ପୁରୀ ସହକାରୀ ବନ ସଂରକ୍ଷକଙ୍କ ଅଫିସ୍ ସମେତ ଏସବୁ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ
ପୁରୀ ଅଫିସ,୫।୮: ପୁରୀ ସହକାରୀ ବନ ସଂରକ୍ଷକ ପ୍ରଶାନ୍ତ ସ୍ବାଇଁଙ୍କ ଘରେ ବୁଧବାର ବେଆଇନ୍ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି। ଏକ କାଳୀନ ଭିଜିଲାନ୍ସର ୫ଟି ଟିମ୍ ଏହି ଚଢ଼ାଉ କରୁଛନ୍ତି। ପୁରୀରେ ଥିବା ଅଫିସ୍, ଭଡ଼ା…
ଭକ୍ତ-ଭଗବାନ ଦର୍ଶନ ପ୍ରତିବନ୍ଧକ ହଟୁ
ପୁରୀ ଅଫିସ,୫।୮: ଦେଶର ପ୍ରମୁଖ ମନ୍ଦିର ମଧ୍ୟରୁ ଶ୍ରୀମନ୍ଦିର ଅନ୍ୟତମ। ଏଠାକୁ ପ୍ରତ୍ୟହ ରାଜ୍ୟ ତଥା ଦେଶର ବିଭିନ୍ନ ସ୍ଥାନରୁ ଶ୍ରଦ୍ଧାଳୁ ଆସିଥାନ୍ତି। ସାଧାରଣ ଦିନଗୁଡ଼ିକରେ ପ୍ରାୟ ୬୦ରୁ ୭୦ ହଜାର ଦର୍ଶନାର୍ଥୀ ଆସୁଥିବାବେଳେ ଛୁଟି ତଥା ବିଭିନ୍ନ ପର୍ବପର୍ବାଣିରେ ଏହି…
‘ପ୍ରାପ୍ୟ ନ ଦେଲେ ରଥ ଖୋଲିବୁନି’
ପୁରୀ ଅଫିସ,୫ା୮: ଚଳିତବର୍ଷ ତିନିରଥ ଭଙ୍ଗା ନ ଯାଇ ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭ ମଠରେ ସଂରକ୍ଷଣ କରି ରଖାଯିବ। ଶ୍ରୀମନ୍ଦିର ପ୍ରଶାସନର ଏହି ନିଷ୍ପତ୍ତି ପରେ ରଥ ଖୋଲା କାମ ଜାରିରହିଛି। ମାତ୍ର ଏଥିରେ ଅସହଯୋଗ ଚେତାବନୀ ଦେଇଛନ୍ତି…
ମହାରଣା ସେବକଙ୍କ ଚେତାବନୀ: ପାଉଣା ନ ଦେଲେ ରଥ ଖୋଲିବୁନି
ପୁରୀ ଅଫିସ,୪୮: ଚଳିତବର୍ଷ ତିନିରଥ ଭଙ୍ଗା ନ ଯାଇ ସଂରକ୍ଷଣ କରାଯିବ । ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ତିନିରଥକୁ ରଖାଯିବ । ଶ୍ରୀମନ୍ଦିର ପ୍ରଶାସନର ଏହି ନିଷ୍ପତ୍ତି ପରେ ରଥ ଖୋଲା କାମ ଜାରି ରହିଛି…
ଶ୍ରୀକ୍ଷେତ୍ରରୁ ଜାତିସଂଘ
ପୁରୀ ଅଫିସ,୪। ୮: ବୟସ ୨୦। ହେଲେ ମିଳିତ ଜାତିସଂଘ ପକ୍ଷରୁ ୧୦ଟି ଦେଶରେ ଆୟୋଜିତ ୫୦ଟି ସମ୍ମିଳନୀରେ ବକ୍ତୃତା ଦେଇସାରିଲେଣି। ଏତେ କମ୍ ବୟସରେ ଏଭଳି ସଫଳତା ଆଣି ସେ ଦେଶ ଓ ରାଜ୍ୟ ପାଇଁ ଗର୍ବ ଗୌରବ ପାଲଟିଛନ୍ତି।…
ଶ୍ରୀମନ୍ଦିରରେ ଗହ୍ମାପୂର୍ଣ୍ଣିମା: ପାଟ ରାଖୀ ପିନ୍ଧିଲେ ମହାପ୍ରଭୁ
ପୁରୀ ଅଫିସ,୩ା୮: ପବିତ୍ର ଗହ୍ମାପୂର୍ଣ୍ଣିମା ତିଥିରେ ଶ୍ରୀମନ୍ଦିରରେ ବଳଭଦ୍ର ଜନ୍ମ ଏବଂ ରାଖୀ ଲାଗି ନୀତି ସମ୍ପନ୍ନ ହୋଇଛି । ଦୁଇଭାଇ ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ବଡଠାକୁର ବଳଭଦ୍ର ଶ୍ରୀଭୂଜରେ ପାଟ ରାଖୀ ଏବଂ ଗୁଆ ମାଳ ପିନ୍ଧଛନ୍ତି। ଶ୍ରୀମନ୍ଦିରରେ ଏହି…
ଶ୍ରୀମନ୍ଦିର ଖୋଲିବାକୁ ହାଇକୋର୍ଟରେ ମାମଲା ଦାୟର
କଟକ ଅଫିସ, ୩।୮: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ବିଭିନ୍ନ ମନ୍ଦିରକୁ ବନ୍ଦ ରଖାଯାଇଛି। ତେବେ ମନ୍ଦିର ଖୋଲିବାକୁ ହାଇକୋର୍ଟରେ ୨ଟି ପୃଥକ ଜନସ୍ବାର୍ଥ ମାମଲା ଦାୟର କରାଯାଇଛି। ପୁରୀ ଶ୍ରୀମନ୍ଦିର ସମେତ ରାଜ୍ୟର ସବୁ ମନ୍ଦିର ଖୋଲିବାକୁ…
ଅମିତ ଶାହାଙ୍କ ଆରୋଗ୍ୟ କାମନାକରି ପୁରୀ ଜିଲା ଭାଜପା ପକ୍ଷରୁ ସିଂହଦ୍ୱାର ସମ୍ମୁଖରେ ଦୀପ ଦାନ
ପୁରୀ ଅଫିସ, ୩।୮: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ସ୍ବାବ୍ ପରୀକ୍ଷାରୁ କରୋନା ପଜିଟିଭ ଜଣାପଡ଼ିବା ପରେ ରବିବାର ତାଙ୍କୁ ଦିଲ୍ଲୀର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ଶାହାଙ୍କ ଆଶୁ ଆରୋଗ୍ୟ କାମନାକରି…
ଫିଟିଲାନି ରତ୍ନଭଣ୍ଡାର ଚାବି ଗୁମର
ପୁରୀ ଅଫିସ,୩।୮: ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ରହିଛି ମହାପ୍ରଭୁଙ୍କ ଦୁର୍ମୂଲ୍ୟ ରତ୍ନଅଳଙ୍କାର। ଶେଷଥର ପାଇଁ ୧୯୮୫ରେ ଭିତର ରତ୍ନଭଣ୍ଡାର ଖୋଲାଯାଇଥିଲା। ଇତିମଧ୍ୟରେ ୩୫ ବର୍ଷ ବିତିଲାଣି। ସେବେଠାରୁ ରତ୍ନଭଣ୍ଡାର ଖୋଲାଯାଇ ନାହିଁ କି ମହାପ୍ରଭୁଙ୍କ ରତ୍ନଅଳଙ୍କାର ଯାଞ୍ଚ ମଧ୍ୟ ହୋଇପାରିନି। ସବୁଠୁ ଗୁରୁତ୍ୱପୂର୍ଣ୍ଣ…
କାକଟପୁରକୁ ଶଟ୍ଡାଉନ୍ ଘୋଷଣା କଲେ ସରପଞ୍ଚ
କାକଟପୁର,୨ା୮(ଡି.ଏନ୍.ଏ.): ପୁରୀ ଜିଲାରେ ଏବେ କରୋନା କାୟାବିସ୍ତାର କରିଚାଲିଛି। ପ୍ରତିଦିନ ବହୁମାତ୍ରାରେ ରୋଗୀଙ୍କ ସଂଖ୍ୟା ବଢୁଛି। ସହରରୁ ଏବେ ଗାଁ ମୁହାଁ ହୋଇଛି ଏହି ଭୂତାଣୁ। କାକଟପୁର ଓ ଅସ୍ତରଙ୍ଗ ବ୍ଲକରେ କରୋନା ସଂକ୍ରମଣରେ ରୋକ ଲଗାଇବା ପାଇଁ କାକଟପୁର ଅଞ୍ଚଳକୁ…
ବଦଳିବ ପୁରୀର ରୂପରେଖ: ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ କାନ୍ଥ କାହାଣୀ
ପୁରୀ ଅଫିସ,୨।୮: ବିଶ୍ୱ ଐତିହ୍ୟ ସହର ହେବ ପୁରୀ। ବଦଳିବ ଏହାର ରୂପରେଖ। ଭିତ୍ତିଭୂମିର ବିକାଶ ସାଙ୍ଗକୁ ଯାତ୍ରୀ ଏବଂ ପର୍ଯ୍ୟଟକଙ୍କୁ ମିଳିବ ଅତ୍ୟାଧୁନିକ ସେବା ଓ ସୁବିଧା। ପୁରୀ ପାଇଁ ଏମିତି ଅନେକ ମେଗା ପ୍ରକଳ୍ପ ହାତକୁ ନେଇଛନ୍ତି ରାଜ୍ୟ…
ପୁରୀ ମୁଖ୍ୟ ଚିକିତ୍ସାଳୟ ଓଟି ସିଲ୍
ପୁରୀ ଅଫିସ: ୧।୮: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ଅପରେଶନ ଥିଏଟର (ଓଟିକୁ) ଶନିବାର ସିଲ୍ କରାଯାଇଛି। ଜଣେ ଡାକ୍ତର, ଷ୍ଟାପ ନର୍ସ ଓ ଏଏନ୍ଏମ କରୋନା ପଜିଟିଭ୍ ଚିହ୍ନଟ ପରେ ହସ୍ପିଟାଲ କର୍ତ୍ତୃପକ୍ଷ ଏହି ପଦକ୍ଷପ ନେଇଛନ୍ତି। ଓଟି ସିଲ୍…
Archives


