ଦିବସ: ଅଭିବାଦନ ଗ୍ରହଣ କଲେ ଜିଲାପାଳ
ପୁରୀ ଅଫିସ,୧୫।୮: ପୁରୀ ତାଳବଣିଆ ଇଣ୍ଡୋର ଷ୍ଟାଡିଅମ ପଡିଆରେ ଆଜି ୭୪ତମ ସୱାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ବଲୱନ୍ତ ସିଂ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ...
ବୁଡ଼ାଇଲା ବର୍ଷା: ବଡ଼ଦାଣ୍ଡ ଉବୁଟୁବୁ
ପୁରୀ ଅଫିସ,୧୪ା୮: ପୁରୀରେ ଗୁରୁବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ନିର୍ଦ୍ଧୁମ ବର୍ଷା ହୋଇଥିଲା। ଫଳରେ କିଛି ସମୟ ପାଇଁ ବଡ଼ଦାଣ୍ଡ ଏକପ୍ରକାର ବୁଡ଼ିଯାଇଥିଲା। ବର୍ଷା ଛାଡ଼ିିବା ପରେ ସ୍ଥିତି ସ୍ବାଭାବିକ ହୋଇଥିଲା। ଅପରାହ୍ନ ପ୍ରାୟ ସାଢେ ୩ଟାରେ ଆକାଶରେ ଘୋଟି...
ନନ୍ଦିଘୋଷ ରଥ ଖୋଲା ଆରମ୍ଭ
ପୁରୀ ଅଫିସ,୧୪ା୮: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ଖୋଲା କାମ ଜାରି ରହିଛି। ବୁଧବାର ବଡଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଖୋଲା ଶେଷ ପରେ ଗୁରୁବାରଠାରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଖୋଲା ଆରମ୍ଭ ହୋଇଛି। ପ୍ରଥମ ଦିନରେ ଅଁଳା,...
ଅଳିଆଗଦାରେ ପଡ଼ିଛି ମହାପ୍ରସାଦ
ପୁରୀ ଅଫିସ,୧୩।୮:ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ ଯେତିକି ପୁଣ୍ୟ ମିଳେ ମହାପ୍ରସାଦ ସେବନରେ ସେତିକି ପୂଣ୍ୟପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି। ହେଲେ ଶ୍ରୀମନ୍ଦିର ନିକଟରେ ହିଁ ମହାପ୍ରଭୁଙ୍କ ମହାପ୍ରସାଦ ପ୍ରତି ଅସମ୍ମାନ ପରିଲକ୍ଷିତ ହୋଇଛି। ବିକ୍ରି ନ ହୋଇ...
ଆଜି ଶ୍ରୀମନ୍ଦିରରେ ନନ୍ଦ ଉତ୍ସବ
ପୁରୀ ଅଫିସ,୧୨ା୮: ପବିତ୍ର ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ମଙ୍ଗଳବାର ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ ହୋଇଛି। ବୁଧବାର ନନ୍ଦ ଉତ୍ସବ ଅନୁଷ୍ଠିତ ହେବ। ଶ୍ରୀକୃଷ୍ଣ ଜନ୍ମ ନୀତି ପାଇଁ ମଙ୍ଗଳବାର ସନ୍ଧ୍ୟା ଧୂପ ବେଶରେ ମହାପ୍ରଭୁ ୬ମୂର୍ତ୍ତି ଅଳଙ୍କାର...
Archives


