ପ୍ଲାଷ୍ଟିକ ବୋତଲରେ ଫୁଲବଗିଚା
ପୁରୀ ଅଫିସ, ୧।୮: ପ୍ରତି ତାଙ୍କର ଆଗ୍ରହ ଥିଲା। ଆଉ ତାଙ୍କ ହାତରେ ଗଛ ଭଲ ହୁଏ ବୋଲି ମା’ କୁହନ୍ତି। ତେଣୁ ବର୍ଷାଦିନେ ତାଙ୍କ ଘରବାଡ଼ିିରେ ଯେଉଁ ଗଛ ଲଗାଯାଏ ତାକୁ ସେ ହିଁ ଲଗାଇଥାନ୍ତି। ଏବେବି ତାଙ୍କର ଏହି…
ରୋବଟିକ୍ ନର୍ସ ମେଶିନ କଲେ ବିଜ୍ଞାନ ଛାତ୍ର
ନିମାପଡ଼ା,୩୧।୭(ଡି.ଏନ.ଏ): କରୋନା ବିପତ୍ତି ସମୟରେ ସରକାରଙ୍କୁ ସହାୟତା କରିବା ଉଦ୍ଦେଶ୍ୟରେ ଜଣେ ବିଜ୍ଞାନ ଛାତ୍ର ରୋବଟିକ୍ ନର୍ସ ମେଶିନ ପ୍ରସ୍ତୁତ କରି ଚର୍ଚ୍ଚା ପରିସରକୁ ଆସିଛନ୍ତି। ସେ ହେଉଛନ୍ତି ପୁରୀ ଜିଲା ନିମାପଡ଼ା ବ୍ଲକର ନିମାପଡ଼ା ଡିଏଭି ସ୍କୁଲର ଏକାଦଶ ଶ୍ରେଣୀରେ…
ମହାପ୍ରସାଦ ପାଇଁ ହେଉ ଅସ୍ଥାୟୀ ଟେଣ୍ଟ
ପୁରୀ ଅଫିସ,୩୧।୭: କରୋନା କଟକଣା ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି। କେବଳ ସେବାୟତମାନେ ମହାପ୍ରଭୁଙ୍କ ନୀତିକାନ୍ତି କରୁଛନ୍ତି। ତେବେ ପୂର୍ବଭଳି ମହାପ୍ରସାଦ ସେବା ଜାରି ରହିଛି। ଭକ୍ତଙ୍କୁ ମହାପ୍ରସାଦ ମିଳୁଛି। ମାତ୍ର ପର୍ବପର୍ବାଣିରେ ଅବଢା ନେବାକୁ ଶ୍ରୀମନ୍ଦିର ଭତ୍ତର…
ମୋଦିଙ୍କ ‘ମନ୍ କୀ ବାତ୍’ରେ ସିଫାର ମୁକ୍ତା ଚାଷୀ
ବାଳକାଟୀ(ଡି.ଏନ.ଏ.)/ପିପିଲି(ସ୍ବ.ପ୍ର.),୩୦।୭:କୌଶଲ୍ୟାଗଙ୍ଗ ସ୍ଥିତ କେନ୍ଦ୍ରୀୟ ମଧୁରଜଳ ଜୀବ ପାଳନ ଅନୁସନ୍ଧାନ ସଂସ୍ଥା ‘ସିଫା’ରେ ମୁକ୍ତା ଚାଷ ପ୍ରଶିକ୍ଷଣ କରି ସଫଳତା ହାସଲ କରିଥିବା ଜଣେ ମୁକ୍ତା ଚାଷୀଙ୍କୁ ‘ମନ୍ କୀ ବାତ୍ ୨.୦ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂୟସୀ ପ୍ରଶଂସା କରିଛନ୍ତି।…
ସ୍ବର୍ଗଦ୍ୱାର ପୁନରୁଦ୍ଧାର କାମର ସମୀକ୍ଷା
ପୁରୀ ଅଫିସ, ୩୦।୭: ସ୍ବର୍ଗଦ୍ୱାର ପାଇବ ନୂଆରୂପ। ମୃତଦେହ ଦାହ ପାଇଁ ଆସୁଥିବା ବନ୍ଧୁ ପରିଜନଙ୍କୁ ମିଳିବ ବିଶେଷ ସୁବିଧା। ସ୍ବର୍ଗଦ୍ୱାର ପୁନରୁଦ୍ଧାର ସହ ଏହାର ଚତୁଃପାର୍ଶ୍ୱକୁ ସୌନ୍ଦର୍ଯ୍ୟକରଣ କରାଯିବ। ବୁଧବାର ଜିଲାପାଳ ବଲୱନ୍ତ ସିଂ ସ୍ବର୍ଗଦ୍ୱାର ବୁଲି ଦେଖିବା ସହ…
ଆରମ୍ଭ ହେଲା ରଥ ଖୋଲା
ପୁରୀ ଅଫିସ,୨୯ା୭: ଚଳିତବର୍ଷ ୩ ରଥ ଭଙ୍ଗାଯିବ ନାହିଁ। ରଥଗୁଡ଼ିକୁ ସଂରକ୍ଷଣ କରି ରଖାଯିବ। ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଶ୍ରୀଜଗନ୍ନାଥ ବଲ୍ଲଭ ମଠ ପରିସରରେ ଏହି ତିନିରଥକୁ ସଂରକ୍ଷଣ କରି ରଖାଯିବ। ଏନେଇ ବୁଧବାରଠାରୁ ରଥ ଖୋଲା କାମ ଆରମ୍ଭ ହୋଇଛି।…
ସାନିଟାଇଜର ଷ୍ଟାଣ୍ଡ ତିଆରି କଲେ ଶୁଭ୍ରଜ୍ୟୋତି
ପୁରୀ ଅଫିସ,୨୯ା୭: ଉଗ୍ରରୂପ ଧାରଣ କରିଛି ମହାମାରୀ କରୋନା। ପ୍ରତିଦିନ ହଜାର ହଜାର ଲୋକ ଏହି ପ୍ରାଣଘାତୀ ଭୂତାଣୁର ଶିକାର ହେଉଛନ୍ତି। ମୃତ୍ୟୁ ସଂଖ୍ୟା ବି ହୁ ହୁ ହୋଇ ବଢୁଛି। ଏ ପର୍ଯ୍ୟନ୍ତ କରୋନାଠୁ ରକ୍ଷା ପାଇବା ପାଇଁ କୌଣସି…
ଅନ୍ଲାଇନ ପାଠପଢ଼ା ବେଳେ ମୋବାଇଲ ଫୋନ୍ ଫାଟିଲା
ପୁରୀ ଅଫିସ,୨୯ା୭: ଅନ୍ଲାଇନରେ ପାଠପଢାବେଳେ ମୋବାଇଲ ଫୋନ୍ ଫାଟିଲା। ତେବେ ସୌଭାଗ୍ୟବଶତଃ ରକ୍ଷା ପାଇଛନ୍ତି ଜଣେ ସପ୍ତମଶ୍ରେଣୀ ଛାତ୍ରୀ। ତାଙ୍କ ବାମ ହାତରେ ଆଘାତ ଲାଗିଛି। କିନ୍ତୁ ମୋବାଇଲ ଫୋନ୍ଟି ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଛି। ଏମିତି ଏକ ଅଭାବନୀୟ ଘଟଣା…
ଚିଲିକାରେ ୭ ଦିନ ବନ୍ଦ ହେଲା ଭସାପୋଲ
କୃଷ୍ଣପ୍ରସାଦ,୨୭ା୭(ଡି.ଏନ୍.ଏ.): ଚିଲିକାରେ ୭ ଦିନ ପର୍ଯ୍ୟନ୍ତ ଭସାପୋଲ ଏବଂ ଡଙ୍ଗାକୁ ବନ୍ଦ କରିଦିଆଯାଇଛି। ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ କିଛିଦିନ ହେବ କରୋନା ପଜିଟିଭ୍ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଥିବାରୁ ଏହି ପଦକ୍ଷେପ ନିଆଯାଇଛି। ଗତ ୨୪ ତାରିଖରେ ୨୨ କରୋନା…
ନକଲି କୋଭିଡ୍ ପାସ୍ ଲଗାଇ ପୁରୀରେ କାର୍
ପୁରୀ ଅଫିସ/ପିପିଲି (ସ୍ବ. ପ୍ର/ଡି.ଏନ.ଏ.),୨୭।୭: ପୁରୀ ଜିଲାରୁ ରେକର୍ଡ ସଂଖ୍ୟକ ପଜିଟିଭ ଚିହ୍ନଟ ହେଉଛନ୍ତି। ତେଣୁ ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ଏକାଧିକ ପଦକ୍ଷେପ ଗ୍ରହଣ କରିଛି। ସୀମା ସିଲ୍ ସହ ଜିଲାର ସବୁ ପ୍ରବେଶ ପଥରେ ଆସନ୍ତା ୩୧ ପର୍ଯ୍ୟନ୍ତ…
ଭଙ୍ଗାଘରେ ଦିନ କାଟୁଛନ୍ତି ତାଳଧ୍ୱଜ ରଥର ବିଶ୍ୱକର୍ମା
ପୁରୀ ଅଫିସ,୨୭।୭:ସେ ହେଉଛନ୍ତି ବିଶ୍ୱକର୍ମା। ତାଳଧ୍ୱଜ ରଥର ମୁଖ୍ୟ ବିନ୍ଧାଣୀ। ତାଙ୍କ ନେତୃତ୍ୱରେ ନିର୍ମାଣ ହେଉଛି ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ଭବ୍ୟ ରଥ। ତାଙ୍କ ହାତ ତିଆରି ରଥକୁ ବିଶ୍ୱବାସୀ ଦେଖି ଓଡ଼ିଆ ଜାତିର କଳା କାରିଗରିକୁ ବାହାବା ଦେଉଛନ୍ତି। ହେଲେ ଏହି…
ପଜିଟିଭ୍ ରିପୋର୍ଟ ଦେଖାଇବା ପରେ ଲୋକଙ୍କୁ ନିଅନ୍ତୁ
ପୁରୀ ଅଫିସ୍,୨୬।୭: ମହାମାରୀ କରୋନାକୁ ରୋକିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ପେଣ୍ଠକଟା ଅଞ୍ଚଳରେ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ଓ୍ବାର୍ଡ ନଂ ୨୫, ୨୬, ୩୧, ୩୨ କଣ୍ଟେନମେଣ୍ଟ କଟକଣା ଲାଗୁ କରାଯାଇଛି। ମାତ୍ର ସମ୍ପୃକ୍ତ ଅଞ୍ଚଳରୁ କରୋନା ପଜିଟିଭ୍ଙ୍କୁ…
Archives


