ପୁରୀ

କେନାଲ ବନ୍ଧରେ ଜବରଦଖଲକାରୀଙ୍କ ବାଡ଼

ପୁରୀ ଅଫିସ,୩୧ା୮: କୃଷି ଓ କୃଷକଙ୍କ ଉନ୍ନତି ପାଇଁ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ମାତ୍ର ତୃଣମୂଳସ୍ତରରେ ଅନେକ ଲୋକ କୃଷିର ବିକାଶରେ ବାଧକ ସାଜୁଛନ୍ତି। ବ୍ୟକ୍ତିଗତ ଫାଇଦା ପାଇଁ ସେମାନେ ସାମୂହିକ ସ୍ବାର୍ଥକୁ ପ୍ରତିରୋଧ କରୁଛନ୍ତି। ଜଣେ ବ୍ୟକ୍ତି କେନାଲ…

ପାଣିଘେରରେ ୩୦ ଗ୍ରାମବାସୀ

ନିମାପଡ଼ା,୩୧ା୮(ଡି.ଏନ୍‌.ଏ.): ଧନୁଆଁ ନଦୀରେ ବନ୍ୟାଜଳ ପ୍ରବାହିତ ହେବା ଫଳରେ ନିମାପଡ଼ା ବ୍ଲକର ଧନୁଆଁ, ରେଞ୍ଚ, ଶଗଡ଼ା, ବଡ଼ମାଛପୁର, ଅଲଣ୍ଡା, ଶାଇଁସଶାସନ ପଞ୍ଚାୟତର ୩୦ଗ୍ରାମ ପାଣିଘେରରେ ରହିଛି। ଦେଖେତା, ବଉଳପଦା, ଭୁଆଁ, ଶୁନୁଗୋରଡି, ବରିହାପଡ଼ା, ରଡବଜାର, ଖଜାପୁରୁ, ଆଙ୍କୁଶୁପୁର, କେରେଣ୍ଡିଆବିନ୍ଧା, ଚିଙ୍ଗୁଡ଼ିଆକଣ୍ଟା, ବଢେଇସାହି…

ଉବୁଟୁବୁ କଣାସ, ବେଘର ଲୋକେ

ପୁରୀ ଅଫିସ/କଣାସ (ସ୍ବ.ପ୍ର.),୩୧ା୮: ମହାନଦୀରେ ବନ୍ୟା ପାଣି ପ୍ରବାହିତ ହେଉଥିବାରୁ ପୁରୀ ଜିଲାର ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଜିଲା ମଧ୍ୟଦେଇ ଯାଇଥିବା ଦୟା, ଭାର୍ଗବୀ, ରତ୍ନଚିରା, ଲୁଣା, ମକରା, ଧନୁଆ, ରାଜୁଆ ପ୍ରଭୃତି ନଦୀ ଏବେ ଉଛୁଳୁଛି। କେତେକ…

ଶ୍ରୀମନ୍ଦିରରେ ମାରା ହେଲା ଭୋଗ

ପୁରୀ ଅଫିସ, ୩୧।୮: ଦୀର୍ଘଦିନ ପରେ ଶ୍ରୀମନ୍ଦିରରେ ଭୋଗ ମାରା ହୋଇଛି। ଜଣେ ସେବାୟତଙ୍କ ପାଇଁ ଶନିବାର ରାତିରେ ପ୍ରାୟ ୨ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ମହାପ୍ରଭୁଙ୍କ ନୀତିକାନ୍ତି ବିଳମ୍ବ ହୋଇଥିଲା। ଫଳରେ ଠାକୁରଙ୍କ ରାତ୍ରପହୁଡ଼ ହୋଇପାରି ନ ଥିଲା। ସେହିପରି ଭୋଗ…

ଶ୍ରୀନଅରରେ ସୁନିଆ: ଚାଲିଲା ୬୩ ଅଙ୍କ, ୧୪୨୮ ସାଲ

ପୁରୀ ଅଫିସ,୩୦। ୮: ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଶାସନରେ ୬୨ଅଙ୍କ ଶେଷ ହୋଇଛି। ଶନିବାର ସୁନିଆ ଅବସରରେ ୬୩ ଅଙ୍କ ଏବଂ ୧୪୨୮ ସାଲ ଆରମ୍ଭ ହୋଇଛି। ସେଥିପାଇଁ ଶ୍ରୀନଅରରେ ପାରମ୍ପରିକ ରୀତିରେ ରାଜ ପରମ୍ପରା ଅନୁଷ୍ଠିତ ହୋଇଥିଲା। ଶ୍ରୀନଅରର…

ସୁଜାତାନଗରବାସୀ ଜଳବନ୍ଦୀ: ଏସ୍‌ଆର୍‌ସିଙ୍କୁ ଟୁଇଟ୍‌ ପରେ ମଧ୍ୟ ପଦକ୍ଷେପ ଶୂନ

ପୁରୀ ଅଫିସ,୩୦। ୮: ପ୍ରତିବର୍ଷ ବର୍ଷାଦିନେ ସୁଜାତାନଗର ଏବଂ ମାଟିତୋଟା ଅଞ୍ଚଳବାସୀଙ୍କ ଦୁଃଖ ବଢିଯାଏ। ମାସାଧିକ କାଳ ସେମାନେ ଜଳବନ୍ଦୀ ଜୀବନ ବିତାଇଥାନ୍ତି। ଏଥର ମଧ୍ୟ ସମ୍ପୃକ୍ତ ଅଞ୍ଚଳରେ ସମାନ ଦୁର୍ଦ୍ଦଶା ଦେଖିବାକୁ ମିଳିଛି। ଦୁଇଦିନ ପୂର୍ବରୁ ହୋଇଥିବା ବର୍ଷା ଯୋଗୁ…

ପୁରୀରେ ନଦୀକୂଳିଆ ଲୋକେ ଛାନିଆ: କଣାସ ବ୍ଲକରେ ସ୍ଥିତି ଗମ୍ଭୀର

ପୁରୀ ଅଫିସ,୩୦। ୮: କରୋନା ଆତଙ୍କ ଥମି ନ ଥିବାବେଳେ ଆସୁଛି ବନ୍ୟା। ବୋଝ ଉପରେ ନଳିତା ବିଡ଼ା ସଦୃଶ ଏଭଳି ଦୁଃସ୍ଥିତିକୁ ସାମ୍ନା କରିବାକୁ ଯାଉଛନ୍ତି ଲୋକେ। ହୀରାକୁଦର ୪୬ଟି ଗେଟ୍‌ ଖୋଲାଯିବା ପରେ ମହାନଦୀରେ ବନ୍ୟା ଆସୁଛି। ବର୍ତ୍ତମାନ…

ଫୁଲୁଛି ମହାନଦୀ: ପୁରୀରେ ସମ୍ଭାବ୍ୟ ବନ୍ୟାସ୍ଥିତିକୁ ନେଇ ସମୀକ୍ଷା

ପୁରୀ ଅଫିସ,୨୯।୮: ହୀରାକୁଦ ଜଳଭଣ୍ଡାର ଗେଟ୍‌ ଖୋଲିବା ପରେ ମହାନଦୀ ଏବଂ ଏହାର ଶାଖା ନଦୀଗୁଡ଼ିକରେ ବନ୍ୟା ଆଶଙ୍କା ବଢ଼ିଛି। ପୁରୀ ଜିଲାରେ ବନ୍ୟା ହୋଇପାରେ ବୋଲି ଆଶଙ୍କା କରି ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲା ମଧ୍ୟଦେଇ ପ୍ରଭାହିତ…

ଶ୍ରୀମନ୍ଦିରରେ କୃଷ୍ଣଲୀଳା ସମାପନ

ପୁରୀ ଅଫିସ,୨୯ା୮: ପ୍ରବଳ ପ୍ରତାପୀ କଂସ ବଧ ସହିତ ଶ୍ରୀମନ୍ଦିରରେ ଚାଲିଥିବା କୃଷ୍ଣଲୀଳା ପରିସମାପ୍ତି ଘଟିଛି। ଭାଦ୍ରବ ଶୁକ୍ଲ ଦଶମୀ ଅବସରରେ ଶୁକ୍ରବାର ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ମହାଜନ ସେବକ ରାମକୃଷ୍ଣଙ୍କୁ ସିଂହାସନରେ ବିଜେ କରାଇଥିଲେ। ସେଠାରେ ଆଜ୍ଞାମାଳ…

ଭିଜିଲାନ୍ସ ଜାଲରେ କୋଟିପତି ଜିଆର୍‌ଏସ୍‌

ପୁରୀ ଅଫିସ,୨୮।୮: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କୋଟିପତି ଗ୍ରାମ ରୋଜଗାର ସେବକ (ଜିଆରଏସ୍‌)। ପୁରୀ ଜିଲା ଗୋପ ବ୍ଲକ ଛଇତନା ପଞ୍ଚାୟତର ଜିଆରଏସ୍‌ ଗୋବିନ୍ଦ ଚନ୍ଦ୍ର ପରିଡ଼ାଙ୍କ ନଁାରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ତେଣୁ ଭିଜିଲାନ୍ସ ଭୁବନେଶ୍ୱର…

ପୁରୀରେ ହେବ ଅତ୍ୟାଧୁନିକ ମାଛ ମାର୍କେଟ

ପୁରୀ ଅଫିସ,୨୮।୮: ପୁରୀରେ ହେବ ଅତ୍ୟାଧୁନିକ ମାଛ ମାର୍କେଟ। ପ୍ରାରମ୍ଭିକ ପର୍ଯ୍ୟାୟରେ ଥିବା ଏହି ପ୍ରକଳ୍ପକୁ ଖୁବ୍‌ଶୀଘ୍ର ଚୂଡ଼ାନ୍ତ ରୂପ ଦିଆଯିବ। ପୁରୀ ସହରର ସମସ୍ତ ମାଛ ବ୍ୟବସାୟୀଙ୍କୁ ଗୋଟିଏ ଛାତ ତଳେ ରଖିବା ଲକ୍ଷ୍ୟ ନେଇ ମତ୍ସ୍ୟ ବିଭାଗ ଏମିତି…

ଶ୍ରୀମନ୍ଦିର କବାଟ ହେବ ରୂପା ଛାଉଣୀ

ପୁରୀ ଅଫିସ,୨୭।୮: ଶ୍ରୀମନ୍ଦିର କବାଟ ରୂପା ଛାଉଣୀ ହେବ। ଏଥିପାଇଁ ଦାତା ରୂପା ଦେଇଥିବା ସୂଚନା ମିଳିଛି। ଶ୍ରୀମନ୍ଦିରର କଳାହାଟ ଦ୍ୱାର, ବେହରଣ ଦ୍ୱାର ଓ ଜୟବିଜୟ ଦ୍ୱାରରେ ଲଗାଯାଇଥିବା କବାଟକୁ ରୂପା ଛାଉଣୀ କରାଯିବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଡିଜାଇନ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri