ପୁରୀ

ହୋଟେଲରେ ଦେହ ବ୍ୟବସାୟ: ୩ ଗିରଫ, ୫ ବଙ୍ଗୀୟ ଯୁବତୀ ଅଟକ

ପୁରୀ ଅଫିସ,୭ା୧୧- ହୋଟେଲରେ ଦେହ ବ୍ୟବସାୟ ଚାଲୁଥିବାବେଳେ ବଳିଆପଣ୍ଡା ପୋଲିସ ଚଢାଉ କରି ୫ ବଙ୍ଗୀୟ ଯୁବତୀଙ୍କୁ ଅଟକ ରଖିଥିବାବେଳେ ୩ ଜଣ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ଏଥିସହ ଆପତ୍ତିଜନକ ସାମଗ୍ରୀ ଜବତ କରିଛି। ପୋଲିସ ସୂଚନା…

ବ୍ଲୁ ଫ୍ଲାଗ୍‌ ବିଚ୍‌ ପର୍ଯ୍ୟଟକ ଉପକୃତ ହେବେ

ପୁରୀ ଅଫିସ, ୭।୧୧: ସମ୍ମାନଜନକ ବ୍ଲୁ ଫ୍ଲାଗ ମାନ୍ୟତା ପାଇଥିବା ପୁରୀର ସ୍ବର୍ଣ୍ଣିମ ବେଳାଭୂମିରେ ଶୁକ୍ରବାର ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ କାଫେଟେରିଆ ଲୋକାର୍ପିତ ହୋଇଛି। ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଏହାକୁ ଲୋକାର୍ପଣ କରିବା ସହ ଖୁବ୍‌ଶୀଘ୍ର…

୯ରେ ରୁପା ଛାଉଣି ଡିଜାଇନ ଚୂଡ଼ାନ୍ତ

ପୁରୀ ଅଫିସ, ୭।୧୧: ଶ୍ରୀମନ୍ଦିରର ୮ଟି ଦ୍ୱାର ରୁପାରେ ଝଲସିବ। ଜୟ ବିଜୟ, କଳାହାଟ, ବେହେରଣ, ସାତ ପାହାଚ, ପଶ୍ଚିମ ଭୋଗ ମଣ୍ଡପ, ନୃସିଂହ ମନ୍ଦିର, ମା’ ବିମଳା ଏବଂ ମା’ ମହାଲକ୍ଷ୍ମୀ ମନ୍ଦିରର ଗର୍ଭଦ୍ୱାରକୁ ରୁପା ଛାଉଣି କରାଯିବ। ଏଥିପାଇଁ…

ମାପଚୁପକୁ ବିରୋଧ, ଉତ୍ତେଜନା

ପୁରୀ ଅଫିସ, ୭।୧୧: ପୁରୀର ବହୁ ପ୍ରତୀକ୍ଷିତ ସିଦ୍ଧମହାବୀର ରେଳ ଓଭରବ୍ରିଜ୍‌ (ଆର୍‌ଓବି) ପାଇଁ ଜମି ଅଧିଗ୍ରହଣ ନିମନ୍ତେ ମାପଚୁପ ଓ ସର୍ଭେ କାମ ଚାଲିଛି। ଶୁକ୍ରବାର ମାଟିଆପଡ଼ା ଛକରେ ମାପଚୁପ ଚାଲିଥିବାବେଳେ କ୍ଷତିଗ୍ରସ୍ତ ହେବାକୁ ଥିବା ସ୍ଥାନୀୟ ଲୋକେ ଓ…

ତୀର୍ଥ ପୁଷ୍କରିଣୀ ପ୍ରତି ଅବହେଳା

ପୁରୀ ଅଫିସ,୬ା୧୧: ଶ୍ରୀକ୍ଷେତ୍ରରେ ଏକାଧିକ ତୀର୍ଥ ପୁଷ୍କରିଣୀ ରହିଛି। ମାତ୍ର ଏସବୁର ରକ୍ଷଣାବେକ୍ଷଣ ଦିଗରେ ଉପଯୁକ୍ତ ଧ୍ୟାନ ଦିଆଯାଉ ନାହିଁ। ଫଳରେ ତୀର୍ଥ ପୁଷ୍କରିଣୀଗୁଡ଼ିକର ସ୍ଥିତି ଦୟନୀୟ ହୋଇ ପଡୁଛି। ଇନ୍ଦ୍ରଦ୍ୟୁମ୍ନ, ଶ୍ୱେତଗଙ୍ଗା, ମାର୍କଣ୍ଡେୟ ପୁଷ୍କରିଣୀ ଆଦିର ଠିକ୍‌ ଭାବେ ରକ୍ଷଣାବେକ୍ଷଣ…

କାର୍ଯ୍ୟକ୍ଷମ ହୋଇପାରୁନି କୃଷକ ବଜାର

ପୁରୀ ଅଫିସ,୬।୧୧: ପୁରୀ ସହରରେ ଥିବା ବ୍ୟବସାୟ ପ୍ରତିଷ୍ଠାନ ତଥା ଗୋଦାମକୁ ସାମଗ୍ରୀ ଆଣି ଆସୁଥିବା ଗାଡ଼ି ପାଇଁ ବିଭିନ୍ନ ସମୟରେ ସମସ୍ୟା ସୃଷ୍ଟି ହେଉଛି। ପର୍ଯ୍ୟଟକ ଓ ସ୍ଥାନୀୟ ଲୋକେ ନାନା ହଇରାଣ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଶ୍ରୀକ୍ଷେତ୍ର…

ଶ୍ରୀକ୍ଷେତ୍ର ମାଟିରେ ମିଳନ: ମା’ଙ୍କୁ ପାଇଲେ ପୁଅ, ସ୍ବାମୀଙ୍କୁ ମିଳିଲା ସ୍ତ୍ରୀ

ପୁରୀ ଅଫିସ,୬ା୧୧: ଶେଷରେ ଶ୍ରୀକ୍ଷେତ୍ରର ପବିତ୍ର ମାଟିରେ ହୋଇଛି ମହାମିଳନ। ୧୦ ବର୍ଷ ପରେ ହଜିଲା ପରିବାରକୁ ଫେରିପାଇଛନ୍ତି ପଶ୍ଚିମବଙ୍ଗ ଶାନ୍ତିନିକେତନର ତାରା ଭଗତ। ଗୁରୁବାର ପଶ୍ଚିମବଙ୍ଗରୁ ତାରାଙ୍କ ସ୍ବାମୀ ଓ ପୁଅ ଆସି ତାଙ୍କୁ ସାଥୀରେ ନେଇଯାଇଛନ୍ତି। ମହାପ୍ରଭୁଙ୍କ ଯୋଗୁ…

ଉପକୂଳ ରାଜପଥ ନିର୍ମାଣ ଦାବି

ପୁରୀ ଅଫିସ, ୪ା୧୧: କେନ୍ଦ୍ର ସରକାର ଭାରତମାଳା ଯୋଜନାରେ ଉପକୂଳ ରାଜପଥ ନିର୍ମାଣ ଘୋଷଣା କରିଛନ୍ତି। ମାତ୍ର ଗତ ୬ବର୍ଷ ହେଲା ଏହି ପ୍ରକଳ୍ପ ଆଗକୁ ବଢୁନାହିଁ। ତେଣୁ ଖୁବ୍‌ଶୀଘ୍ର ଭାରତମାଳା ପରିଯୋଜନା କାର୍ଯ୍ୟକାରୀ କରିବା ଦାବିରେ ଉପକୂଳ ରାଜପଥ ନିର୍ମାଣ…

୨୦୨୧ରେ ହୋଇପାରେ ନାଗାର୍ଜୁନ ବେଶ

ପୁରୀ ଅଫିସ,୪ା୧୧: ଚଳିତବର୍ଷ ଭଳି ଆସନ୍ତା ବର୍ଷ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ହୋଇପାରେ। ୨୦୨୧ ମସିହାର କ୍ୟାଲେଣ୍ଡର ବଜାରକୁ ଆସିବା ପରେ ଏହି ଚର୍ଚ୍ଚା ଜୋର୍‌ ଧରିଛି। ଆସନ୍ତା ବର୍ଷ ନଭେମ୍ବର ୧୫ରେ ନାଗାର୍ଜୁନ ବେଶ ପଡୁଥିବା ନିର୍ଦ୍ଦିଷ୍ଟ କ୍ୟାଲେଣ୍ଡରରେ ଉଲ୍ଲେଖ…

ନୀରବତାକୁ ଦୁର୍ବଳତା ଭାବ ନାହିଁ: ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ,୨।୧୧: ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ଭାବେ ସ୍ବାମୀ ଅଧୋକ୍ଷଜାନନ୍ଦ ନିଜକୁ ପରିଚୟ ଦେବା ପରେ ନୂଆ ବିବାଦ ଉପୁଜିଛି। ଉତ୍ତର ପ୍ରଦେଶର ମଥୁରାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସ୍ବାମୀ ଅଧୋକ୍ଷଜାନନ୍ଦ ଯୋଗଦେଇଥିଲେ। ସେଠାରେ ତାଙ୍କୁ ନେତା ଏବଂ ଅନେକ ବଡ଼ବଡ଼ିଆ…

ଶ୍ରୀମନ୍ଦିରରେ ନୀତି ବିଳମ୍ବ

ପୁରୀ ଅଫିସ,୨।୧୧: ରବିବାରଠାରୁ ପବିତ୍ର କାର୍ତ୍ତିକ ମାସ ଆରମ୍ଭ ହୋଇଛି। ଏହି ପୂଣ୍ୟ ଓ ଧର୍ମ ମାସରେ ହବିଷିଆଳିମାନେ କାର୍ତ୍ତିକ ବ୍ରତ ଆରମ୍ଭ କରିଛନ୍ତି। ମହୋଦଧି ସମେତ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ପ୍ରତ୍ୟୁଷରୁ ସ୍ନାନ ସାରିବା ପରେ ସଂକଳ୍ପ କରି ବ୍ରତ…

ଆଜିଠୁ ‘ମୋ ଧାମ, ମୋ ଗର୍ବ’ ଅଭିଯାନ

ପୁରୀ ଅଫିସ,୧ା୧୧: ସହରବାସୀଙ୍କ ସହଯୋଗ ରହିଲେ ସ୍ବଚ୍ଛତା କ୍ଷେତ୍ରରେ ଭାରତର ଅନ୍ୟ ସମସ୍ତ ତୀର୍ଥକ୍ଷେତ୍ର ପାଇଁ ଶ୍ରୀକ୍ଷେତ୍ର ଉଦାହରଣ ସାଜିପାରିବ। ୨୦୨୧ ସ୍ବଚ୍ଛ ସର୍ବେକ୍ଷଣରେ ପୁରୀ ଦେଶରେ ୧ ନମ୍ବର ସ୍ଥାନ ହାସଲ କରିପାରିବ। ଏଥିପାଇଁ ରବିବାରଠାରୁ ସପ୍ତାହବ୍ୟାପୀ ‘ମୋ ଧାମ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?