ପୁରୀ

୪ ପ୍ରକଳ୍ପ ପାଇଁ ୪୬୧ କୋଟି ମଞ୍ଜୁର

ପୁରୀ ଅଫିସ,୧୩।୧୧: ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟ ସହର ଭାବେ ଗଢ଼ାଯିବ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ଏହା ପରିଗଣିତ ହେବ। ଭକ୍ତ, ପର୍ଯ୍ୟଟକଙ୍କୁ ଅତ୍ୟାଧୁନିକ ସେବା ସୁବିଧା ମିଳିବ। ଏଥିପାଇଁ ଭିତ୍ତିଭୂମି ବିକାଶ, ନୂଆ ବହୁଥାକିଆ ରାସ୍ତା, ସେତୁ, ହ୍ରଦ, ମାର୍କେଟ…

ପିପିଲି ଉପନିର୍ବାଚନ: ଅଧିକ ୭୭ ବୁଥ୍‌ ହେବ

ପୁରୀ ଅଫିସ,୧୩।୧୧: ଆଗକୁ ପିପିଲି ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବ। ପ୍ରଦୀପ ମହାରଥୀଙ୍କ ବିୟୋଗ ପରେ ଏହି ଆସନ ଖାଲିପଡ଼ିଛି। ୬ମାସ ଭିତରେ ନିର୍ବାଚନ ହେବାକୁ ନିୟମ ରହିଥିବାରୁ ଆସନ୍ତା ଏପ୍ରିଲ ୩ ତାରିଖ ସୁଦ୍ଧା ଏଠାରେ ଭୋଟ କରାଯିବ।…

ଏବର୍ଷ ରାଧାପାଦ ଦର୍ଶନ ବନ୍ଦ

ପୁରୀ ଅଫିସ,୧୩ା୧୧: ଶୀତଦିନେ କରୋନା ସଂକ୍ରମଣ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଏଥିସହ କୋଭିଡ୍‌ କଟକଣାକୁ ଦୃଷ୍ଟିିରେ ରଖି ଚଳିତବର୍ଷ ଅଁଳା ନବମୀରେ ସାକ୍ଷୀଗୋପାଳ ମନ୍ଦିରରେ ରାଧାପାଦ ଦର୍ଶନ ବନ୍ଦ ରହିବ। ପ୍ରଶାସନିକ ସ୍ତରରେ ଏ ନେଇ ଆଲୋଚନା ହୋଇଛି। ଖୁବ୍‌ଶୀଘ୍ର…

ମୋ ଧାମ ମୋ ଗର୍ବ ଅଭିଯାନ: ସାଇକେଲରେ ବୁଲି ସ୍ଥିତି ପରଖିଲେ ଜିଲାପାଳ

ପୁରୀ ଅଫିସ,୧୩ା୧୧: ସ୍ବଚ୍ଛତା କ୍ଷେତ୍ରରେ ପୁରୀ ହେବ ଦେଶର ଏକ ନମ୍ବର ସହର। ୨୦୨୧ ସ୍ବଚ୍ଛ ସର୍ବେକ୍ଷଣରେ ପୁରୀକୁ କିପରି ଏହି ମାନ୍ୟତା ମିଳିବ ସେଥିଲାଗି ଜିଲା ପ୍ରଶାସନ ପକ୍ଷରୁ ପ୍ରୟାସ ଚାଲିଛି। ଏଥିଲାଗି ମୋ ଧାମ, ମୋ ଗର୍ବ ଅଭିଯାନ…

ସଂକ୍ଷିପ୍ତ ଫଟୋ ଭୋଟର ତାଲିକା ସଂଶୋଧନ: ଜାଲ୍‌ ଭୋଟରଙ୍କ ଉପରେ କଡ଼ା ନଜର

ପୁରୀ ଅଫିସ/ଖୋର୍ଦ୍ଧା ଅଫିସ,୧୩ା୧୧: ଭାରତୀୟ ନିିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧିତ ଫଟୋ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ପୁରୀ ଜିଲାରେ ଆରମ୍ଭ ହୋଇଛି। ଆସନ୍ତା ଜାନୁୟାରୀ ପହିଲା ସୁଦ୍ଧା ୧୮ବର୍ଷ ପୂରଣ ହେଉଥିବା ନାଗରିକମାନେ ଭୋଟର ଭାବେ ନାମ…

ବେଆଇନ ଭାବେ ଚାଲିଛି ୨୦ ସ’ ମିଲ୍‌

ଗୋପ,୧୧ା୧୧(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଳକ ଅଞ୍ଚଳରେ ବେଆଇନ ଭାବେ ୨୦ରୁ ଊର୍ଦ୍ଧ୍ୱ ସ’ ମିଲ ଚାଲୁଛି। ଏହାପରେ ଭିଜିଲାନ୍ସ, ବନ ବିଭାଗ ପକ୍ଷରୁ ବାରମ୍ବାର ଚଢ଼ାଉ କରାଯାଉଥିଲେ ମଧ୍ୟ କିଛିଦିନ ପରେ ପୁଣି ମିଲ ଖୋଲାଯାଇ କାର୍ଯ୍ୟ ହୋଇଥାଏ। ସୁପ୍ରିମକୋର୍ଟ…

ରଘୁରାଜପୁରରେ ଡିଜାଇନ ଦେଖିଲା ଟିମ୍‌

ପୁରୀ ଅଫିସ, ୧୧ା୧୧: ଶ୍ରୀମନ୍ଦିରର ୮ ଦ୍ୱାର ରୁପା ଛାଉଣି ହେବ। ଜୟ ବିଜୟ, କଳାହାଟ, ବେହେରଣ, ସାତପାହାଚ, ପଶ୍ଚିମ ଭୋଗ ମଣ୍ଡପ, ନୃସିଂହ ମନ୍ଦିର, ମା’ ବିମଳା ଏବଂ ମା’ ମହାଲକ୍ଷ୍ମୀ ମନ୍ଦିରର ଗର୍ଭ ଦ୍ୱାରକୁ ରୁପା ଛାଉଣି କରାଯିବ।…

ଝୁଲିଲା ରୁପା ଛାଉଣି ଡିଜାଇନ୍‌ ନିଷ୍ପତ୍ତି

ପୁରୀ ଅଫିସ, ୧୦।୧୧: ଶ୍ରୀମନ୍ଦିରର ୮ଟି ଦ୍ୱାର ରୁପାରେ ଝଲସିବ। ଦ୍ୱାରଗୁଡ଼ିକର କବାଟକୁ ରୁପା ଛାଉଣି କରାଯିବ। ଏଥିପାଇଁ ଗଠିତ କମିଟିର ଦ୍ୱିତୀୟ ବୈଠକ ସୋମବାର ନୀଳାଦ୍ରି ଭକ୍ତ ନିବାସ ପରିସରରେ ଅନୁଷ୍ଠିତ ହୋଇଥିଲା। ତଥାପି ନିଷ୍ପତ୍ତି ଝୁଲି ରହିଲା। ମଙ୍ଗଳବାର…

ସାଢେ ୩ କୋଟିର ପ୍ରକଳ୍ପ ଦିଶାହୀନ

ପୁରୀ ଅଫିସ, ୧୦।୧୧: ଓଡ଼ିଶା ହସ୍ତଶିଳ୍ପୀ ଓ ହସ୍ତକଳାର ବିକାଶ ହେବ। ହସ୍ତଶିଳ୍ପୀଙ୍କ ଆର୍ଥିକ ମାନଦଣ୍ଡରେ ସୁଧାର ଆସିବ। ଦେଶ ବିଦେଶରେ ଓଡ଼ିଆ କାରିଗରଙ୍କ ସୂକ୍ଷ୍ମ କାରୁକାର୍ଯ୍ୟପୂର୍ଣ୍ଣ ସାମଗ୍ରୀ ସହଜରେ ପହଞ୍ଚତ୍ ପାରିବ। ପୁରୀକୁ ବି ପର୍ଯ୍ୟଟକଙ୍କ ଆଗମନ ବଢିବ। ଯାତ୍ରୀ,…

ବାଲେଶ୍ୱରରୁ କାକଟପୁର, ଅସ୍ତରଙ୍ଗ ସପ୍ଲାଏ ହେଉଥିଲା ବ୍ରାଉନ୍‌ସୁଗାର: ୬ ଗିରଫ, ୨୯୮ଗ୍ରାମ ପାଉଡର ଜବତ

କାକଟପୁର,୯।୧୧(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁର ପୋଲିସ ରବିବାର ବିଳମ୍ବିତ ରାତିରେ ସୋମନାଥପୁର ଛକରେ ଚଢ଼ାଉକରି ୨୯୮ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୬ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ଜଳେଶ୍ବର ଅଞ୍ଚଳର ମିର ରାହତ ଅଲ୍ଲୀ,…

ଏସ୍‌ସିବିରୁ ରାମଚନ୍ଦ୍ର ନିଖୋଜ: ମାସେ ହେବ ଜିଲା ପ୍ରଶାସନ ପାଖରେ ଖବର ନାହିଁ

ପୁରୀ ଅଫିସ,୮ା୧୧: ବର୍ଷେ କି ଦୁଇବର୍ଷ ନୁହେଁ ଦୀର୍ଘ ୧୮ ବର୍ଷ ଶିକୁଳିରେ ବନ୍ଧା ପଡିଥିଲା ଜୀବନ। ଅସ୍ବାଭାବିକ ଆଚରଣ ପାଇଁ ତାଙ୍କ ଦୁଇହାତକୁ ଲୁହାଚେନ୍‌ରେ ବାନ୍ଧି ତାଲା ପକାଯାଇଥିଲା। ପୁଅର ଏଭଳି କଷ୍ଟକୁ ଦେଖି ଗୁମୁରି କାନ୍ଦୁଥିବା ମାଆ ଥିଲେ…

୭୦ ବର୍ଷୀୟା ବୃଦ୍ଧା ମାଆକୁ ଘରୁ ବାହାର କରିଦେଲେ ପୁଅ, ବୋହୂ

ପୁରୀ ଅଫିସ,୮ା୧୧: ପାରିବାରିକ କଳହ ଏବେ ଭୟଙ୍କର ରୂପ ନେଉଛି। ଅନେକ ସମୟରେ ନିଜ ଜନ୍ମ କଲା ମାଆକୁ ବି ପୁଅ ହତାଦାର କରୁଛନ୍ତି। ଶନିବାର ପୁରୀରେ ଏମିତି ଏକ ଘଟଣା ନଜରକୁ ଆସିଛି। ବୃଦ୍ଧା ରୋଗଣା ମାଆକୁ ସ୍ତ୍ରୀ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?