ପୁରୀ

କୃଷିଋଣ କରାଇଦେବାକୁ କହି ଲକ୍ଷାଧିକ ଟଙ୍କା ହରିଲୁଟ୍‌, କୁମ୍ଭାରପଡ଼ା ଥାନାରେ ଅଭିଯୋଗ

ପୁରୀ ଅଫିସ,୧୯।୧୨: ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଥିବା ଏକ ଘରୋଇ ବ୍ୟାଙ୍କ ଖୋର୍ଦ୍ଧା ବାଲୁଗାଁ ଅଞ୍ଚଳର ଏକ ହଜାରରୁ ଊର୍ଦ୍ଧ୍ୱ ଚାଷୀଙ୍କଠାରୁ କୃଷିଋଣ ସହାୟତା ପ୍ରଦାନ ଲାଗି ପ୍ରାୟ ୭ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆଦାୟ କରିଥିବା ଅଭିଯୋଗ ହୋଇଛି।...

ସ୍ବର୍ଗଦ୍ୱାରର ହଟିଲା ବିଜୁ ବାବୁଙ୍କ ସମାଧିପୀଠ

ପୁରୀ ଅଫିସ,୧୯।୧୨: ପୁରୀ ସ୍ବର୍ଗଦ୍ୱାରରେ ଥିବା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସମାଧି ପୀଠକୁ ହଟାଇ ଦିଆଯାଇଛି। ବୁଧବାର ରାତିରେ ପ୍ରଶାସନ ପକ୍ଷରୁ ଏହି ସ୍ମୃତିପୀଠକୁ ଉଚ୍ଛେଦ କରାଯାଇଛି। ସ୍ବର୍ଗଦ୍ୱାରର ପୁନରୁଦ୍ଧାର କାମ ପାଇଁ ସରକାରଙ୍କ ପକ୍ଷରୁ ୫ କୋଟି...

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌: ଉଚ୍ଛେଦ ପ୍ରକ୍ରିୟା ଜାରି, ବାସେଳିସାହି ମୌଜାରେ ଭଙ୍ଗା ଯାଉଛି କୋଠା

ପୁରୀ ଅଫିସ,୧୯।୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ବୁଧବାର ଗଡ଼ନ୍ତି ଛକରେ ଥିବା ଦୁଇଟି ଲଜ୍‌ ଓ ଗୋଟିଏ ବ୍ୟକ୍ତିଗତ କୋଠା ଭଙ୍ଗା ଯାଇଥିବା ବେଳେ ଗୁରୁବାର ଶ୍ରୀମନ୍ଦିର ପଶ୍ଚିମ ପାର୍ଶ୍ୱସ୍ଥିତ ବାସେଳିସାହି ମୌଜାର ଏକ...

ଶ୍ରୀକ୍ଷେତ୍ରକୁ ଜଗିଛି ଅଚଳ ସିସିଟିଭି କ୍ୟାମେରା

ପୁରୀ ଅଫିସ, ୧୯।୧୨ : ଅନ୍ତର୍ଜାତୀୟ ପର୍ଯ୍ୟଟନ ସହର ଶ୍ରୀକ୍ଷେତ୍ର। ଦୈନିକ ଏଠାକୁ ଦେଶ ବିଦେଶର ଲକ୍ଷାଧିକ ଭକ୍ତ ଆସିଥାନ୍ତି। ସେମାନେ ମହାପ୍ରଭୁଙ୍କ ଦର୍ଶନ କରିବା ସହିତ ବେଳାଭୂମିର ମଜା ନେଇଥାନ୍ତି। ଶ୍ରୀମନ୍ଦିର ସୁରକ୍ଷା ଏବଂ ଅପରାଧିକ ଗତିବିଧି ଉପରେ...

ଶ୍ୱେତଗଙ୍ଗା କୂଳରେ ଶ୍ୱେତ ରାଜା

ପରମ ପାବନ ନୀଳାଚଳ କ୍ଷେତ୍ରରେ ରହିଥିବା ପଞ୍ଚତୀର୍ଥ ପ୍ରତି ସମସ୍ତଙ୍କ ଆସ୍ଥା ଓ ବିଶ୍ୱାସ ରହିଛି। ପଞ୍ଚତୀର୍ଥରେ ବୁଡ଼ ପକାଇଲେ ପୁରୀକୁ କରିଥିବା ତୀର୍ଥଯାତ୍ରା ସଫଳ ହୁଏ ବୋଲି ଲୋକେ ବିଶ୍ୱାସ ରଖନ୍ତି। ତେବେ ଏହି ପଞ୍ଚତୀର୍ଥ ମଧ୍ୟରୁ ଅନ୍ୟତମ...

ଛତିଶା ନିଯୋଗ ବୈଠକ: ଅଙ୍ଗାରକୁ ନେଇ ତୁମ୍ବିତୋଫାନ

ପୁରୀ ଅଫିସ,୧୯।୧୨: ଶ୍ରୀମନ୍ଦିର ଭିତରକୁ ଆସୁଛି ବାହାର ଅଙ୍ଗାର। ତାହା ପୁଣି ରୋଷଘରେ ବ୍ୟବହାର ହେଉଛି। ପ୍ରସ୍ତୁତ କରାଯାଉଛି ଆନନ୍ଦ ବଜାରରେ ବିକ୍ରି କରାଯାଉଥିବା ଭୋଗ (କୋଠଭୋଗ ନୁହେଁ)। ଅଳ୍ପ କେତେଜଣ ସୁଆର ସେବକ ଏଭଳି ଲାଭଖୋର ମନୋବୃତ୍ତି ରଖି...

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌: ଭକ୍ତ ଦେଖିପାରିବେ ସବୁଜ ବଳୟ

ପୁରୀ ଅଫିସ, ୧୯।୧୨ : ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ର ଚିତ୍ର ବଦଳିବ। ଏହାର ସୌନ୍ଦର୍ଯ୍ୟକରଣ କରାଯିବ। ଏଥିପାଇଁ ଉଚ୍ଛେଦ ଅଭିଯାନ ଜାରି ରହିଥିବାବେଳେ କେତେକ କାମ ମଧ୍ୟ ଚାଲିଛି। ନୂତନ ବ୍ୟାରିକେଡ ନିର୍ମାଣ ସହ ଭକ୍ତଙ୍କ ପାଇଁ ସ୍ଥାୟୀ ଜୋତା...

ସଂଶୋଧିତ ଭୋଟର ତାଲିକା ପାଇଁ ପ୍ରକ୍ରିୟା ଆରମ୍ଭ

ପୁରୀ ଅଫିସ,୧୯।୧୨ : ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧିତ ଭୋଟର ତାଲିକା ପ୍ରକାଶନ ନିମନ୍ତେ ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ଜାନୁୟାରୀ ପହିଲା ସୁଦ୍ଧା ୧୮ବର୍ଷ ପୂରଣ ହେଉଥିବା ନାଗରିକମାନେ...

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌: ଭଙ୍ଗା ହେଲା ୨ ଲଜ୍‌, ଘରୋଇ କୋଠା

ପୁରୀ ଅଫିସ,୧୯।୧୨: ଶ୍ରୀମନ୍ଦିର ଚୌହଦିରେ ଉଚ୍ଛେଦ ଜାରି ରହିଛି। ପ୍ରଥମେ ମଠ ଏହାପରେ ଘରୋଇ କୋଠା ଉଚ୍ଛେଦ ପରେ ବୁଧବାର ୨ଟି ଲଜ୍‌ ଏବଂ ଗୋଟିଏ ଘରୋଇ କୋଠା ଭଙ୍ଗାଯାଇଛି। ଗଡ଼ନ୍ତି ଛକଠାରେ ଥିବା କାଳୀଚରଣ ଲଜ୍‌ ଓ ରାୟବାହାଦୁର...

ଗଞ୍ଜେଇ ବେପାରୀଙ୍କୁ ୩ ବର୍ଷ ଜେଲ

ନିମାପଡ଼ା,୧୯।୧୨ (ଡି.ଏନ୍‌.ଏ.): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଅଭିଯୁକ୍ତ ପୂର୍ଣ୍ଣଚନ୍ଦ୍ର ମଲ୍ଲିକଙ୍କୁ ୩ବର୍ଷ ଜେଲ୍‌ ଦଣ୍ଡ ସହ ୨୦ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରାଯାଇଛି। ନିମାପଡ଼ା ସ୍ବତନ୍ତ୍ର ଅତିରିକ୍ତ ଜିଲା ଦୌରା ଜଜ୍‌ ପ୍ରଦୀପ୍ତ କୁମାର ସାହୁ ବୁଧବାର ଏହି...

୨୬ରେ ସୂର୍ଯ୍ୟପରାଗ: ବଡ଼ଦିନ ରାତିସାରା ଦର୍ଶନ ଦେବେ ମହାପ୍ରଭୁ

ପୁରୀ ଅଫିସ, ୧୮ା୧୨:ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଅଧ୍ୟକ୍ଷତା କରିଥିବାବେଳେ ପହିଲି ଭୋଗ, ସୂର୍ଯ୍ୟପରାଗ, ନୂଆବର୍ଷ ଓ ମକରସଂକ୍ରାନ୍ତି ନୀତି ସମ୍ପର୍କରେ ଆଲୋଚନା କରାଯାଇ...

ଛତିଶା ନିଯୋଗ ବୈଠକ ଆରମ୍ଭ

ପୁରୀ ଅଫିସ, ୧୭ା୧୨: ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ବୁଧବାର ଆରମ୍ଭ ହୋଇଛି। ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିବା ଥିବା ଏହି ବୈଠକରେ ମକର ସଂକ୍ରାନ୍ତି, ସୂର୍ଯ୍ୟୋପରାଗ ଏବଂ ନୂଆବର୍ଷର ନୀତିକାନ୍ତି ସଂକ୍ରାନ୍ତରେ ଆଲୋଚନା ହେବ। ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri