ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ
ପୁରୀ ଅଫିସ,୧୮।୮: ଭାଦ୍ରବ କୃଷ୍ଣ ତ୍ରୟୋଦଶୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହୋଇଛି। ମଧ୍ୟାହ୍ନ ଧୂପ ନୀତି ପରେ ରତ୍ନସିଂହାସନରେ ଏହି ବେଶ ଥିଲା। ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀକୃଷ୍ଣ ରୂପରେ, ବଡଠାକୁର ବଳରାମ ଓ ଦେବୀ…
ଅନ୍ଲାଇନରେ ମହାପ୍ରସାଦ ବିକ୍ରିକୁ ବିରୋଧ
ପୁରୀ ଅଫିସ,୧୮।୮: ମହାପ୍ରଭୁଙ୍କ ମହାପ୍ରସାଦ ଭାଗ୍ୟରେ ଥିଲେ ମିଳେ। ଶ୍ରୀମନ୍ଦିରକୁ ଆସୁଥିବା ପ୍ରତିଟି ଶ୍ରଦ୍ଧାଳୁ କଣିକାଏ ଅବଢା ପାଇବା ପାଇଁ ଅପେକ୍ଷା କରିଥାନ୍ତି। ବିଶ୍ୱାସ ରହିଛି କଣିକାଏ ମହାପ୍ରସାଦ ପାଇଲେ ଜୀବ ମୁକ୍ତି ଲାଭ କରେ। ତେବେ ମହାପ୍ରସାଦ ପ୍ରତି ଥିବା…
୧୫ ମାସର ପୁଅକୁ ହାତଗୋଡ଼ ବାନ୍ଧି ମାଡ଼
ଗୋପ, ୧୭ା୮(ଡି.ଏନ୍.ଏ.): ଜନ୍ମଦାତ୍ରୀ ମା’ ପାଲଟିଲା ନିଷ୍ଠୁର। ପାରିବାରିକ କଳହକୁ ନେଇ ନିଜ ୧୫ମାସର ଶିଶୁ ପୁତ୍ରକୁ ତଳେ ପକାଇ ଅମାନୁଷିକ ଭାବେ ମାଡ଼ ମାରିଛି ମା’। ଗୋପ ଥାନା ଅଧୀନ ଶୋରଭା ପଞ୍ଚାୟତ ପାଇକପଡ଼ା ଗ୍ରାମର ଏହି ଘଟଣାର ଭିଡିଓ…
ପୁରୀରେ ସ୍ବାଧୀନତା ଦିବସ: ଅଭିବାଦନ ଗ୍ରହଣ କଲେ ଜିଲାପାଳ
ପୁରୀ ଅଫିସ,୧୫।୮: ପୁରୀ ତାଳବଣିଆ ଇଣ୍ଡୋର ଷ୍ଟାଡିଅମ ପଡିଆରେ ଆଜି ୭୪ତମ ସୱାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ବଲୱନ୍ତ ସିଂ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ।…
ବୁଡ଼ାଇଲା ବର୍ଷା: ବଡ଼ଦାଣ୍ଡ ଉବୁଟୁବୁ
ପୁରୀ ଅଫିସ,୧୪ା୮: ପୁରୀରେ ଗୁରୁବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ନିର୍ଦ୍ଧୁମ ବର୍ଷା ହୋଇଥିଲା। ଫଳରେ କିଛି ସମୟ ପାଇଁ ବଡ଼ଦାଣ୍ଡ ଏକପ୍ରକାର ବୁଡ଼ିଯାଇଥିଲା। ବର୍ଷା ଛାଡ଼ିିବା ପରେ ସ୍ଥିତି ସ୍ବାଭାବିକ ହୋଇଥିଲା। ଅପରାହ୍ନ ପ୍ରାୟ ସାଢେ ୩ଟାରେ ଆକାଶରେ ଘୋଟି ଆସିଥିଲା…
ନନ୍ଦିଘୋଷ ରଥ ଖୋଲା ଆରମ୍ଭ
ପୁରୀ ଅଫିସ,୧୪ା୮: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ଖୋଲା କାମ ଜାରି ରହିଛି। ବୁଧବାର ବଡଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଖୋଲା ଶେଷ ପରେ ଗୁରୁବାରଠାରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଖୋଲା ଆରମ୍ଭ ହୋଇଛି। ପ୍ରଥମ ଦିନରେ ଅଁଳା, କଳସ,…
ଅଳିଆଗଦାରେ ପଡ଼ିଛି ମହାପ୍ରସାଦ
ପୁରୀ ଅଫିସ,୧୩।୮:ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ ଯେତିକି ପୁଣ୍ୟ ମିଳେ ମହାପ୍ରସାଦ ସେବନରେ ସେତିକି ପୂଣ୍ୟପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି। ହେଲେ ଶ୍ରୀମନ୍ଦିର ନିକଟରେ ହିଁ ମହାପ୍ରଭୁଙ୍କ ମହାପ୍ରସାଦ ପ୍ରତି ଅସମ୍ମାନ ପରିଲକ୍ଷିତ ହୋଇଛି। ବିକ୍ରି ନ ହୋଇ ନଷ୍ଟ…
ଆଜି ଶ୍ରୀମନ୍ଦିରରେ ନନ୍ଦ ଉତ୍ସବ
ପୁରୀ ଅଫିସ,୧୨ା୮: ପବିତ୍ର ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ମଙ୍ଗଳବାର ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ ହୋଇଛି। ବୁଧବାର ନନ୍ଦ ଉତ୍ସବ ଅନୁଷ୍ଠିତ ହେବ। ଶ୍ରୀକୃଷ୍ଣ ଜନ୍ମ ନୀତି ପାଇଁ ମଙ୍ଗଳବାର ସନ୍ଧ୍ୟା ଧୂପ ବେଶରେ ମହାପ୍ରଭୁ ୬ମୂର୍ତ୍ତି ଅଳଙ୍କାର ଲାଗି…
ଭଗବାନଙ୍କୁ ବି ଛାଡିଲେନି ଦୁର୍ବୃତ୍ତ: ମଉଁନେଇ ମନ୍ଦିରରୁ ଚୋରି
ସାକ୍ଷୀଗୋପାଳ,୧୧।୮(ଡି.ଏନ୍.ଏ ): ପୁରୀ ଜିଲା ସାକ୍ଷୀଗୋପାଳ ବଜାରରେ ଅବସ୍ଥିତି ମା’ ମଉଁନେଇ ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତମାନେ ମନ୍ଦିରର ପାର୍ଶ୍ୱ ଦରଜା ତାଲାଭାଙ୍ଗି ଭିତରେ ପଶି ମା’ଙ୍କ ହୁଣ୍ଡିରୁ ସବୁ ଟଙ୍କା ନେଇଯାଇଛନ୍ତି। ସକାଳୁ ପୂଜକ ମନ୍ଦିର…
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ୍ସରେ ବିଶ୍ୱଜିତ
ପୁରୀ ଅଫିସ,୧୧।୮: ବୟସ ମାତ୍ର ୧୯। ହେଲେ ଇଣ୍ଡିଆ ବୁକ୍ ଅଫ୍ ରେକଡର୍ସରେ ନିଜ ନଁାକୁ ସ୍ଥାନିତ କରିପାରିଛନ୍ତି ପୁରୀ କୁମୁଟିପାଟଣାର ବିଶ୍ୱଜିତ ନାୟକ। ଆଇସ୍କ୍ରିମ୍ କାଠିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ତିଆରି କରି ବିଶ୍ୱଜିତ ଏହି କୃତିତ୍ୱ ହାସଲ…
ରାସ୍ତା, କୋଠାବାଡ଼ି କାମର ସମୀକ୍ଷା
ପୁରୀ ଅଫିସ,୧୧।୮: ପୁରୀ ସର୍କିଟ ହାଉସରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ସୋମବାର ପୂର୍ତ୍ତ ବିଭାଗର ଖୋର୍ଦ୍ଧା ଓ ପୁରୀ ଖଣ୍ଡର ବିଭିନ୍ନ ପ୍ରକଳ୍ପ ଅନ୍ତର୍ଗତ ରାସ୍ତା ଓ କୋଠାବାଡ଼ି ନିର୍ମାଣ ସଂକ୍ରାନ୍ତରେ ସମୀକ୍ଷା କରିଛନ୍ତି। ଏହି ବୈଠକରେ…
ଅନିଶ୍ଚିତତାରେ ବ୍ୟାଖ୍ୟାନ କେନ୍ଦ୍ର ପ୍ରକଳ୍ପ
ପୁରୀ ଅଫିସ,୧୧।୮: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଐତିହ୍ୟ ଓ ପରମ୍ପରାକୁ ଅଧିକ ସୁଦୂରପ୍ରସାରୀ ତଥା ଲୋକାଭିମୁଖୀ କରିବା ପାଇଁ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ଇଣ୍ଟରପ୍ରିଟେଶନ ସେଣ୍ଟର (ବ୍ୟାଖ୍ୟାନ କେନ୍ଦ୍ର)ର ପରିକଳ୍ପନା କରାଯାଇଛି। ଓଡ଼ିଶା ତଥା ଦେଶ ବିଦେଶରୁ ଆସୁଥିବା ଶ୍ରଦ୍ଧାଳୁ ଏବଂ…
Archives


