ପୁରୀ

ରୁଦ୍ରପ୍ରସନ୍ନ, ଅଖଣ୍ଡଙ୍କୁ ଲାଡ୍‌ଲି ମିଡିଆ ଆୱାର୍ଡ

ଭୁବନେଶ୍ୱର/ପିପିଲି,୨୪।୧୧(ବ୍ୟୁରୋ/ଡି.ଏନ୍‌.ଏ.): ସ୍ତମ୍ଭକାର ତଥା ଯୁବ ସାମାଜିକ କର୍ମୀ ରୁଦ୍ରପ୍ରସନ୍ନ ରଥଙ୍କୁ ଚଳିତବର୍ଷର ଲାଡ୍‌ଲୀ ମିଡିଆ ଆୱାର୍ଡ ୨୦୨୦ ପ୍ରଦାନ କରାଯାଇଛି। ୨୦୧୯ ଡିସେମ୍ବରରେ ‘ଧରିତ୍ରୀ’ରେ ପ୍ରକାଶିତ ସଂପାଦକୀୟ ‘ଝିଅ ଯଦି କାଳୀ’ ଲେଖାକୁ ଓପ-ଏଡ୍‌ ବିଭାଗରେ ଶ୍ରେଷ୍ଠ ବିବେଚିତ କରାଯାଇ ଏହି…

ଆଜି ପବିତ୍ର ଅଁଳା ନବମୀ

ସାକ୍ଷୀଗୋପାଳ,୨୩ା୧୧(ଡି.ଏନ୍‌.ଏ.):ସୋମବାର ଅଁଳାନବମୀ ଉପଲକ୍ଷେ ସାକ୍ଷୀଗୋପାଳ ମନ୍ଦିରରେ ଶ୍ରୀରାଧାଙ୍କ ପାଦ ଦର୍ଶନ ନୀତି ଅନୁଷ୍ଠିତ ହେବ। ପାରମ୍ପରିକ ବେଶଭୂଷା ଓ ଗହଣାରେ ଲାଗି ହୋଇ ମା’ ରାଧାରାଣୀ ଓଡିଆଣୀ ବେଶରେ ସଜ୍ଜିତ ହେବେ। ରତ୍ନ ସିଂହାସନରେ ସାକ୍ଷୀଗୋପାଳ ଠାକୁର ନଟବର ବେଶରେ ଶୋଭା…

ପୁରୀ: ପୁଣି ଏକ ଥାର୍ଡ ଡିଗ୍ରୀ ଅଭିଯୋଗ

ପୁରୀ ଅଫିସ,୨୩ା୧୧:ଥାନା ହାଜତରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ନେଇ ସମଗ୍ର ରାଜ୍ୟରେ ଏବେ ପୁରୀ ଜିଲା ଚର୍ଚ୍ଚାରେ ରହିଛି । ବାସେଳିସାହି ଥାନା ହାଜତ ମୃତ୍ୟୁ ପରେ ପିପିଲି ଥାନାରେ ଥାର୍ଡ ଡିଗ୍ରୀ ଘଟଣା ସାମ୍ନାକୁ ଆସିଥିଲା। ଏହାକୁ ନେଇ ହଟଚମଟ…

‘ଅପରାଧମୁକ୍ତ ପୁରୀ ମୁଖ୍ୟ ଲକ୍ଷ୍ୟ’

ପୁରୀ ଅଫିସ,୨୩ା୧୧:ପତିତପାବନଙ୍କୁ ଦର୍ଶନ କରି ମହାପ୍ରଭୁଙ୍କ ଆଶୀର୍ବାଦ ନେଇ ପୁରୀର ନୂତନ ଏସ୍‌ପି ଭାବେ ଆଇପିଏସ୍‌ ଅଫିସର କେ. ବିଶାଲ ସିଂ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରବିବାର ପୂର୍ବାହ୍ନରେ ପୂର୍ବତନ ଏସ୍‌ପି ଅଖିଳେଶ୍ୱର ସିଂଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ…

ସାକ୍ଷୀଗୋପାଳ ମନ୍ଦିରରେ ୧୪୪ ଧାରା ଜାରି: ଆଜି ମଧ୍ୟରାତ୍ରିରୁ ହେବ କାର୍ଯ୍ୟକାରୀ

ସାକ୍ଷୀଗୋପାଳ,୨୨ା୧୧(ଡି.ଏନ୍‌.ଏ.): ରାତି ପାହିଲେ ପାଳନ ହେବ ପବିତ୍ର ଅଁଳା ନବମୀ। ତେବେ ଏହା ପୂର୍ବରୁ ପୁରୀ ଜିଲାର ସାକ୍ଷୀଗୋପାଳ ମନ୍ଦିରରେ ୧୪୪ ଧାରା ଲାଗୁ ହୋଇଛି। କରୋନା ମହାମାରୀ ଏବଂ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି। ରବିବାର…

ପୁରୀ ହେପାଜତରେ ମୃତ୍ୟୁ ମାମଲା: ହତ୍ୟା ମାମଲା ରୁଜୁ ଦାବି କଲା ଭାଜପା

ପୁରୀ ଅଫିସ,୨୨।୧୧: ପୋଲିସ ହେପାଜତରେ କେ. ରମେଶଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଲାଗିରହିଛି। ପୋଲିସର ଏଭଳି କାର୍ଯ୍ୟକୁ ତୀବ୍ର ବିରୋଧ କରାଯାଉଛି। ଏଭଳି ସ୍ଥିତିରେ ଶନିବାର ମୃତକଙ୍କ ପରିବାରକୁ ଭେଟିଛନ୍ତି ଭାଜପାର ରାଷ୍ଟ୍ରୀୟ ମୁଖପାତ୍ର ଡା. ସମ୍ବିତ ପାତ୍ର। ମୋଚିସାହିସ୍ଥିତ କେ.…

ପିପିଲି ଥାନା ହାଜତ ନିର୍ଯାତନା ଘଟଣା: ସନ୍ଦେହରେ ପୋଲିସ କାର୍ଯ୍ୟାନୁଷ୍ଠାନ

ପିପିଲି,୨୨।୧୧(ସ୍ବ.ପ୍ର.): ପୁରୀ ବାସେଳି ସାହି ଥାନା ହାଜତ ମୃତ୍ୟୁ ଅଭିଯୋଗକୁ ନେଇ ଚର୍ଚ୍ଚା ଥମି ନ ଥିବାବେଳେ ଜିଲାରେ ପୁଣି ଏକ ହାଜତ ନିର୍ଯାତନା ଅଭିଯୋଗ ଆସିଛି। ପିପିଲି ଥାନା ହାଜତରେ ପୋଲିସ ମାଡ଼ରେ ୫ଜଣ ଅଭିଯୁକ୍ତ ଗୁରୁତର ହୋଇଛନ୍ତି। ସେମାନେ…

ମୁଖ୍ୟ ସଚିବ, ଡିଜିପିଙ୍କୁ ଏନ୍‌ଏଚ୍‌ଆର୍‌ସି ନୋଟିସ

ନୂଆଦିଲ୍ଲୀ/ ପୁରୀ ଅଫିସ, ୨୧। ୧୧: ପୁରୀ ପୋଲିସ ହେପାଜତରେ ମୃତ୍ୟୁ ମାମଲାକୁ ନେଇ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଅସନ୍ତୋଷ ପ୍ରକାଶ କରିଛନ୍ତି। ଆଇନର ଶାସନ ଚାଲିଥିବା ଦେଶରେ ଏସବୁ ଗ୍ରହଣୀୟ ନୁହେଁ ବୋଲି କମିଶନ କହିଛନ୍ତି। ଏହି…

ବଦଳିଲେ ପୁରୀ ଏସ୍‌ପି

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ): ପୁରୀ ଏସ୍‌ପି ଅଖିଳେଶ ସିଂଙ୍କୁ ବଦଳି କରାଯାଇଛି। ତାଙ୍କୁ ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି। ସମ୍ବଲପୁର ଏସ୍‌ପି ଥିବା କେ. ବିଶାଳ ସିଂଙ୍କୁ ପୁରୀ ଏସପି ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ…

ହାଇକୋର୍ଟକୁ ଗଲା ପୁରୀ ହେପାଜତ ମୃତ୍ୟୁ ମାମଲା

ପୁରୀ ଅଫିସ,୨୦।୧୧-ହାଇକୋର୍ଟକୁ ଗଲା ପୁରୀ ପୋଲିସ ହେପାଜତ ମୃତ୍ୟୁ ମାମଲା। ହାଇକୋର୍ଟରେ ଏ ନେଇ ଆଇନଜୀବୀ ଶରତ ରାୟଗୁରୁ ଏକ ଜନସ୍ବାର୍ଥ ମାମଲା ରୁଜୁ କରିଛନ୍ତି। ସମ୍ପୃକ୍ତ ପୋଲିସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ କୋର୍ଟଙ୍କ ତତ୍ତ୍ୱାବଧାନରେ ତଦନ୍ତ କରିବାକୁ…

ପୋଲିସ ହେପାଜତରେ ମୃତ୍ୟୁ ଘଟଣା: ‘ମୃତଦେହ ଲୁଚାଇ ଦାହ କରିଛି ପୋଲିସ’

ପୁରୀ ଅଫିସ,୨୦ା୧୧: କେ. ରମେଶ ଦାସଙ୍କ ମୃତ୍ୟୁ ଘଟଣାରେ ସମ୍ପର୍କୀୟମାନେ ଭିନ୍ନ କଥା କହିଛନ୍ତି। ରମେଶଙ୍କ ମା’, ବାପାଙ୍କୁ ପୋଲିସ ସହର ବାହାରର ଏକ ଥାନାକୁ ନେଇ ସେଠାରେ ଅଟକ ରଖିଛି। ୭ଦିନ ପୂର୍ବରୁ ପୋଲିସ ରମେଶଙ୍କୁ ଘରୁ ଉଠାଇ ନେଇ…

‘ବିଧାନସଭାରେ ଉଠିବ ହାଜତ ମୃତ୍ୟୁ ପ୍ରସଙ୍ଗ’

ପୁରୀ ଅଫିସ,୨୦।୧୧: ପୋଲିସ ହେପାଜରେ ଯୁବକଙ୍କ ମୃତ୍ୟୁକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛି ଭାଜପା। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ନେତୃତ୍ୱରେ ଗୁରୁବାର ସନ୍ଧ୍ୟାରେ ୨୦ଜଣ ବିଧାୟକଙ୍କ ଏକ ପ୍ରତିନିଧି ଦଳ ପୁରୀ ଆସି ମୃତକଙ୍କ ସମ୍ପର୍କୀୟଙ୍କୁ ଭେଟିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?