ପୁରୀ

ସାମ୍ପ୍ରତିକ ସ୍ଥିତିରେ ଶ୍ରୀମନ୍ଦିର ନ ଖୋଲୁ

ପୁରୀ ଅଫିସ, ୧୦ । ୧୦: ମହାମାରୀ କରୋନା ପାଇଁ ବନ୍ଦ ଥିବା ରାଜ୍ୟର ବିଭିନ୍ନ ଧାର୍ମିିକସ୍ଥଳ ଖୋଲିବା ନେଇ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ସର୍ବସାଧାରଣଙ୍କ ଦର୍ଶନ ନିମନ୍ତେ ଶ୍ରୀମନ୍ଦିର ଖୋଲିବା ସଂକ୍ରାନ୍ତରେ ସରକାରଙ୍କ ନିର୍ଦ୍ଦେଶ ପାଇବା ପରେ…

କୋଭିଡ ଆଇନ ଉଲ୍ଲଂଘନ ପ୍ରସଙ୍ଗ: କ୍ଷମା ମାଗିଲେ ବିଧାୟକ ଉମା

ପୁରୀ ଅଫିସ,୧୦ା୧୦: କୋଭିଡ୍‌ ଆଇନ ଉଲ୍ଲଂଘନ କରିଥିବାରୁ ଶେଷରେ କ୍ଷମା ମାଗିଛନ୍ତି ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ। ଶନିବାର ବିଧାୟକ ସାମନ୍ତରାୟ କହିଛନ୍ତି, କରୋନା ସଂକ୍ରମିତ ଥାଇ ସ୍ବର୍ଗଦ୍ୱାରରେ ପହଞ୍ଚତ୍ବା ମୋର ଭୁଲ୍‌ ଥିଲା। ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ…

ଜନଶୁଣାଣିକୁ ବିରୋଧ: ରାସ୍ତାରୁ ଭାଜପା କର୍ମୀଙ୍କୁ ଉଠାଇନେଲା ପୋଲିସ

ପୁରୀ ଅଫିସ,୯।୧୦: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ୭୭ ମିଟର ଐତିହ୍ୟ କରିଡର ନିର୍ମାଣ ନିମନ୍ତେ ଜମି ଅଧିଗ୍ରହଣ ପାଇଁ ଶୁକ୍ରବାର ନୀଳାଦ୍ରି ଭକ୍ତ ନିବାସ ପରିସରରେ ଜନଶୁଣାଣି ଚାଲିଛି। ଏହାକୁ ବିରୋଧ କରି ଭାଜପା ପକ୍ଷରୁ ଭକ୍ତ ନିବାସ ସମ୍ମୁଖରେ ଧାରଣା ଦିଆଯିବାକୁ…

ଶ୍ରୀମନ୍ଦିର ସୁରକ୍ଷା ବଳୟ ଉନ୍ନତିକରଣ: ଜମି ଅଧିଗ୍ରହଣ ଜନଶୁଣାଣି ଆରମ୍ଭ

ପୁରୀ ଅଫିସ,୯ା୧୦: ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସୁରକ୍ଷା ବଳୟ ଉନ୍ନତିକରଣ କରାଯିବ। ଏହି ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ପାଇଁ ଓଡ଼ିଶା ସାମାଜିକ ପ୍ରଭାବ ଆକଳନ ୟୁନିଟ ଏକ ଚିଠା ପ୍ରସ୍ତୁତ କରିଛନ୍ତି। ଏନେଇ ଅତିରିକ୍ତ ଜିଲାପାଳ…

ରାଜ୍ୟରେ ଧାର୍ମିକସ୍ଥଳ ଖୋଲିବା ପ୍ରସଙ୍ଗ: ଶ୍ରୀମନ୍ଦିରକୁ ଅନ୍ୟ ସହ ତୁଳନା କରା ନ ଯାଉ

ପୁରୀ ଅଫିସ,୯।୧୦: କରୋନା ପାଇଁ ବନ୍ଦ ଥିବା ରାଜ୍ୟର ଧାର୍ମିିକସ୍ଥଳ ଖୁବଶୀଘ୍ର ଖୋଲିପାରେ। ଏଥିଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସଙ୍କେତ ମିଳିଛି। ଜିଲାର ସ୍ଥିତି ଦେଖି କୋଭିଡ୍‌ ନିୟମ ମାନି ଖୋଲିବାକୁ ପରାମର୍ଶ ଦିଆଯାଇଛି। ସମସ୍ତ ଅଂଶୀଦାରଙ୍କ ସହ ଆଲୋଚନା କରି…

‘ଉପନିର୍ବାଚନରେ ଭାଜପା ଜିତିବ’

ପୁରୀ ଅଫିସ, ୮ା୧୦: ଭାଜପାର ନୂଆ ରାଷ୍ଟ୍ରୀୟ ମୁଖପାତ୍ର ତଥା ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ବୁଧବାର ପୁରୀ ଆସି ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି। ତାଙ୍କୁ ସିଂହଦ୍ୱାର ପାଖରେ ପୁରୀ ଜିଲା ଭାଜପାର ନେତୃତ୍ୱମାନେ ଖଣ୍ଡୁଆ ଓ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ…

ଆସନ୍ତା ଶିକ୍ଷାବର୍ଷରୁ ହେବ କାର୍ଯ୍ୟକ୍ଷମ

ପୁରୀ ଅଫିସ, ୮ା୧୦:ଆସନ୍ତା ଶିକ୍ଷାବର୍ଷରୁ ଶ୍ରୀଜଗନ୍ନାଥ ମେଡିକାଲ କଲେଜକୁ ପୂର୍ଣ୍ଣାଙ୍ଗ ଭାବେ କାର୍ଯ୍ୟକ୍ଷମ କରାଇବା ଲାଗି ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ବୁଧବାର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ବାଲିଗୁଆଳିସ୍ଥିତ କଲେଜ ପରିସରକୁ ଯାଇ ଭିତ୍ତିଭୂମି ତଦାରଖ କରିଛନ୍ତି। କେତେ…

ନୀଳମଣିଙ୍କୁ ଇଣ୍ଟରନ୍ୟାଶନାଲ ଆଚିଭ୍‌ମେଣ୍ଟ ଇଣ୍ଡିଆ ଆୱାର୍ଡ

ପୁରୀ ଅଫିସ, ୭ା୧୦:କରୋନା ମହାମାରୀ ସମୟରେ ପୁରୀର ଯୁବଶିଳ୍ପୀ ନୀଳମଣି ଜେନା ଘରେ ରହି ପେଣ୍ଟିଂ କ୍ଷେତ୍ରରେ ସାଉଣ୍ଟିଛନ୍ତି ଅନେକ ସଫଳତା। ଅନ୍‌ଲାଇନ ମାଧ୍ୟମରେ କୋଭିଡ୍‌ ସଚେତନତା ସଂକ୍ରାନ୍ତ ବିଭିନ୍ନ ପ୍ରତିଯୋଗିତାରେ ଭାଗନେଇ ପୁରସ୍କୃତ ହୋଇଛନ୍ତି। କୋଭିଡ୍‌-୧୯ ପ୍ରଦର୍ଶନୀ ବିଶ୍ୱସ୍ତରୀୟ ପ୍ରତିଯୋଗିତା…

ଗୋଟିଏ ପଟେ ଦାବି, ଅନ୍ୟ ପଟେ ବିରୋଧ

ପୁରୀ ଅଫିସ, ୭ା୧୦:ବର୍ତ୍ତମାନ ଶ୍ରୀମନ୍ଦିର ଖୋଲାଯିବା ପାଇଁ ଗୋଟିଏ ପଟେ ଦାବି ହେଉଥିବାବେଳେ ଅନ୍ୟ ପଟେ ଏହାକୁ ବିରୋଧ କରାଯାଉଛି। ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବା ଦାବି ନେଇ ମଙ୍ଗଳବାର ପୂର୍ବାହ୍ନରେ ସୁଆର ମହାସୁଆର ନିଯୋଗ ପୂର୍ବତନ ସଭାପତି ଦାମୋଦର ମହାସୁଆରଙ୍କ…

ଦେବୋତ୍ତର କମିଶନରଙ୍କୁ ସ୍ମାରକପତ୍ର ଦେଲେ ନାଗା ସାଧୁ

ପୁରୀ ଅଫିସ, ୬।୧୦: ଲଙ୍ଗୁଳି ମଠରେ ଧୁନି ପରମ୍ପରାକୁ ବଜାୟ ରଖିବା ପାଇଁ ଭାରତର ବିଭିନ୍ନ ସ୍ଥାନରୁ ନାଗା ସାଧୁମାନେ ଆସି ପୁରୀରେ ଏକାଠି ହୋଇଛନ୍ତି। ମାତ୍ର ସେମାନଙ୍କୁ ଲଙ୍ଗୁଳି ମଠ ନିକଟକୁ ଛଡ଼ା ନ ଯିବାରୁ ନାଗା ସାଧୁମାନେ ଗତ…

ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବାକୁ ଦାବି

ପୁରୀ ଅଫିସ,୬।୧୦: ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବା ଦାବିରେ ମଙ୍ଗଳବାର ଧାରଣାରେ ବସିଛନ୍ତି ସୁଆର ମହାସୁଆର ନିଯୋଗର ପୂର୍ବତନ ସଭାପତି ଦାମୋଦର ମହାସୁଆର। ସେ ଅନ୍ୟ କେତେଜଣ ସେବାୟତଙ୍କ ସହ ଶ୍ରୀମନ୍ଦିର ସମ୍ମୁଖ ଅରୁଣ ସ୍ତମ୍ଭ ନିକଟରେ ଧାରଣା ଦେଇଛନ୍ତି। ଧାରଣାକାରୀମାନେ…

୩୦ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ

ପୁରୀ ଅଫିସ,୫।୧୦: ପୁରୀ ସହରରେ ବେଆଇନ ନିଶା କାରବାର ବୃଦ୍ଧି ପାଉଛି। କିଛିଦିନ ହେବ ବ୍ରାଉନ୍‌ସୁଗାର କାରବାର ଅଧିକ ମାତ୍ରାରେ ଚାଲିଛି। ବାହାରୁ ବେପାରୀମାନେ ବ୍ରାଉନ୍‌ସୁଗାର ଆଣି ପୁରୀରେ ବିକ୍ରି କରୁଛନ୍ତି। ରବିବାର ପୁରୀକୁ ବ୍ରାଉନ୍‌ସୁଗାର ଚୋରାଚାଲାଣ ହେଉଥିବାବେଳେ ପୋଲିସ ୬ଜଣଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?