ଆଜିଠୁ ୯ ଦିନ ୪ ୱାର୍ଡ କଣ୍ଟେନ୍ମେଣ୍ଟ ଜୋନ୍
ପୁରୀ ଅଫିସ, ୨୪। ୭: ପୁରୀ ସହରସ୍ଥ ପେଣ୍ଠକଟା ଅଞ୍ଚଳ ଏବେ ପ୍ରଶାସନର ଚିନ୍ତା ବଢାଇଛି। ଦୁଇଦିନରେ ୨୦ରୁ ଊର୍ଦ୍ଧ୍ୱ ପଜିଟିଭ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ ଶୁକ୍ରବାରଠାରୁ ୯ ଦିନ ଯାଏ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏ…
ପୁରୀ ଉପକୂଳରେ ଅଲିଭ ରିଡ୍ଲେଙ୍କ ଅଣ୍ଡାଦାନ କମୁଛି
ପୁରୀ ଅଫିସ,୨୩ା୭: ଜଳବାୟୁ ପରିବର୍ତ୍ତନ ଏବଂ ପାଣିପାଗ ଅନିୟମିତତା ଦ୍ୱାରା ବହୁ ଜଳଜୀବ ପ୍ରଭାବିତ ହେଉଛନ୍ତି। ବିଶେଷକରି ଏହାଦ୍ୱାରା ପୁରୀ ଉପକୂଳରେ ଅଲିଭ୍ ରିଡ୍ଲେ କଇଁଛଙ୍କ ଅଣ୍ଡାଦାନ ବ୍ୟାପକ ଭାବେ ହ୍ରାସ ପାଇବାରେ ଲାଗିଛି। ଅନିୟମିତ ପାଣିପାଗ ଯୋଗୁ ଅଧିକାଂଶ ଅଣ୍ଡା…
ଖାଦ୍ୟର ମାନ ଉପରେ ଗୁରୁତ୍ୱ
ପୁରୀ ଅଫିସ,୨୩ା୭: କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ (ଆର୍ଡିସି) ଅନିଲ କୁମାର ସାମଲ ବୁଧବାର ପୁରୀ ଜିଲା କୋଭିଡ୍ ସ୍ଥିତିର ସମୀକ୍ଷା କରିଛନ୍ତି। ସର୍କିଟ ହାଉସରେ ଆୟୋଜିତ ସମୀକ୍ଷା ବୈଠକରେ ଆର୍ଡିସି ସାମଲ ଜିଲାରେ କରୋନା ମୁକାବିଲା ନିମନ୍ତେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ…
୮ ବର୍ଷ ପରେ ନିଖୋଜ ଦିବ୍ୟାଙ୍ଗ ଘରକୁ ଫେରିଲେ
କଣାସ, ୨୩ା୭(ସ୍ବ.ପ୍ର): ଆନ୍ଧ୍ରପ୍ରଦେଶ ଚିତ୍ତୋର ଜିଲା ଅଧୀନ ବଡଗୁଟୁଲିପାଲ୍ଲି ଗ୍ରାମର ପରମେଶ୍ୱରମ୍ଙ୍କ ଦିବ୍ୟାଙ୍ଗ ନାବାଳିକା ଝିଅ ମାର୍ମା ୮ବର୍ଷ ତଳେ ନିଖୋଜ ହୋଇଯାଇଥିଲେ। ତାଙ୍କୁ ପୁରୀ ରେଳ ଷ୍ଟେଶନରୁ ଉଦ୍ଧାର କରାଯାଇ କଣାସ ବାଳାଶ୍ରମରେ ରଖାଯାଇଥିଲା। ତେବେ କେତେଜଣ ସାମାଜିକ କର୍ମୀଙ୍କ…
ଚଳିତ ବର୍ଷ ଭଙ୍ଗା ଯିବନି ୩ ରଥ
ପୁରୀ ଅଫିସ,୨୨।୭-ଚଳିତ ବର୍ଷ ପୁରୀ ରଥଯାତ୍ରାର ୩ ରଥକୁ ଭଙ୍ଗାଯିବ ନାହିଁ। ଜଗନ୍ନାଥଙ୍କ ନନ୍ଦିଘୋଷ, ମହାପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ନ ଭାଙ୍ଗିବା ପାଇଁ ବୁଧବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଶ୍ରୀମନ୍ଦିର ପରିଚାଳନା…
ଶ୍ରୀମୁଖରେ ଝଲସିଲା ରତ୍ନ ଚିତା
ପୁରୀ ଅଫିସ,୨୧।୭: ପବିତ୍ର ଚିତାଲାଗି ଅମାବାସ୍ୟା ତିଥିରେ ସୋମବାର ଶ୍ରୀମନ୍ଦିରରେ ଚିତା ଲାଗି ନୀତି ସମ୍ପନ୍ନ ହୋଇଛି। ତିନିଠାକୁରଙ୍କୁ ଦଇତାପତି ସେବକମାନେ ରତ୍ନଖଚିତ ସୁବର୍ଣ୍ଣ ଚିତା ଲାଗି କରାଇଛନ୍ତି। ମହାପ୍ରଭୁଙ୍କ ଶ୍ରୀମୁଖରେ ଝଲସି ଉଠିଛି ରତ୍ନଚିତା। ଶ୍ରୀମନ୍ଦିରରେ ସକାଳଧୂପ ଓ ଭୋଗମଣ୍ଡପ ନୀତି…
୨ ସେବାୟତଙ୍କୁ କରୋନା
ପୁରୀ ଅଫିସ,୨୦ା୭:ରଥଯାତ୍ରା ପରେ କରୋନା ସଂକ୍ରମଣ ସ୍ଥିତି ଜାଣିବା ପାଇଁ ସେବାୟତମାନଙ୍କର ତୃତୀୟ ପର୍ଯ୍ୟାୟ କୋଭିଡ୍ ଟେଷ୍ଟ କରାଯାଇଥିଲା। ମୋଟ ୨,୬୩୬ ସେବାୟତଙ୍କ ସ୍ବାବ୍ ସଂଗ୍ରହ ହୋଇଥିଲା। ସେମାନଙ୍କ ମଧ୍ୟରୁ ୨ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅନ୍ୟମାନଙ୍କ ରିପୋର୍ଟ ନେଗେଟିଭ…
ସୁପ୍ରିମ୍କୋର୍ଟରେ ଦାଖଲ ହେବ ରଥଯାତ୍ରା ରିପୋର୍ଟ: ପୋଲିସ, ଶ୍ରୀମନ୍ଦିର ପ୍ରଶାସନକୁ ତଥ୍ୟ ମଗାଗଲା
ପୁରୀ ଅଫିସ, ୨୦ା୭: ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ବିଶ୍ୱ ଦେବତା। ସେ ଭାବର ଠାକୁର। ତାଙ୍କୁ ଯିଏ ଯେମିତି ଡାକିଛି ସେ ତା’ ଡାକ ସେମିତି ଶୁଣିଛନ୍ତି। ତାଙ୍କର ସାନ୍ନିଧ୍ୟ ଟିକିଏ ପାଇବା ପାଇଁ କାହିଁ କେତେ ଦୂରରୁ ପୂଣ୍ୟଭୂମି ଶ୍ରୀକ୍ଷେତ୍ରକୁ…
ଆରମ୍ଭ ହୋଇପାରୁନି ଶ୍ରୀସେତୁ କାମ
ପୁରୀ ଅଫିସ,୨୦।୭: ପୁରୀକୁ ବିଶ୍ୱ ଐତିହ୍ୟ ସହର ଭାବେ ଗଢ଼ିତୋଳିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ପରିଚିତ କରିବାକୁ ଦୀର୍ଘମିଆଦୀ ରୋଡ୍ ମ୍ୟାପ ପ୍ରସ୍ତୁତ କରାଯାଇଛି। ଏଠାରେ ଭକ୍ତ, ପର୍ଯ୍ୟଟକଙ୍କୁ ମିଳିବ ଅତ୍ୟାଧୁନିକ ସେବା ସୁବିଧା।…
ଆଜି ଚିତାଲାଗି ଅମାବାସ୍ୟା
ପୁରୀ ଅଫିସ, ୨୦ା୭: ସୋମବାର ଚିତାଲାଗି ଅମାବାସ୍ୟା। ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ତିନିଠାକୁରଙ୍କ ଚିତାଲାଗି ନୀତି ସମ୍ପନ୍ନ ହେବ। ଦାରୁ ବିଗ୍ରହଙ୍କୁ ଦଇତାପତି ସେବକମାନେ ରତ୍ନଚିତା ଲାଗି କରାଇବେ। ସୂଚନାଥାଉ କି, ମହାପ୍ରଭୁ ଅଣସର ପିଣ୍ଡିକୁ ବିଜେ କରିବାବେଳେ ରତ୍ନ…
କାତପଡ଼ା, ହଳଦିଆପଡ଼ା ଗ୍ରାମ କଣ୍ଟେନ୍ମେଣ୍ଟ ଜୋନ୍
କଣାସ,୧୯ା୭(ସ୍ବ.ପ୍ର.): ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ କାତପଡ଼ା ଓ ହଳଦିଆପଡା ଗ୍ରାମରେ ରବିବାର ୨ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ବିଡିଓ ରବୀନ୍ଦ୍ର କୁମାର ପ୍ରଧାନ ଉକ୍ତ ଦୁଇ ଗ୍ରାମକୁ କଣ୍ଟେନ୍ମେଣ୍ଟ ଜୋନ୍ ଭାବେ ଘୋଷଣା କରିଛନ୍ତି। ଚିହ୍ନଟ…
କୋଭିଡ୍ ଯୋଦ୍ଧାଙ୍କୁ ନିମ୍ନମାନର ଖାଦ୍ୟ: ଖାଦ୍ୟରୁ ବାହାରୁଛି ପୋକ, ରବର ବ୍ୟାଣ୍ଡ
ପୁରୀ ଅଫିସ,୧୯। ୭: ମହାମାରୀ କରୋନା ବିରୋଧରେ ଚାଲିଛି ଲଢ଼େଇ। ଏହି ଲଢ଼େଇରେ ଆଗରେ ରହିଛନ୍ତି ଡାକ୍ତର, ନର୍ସ ଓ ସ୍ବାସ୍ଥ୍ୟକର୍ମୀ। ଏମାନେ ନିଜ ସୁଖ ସ୍ବାଚ୍ଛନ୍ଦ୍ୟକୁ ଭୁଲି କରୋନା ବିରୋଧରେ ସଂଗ୍ରାମ ଚଳାଇଛନ୍ତି। ହେଲେ ଏହି ଯୋଦ୍ଧାଙ୍କ ପ୍ରତି ଅଣଦେଖା…
Archives


