ପୁରୀ

ବିକ୍ରି ନୁହେଁ, ଥଇଥାନ କରାଯାଇଛି

ପୁରୀ ଅଫିସ,୨୩।୮: ବଗଲା ଧର୍ମଶାଳା ଜମିକୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ଭାଜପା ପକ୍ଷରୁ ବଗଲା ସମ୍ମୁଖରେ ଧାରଣା ଦିଆଯାଇଥିବାବେଳେ ଧୀରେ ଧୀରେ ଏହାକୁ ନେଇ ରାଜନୈତିକ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ତେବେ ଏହି ପ୍ରସଙ୍ଗରେ ଜିଲା ପ୍ରଶାସନ…

କରମଳା ବଜାରରେ ବୋମାମାଡ଼

କଣାସ,୨୨।୮(ଡି.ଏନ.ଏ): ଗଡ଼ିଶାଗୋଦା ଥାନା ଅଧୀନ କରମଳା ଗ୍ରାମର ବଜାରରେ ଗୁରୁବାର ରାତିରେ ପୂର୍ବ ଶତ୍ରୁତାରୁ ବୋମାମାଡ଼ ହୋଇଛି। ଖବରପାଇ ପୋଲିସ ପହଞ୍ଚି ୨ଟି ବୋମା ଓ ୨ ବାଇକ୍‌ ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତ କରମଳା ଗ୍ରାମର ସଜନୀ ସାହୁଙ୍କୁ…

ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ପୁଣି ଉଚ୍ଛେଦ ଆରମ୍ଭ: ୩ ଘରୋଇ ପ୍ଲଟ ଉଚ୍ଛେଦ ଲାଗି ଯୋଜନା

ପୁରୀ ଅଫିସ,୨୧ା୮: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ମେଘନା’ ପାଚେରୀ କଡ଼ରୁ ୭୫ ମିଟର ପରିଧି ମଧ୍ୟରେ ଥିବା ଜାଗା ଖାଲି କରାଯିବ । ସରକାରଙ୍କ ଏହି ନିଷ୍ପତ୍ତି ପରେ ଗତବର୍ଷ ଅଗଷ୍ଟ ୧୯ ତାରିଖରୁ ଉଚ୍ଛେଦ ଅଭିଯାନ ଆରମ୍ଭ…

ଧର୍ମଶାଳା ଜମି ବିକ୍ରି ବନ୍ଦ ଦାବି: ପୁରୀ ଜିଲା ଭାଜପା ପକ୍ଷରୁ ଧାରଣା

ପୁରୀ ଅଫିସ,୨୧ା୮: ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ବିସ୍ଥାପିତ ଲଜ୍‌ ମାଲିକଙ୍କୁ ବଗଲା ଧର୍ମଶାଳା ଜମି ପ୍ଲଟିଂକରି ବିକ୍ରି କରିବାକୁ ବିରୋଧ କରିଛି ପୁରୀ ଜିଲା ଭାଜପା । ବଗଲା ଜମି ବିକ୍ରି ବନ୍ଦ କରିବା ଦାବିରେ ଭାଜପା ପକ୍ଷରୁ ଶୁକ୍ରବାର ବଗଲା ଧର୍ମଶାଳା…

ବିପଦସଙ୍କେତ ଉପରେ ଦୟା

କଣାସ,୨୧।୮(ସ୍ବ.ପ୍ର.): ୪ଦିନ ଧରି ଲଘୁଚାପ ବର୍ଷା ଲାଗିରହିବା ଏବଂ ବନ୍ୟାଜଳ ଆସିବା ଦ୍ୱାରା କଣାସ ବ୍ଲକରେ ପ୍ରବାହିତ ହେଉଥିବା ଦୟାନଦୀ ଏବଂ ଶାଖାନଦୀ ରାଜୁଆ, ମକରା, କାଣିଆ, ଲୁଣାନଦୀର ଜଳପତନ ବୃଦ୍ଧି ପାଇବାରେ ଲାଗିଛି। କଣାସଠାରେ ଦୟାନଦୀର ବିପଦସଙ୍କେତ ୩.୯୯ମି. ଥିବାବେଳେ…

ସାର୍ବଜନୀନ ସ୍ଥାନରେ ପୂଜା ମନା

ପୁରୀ ଅଫିସ,୨୧।୮: ପୁରୀ ଜିଲାର କୌଣସି ସର୍ବସାଧାରଣ ସ୍ଥାନରେ ଏଥର ଗଣେଶ ପୂଜା ହେବ ନାହିଁ। କରୋନା ସଂକ୍ରମଣ ବୃଦ୍ଧି ହାରକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି। କୌଣସି ଯୁବକ ସଂଘ, ଅନୁଷ୍ଠାନ, କ୍ଲବ କିମ୍ବା ବ୍ୟକ୍ତିବିଶେଷ…

ଆଇସ୍‌କ୍ରିମ କାଠିରେ କୁନି ଗଣେଶ

ପୁରୀ ଅଫିସ,୨୦ା୮: ଆଇସ୍‌କ୍ରିମ କାଠିକୁ ନେଇ ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ନିଜ ନଁ। ସ୍ଥାନିତ କରିସାରିଥିବା ପୁରୀ କୁମୁଟିପାଟଣାର ୧୯ ବର୍ଷୀୟ ଛାତ୍ର ବିଶ୍ୱଜିତ ନାୟକଙ୍କ ନଜର ଏବେ ଏସିଆ ବୁକ୍‌ ଅଫ୍‌ ରେକଡର୍‌ସ ଉପରେ। ଏଥିରେ ନିଜ ନଁ।କୁ…

ମହାପ୍ରଭୁଙ୍କୁ ଲାଗି ହେଲା ସାତପୁରୀ ପିଠା

ପୁରୀ ଅଫିସ,୨୦ା୮: ସପ୍ତପୁରୀ ଅମାବାସ୍ୟାରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ସାତପୁରୀ ପିଠା ଲାଗି ହୋଇଛି। ଅମାବାସ୍ୟା ହେତୁ ନାରାୟଣ ସାଗର ବିଜେ କରିଛନ୍ତି। ଏଥିସହ ଶ୍ରୀମନ୍ଦିରରେ ଚାଲିଥିବା ଶ୍ରୀକୃଷ୍ଣ ଲୀଳାରେ ବସ୍ତ୍ର ହରଣ ନୀତି ମଧ୍ୟ ସମ୍ପନ୍ନ ହୋଇଛି। ଅବକାଶ ନୀତି…

ପୁରୀରେ ଉଚ୍ଛେଦକୁ ବର୍ଷେ ପୂରିଲା: ବିକାଶରେ କରୋନା ସାଜିଛି କଣ୍ଟା

ପୁରୀ ଅଫିସ,୨୦ା୮: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ବଦଳିଯିବ ଏହାର ରୂପରେଖ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ଏହା ପରିଗଣିତ ହେବ। ଭକ୍ତ, ପର୍ଯ୍ୟଟକଙ୍କୁ ଅତ୍ୟାଧୁନିକ ସେବା ସୁବିଧା ମିଳିବ। ଏଥିପାଇଁ ଭିତ୍ତିଭୂମିର ବିକାଶ, ନୂଆ ବହୁଥାକିଆ ରାସ୍ତା, ସେତୁ,…

ବଗଲା ଧର୍ମଶାଳା ଜମି ବିକ୍ରି ସରକାରଙ୍କ ନିଷ୍ପତ୍ତି

ପୁରୀ ଅଫିସ,୨୦ା୮: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ବିସ୍ଥାପିତ ହୋଇଥିବା ଲଜ୍‌ ମାଲିକଙ୍କୁ ବଗଲା ଧର୍ମଶାଳା ଜମି ବିକ୍ରି କରାଯାଇଛି। ୬ଜଣ ଲଜ୍‌ ମାଲିକଙ୍କୁ ଜିଲା ପ୍ରଶାସନ ୩୪୦ ଡେସିମିଲ ଜମି ବିକ୍ରି କରିଛି। ତେବେ ଏହାକୁ ପ୍ଲଟିଂ କରି…

ବଢୁଛି ଆପରାଧିକ କାର୍ଯ୍ୟକଳାପ

ପୁରୀ ଅଫିସ,୨୦ା୮: ପୁରୀରେ କୌଣସି ପ୍ରକାର ଅପରାଧକୁ ବରଦାସ୍ତ କରାଯିବ ନାହିଁ। ଆଧ୍ୟାତ୍ମିକ ସହର ପୁରୀରେ ଅପରାଧ କିମ୍ବା ଅପରାଧୀଙ୍କ କୌଣସି ସ୍ଥାନ ନାହିଁ। ଅପରାଧୀ ଯିଏ ବି ହୁଅନ୍ତୁ ନା କାହିଁକି କାହାକୁ ଛଡ଼ାଯିବ ନାହିଁ। ଆଇନ ଅନୁଯାୟୀ ସେମାନଙ୍କ…

କ୍ଷତିଗ୍ରସ୍ତଙ୍କୁ ବଗଲା ଧର୍ମଶାଳା ଜମି ବିକ୍ରି

ପୁରୀ ଅଫିସ,୧୯ା୮: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ବ୍ୟବସାୟ ପ୍ରତିଷ୍ଠାନ ହରାଇଥିବା କ୍ଷତିଗ୍ରସ୍ତଙ୍କୁ ବଡ଼ଦାଣ୍ଡରେ ଥିବା ବଗଲା ଧର୍ମଶାଳା ଜମି ବିକ୍ରି କରାଯାଇଛି। ୬ଜଣ ଲଜିଂ ମାଲିକଙ୍କୁ ଜିଲା ପ୍ରଶାସନ ୩୪୦ ଡେସିମିଲ ଜମି ବିକ୍ରି କରିଛି। ଜିଲା ସବ୍‌ରେଜିଷ୍ଟ୍ରାରଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri