ଶ୍ରୀମନ୍ଦିରରେ ସେବାୟତ ଜାଳିଲେ ମହମବତୀ: ଭିଡିଓ ଭାଇରାଲ ପରେ ତେଜିଲା ଅସନ୍ତୋଷ
ପୁରୀ,୧୬।୩: ପବିତ୍ର ଫାଲୁଗନ ମାସ ଦୋଳ ପୂର୍ଣ୍ଣିମା ଅବସରରେ ପୁରୀରେ ଚାଲିଛି ଦୋଳ ମହୋତ୍ସବ। ସାହି ସାହି ବୁଲିଛନ୍ତି ରାଧାଗୋବିନ୍ଦ। ଏହି ପରିପ୍ରେକ୍ଷୀରେ ପୁରୀରେ ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ। ବର୍ତ୍ତମାନ ଶ୍ରୀମନ୍ଦିରରୁ ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଶ୍ରୀମନ୍ଦିର...
ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା: ଯୁବକଙ୍କୁ ଗିରଫ ପରେ…
ପୁରୀ,୧୬।୩: ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା। ସ୍ପାଏ କ୍ୟାମେରାରେ ସୁଟିଂ ବେଳେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ୨୬ ବର୍ଷୀୟ ଭାସ୍କର ସାମନ୍ତ। ଭାସ୍କରଙ୍କୁ ଗିରଫ କରି ପଚାରଉଚରା କରୁଛି ପୋଲିସ। ତାଙ୍କ କ୍ୟାମେରା ଜବତ...
ଶ୍ରୀମନ୍ଦିରେ ମହାପ୍ରଭୁଙ୍କ ସୁନା ବେଶ, ଦୋଳବେଦୀରେ ଦୋଳ ପୂର୍ଣ୍ଣିମା ନୀତି ସମ୍ପନ୍ନ
ପୁରୀ,୧୪।୩(ଅଜିତ୍ କୁମାର ମହାନ୍ତି): ପବିତ୍ର ଫାଲୁଗନ ମାସ ପୂର୍ଣ୍ଣିମା ତଥା ଦୋଳ ପୂର୍ଣ୍ଣିମା ଅବସରରେ ଶୁକ୍ରବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ସୁନାବେଶ ବା ରାଜରାଜେଶ୍ୱର ବେଶ ସମ୍ପନ୍ନ ହେବା ସହ ଦୋଳବେଦୀରେ ଦୋଳ ପୂର୍ଣ୍ଣିମା ନୀତି ପାଳିତ ହୋଇଯାଇଛି। ମହାପ୍ରଭୁଙ୍କ ଦ୍ୱାଦଶ...
ଦୋଳପୂର୍ଣ୍ଣିମାରେ ସୁନାବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
ପୁରୀ,୧୪ା୩: ଶୁକ୍ରବାର ଦୋଳ ବେଦିରେ ଦୋଳପୂର୍ଣ୍ଣିମା ନୀତି ସହ ଶ୍ରୀମନ୍ଦିର ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେଉଛି। ଶ୍ରଦ୍ଧାଳୁଙ୍କ ଭିଡକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଦୋଳପୂର୍ଣ୍ଣିମା ଉପଲକ୍ଷେ ୨ଜଣ ଅତିରିକ୍ତ ଏସ୍ପି, ୧୧...
ପୁରୀ ରଥଯାତ୍ରାକୁ ମିଳିବ UNESCO ମାନ୍ୟତା: ଶ୍ରୀମନ୍ଦିର ପକ୍ଷରୁ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର,୯।୩: ଜଗନ୍ନାଥ ମନ୍ଦିର କର୍ତ୍ତୃପକ୍ଷ ବାର୍ଷିକ ରଥଯାତ୍ରାକୁ ୟୁନେସ୍କୋ ମାନ୍ୟତା ପାଇବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (SJTA) ବାର୍ଷିକ ରଥଯାତ୍ରାକୁ ୟୁନେସ୍କୋ ଦ୍ୱାରା ସାଂସ୍କୃତିକ ଐତିହ୍ୟ ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ପ୍ରକ୍ରିୟା...
ପୁରୀ ବେଳାଭୂମିରେ ବିବାହ ମଣ୍ଡପ, ଭାଇରାଲ ହେଉଛି
ପୁରୀ,୫।୩: ପୁରୀ ବେଳାଭୂମିରେ ବିବାହ ମଣ୍ଡପ ହେବାକୁ ଚାଲିଛି ଡେକରେଶନ୍। ଏଭଳି ମଣ୍ଡପର ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତେବେ ଏହି ଡେକୋରେଶନ ବନ୍ଦ କରିବାକୁ ବଳିଆପଣ୍ଡା ପୋଲିସର ନିର୍ଦ୍ଦେଶ ଳଦେଇଛି। ବେଳାଭୂମିରେ ବିବାହ କି ବ୍ରତଘର...
Big appointment announced for Puri temple: ପୁରୀ ଶ୍ରୀମନ୍ଦିର ପାଇଁ ବାହାରିଲା ବଡ଼ ନିଯୁକ୍ତି ସୁଯୋଗ, ୧୦୮୩ ପଦବୀ ଖାଲି, ଜାଣନ୍ତୁ ଆବେଦନ ପ୍ରକ୍ରିୟା
ପୁରୀ,୪।୩: ଶ୍ରୀକ୍ଷେତ୍ର ପୁରୀ ପାଇଁ ବଡ ଘୋଷଣା କରିଛନ୍ତି ରାଜ୍ୟ ସରକାର । ପୁରୀରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ। ଶ୍ରୀମନ୍ଦିର ସୁରକ୍ଷା ଓ ଦର୍ଶନ ଗହଳିକୁ ଶୃଙ୍ଖଳିତ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସୱତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା...
ରଥଯାତ୍ରା ପାଇଁ ସ୍ବତନ୍ତ୍ର ଆପ୍: ସମ୍ବେଦନଶୀଳ ସ୍ଥାନରେ ଲାଗିବ ଏଆଇ କ୍ୟାମେରା
ପୁରୀ,୪ା୩(ଅଜିତ୍ କୁମାର ମହାନ୍ତି): ଆସନ୍ତା ଜୁନ୍ ୨୭ରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଚଳିତ ବର୍ଷ ଦେବସ୍ନାନ ପୂର୍ଣ୍ଣିମାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ସୋମବାର ପୁରୀ ସର୍କିଟ...
ସତ୍ୟବାଦୀ ପଞ୍ଚାୟତ ସମିତି ବୈଠକରେ ବିଜେଡି-ଭାଜପା ମୁହାଁମୁହିଁ
ସାକ୍ଷୀଗୋପାଳ,୩।୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ପଞ୍ଚାୟତ ସମିତିର ସପ୍ତମ ଅଧିବେଶନ ସୋମବାର ଅନୁଷ୍ଠିତ ହୋଇଥିଲା। ଆରମ୍ଭରୁ ସମିତି ଅଧ୍ୟକ୍ଷ ସୁନିଲ ପଣ୍ଡା ବୈଠକ ସଭାପତିତ୍ୱ କରିଥିଲେ। ପୂର୍ବ ବିବରଣୀ ପଠନରେ ଅନାଲୋଚିତ ପ୍ରସ୍ତାବ ସ୍ଥାନିତ କରାଯିବାକୁ ବିରୋଧ କରି...
ବଢ଼ିବ ଶ୍ରୀମନ୍ଦିର ସୁରକ୍ଷା: ୧ ହଜାର ୮୩ଟି ପଦବୀ ପାଇଁ ବିଜ୍ଞାପନ ଜାରି
ପୁରୀ,୩।୩: ବଢ଼ିବ ଶ୍ରୀମନ୍ଦିର ସୁରକ୍ଷା । ସୁରକ୍ଷା ପାଇଁ ସ୍ବତନ୍ତ୍ର ସୁରକ୍ଷା ବାହିନୀ ଗଠନ ହେବ। ଗୁଣ୍ଡିଚା ମନ୍ଦିର ତଥା ମାଉସୀ ମା’ ମନ୍ଦିରର ସୁରକ୍ଷା ମଧ୍ୟ ବଢ଼ିବ। ଏ ନେଇ କମାଣ୍ଡାଣ୍ଟ, ଡେପୁଟି କମାଣ୍ଡାଣ୍ଟ ସହ ଇନିସପେକ୍ଟର ଓ...
ପୋଲିସ ପ୍ରଶାସନର ବଡ଼ ପଦକ୍ଷେପ: ପୁରୀ ରଥଯାତ୍ରା ଜଗିବ AI କ୍ୟାମେରା
ପୁରୀ,୧୭।୨: ପୁରୀ ରଥଯାତ୍ରା ପାଇଁ ଲାଗିବ AI କ୍ୟାମେରା। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା ସୋମବାର ପୁରୀ ଏସ୍ପି ବିନିତ ଅଗ୍ରୱାଲ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। AI କ୍ୟାମେରା ପୁରୀ ରଥଯାତ୍ରାରେ ହେଉଥିବା ଜନଗହଳି ଏବଂ ଟ୍ରାଫିକ ମ୍ୟାନେଜମେଣ୍ଟ...
ଶ୍ରୀମନ୍ଦିର ଭକ୍ତନିବାସ ଠକେଇ ଘଟଣା: କାର୍ଯ୍ୟାନୁଷ୍ଠାନ ପାଇଁ କ୍ରାଇମବ୍ରାଞ୍ଚ ଡିଜିଙ୍କୁ ଚିଠି
ପୁରୀ,୧୭ା୨(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନର ଭକ୍ତନିବାସଗୁଡ଼ିକ ନାମରେ ନକଲି ଓ୍ବେବସାଇଟ୍ ଖୋଲି ଖଳପ୍ରକୃତିର ଲୋକେ ଅନ୍ଲାଇନ ମାଧ୍ୟମରେ ଭକ୍ତ ଓ ପର୍ଯ୍ୟଟକଙ୍କୁ ଠକୁଥିଲେ। ଅନେକ ଭକ୍ତ ଓ ପର୍ଯ୍ୟଟକ ଭକ୍ତନିବାସ ପାଇଁ ପଞ୍ଜୀକରଣ କରି ପୁରୀ ଆସିବା ପରେ...
Archives


